Latest Odisha News

BREAKING NEWS

Browsing Category

ସହର

City

ଭୁବନେଶ୍ୱରରେ ଚାଞ୍ଚଲ୍ୟ: ଦୁର୍ଘଟଣା ଆଳରେ ହତ୍ୟାକାଣ୍ଡ!

ଭୁବନେଶ୍ୱର: ରାଜଧାନୀ ଛାତି ଉପରେ ଘଟିଥିବା ଏକ ଚାଞ୍ଚଲ୍ୟକର ଘଟଣା ଏବେ ନୂଆ ମୋଡ଼ ନେଇଛି। ପ୍ରଥମେ ଏହାକୁ ସାଧାରଣ ସଡ଼କ ଦୁର୍ଘଟଣା ବୋଲି ଧରାଯାଉଥିଲା। କିନ୍ତୁ ପୋଲିସର ପ୍ରାଥମିକ ତଦନ୍ତରେ ସାମ୍ନାକୁ ଆସିଛି ଏକ ଭୟଙ୍କର ସତ୍ୟ। ଏହା ଦୁର୍ଘଟଣା ନୁହେଁ, ବରଂ ଏକ ଯୋଜନାବଦ୍ଧ ହତ୍ୟାକାଣ୍ଡ।…

ଭାରତକୁ ସବଷ୍ଟ୍ରେଟ୍ ଉତ୍ପାଦନ ପ୍ରଯୁକ୍ତି ଆଣିବାକୁ ଓଡ଼ିଶା ସରକାର ଏବଂ ଇଣ୍ଟେଲ୍ ଓ ୩ ଡିଜିଏସ୍ ମଧ୍ୟରେ ବୁଝାମଣାପତ୍ର…

ଭୁବନେଶ୍ବର: ଓଡ଼ିଶାରେ ଏକ ଉନ୍ନତ ପ୍ୟାକେଜିଂ ଗ୍ଲାସ୍ କୋର୍ ସବଷ୍ଟ୍ରେଟ୍ ଉତ୍ପାଦନ ୟୁନିଟ୍ ପ୍ରତିଷ୍ଠା ପାଇଁ ଏକ ଢାଞ୍ଚା ସ୍ଥାପନ କରିବା ଲାଗି ଓଡ଼ିଶା ସରକାର, ଇଣ୍ଟେଲ୍ କର୍ପୋରେସନ୍ ଏବଂ ୩ଡିଜିଏସ୍, ୟୁଏସଏ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି । ଏହି ପ୍ରକଳ୍ପ ଦେଶର ସର୍ବବୃହତ…

ଡିଫଲ୍ଟର ଓମଫେଡ ଡିଲରଙ୍କୁ ଆଉ ତ୍ରାହି ନାହିଁ, ୭ ଦିନରେ ବକେୟା ନଦେଲେ ରଦ୍ଦ ହେବ ଲାଇସେନ୍ସ…

ଭୁବନେଶ୍ବର: ଡିଫଲ୍ଟର ଓମଫେଡ ଡିଲରଙ୍କୁ ମତ୍ସ୍ୟ ଓ ପ୍ରାଣି ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କ କଡା ଚେତାବନୀ । ଆସନ୍ତା ୭ ଦିନ ଭିତରେ ଓମଫେଡର ବକେୟା ପଇସା ପୈଠ ନ କଲେ ଲାଇସେନ୍ସ ରବ୍ଦ ହେବ ବୋଲି ଓମଫେଡ୍ ଓ ଦୁଗ୍ଧ ସଂଘ କାର୍ଯ୍ୟାବଳୀ ସମୀକ୍ଷା ବୈଠକରେ ଏହି ପ୍ରତିକ୍ରିୟା ରଖିଛନ୍ତି…

ବରମୁଣ୍ଡାରେ ମହିଳାଙ୍କ ମୁଣ୍ଡରେ ବନ୍ଧୁକ ଲଗାଇ ଲୁଟ ଉଦ୍ୟମ, ଦୁର୍ବୃତ୍ତକୁ କାବୁ କଲେ ସ୍ଥାନୀୟ ଯୁବକ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରର ବରମୁଣ୍ଡା ଅଞ୍ଚଳରେ ବିଳମ୍ବିତ ରାତିରେ ଏକ ଭୟଙ୍କର ଘଟଣା ସାମ୍ନାକୁ ଆସିଛି। ବସକୁ ଅପେକ୍ଷା କରିଥିବା ଜଣେ ମହିଳାଙ୍କ ମୁଣ୍ଡରେ ବନ୍ଧୁକ ଲଗାଇ ଜଣେ ଦୁର୍ବୃତ୍ତ ଲୁଟ ଉଦ୍ୟମ କରିଛି। ତେବେ ଜଣେ ସ୍ଥାନୀୟ ଯୁବକଙ୍କ ଉପସ୍ଥିତ ବୁଦ୍ଧି ଏବଂ ସାହସିକତା ଯୋଗୁଁ ଏକ…

ଓଡ଼ିଶା ସିଭିଲ ସର୍ଭିସ୍ ପରୀକ୍ଷାରେ ପ୍ରଥମ ସ୍ଥାନ ହାସଲ କରିଥିବା ବୁବୁନ ସାହୁଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଓଡ଼ିଶା ସିଭିଲ ସର୍ଭିସ୍ (OCS) ପରୀକ୍ଷା-୨୦୨୪ରେ ପ୍ରଥମ ସ୍ଥାନ ଅଧିକାର କରିଥିବା କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଉପଖଣ୍ଡ ତୋଳଙ୍କପଡ଼ା ଗାଁର ବୁବୁନ ସାହୁଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଉଲ୍ଲେଖନୀୟ ସଫଳତା ପାଇଁ ଆଜି ଲୋକସେବା ଭବନରେ…

