Latest Odisha News
Browsing Category

ସହର

City

ମେଜରଙ୍କ ବାନ୍ଧବୀଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ; ‘ଯିଏ ଦୋଷୀ ସିଏ ନିଶ୍ଚିତ ଦଣ୍ଡ ପାଇବ’

ଭୁବନେଶ୍ୱର: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ମାଡ଼ ଘଟଣା । ଆଜି ବୁବନେଶ୍ବର ଏମ୍ସରେ ମେଜରଙ୍କ ବାନ୍ଧବୀଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଉପମୁଖ୍ୟମନ୍ତ୍ରୀ ଚିକିତ୍ସାଧୀନ ପୀଡିତାଙ୍କୁ ଭେଟି ସମସ୍ତ ଘଟଣା ବିଷୟରେ ଶୁଣିଥିଲେ । ଏହାପରେ ସେ ଡିସିପିଙ୍କ ସହ…

ମେଜର ଓ ତାଙ୍କ ବାନ୍ଧବୀଙ୍କୁ ମାଡମାରିବା ଘଟଣା: ଓଡ଼ିଶା ସରକାରଙ୍କୁ କଡ଼ା ସମାଲୋଚନା କଲେ ପ୍ରିୟଙ୍କା ଗାନ୍ଧୀ

ଭୁବନେଶ୍ୱର: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ମାଡ଼ ମାରିବା ଘଟଣାରେ ଶୁକ୍ରବାର କଡା ସମାଲୋଚନା କରିଛନ୍ତି କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରା । ଆଜି ସେ ଶୋସିଆଲ ମିଡିଆ 'ଏକ୍ସ' ରେ ପୋଷ୍ଟ କରି ଓଡିଶା ପୋଲିସ ଓ ସରକାରଙ୍କ ଉପରେ ବର୍ଷିଛନ୍ତି । ପ୍ରିୟଙ୍କା…

ଭିଏସଏସ ନଗର ଠାରେ ୩ ଘଣ୍ଟା ମଧ୍ୟରେ ରୋଡ ଓଭର ବ୍ରିଜ୍ ଉପରେ ସ୍ଥାପନ ହେଲା ଗାର୍ଡ

ଭୁବନେଶ୍ୱର: ପ୍ରମୁଖ ମାଇଲଖୁଣ୍ଟ ହାସଲ କଲା ପୂର୍ବତଟ ରେଳପଥ । ଏକ ଉଲ୍ଲେଖନୀୟ ଇଞ୍ଜିନିୟରିଂ କାର୍ଯ୍ୟରେ, ପୂର୍ବତଟ ରେଳପଥ ଆଜି ମାତ୍ର ତିନି ଘଣ୍ଟା ମଧ୍ୟରେ ପ୍ରତ୍ୟକ ୩୬ ମିଟର ଲମ୍ବ ପାଞ୍ଚଗୋଟି ଷ୍ଟିଲ୍ ଗାର୍ଡ଼ର (ଯାହାର ଓଜନ ପ୍ରତ୍ୟକ ୩୫ ଟନ୍) କୁ ସଫଳତାର ସହ ସ୍ଥାପନ କରାଯାଇଛି ।…

ମେଜର ଓ ତାଙ୍କ ବାନ୍ଧବୀଙ୍କୁ ମାଡ଼ ନେଇ ମୁଖ୍ୟମନ୍ତ୍ରୀଙ୍କ ପ୍ରତିକ୍ରିୟା

ଭୁବନେଶ୍ବର: ଭରତପୁର ଥାନାରେ ସେନା ଅଧିକାରୀ ଗୁରୁବଂଶ ସିଂ ଓ ବାନ୍ଧବୀଙ୍କୁ ମାଡ଼ ମାରିବା ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହି ଘଟଣାକୁ ନେଇ ସରକାର ସଚେତନ ଅଛନ୍ତି, ଖୁବ ଶୀଘ୍ର ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ । ଘଟଣାକୁ…

ଭରତପୁର ଥାନା ଘଟଣା : ୭ ରୋଡ୍‌ ରୋମିଓଙ୍କୁ ଧରିଲା କମିଶନରେଟ୍‌ ପୋଲିସ

ଭୁବନେଶ୍ଵର: ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ମାଡ଼ ଘଟଣା । ୭ ଜଣ ରୋଡ୍‌ ରୋମିଓଙ୍କୁ ଧରିଲା କମିଶନରେଟ୍‌ ପୋଲିସ । ସିସିଟିଭି ଆଧାରରେ ୭ ଜଣଙ୍କୁ ରୋଡ ରୋମିଓଙ୍କୁ ଧରିଲା କମିଶନରେଟ ପୋଲିସ । ଧରାପଡ଼ିଥିବା ୭ ଜଣଙ୍କୁ ଚନ୍ଦକା ଥାନାକୁ ନେଇ ପଚରାଉଚରା କରୁଛି କମିଶନରେଟ ପୋଲିସ ।…

ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି, ଜନଶୁଣାଣି ପୋର୍ଟାଲ କରିପାରିବେ ପଞ୍ଜୀକରଣ

ଭୁବନେଶ୍ୱର: ଦୀର୍ଘ ୬ ସପ୍ତାହ ପରେ ଖୋଲିବାକୁ ଯାଉଛି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ। ଆସନ୍ତା ୨୩ ତାରିଖରେ ଖୋଦ ମୁଖ୍ୟମନ୍ତ୍ରୀ ସାଧାରଣ ଲୋକଙ୍କ ଅଭିଯୋଗ ଶଣୁଣିବେ ବୋଲି ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ କୁହାଯାଇଛି। ଆଜି ଠାରୁ ଉଦ୍ଦିଷ୍ଟ ଜନଶୁଣାଣି ପୋର୍ଟାଲ ଅଥବା…

ଭରତପୁର ଥାନା ବର୍ବରତା: ସତ ବଖାଣିଲେ ମେଜରଙ୍କ ବନ୍ଧବୀ

ଭୁବନେଶ୍ଵର: ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ପୋଲିସର ମାଡ଼ ଘଟଣା । ଘଟଣା ଦିନର କଳା କାହାଣୀ ବଖାଣିଲେ ମେଜରଙ୍କ ବାନ୍ଧବୀ । କିଭଳି ତାଙ୍କୁ ଆଇଆଇସି ଯୌନ ନିର୍ଯାତନା ଦେଇଥିଲେ ସେ ନେଇ ସମ୍ପୁର୍ଣ୍ଣ କଥା କହିଲେ ମେଜରଙ୍କ ବାନ୍ଧବୀ । ଆଜି ହସ୍ପିଟାଲରୁ ଡିସଚାର୍ଜ ହେବା ପରେ ଭରତପୁର…

କଟକ ସହର ସମ୍ପର୍କିତ ଜନସ୍ୱାର୍ଥ ମାମଲାରେ ହାଇକୋର୍ଟଙ୍କ ନୋଟିସ୍‌

କଟକ: କଟକ ସହର ସମ୍ପର୍କିତ ଜନସ୍ୱାର୍ଥ ମାମଲାରେ ହାଇକୋର୍ଟଙ୍କ ନୋଟିସ୍‌ । ସ୍ୱାସ୍ଥ୍ୟ ସଚିବଙ୍କୁ ବ୍ୟକ୍ତିଗତ ଭାବେ ହାଜର ପାଇଁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ । ତାଙ୍କ ସହ ଏସସିବି ମେଡିକାଲ୍‌ ଅଧୀକ୍ଷକଙ୍କୁ ମଧ୍ୟ ହାଜର ପାଇଁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ଏସସିବିର ବିପର୍ଯ୍ୟସ୍ତ…

ମେଜର ଓ ବାନ୍ଧବୀଙ୍କୁ ପୋଲିସ ମାଡ଼ ମାରିବା ଘଟଣାରେ ରିପୋର୍ଟ ମାଗିଲେ ଜାତୀୟ ମହିଳା କମିଶନ

ଭୁବନେଶ୍ୱର: ରାଜଧାନୀର ଭରତପୁର ଥାନାରେ ଭାରତୀୟ ସେନା ଅଧିକାରୀ ମେଜର ଗୁରୁବନ୍ତ ସିଂ ଏବଂ ତାଙ୍କ ବାନ୍ଧବୀଙ୍କୁ ଅପବ୍ୟବହାର ସହିତ ମାଡ଼ ମାରିବା ଘଟଣାରେ ଜାତୀୟ ମହିଳା କମିଶନ ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ୱାଇ.ବି ଖୁରାନିଆଙ୍କୁ ରିପୋର୍ଟ ମାଗିଛନ୍ତି । ମେଜର ସିଂ ଏବଂ…

ଟ୍ରାଫିକ୍ ସିଗନାଲରେ ହଠାତ୍ ଚଳନ୍ତା କାରରୁ ଖସିଲା ନାଗ, ଆଉ ତା’ପରେ…

ଭୁବନେଶ୍ବର: ଆଜି ରାଜଧାନୀର ରବି ଟକିଜ୍ ଛକ ନିକଟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ମଧ୍ୟାହ୍ନ ପ୍ରାୟ ୧ଟା ୩୦ରେ ରବି ଟକିଜ୍ ଛକରେ ପ୍ରବଳ ଭିଡ ସମୟରେ ଟ୍ରାଫିକ ସିଗ୍ନାଲ ପରେ କେଦାରଗୌରୀ ପଟୁ କଳ୍ପନା ଆଡ଼କୁ ଯାଉଥିବା ଏକ କାର ତଳୁ ଏକ ନାଗ ସାପ ଖସି ପଡ଼ିଲା । ଏହାପରେ କିଛି ସମୟ…