Latest Odisha News

BREAKING NEWS

Browsing Category

ସହର

City

‘ୱାକଫ ବିଲ କୁ ବିଜେଡି ବିରୋଧ କରିବ’

ଭୁବନେଶ୍ୱର: ଏ ଦେଶ ଆମର ଏ ମାଟି ଆମର ଏ ଭାବନା ନେଇ ଆମର ପ୍ରିୟ ଭାରତ ତଥା ପ୍ରିୟ ଓଡିଶାର ଗୌରବ ବୃଦ୍ଧି ପାଇଁ କାମ କରିବାକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ସଂଖ୍ୟଲଘୁ ଭାଇ ଭଉଣୀ ମାନଙ୍କୁ ଆହ୍ୱାନ ଜଣାଇଛନ୍ତି । ଆଜି ଶଙ୍ଖ ଭବନ ଠାରେ ବିଜେଡି ସଂଖ୍ୟଲଘୁ ଭାଇ…

‘ଆସନ୍ତା ୩ ସପ୍ତାହରେ ୧୬,୦୧୦ ଶିକ୍ଷକଙ୍କୁ ନିଯୁକ୍ତି’

ଭୁବନେଶ୍ବର: ଶିକ୍ଷକଙ୍କ ଅଭାବ ପୂରଣ ପାଇଁ ରାଜ୍ୟରେ ୨୭ ହଜାର ୧୯୭ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ । ସେହିପରି ଆଗାମୀ ୩ ସପ୍ତାହ ଭିତରେ ୧୬ ହଜାର ୧୦ କନିଷ୍ଠ ଶିକ୍ଷକଙ୍କୁ ମିଳିବ ନିଯୁକ୍ତି । ଏନେଇ ଆଜି ଗୁରୁ ଦିବସରେ ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହା ସହିତ…

ରାଜ୍ୟରେ ବଢୁଛି ସଡକ ଦୁର୍ଘଟଣା; ୨୦୨୩ରେ ଯାଇଛି ଏତିକି ଜୀବନ

ଭୁବନେଶ୍ବର: ପ୍ରତିବର୍ଷ ରାଜ୍ୟରେ ଦୁର୍ଘଟଣା ଜନିତ ମୃତ୍ୟୁ ଓ ଆହତଙ୍କ ସଂଖ୍ୟା ବଢିବାରେ ଲାଗିଛି । ୨୦୨୩ରେ ରାଜ୍ୟରେ ମୋଟ ୧୨ ହଜାର ୫୨ଟି ସଡ଼କ ଦୁର୍ଘଟଣା ଘଟିଥିଲା । ଏହି ସଡ଼କ ଦୁର୍ଘଟଣାରେ ମୋଟ ୫ ହଜାର ୬୯୬ ଜଣଙ୍କ ଜୀବନ ଯାଇଥିବାବେଳେ, ୧୦ ହଜାର ୪୧୯ ଜଣ ଆହତ ହୋଇଛନ୍ତି । ଆଜି…

ବିଧାନସଭାରେ ‘ରେଭେନ୍ସା’ ଝଡ଼

ଭୁବନେଶ୍ବର: ବିଧାନସଭାରେ ଉଠିଲା ରେଭେନ୍ସା ନାଁ ପରିବର୍ତ୍ତନ ପ୍ରସଙ୍ଗ। ବିଶ୍ବବିଦ୍ୟାଳୟର ନାଁ ପରିବର୍ତ୍ତନ ତାତିରେ ଗୃହ ସରଗରମ। ଶୂନ୍ୟକାଳରେ ରେଭେନ୍ସା ପ୍ରସଙ୍ଗ ଉଠାଇବା ସହ ମୁଖ୍ୟମନ୍ତ୍ରୀଙ୍କ ବିବୃତି ଦାବି କରିଥିଲେ ବିଜେଡି ବିଧାୟକ ବ୍ୟୋମକେଶ ରାୟ । ୧୫୬ବର୍ଷର ଶିକ୍ଷାନୁଷ୍ଠାନ…

ପ୍ରତି ପଞ୍ଚାୟତରେ ହେବ ମଡେଲ ପ୍ରାଥମିକ ବିଦ୍ୟାଳୟ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବଡ ଘୋଷଣା । ପ୍ରତି ପଞ୍ଚାୟତରେ ହେବ ମଡେଲ ପ୍ରାଥମିକ ବିଦ୍ୟାଳୟ । ଏହାର ନାମ ରହିବ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ । ପ୍ରାଥମିକ ସ୍କୁଲକୁ ସୁଦୃଢ଼ କରିବାକୁ ଏପରି ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ତେବେ ପ୍ରଥମ…

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପୁତୁରା କହି ଲକ୍ଷାଧିକ ଟଙ୍କା ଠକେଇ ଅଭିଯୋଗ