ଡରାଉଛି ତୈଳ ସଙ୍କଟ; ରାଜ୍ୟର ବିଭିନ୍ନ ପର୍ଯ୍ୟଟନସ୍ଥଳୀରେ ଡିଜେଲ୍ ବଦଳରେ ଚାଲିବ ଇଭି ବୋଟ୍‌

ଭୁବନେଶ୍ୱର: ସମଗ୍ର ବିଶ୍ବରେ ଦେଖାଦେଉଥିବା ତୈଳ ସଙ୍କଟ ମଧ୍ୟରେ ରାଜ୍ୟ ସରକାର ଏକ ବଡ ନିଷ୍ପତ୍ତି ନେଇଛନ୍ତି । ଏଣିକି ଡିଜେଲ୍ ବଦଳରେ ଓଡ଼ିଶାର ଭିନ୍ନ ପର୍ଯ୍ୟଟନସ୍ଥଳୀ ଗୁଡିକରେ ଚାଲିବ ଇଭି ବୋଟ୍‌ । ଓଡ଼ିଶା ପର୍ଯ୍ୟଟନ ବିଭାଗ ଅଧୀନ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ (ଓଟିଡିସି) ଏନେଇ…

Weather Update: ପଶ୍ଚିମ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ, ୨ ଦିନ ପରେ ବଦଳିବ ପାଗ, ଆଜି ପାଇଁ ଏହି ସବୁ ଜିଲ୍ଲାକୁ…

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ଅଞ୍ଚଳରେ ହୋଇଥିବା କାଳବୈଶାଖୀ ବର୍ଷା କାରଣରୁ ତାତିରୁ ମିଳିଛି ଆଶ୍ବସ୍ତି । ଏହି ବର୍ଷା ଯୋଗୁଁ ପାରଦ ହଠାତ୍ ତଳକୁ ଖସିଆସିଛି । ରାଜ୍ୟର ପ୍ରାୟ ସବୁ ଜିଲ୍ଲାରେ ଦିନର ସର୍ବୋଚ୍ଚ ତାପମାତ୍ରା ପ୍ରାୟ ୫ ରୁ ୮ ଡିଗ୍ରୀ ସେଲସିୟସ ପର୍ଯ୍ୟନ୍ତ ହ୍ରାସ ପାଇଥିବା…

ଭୁବନେଶ୍ୱର ବୋମା ବିସ୍ଫୋରଣ ମାମଲା: ଏୟାରଫିଲ୍ଡ ଥାନାରେ ପହଞ୍ଚିଲା NIA ଟିମ୍, ଜବତ ସ୍କୁଟିର ହେଉଛି ତଦନ୍ତ

ଭୁବନେଶ୍ୱର: ରାଜଧାନୀର ଆଜାଦ ନଗରରେ ଘଟିଥିବା ଚର୍ଚ୍ଚିତ ବୋମା ବିସ୍ଫୋରଣ ମାମଲାରେ ତଦନ୍ତ ପ୍ରକ୍ରିୟାକୁ ଜୋରଦାର କରିଛି ଜାତୀୟ ଅନୁସନ୍ଧାନକାରୀ ସଂସ୍ଥା (NIA)। ବୁଧବାର ଦିନ NIA ର ଏକ ସ୍ୱତନ୍ତ୍ର ଟିମ୍ ଭୁବନେଶ୍ୱରସ୍ଥିତ ଏୟାରଫିଲ୍ଡ ଥାନାରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଏହି…

ପାଇଖାନା ଟାଙ୍କିରେ ଶ୍ୱାସରୁଦ୍ଧ ହୋଇ ୬ ମୃତ, ୪ ଲକ୍ଷ ଲେଖାଏଁ ସହାୟତା ଘୋଷଣା କେଲେ ମୁଖ୍ୟମନ୍ତ୍ରୀ

କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା ମଦନପୁର ରାମପୁର ଥାନା ଗୌଡ଼ କର୍ଲାଖୁଣ୍ଟା ଗାଁରେ ନିର୍ମାଣାଧୀନ ପାଇଖାନା ଟାଙ୍କିରେ ଶ୍ବାସରୁଦ୍ଧ ହୋଇ ୬ ଜଣଙ୍କ ମୃତ୍ୟୁ ହୋଇଛି । ସେଣ୍ଟ୍ରିଂ ବେଳେ ଶ୍ବାସରୁଦ୍ଧ ହୋଇ ଜୀବନ ଯାଇଥିବା ଜଣାପଡିଛି । ଜଣେ ଗୁରୁତରଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।…

‘ମଡେଲ ଭିଲେଜ ମିଶନ’ ଓ ‘ମହାପୁରୁଷ ଆଦର୍ଶ ଗ୍ରାମ ଯୋଜନା’ର ରାଜ୍ୟବ୍ୟାପୀ କାର୍ଯ୍ୟାନ୍ୱୟନ ଆରମ୍ଭ

ଭୁବନେଶ୍ୱର: ବିକଶିତ ଓଡ଼ିଶା ଭିଜନ ୨୦୩୬-୪୭ ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତିରାଜ ଓ ପାନୀୟଜଳ ମନ୍ତ୍ରୀ ରବି ନାରାୟଣ ନାଏକ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ରାଜ୍ୟର ସମସ୍ତ ଜିଲ୍ଲା ସହ ଯୋଗାଯୋଗ କରି ‘ମଡେଲ ଭିଲେଜ ମିଶନ’ ଓ ‘ମହାପୁରୁଷ ଆଦର୍ଶ…