Latest Odisha News

BREAKING NEWS

Browsing Category

ସହର

City

ବିଜେଡିର ‘ପୋଲାଭରମ୍’ ଅସ୍ତ୍ର

ଭୁବନେଶ୍ବର: ପୋଲାଭରମ ପ୍ରକଳ୍ପକୁ ଅସ୍ତ୍ର କରି ବିଜେପି ସରକାରଙ୍କୁ ଘେରିବାକୁ ପ୍ରସ୍ତୁତ ବିଜେଡି । ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟି ରିପୋର୍ଟ ପ୍ରଦାନ କରିଛନ୍ତି ବିଜେଡିର ପୋଲାଭରମ ଟିମ। ପ୍ରକଳ୍ପ ଅଞ୍ଚଳରେ ବାସ୍ତବ ସ୍ଥିତି କଣ, ସେନେଇ ନବୀନଙ୍କୁ ଜଣାଇଛନ୍ତି। ପ୍ରକଳ୍ପ…

ଓଏସଏସଏସସି ଅଫିସ ଘେରିଲେ ପରୀକ୍ଷାର୍ଥୀ, ଦାବି କଲେ ପୁନଃ ପରୀକ୍ଷା

ଭୁବନେଶ୍ବର: ଭୁବନେଶ୍ବର ଓଟ୍ରିପଲ-ଏସସି ଅଫିସ ଘେରିଲେ ଶହ ଶହ ପରୀକ୍ଷାର୍ଥୀ । ପରୀକ୍ଷାରେ ଅନିୟମିତତା ଅଭିଯୋଗ କରି ଓଟ୍ରିପଲ-ଏସସି ଅଫିସ ଘେରାଉ କରିଛନ୍ତି । ଯୋଗ୍ୟ ପରୀକ୍ଷାର୍ଥୀମାନେ ମେରିଟ୍ ତାଲିକାରୁ ବାଦ୍ ପଡ଼ିବାରୁ ପରୀକ୍ଷାର୍ଥୀମାନେ ପ୍ରତିବାଦ କରି ଦାୟିତ୍ୟହୀନତାକୁ ଦୋଷାରୋପ କରି…

କ୍ୟାପିଟାଲ୍‌ ହସ୍ପିଟାଲରେ ଅଭାବରେ ଚାଲିଛି ରୋଗୀ ସେବା, ଖାଲି ପଡିଛି ଡାକ୍ତର ପଦବୀ

ଭୁବନେଶ୍ବର: କ୍ୟାପିଟାଲ ହସ୍ପିଟାଲରେ ଦଖାଦେଇଛି ଡାକ୍ତର ଅଭାବ । ମେଡିକାଲରେ ଦିନକୁ ଦିନ ରୋଗୀ ସଂଖ୍ୟାରେ ବୃଦ୍ଧି ପାଉଥିବାବେଳେ ଡାକ୍ତର ଓ ନର୍ସଙ୍କ ଅଭାବ ଦେଖିବାକୁ ମିଳିଛି । ଯାହାଦ୍ବାରା ଅନେକ ରୋଗୀ ଉପଯକ୍ତ ସେବା ପାଇବାରୁ ବଞ୍ଚିତ ହେଉଛନ୍ତି । ଖବର ମୁତାବକ, କ୍ୟାପିଟାଲ…

ଉପକୂଳବର୍ତ୍ତୀ ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା; ଜିଲ୍ଲାପାଳମାନଙ୍କୁ ସଜାଗ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ବର: କୋରାପୁଟ ଓ ମାଲକାନଗିରି ଜିଲ୍ଲାର ବର୍ଷାଜନିତ କ୍ଷୟକ୍ଷତି ଏବଂ ଉପକୂଳ ଓଡ଼ିଶାର ଲଘୁଚାପ ବର୍ଷା ସତର୍କତା ନେଇ ରାଜସ୍ୱ ମନ୍ତ୍ରୀଙ୍କ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ । ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କର ଦୁଇ ଦିନିଆ ସମ୍ବଲପୁର ଗସ୍ତରୁ ଫେରିବା ବେଳେ ସମ୍ବଲପୁର ଠାରେ…

ଆଗାମୀ ୪୮ ଘଣ୍ଟା ଯାଏଁ ପ୍ରବଳ ବର୍ଷିବ; ପୌରାଞ୍ଚଳମାନଙ୍କୁ ହାଇ ଆଲର୍ଟରେ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ବର: ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ ଅନୁସାରେ ପଶ୍ଚିମ-କେନ୍ଦ୍ର ଏବଂ ପାର୍ଶ୍ୱବର୍ତ୍ତୀ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଅବପାତ କ୍ଷେତ୍ର ସ୍ରୁଷ୍ଟି ହୋଇଛି l ଉତ୍ତର ଓଡିଶା, ପଶ୍ଚିମବଙ୍ଗ ଉପକୁଳରେ ଗତିଶୀଳ ହୋଇ ଆଗାମୀ ୨୪ ଘଣ୍ଟାରେ ଏହା ଗଭୀର ଅବପାତ ରୂପ ନେଇପାରେ l ଆଗାମୀ ୪୮…

