Latest Odisha News

BREAKING NEWS

Browsing Category

ସହର

City

ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟରେ ‘ଷ୍ଟ୍ରୋକକୁ ଜାଣିବା, ଜିଣିବା’ ସଚେତନତା କାର୍ଯ୍ୟକ୍ରମ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟରେ ଆୟୋଜିତ ଯୁବ ସଚେତନତା କାର୍ଯ୍ୟକ୍ରମ ‘ଷ୍ଟ୍ରୋକକୁ ଜାଣିବା, ଜିଣିବା’କୁ ନେଇ ବିଶେଷ ଉତ୍ସାହ ଦେଖିବାକୁ ମିଳିଛି। ବିଶ୍ୱବିଦ୍ୟାଳୟର ସହଭାଗିତାରେ ଆଜି ଆଇଏଫଆଇ ଫାଉଣ୍ଡେସନ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଭିନ୍ନ…

ଝାଡ଼ଖଣ୍ଡ ନିର୍ବାଚନ ପ୍ରଚାର ପାଇଁ କାଲିଠୁ ୩ ଦିନିଆ ଗସ୍ତରେ ଯିବେ ମନ୍ତ୍ରୀ

ଭୁବନେଶ୍ବର: ଆଉ ମାତ୍ର କିଛି ଦିନର ଅପେକ୍ଷା ଏହା ପରେ ଆରମ୍ଭ ହେବ ଝାଡ଼ଖଣ୍ଡ ନିର୍ବାଚନ । ଏଥିପାଇଁ ସବୁ ଦଳ ପକ୍ଷରୁ ପ୍ରଚାର ଜୋରଦାର କରାଯାଉଛି । ବିଜେପି ମଧ୍ୟ ନିଜ ସପକ୍ଷରେ ଭୋଟ୍ ଆଣିବା ପାଇଁ ପ୍ରକ୍ରିୟା ଆରମ୍ଭ କରିଛି । ଏନେଇ ଆସନ୍ତାକାଲିଠୁ ୩ ଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ ନଗର…

ଡିସେମ୍ବର ୩୦ ସୁଦ୍ଧା ସବୁ ସ୍କୁଲ୍ ଓ କଲେଜକୁ ଜମି ପଟ୍ଟା ଦିଆଯିବ: ରାଜସ୍ଵ ମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟର ସବୁ ସ୍କୁଲ ଓ କଲେଜକୁ ପଟ୍ଟା ଦିଆଯିବ । ତେଣୁ ଡିସେମ୍ବର ୩୦ ତାରିଖ ସୁଦ୍ଧା କିପରି ସବୁ ସ୍କୁଲ ଓ କଲେଜକୁ ଜମି ପଟ୍ଟା ଦିଆଯିବ ସେନେଇ କାର୍ଯ୍ୟ ଆରମ୍ଭ ହୋଇଥିବା କହିଛନ୍ତି ରାଜସ୍ବ ମନ୍ତଫରି ସୁରେଶ ପୂଜାରୀ । ଶିକ୍ଷକ କିମ୍ବା ଅଧ୍ୟାପକମାନେ ପାଠ ପଢ଼ାଇବା  ଛାଡ଼ି…

ଆମର ବାର ବର୍ଷର ତପସ୍ୟାକୁ ବିଜେପି ସରକାର ଶୁଖୁଆ ପୋଡ଼ାରେ ସାରିଦେଲା: ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଆଜି  ଶଙ୍ଖ ଭବନରେ ଛାତ୍ରମାନଙ୍କ ପାଇଁ ବିଜୁ ଜନତା ଦଳର ସ୍ୱତନ୍ତ୍ର ସଭ୍ୟ ସଂଗ୍ରହ ଅଭିଯାନ ଏବଂ ତିରିଶ ଜିଲ୍ଲା ପାଇଁ  ଡିଜିଟାଲ ଭଲ୍ୟୁଣ୍ଟର କର୍ମଶାଳାକୁ ବିଜେଡ଼ି ସଭାପତି ନବୀନ ପଟ୍ଟନାୟକ ଉଦଘାଟନ କରିଛନ୍ତି। ଏହି ଅବସରରେ ଆୟୋଜିତ ସଭାରେ ଉଦବୋଧନ ଦେଇ ଶ୍ରୀ ପଟ୍ଟନାୟକ…

ବିପ୍ଳବୀ ଶହୀଦ୍ ବିର୍ସା ମୁଣ୍ଡାଙ୍କ ୧୫୦ତମ ପୂଣ୍ୟ ଜୟନ୍ତୀରେ ପାଳିତ ହେବ “ଜନଜାତି ଗୌରବ ବର୍ଷ”

ଭୁବନେଶ୍ୱର: ବିଶିଷ୍ଟ ଆଦିବାସୀ ନେତା ତଥା ଭାରତୀୟ ସ୍ଵାଧୀନତା ସଂଗ୍ରାମର ଅନନ୍ୟ ବିପ୍ଳବୀ ଶହୀଦ୍ ବିର୍ସା ମୁଣ୍ଡାଙ୍କ ୧୫୦ତମ ପୂଣ୍ୟ ଜୟନ୍ତୀ ଅବସରରେ ୨୦୨୫ ମସିହାକୁ “ଜନଜାତି ଗୌରବ ବର୍ଷ” ରୂପେ ପାଳନ କରିବା ନିମନ୍ତେ କେନ୍ଦ୍ର ସରକାର ଘୋଷଣା କରିଛନ୍ତି । ଆସନ୍ତା ନଭେମ୍ବର ୧୫ ତାରିଖରେ…