ଭୁବନେଶ୍ୱର: କେନ୍ଦ୍ରମନ୍ତ୍ରୀଙ୍କ ପୁତୁରା କହି ଲୋକଙ୍କୁ ଚୁନା ଲଗାଉଥିବା ଠକକୁ ବାନ୍ଧିଲା କ୍ୟାପିଟାଲ ଥାନା ପୋଲିସ। ଚାକିରି ଦେବା ଓ ବଦଳି କରାଇବାକୁ କହି କୋଟି କୋଟି ଟଙ୍କା ଠକେଇ କରୁଥିଲା ଅଭିଯୁକ୍ତ ଜଣଙ୍କ । ଏନେଇ କ୍ୟାପିଟାଲ ଥାନାରେ ଅଭିଯୋଗ ହେବା ପରେ ଠକ ରାହୁଲ ସାହୁଙ୍କୁ ବାନ୍ଧିଲା…

ବାର୍ଡ ଫ୍ଲୁ ପ୍ରସଙ୍ଗ: ରିର୍ପୋଟ ଦେଲା କେନ୍ଦ୍ରୀୟ ଟିମ୍

ଭୁବନେଶ୍ବର: ରାଜ୍ୟରେ ଏବେ ବାର୍ଡ ଫ୍ଲୁର ବ୍ୟାପିବାରେ ଲାଗିଛି । ଏହା ଭିତରେ ଦୁଇ ଦିନିଆ ଗସ୍ତରେ କେନ୍ଦ୍ରୀୟ ଟିମ୍ ଆସି ସଂକ୍ରମିତ ଅଞ୍ଚଳ ବୁଲି ସମୀକ୍ଷା କରିଛନ୍ତି । ତେବେ ବ୍ୟାପୁଥିବା ବାର୍ଡ ଫ୍ଲୁର କାରଣ କୁକୁଡା ନ ହୋଇପାରେ ବୋଲି ମୁଖ୍ୟ ଶାସନ ସଚିବଙ୍କୁ ରିପୋର୍ଟ ଦେଇଛି କେନ୍ଦ୍ରୀୟ…

ବିଧାନସଭାରେ ରେଭେନ୍ସା ଝଡ: ଶାସକ ବିରୋଧୀ ମୁହାଁମୁହିଁ

ଭୁବନେଶ୍ୱର: ବିଧାନସଭାରେ ଉଠିଲା ରେଭେନ୍ସା ନାମ ପରିବର୍ତ୍ତନ ପ୍ରସଙ୍ଗ । ଶୁନ୍ୟକାଳରେ ଏହି ପ୍ରସଙ୍ଗକୁ ନେଇ ମୁହାଁମୁହିଁ ହୋଇଛନ୍ତି ଶାସକ ଓ ବିରୋଧୀ । ବିଜେଡି ବିଧାୟକ ବ୍ୟୋମକେଶ ରାୟ ଏହି ପ୍ରସଙ୍ଗ ଗୃହରେ ଉଠାଇଛନ୍ତି । କେନ୍ଦ୍ର ମନ୍ତ୍ରୀ ଯେଉଁ କଥା କହିଲେ ତାକୁ ଉପ ମୁଖ୍ୟମନ୍ତ୍ରୀ ଓ…

ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଘୋଷଣା: ଏଣିକି ନବମ-ଏକାଦଶ ଛାତ୍ରଛାତ୍ରୀଙ୍କୁ ମିଳବ ୫ ହଜାର ଟଙ୍କା

ଭୁବନେଶ୍ୱର: ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର। ଏଣିକି ସରକାର ନବମ ଏବଂ ଏକାଦଶ ଶ୍ରେଣୀ ଛାତ୍ରଛାତ୍ରୀମାନଙ୍କୁ ବର୍ଷକୁ ୫ ହଜାର ଟଙ୍କାର ହାତଖର୍ଚ୍ଚ ପ୍ରଦାନ କରିବେ। ଅଧାରୁ ପାଠ ଛାଡୁଥିବା ଜନଜାତି ସମ୍ପ୍ରଦାୟର ଛାତ୍ରଛାତ୍ରୀଙ୍କୁ ପୁଣି ସ୍କୁଲକୁ ଫେରାଇ ଆଣିବା ପାଇଁ ରାଜ୍ୟ ସରକାର ନୂଆ…

‘ଶିକ୍ଷା ଭାରତକୁ ଏକ ଉପଭୋକ୍ତା ଅର୍ଥନୀତିରୁ ଉତ୍ପାଦକ ଅର୍ଥନୀତିରେ ପରିଣତ କରିବ’

ନୂଆଦିଲ୍ଲୀ/ଭୁବନେଶ୍ୱର: ସର୍ବବ୍ୟାପୀ ଓ ସର୍ବସ୍ପର୍ଶୀ ଆଭିମୁଖ୍ୟ ମାଧ୍ୟମରେ ଭାରତରେ ଥିବା ପ୍ରାୟ ୫ ହଜାରଟି ଉଚ୍ଚ ଶିକ୍ଷାନୁଷ୍ଠାନକୁ ଉତ୍କର୍ଷ କେନ୍ଦ୍ରରେ ପରିଣତ କରିବା ପାଇଁ ଆହ୍ୱାନ କରିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ବୁଧବାର ଉଚ୍ଚଶିକ୍ଷା ଅନୁଷ୍ଠାନଗୁଡିକ…