ରାଜ୍ୟରେ ନାହିଁ ବନ୍ୟା ସ୍ଥିତି : ଏସ୍‌ଆର୍‌ସି

ଭୁବନେଶ୍ୱର: ରାଜ୍ୟରେ ନାହିଁ ବନ୍ୟା ସ୍ଥିତି l ଏନେଇ ସୂଚନା ଦେଇଛନ୍ତି ଏସ୍‌ଆର୍‌ସି l ଆଜି ରାଜ୍ୟରେ ଲଗାଣ ବର୍ଷାର ସ୍ଥିତି ନେଇ ସମୀକ୍ଷା ବୈଠକ ବସିଥିଲା । ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟରେ ବସିଥିଲା ଏହି ସମୀକ୍ଷା ବୈଠକ। ବୈଠକରେ ମୁଖ୍ୟ ଶାସନ ସଚିବ, ସ୍ୱତନ୍ତ୍ର ରିଲିଫ…

ଅଧା ଓଡିଶାରେ ପ୍ରକୃତି ପ୍ରହାର

ଭୁବନେଶ୍ବର: ଧୋଇ ଅଞ୍ଚଳରେ ମରୁଡି ତ ଶୁଖିଲା ଅଞ୍ଚଳରେ ବନ୍ୟା। ପ୍ରକୃତିର ଅଭିଶାପରେ ଥରହର ହେଲାଣି ଓଡିଶା। କେତେବେଳେ ବାତ୍ୟା ତ କେତେବେଳେ ବନ୍ୟା, ରାଜ୍ୟରେ ବଢିବାରେ ଲାଗିଛି ପ୍ରାକୃତିକ ବିପର୍ଯ୍ୟୟର ଗ୍ରାଫ। ଓଡିଶାର ୬୦ପ୍ରତିଶତ ଜିଲ୍ଲାରେ ପ୍ରକୃତିର ଚରମ ପ୍ରଭାବ ଦେଖିବାକୁ ମିଳୁଛି।…

ମଙ୍କିପକ୍ସ ନେଇ ସଜାଗ ସ୍ବାସ୍ଥ୍ୟ ବିଭାଗ: ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର: ମଙ୍କିପକ୍ସ ନେଇ ସଜାଗ ସ୍ବାସ୍ଥ୍ୟ ବିଭାଗ l ସ୍ବାସ୍ଥ୍ୟ ବିଭାଗ ସମ୍ପୂର୍ଣ୍ଣ ସଜାଗ ରହିଛି, ସବୁ ପ୍ରବେଶ ପଥକୁ ଆଲର୍ଟ କରାଯାଇଛି ବୋଲି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର l ମଙ୍କିପକ୍ସ ପ୍ରଭାବିତ ଅଞ୍ଚଳରୁ ଆସୁଥିବା ବ୍ୟକ୍ତିଙ୍କୁ ଆଇସୋଲେଟ ରଖାଯାଉଛି…

ଦୁର୍ଗା ପୂଜା ଭସାଣି; ଡିଜେ ପରେ ଏବେ ଲେଜର୍ ଲାଇଟ୍ ଓ ଫାୟାର୍ ଗନ୍‌ ମନା

କଟକ: ଚଳିତ ଦୁର୍ଗା ପୂଜା ଭସାଣିକୁ ନେଇ କଟକଣା ଜାରି । ପୂର୍ବରୁ ଭସାଣି ସମୟରେ ଡିଜେ ନ ବଜାଇବାକୁ ନିଷ୍ପତ୍ତି ହୋଇଥିବା ବେଳେ ଏବେ ଲେଜର୍ ଲାଇଟ୍ ଓ ଫାୟାର୍ ଗନ୍‌ ଉପରେ କଟକଣା ଲାଗିଛି । ପ୍ରଶାସନ ସହ ଶାନ୍ତି କମିଟି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ପୂର୍ବରୁ ହୋଇଥିବା ନିଷ୍ପତ୍ତି…

ନୂଆଁଖାଇ: ମା’ ସମଲେଶ୍ୱରୀ ଓ ପାଟଣେଶ୍ୱରୀଙ୍କ ନିକଟରେ ଲାଗି ହେଲା ନବାନ୍ନ

ସମ୍ବଲପୁର: ଆଜି ପଶ୍ଚିମ ଓଡିଶା ଗଣପର୍ବ ନୂଆଁଖାଇ । ଉତ୍ସବମୁଖର ପୁର ପଲ୍ଲୀ । ଏହି ଅବସରରେ ଆଜି ଅମୃତ ବେଳାରେ ଇଷ୍ଟ ଦେବୀ ମା' ସମଲେଇଙ୍କ ଠାରେ ଲାଗି ହୋଇଛି ନବାନ୍ନ । ନିର୍ଦ୍ଧାରିତ ନୀତି ନିର୍ଘଣ୍ଟ ଅନୁଯାୟୀ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମାଆ ସମଲେଶ୍ୱରୀଙ୍କ ନିକଟରେ ସକାଳ ୯.୧୨ ରୁ…