Latest Odisha News

BREAKING NEWS

Browsing Category

ସହର

City

Police SI Exam Scam: ସିବିଆଇର ପ୍ରଥମ ଆକ୍ସନ, ଦୀଘା ମଡେଲ୍‌ର ମାଷ୍ଟରମାଇଣ୍ଡ ଗିରଫ

ଭୁବନେଶ୍ବର: ପୋଲିସ ଏସଆଇ ପରୀକ୍ଷା ଜାଲିଆତୀ ଘଟଣାରେ ସିବିଆଇର ବଡ଼ ଆକ୍ସନ । ଦୀଘା ମଡେଲ୍‌ର ମାଷ୍ଟରମାଇଣ୍ଡକୁ ଉଠାଇ ଆଣିଲା ସିବିଆଇ । ମାଷ୍ଟରମାଇଣ୍ଡକୁ ପାରଳାଖେମୁଣ୍ଡିରୁ ଉଠାଇ ଆଣିଲା ସିବିଆଇ । ମାଷ୍ଟରମାଇଣ୍ଡ ବିରଞ୍ଚି ନାରୟଣ ନାୟକ ସିବିଆଇରେ ଅଟକ । ଏସଆଇ ଜାଲିଆତିରେ ସିବିଆଇର ପ୍ରଥମ…

Matric Exam: ମାଟ୍ରିକ ପରୀକ୍ଷା ନେଇ ଘୋଷଣା ହେଲା ତାରିଖ

ଭୁବନେଶ୍ବର: ଫେବ୍ରୁଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା ଆରମ୍ଭ । ସକାଳ ୯ଟାରୁ ସାଢ଼େ ୧୧ଟା ଯାଏଁ ଚାଲିବ ପରୀକ୍ଷା । ଫେବ୍ରୁଆରୀ ୧୯ରୁ ମାର୍ଚ୍ଚ ୨ ଯାଏ ମାଟ୍ରିକ ପରୀକ୍ଷା ଚାଲିବ । ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଘୋଷଣା ହେଲା ପରୀକ୍ଷା ତାରିଖ । ଗଣିତ ପରୀକ୍ଷାରେ ଛାତ୍ରଛାତ୍ରୀଙ୍କୁ…

ମହିଳା ହିଂସା ରୋକିବା ନେଇ ସରକାର ଯତ୍ନବାନ ଅଛନ୍ତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ ଆଇନ ଶୃଙ୍ଖଳା ସ୍ଥିର ରହିଲେ, ରାଜ୍ୟ ଶାନ୍ତିପ୍ରିୟ ହେଲେ ରାଜ୍ୟବାସୀ ସୁଖରେ ଜୀବନଯାପନ କରିବେ । ସାମଗ୍ରିକ ଭାବେ ଆଇନ୍ ଶୃଙ୍ଖଳା ନିୟନ୍ତ୍ରଣରେ ଥିବାରୁ ରାଜ୍ୟରେ ପୁଞ୍ଜିନିବେଶ ବଢ଼ୁଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି । ବ୍ୟକ୍ତିଗତ ଭାବେ ପୋଲିସ ପ୍ରଶାସନକୁ…

Weather Updat: ରାଜ୍ୟରେ ପୁଣି ତାପମାତ୍ରା ହ୍ରାସ, ଝାରସୁଗୁଡ଼ା ସବୁଠୁ ଥଣ୍ଡା ସହର

ଭୁବନେଶ୍ୱର: ରାଜ୍ୟରେ ପାରଦ ଖସୁଛି । ଫଳରେ ଶୀତର ପ୍ରକୋପ ବଢିବ । ରାତି ତାପମାତ୍ରା ୨ଦିନ ଭିତରେ ୨ରୁ ୩ ଡିଗ୍ରୀ ସେଲସିୟସ୍ କମିପାରେ । ପୁଣି ଥରେ ରାଜ୍ୟକୁ ଉତ୍ତର ଉତ୍ତର-ପଶ୍ଚିମ ଦିଗରୁ ଥଣ୍ଡା ଶୁଷ୍କ ବାୟୁ ପ୍ରବାହ ଆରମ୍ଭ ହୋଇଛି । ଯାହା ଫଳରେ ରାଜ୍ୟର ଅନେକ ସ୍ଥାନରେ ଶୀତ ବଢ଼ିବା ସହ…

