Latest Odisha News

BREAKING NEWS

Browsing Category

ସହର

City

ରାଜଧାନୀରେ ପର୍ଯ୍ୟଟକଙ୍କ ମନମୋହୁଛି ଦୁବାଇର ମିରାକଲ୍ ଗାର୍ଡେନ

ଭୁବନେଶ୍ଵର: ମଣ୍ଡପେ ବିରାଜମାନ କରିଛି ମାଆ ଦୁର୍ଗା। ଏଥିପାଇଁ ଚଳଚଞ୍ଚଳ ରାଜଧାନୀ ଭୁବନେଶ୍ୱରରୁ ପୁରପଲ୍ଲୀର କୋଣ ଅନୁକୋଣ । ଆଜି ଶାରଦୀୟ ଦୁର୍ଗାପୂଜାରେ ପୀଠରେ ମହାନବମୀ ଚାଲିଥିବା ବେଳେ ମଣ୍ଡପମାନଙ୍କରେ ମୁଣ୍ମୟୀ ଦେବୀ ପ୍ରତିମାଙ୍କର ମହାଷ୍ଟମୀ ଚାଲିଛି । ବେଦମନ୍ତ୍ରରେ ପ୍ରକମ୍ପିତ ହେଇଛି…

‘ଭଡାରେ ଲାଗିଥିବା ରାଜୀବ ଆବାସ ଯୋଜନା ଘର ଲାଇସେନ୍ସ ହେବ ବାତିଲ’

ଭୁବନେଶ୍ୱର: ଦୀର୍ଘ ଦିନ ଧରି ରାଜୀବ ଆବାସ ଯୋଜନରେ ନିଜ ଘର ଥିବା ସତ୍ତ୍ବେ ନିଜକୁ ଭୂମିହୀନ, ଗୃହହୀନ ଓ ଗରିବ କହିବା ପଡିଲା ମହଙ୍ଗା । ୨୫୦ ବେଆଇନ ହିତାଧିକାରୀଙ୍କୁ ଠାବ କରିଛି ବିଏମସିର ଏକାଧିକ ଟିମ୍ । ରାଜଧାନୀର ୮ଟି ସ୍ଥାନରେ ରେଡ୍ କରି ଏମାନଙ୍କୁ ଚିହ୍ନଟ କରିଛି ଏହି ଟିମ୍ । ତେଣୁ…

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ପ୍ରକାଶ ବେହେରା

ଭୁବନେଶ୍ବର: ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ପ୍ରକାଶ ବେହେରା । ସେ ତାଙ୍କର ଇସ୍ତଫା ପତ୍ର ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଛନ୍ତି । ଗତ ନିର୍ବାଚନରେ ବିଜେପିରୁ ଇସ୍ତଫା ଦେଇ ବିଜେଡିରେ ଯୋଗ ଦେଇଥିଲେ । ଗତ ନିର୍ବାଚନରେ କଟକ-ବାରବାଟୀରୁ ସେ ପ୍ରାର୍ଥୀ ହୋଇଥିଲେ…

ବିଜେଡିରେ ବଡ଼ ଗଡ଼ବଡ଼ !

ଭୁବନେଶ୍ବର: ବିଜେଡି ଭିତରେ କୁହୁଳୁଛି ଅସନ୍ତୋଷ। ବଡ଼ଚଣାରୁ କଟକ, ଜଳଜଳ ଦିଶୁଛି ଫାଟ । କେଉଁଠି ନେତା ଖୋଲାଖୋଲି ଇଙ୍ଗିତ କଲେଣି ତ ବରିଷ୍ଠ ନେତା ଦଳର କାର୍ଯ୍ୟକ୍ରମରେ ଅନୁପସ୍ଥିତ ରହିଲେଣି। ଅକ୍ଟୋବର ୨ରୁ ବିଜେଡି ସାରା ରାଜ୍ୟରେ ଜନସଂପର୍କ ପଦଯାତ୍ରା କରିଥିବା ବେଳେ ନିଜ ଦଳର ନେତାଙ୍କ…

ଆଡମିଟ୍‌ କାର୍ଡକୁ ଡଙ୍ଗା କରି ଭସାଇଲେ ପରୀକ୍ଷାର୍ଥୀ

କଟକ: ଦିନକୁ ଦିନ ତୀବ୍ର ହେବାରେ ଲାଗିଛି ଆରଆଇ ଓ ଅମିନ ପରୀକ୍ଷା ବାତିଲ୍ ଦାବି । ବିଭିନ୍ନ ଜିଲ୍ଲାରେ ଏହି ଦାବି ଜାରି ରହିଥିବା ବେବେଳେ ଆଗାମୀ ପରୀକ୍ଷା ପାଇଁ ଗତକାଲି ଆସିଥିବା ଆଡମିଟ୍ କାର୍ଡ ସବୁ ଡଙ୍ଗା କରି ଭସାଇଛନ୍ତି ପରୀକ୍ଷାର୍ଥୀ । ତେବେ ଆରଆଇ, ଅମିନ ପରୀକ୍ଷାରେ ଅନିୟମିତତା…