ଓଡିଶାରେ ଅନେକ ପୁରୁଣା, ନିଷ୍କ୍ରିୟ ଓ ଅପ୍ରାସଙ୍ଗିକ ଆଇନକୁ ରଦ୍ଦ କରାଯିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡିଶାରେ ଅନେକ ପୁରୁଣା, ନିଷ୍କ୍ରିୟ ଓ ଅପ୍ରାସଙ୍ଗିକ ଆଇନକୁ ଚିହ୍ନଟ କରାଯାଇ ରଦ୍ଦ କରାଯିବ । ଏହି ପ୍ରକ୍ରିୟା ଆରମ୍ଭ ହୋଇସାରିଛି ବୋଲି ଆଜି ଲୋକସେବା ଭବନ କନ୍‌ଭେନ୍‌ସନ ସେଣ୍ଟର ଠାରେ ଆୟୋଜିତ ଭାରତୀୟ ନାଗରିକ ସୁରକ୍ଷା ସଂହିତା ଏବଂ ଭାରତୀୟ ନ୍ୟାୟ ସଂହିତା ଜାଗୃତିକରଣ…

ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପର ଉଲ୍ଲେଖନୀୟ ଅଗ୍ରଗତି

ଭୁବନେଶ୍ୱର: ଖୋର୍ଦ୍ଧା ରୋଡ-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ ନିର୍ମାଣ କାର୍ଯ୍ୟରେ ଏକ ପ୍ରମୁଖ ପଦକ୍ଷେପ ନିଆଯାଇଛି । ଝାରମୁଣ୍ଡା ଠାରୁ ବୌଦ୍ଧ ଷ୍ଟେସନ ମଧ୍ୟରେ ୧୬.୨୭୦ କିଲୋମିଟର ଦୈର୍ଘ୍ୟ ନୂତନ ଭାବେ ନିର୍ମିତ ଟ୍ରେନ୍ ଲାଇନରେ ଇଞ୍ଜିନ ଗଡ଼ିବା ଏବଂ ପରୀକ୍ଷଣ ସହ ରେଳ ନିରାପତ୍ତା ଆୟୁକ୍ତଙ୍କ…

ସରକାରଙ୍କ ଗଳାରେ କନ୍ଧମାଳ କଣ୍ଟା !

ଭୁବନେଶ୍ବର: କନ୍ଧମାଳ ଟାକୁଆ ଟ୍ରାଜେଡି ପାଲଟିଛି ବିଜେପି ସରକାରଙ୍କ ଗଳାର କଣ୍ଟା । ପଦାରେ ପଡିଛି ଯୋଗାଣ ବିଭାଗର ବିଫଳତା । ବିରୋଧୀ ଲଗାତର ଘେରୁଥିବା ବେଳେ ଲୋକଙ୍କ ଆକ୍ରୋଶ ବି ସାମନାକୁ ଆସିଲାଣି । ମନ୍ତ୍ରୀ କହୁଛନ୍ତି, ରାସନ ଚାଉଳ ମହଜୁଦ ଥାଇ ଲୋକେ ପାରମ୍ପରିକ ଖାଦ୍ୟ ଭାବେ ଆମ୍ବ…

ହଷ୍ଟେଲରୁ ମିଳିଲା ଛାତ୍ରୀଙ୍କ ଝୁଲନ୍ତା ମୃତ ଦେହ

ଭୁବନେଶ୍ବର: ଭୁବନେଶ୍ବର ହଷ୍ଟେଲ ରୁମ୍‌ରୁ ମିଳିଲା ଛାତ୍ରୀଙ୍କ ଝୁଲନ୍ତା ମୃତଦେହ । ଛାତ୍ରୀଜଣଙ୍କ ପଟିଆ ସ୍ଥିତ ଏକ ଘରୋଇ କୋଚିଂ ସେଣ୍ଟରରେ ମେଡିକାଲ ପାଇଁ କୋଂଚି ନେଉଥିବା ବେଳେ ହଷ୍ଟେଲରୁ ତାଙ୍କ ମୃତ ଦେହ ଉଦ୍ଧାର କରାଯାଇଛି । ତେବେ ଏହା  ଆତ୍ମହତ୍ୟା ନା ହତ୍ୟା ତାହା ଅସ୍ପଷ୍ଟ ଥିବା…

ଖୁବ୍‌ ଶୀଘ୍ର କାର୍ଯ୍ୟକାରୀ ହେବ ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା’

ଭୁବନେଶ୍ୱର: ରାଜ୍ୟରେ ଖୁବ୍ ଶୀଘ୍ର ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା’ର ଶୁଭାରମ୍ଭ କରାଯିବ । ଏହି ଯୋଜନା ଅନୁଯାୟୀ ରାଜ୍ୟର ପ୍ରତ୍ୟେକ ପଞ୍ଚାୟତରେ ଗୋଟିଏ ଲେଖାଏଁ ଅତ୍ୟାଧୁନିକ ପ୍ରାଥମିକ ବିଦ୍ୟାଳୟ ନିର୍ମାଣ କରାଯିବ । ସମୁଦାୟ ୬ ହଜାର ୭୯୪ଟି ବିଦ୍ୟାଳୟ ନିର୍ମାଣ…