ମଣ୍ଡପେ ମା’ ଦଶଭୁଜା: ଦୃଷ୍ଟି ଆକର୍ଷଣ କରୁଛି ତୋରଣ ସାଙ୍ଗକୁ ମେଢ ସଜା

ଭୁବନେଶ୍ବର: ମଣ୍ଡପେ ବିରାଜିତ ହୋଇଛନ୍ତି ମା ଦଶଭୂଜା । ଆଜି ପୀଠରେ ମହାଅଷ୍ଟମୀ ପୂଜା ହେଉଥିବାବେଳେ ମଣ୍ଡପରେ ମହାସପ୍ତମୀ ପୂଜା ରହିଛି। ମା’ଙ୍କର ଚକ୍ଷୁଦାନ ନୀତି ସମ୍ପର୍ଣ୍ଣ ହୋଇଛି । ମା’ ଆଖି ପଡିବା ମାତ୍ରେ ଧରାପୃଷ୍ଠରୁ ନାଶ ହୋଇଛି ସବୁ ପାପ । ଏଥିପାଇଁ ଚଳଚଞ୍ଚଳ ଗାଁଠୁ ସହର ।…

ପୁଣି ସାଲିଆ ସାହିରେ ଠାବ ହେଲା ଶହ ଶହ ମଦ ପୋଚ

ଭୁବନେଶ୍ବର: ପୁଣି ସାଲିଆ ସାହିରେ ଶହ ଶହ ଲିଟର ଦେଶୀ ମଦ ଠାବ କଲା ଅବକାରୀ ବିଭାଗ । ସାଲିଆସାହି ନୀଳଚକ୍ର ନଗରରେ ଆଜି ଅବକାରୀ ବିଭାଗର ରେଡ୍‌ ପରେ ପାଖାପାଖି ୫ ହଜାର ଲିଟର ପୋଚ ନଷ୍ଟ କରିବା ସହିତ ଦେଶୀ ମଦ ଜବତ  ହୋଇଛି । ଏଥିସହିତ ଏହି ମାମଲାରେ ୬ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା…

ଦୁର୍ଗା ପୂଜା ଅବସରରେ ରାଜ୍ୟବାସୀଙ୍କୁ ବିରୋଧୀ ଦଳ ନେତାଙ୍କ ଶୁଭେଚ୍ଛା

ଭୁବନେଶ୍ୱର: ପବିତ୍ର ଦୁର୍ଗାପୂଜା ଅବସରରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଓଡିଶା ବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି ମାତୃଶକ୍ତି ଆରାଧନାର ଏ ମହାନ ପର୍ବ ଆମ ଆଧ୍ୟାତ୍ମିକ ସଂସ୍କୃତିକୁ ଗରୀୟାନ କରିଛି। ଆଦ୍ୟାଶକ୍ତିଙ୍କ ଆଶୀର୍ବାଦ ସମସ୍ତଙ୍କ ଜୀବନକୁ ସୁଖ ଶାନ୍ତି ଓ…

ବନ୍ଧା ହେଲେ ପଞ୍ଚାୟତିରାଜ ବିଭାଗର ବରିଷ୍ଠ ଅଧିକାରୀ

ଭୁବନେଶ୍ୱର: ଗିରଫ ହେଲେ ପଞ୍ଚାୟତିରାଜ ବିଭାଗର ବରିଷ୍ଠ ଅଧିକାରୀ। ରାଜ୍ୟ ସରକାରଙ୍କ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ବରିଷ୍ଠ ବ୍ୟକ୍ତିଗତ ସଚିବ ରମେଶଚନ୍ଦ୍ର ଜେନାଙ୍କୁ ଆଜି ଗିରଫ କରିଛି ଭିଜିଲାନ୍ସ। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି।  ରମେଶଚନ୍ଦ୍ର…

୬ ହଜାରରୁ ଉର୍ଦ୍ଧ୍ୱ ଶିକ୍ଷକ ପଦବୀରେ ନିଯୁକ୍ତି ପାଇଁ ଓଏସଏସସି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର: ଓଡ଼ିଶା ଷ୍ଟାଫ୍ ସିଲେକ୍ସନ କମିଶନ (ଓଏସଏସସି) ପକ୍ଷରୁ ୨୦୨୪ରେ ସରକାରୀ ମାଧ୍ୟମିକ ବିଦ୍ୟାଳୟ ପାଇଁ ଲିଭ୍ ଟ୍ରେନିଂ ରିଜର୍ଭ (ଏଲଟିଆର) ଶିକ୍ଷକ ନିଯୁକ୍ତି ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି । ଏହି ନିଯୁକ୍ତି ପ୍ରକ୍ରିୟାରେ ନିଯୁକ୍ତ ଶିକ୍ଷକମାନେ ବିଭାଗ ଅଧୀନରେ ଥିବା ସରକାରୀ…