ଡିସେମ୍ବର ୬ରୁ ରାଜ୍ୟ ପୁସ୍ତକ ମହୋତ୍ସବ; ନିର୍ମାଣ ହେବ ୫୫୦ଟି ଷ୍ଟଲ, ଭାଗନେବେ ପ୍ରାୟ…

ଭୁବନେଶ୍ୱର: ଡିସେମ୍ବର ୬ ତାରିଖରୁ ଭୁବନେଶ୍ୱର ସ୍ଥିତ ୟୁନିଟ-୩ ପ୍ରଦର୍ଶନୀ ପଡ଼ିଆରେ ଆରମ୍ଭ ହେବ ସପ୍ତମ ଓଡ଼ିଶା ରାଜ୍ୟ ପୁସ୍ତକ ମହୋତ୍ସବ । ଏହା ଆସନ୍ତା ଡିସେମ୍ବର ୧୭ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବ । ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଓଡ଼ିଶା ରାଜ୍ୟ ପୁସ୍ତକ…

ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ଛାତ୍ରୀଙ୍କୁ ନିର୍ଯାତନା ଘଟଣାରେ ଅଭିଯୁକ୍ତ ଅଧ୍ୟାପକ ଗିରଫ

ଭୁବନେଶ୍ଵର: ବହିଷ୍କାର ପରେ ଗିରଫ ହେଲେ ସଙ୍ଗୀତ ମ‌ହାବିଦ୍ୟାଳୟ ଅଭିଯୁକ୍ତ ଅଧ୍ୟାପକ ଶତୃଘ୍ନ ସାମଲ । ଛାତ୍ରୀ ଅସଦାଚରଣ ଅଭିଯୋଗରେ ବହିଷ୍କାର ପରେ ଗିରଫ ହେଲେ ସଙ୍ଗୀତ ମ‌ହାବିଦ୍ୟାଳୟ ଅଧ୍ୟାପକ ଶତୃଘ୍ନ ସାମଲ । ଏବେ ତାଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି କହିଛି ଖାରବେଳ ନଗର ଥାନା ପୋଲିସ ।…

ପୁରୁଣା ଆପାର୍ଟମେଣ୍ଟ ବିକ୍ରି ନିୟମକୁ ସହଜ କଲେ ଓଡ଼ିଶା ସରକାର

ଭୁବନେଶ୍ୱର: ଏବେ ପୁରୁଣା ଆପାର୍ଟମେଣ୍ଟ ବିକ୍ରି ପ୍ରକ୍ରିୟା ହେଲା ସହଜ । ରିଅଲ ଇଷ୍ଟେଟ୍ (ନିୟନ୍ତ୍ରଣ ଏବଂ ବିକାଶ) ଅଧିନିୟମ, ୨୦୧୬ ଏବଂ ଓଡ଼ିଶା ଆପାର୍ଟମେଣ୍ଟ (ମାଲିକାନା ଓ ପରିଚାଳନା) ଅଧିନିୟମ-୨୦୨୩ରେ ଆବଶ୍ୟକୀୟ ସଂଶୋଧନ କରାଯାଇ ନିୟମ କୋହଳ କରିଛନ୍ତି ଓଡିଶା ସରକାର । ଏନେଇ…

ଚଳିତ ବର୍ଷ ବଜ୍ରାଘାତରେ ଯାଇଛି ୯୨ ଜଣଙ୍କ ଜୀବନ: ମନ୍ତ୍ରୀ

ଭୁବନେଶ୍ୱର: ଚଳିତ ବର୍ଷ ରାଜ୍ୟରେ ବଜ୍ରାଘାତରେ ୯୨ ଜଣଙ୍କ ଜୀବନ ଯାଇଛି । ସର୍ବାଧିକ ବରଗଡ଼ ଜିଲ୍ଲାରେ ୧୦ ଜଣ ମୃତ୍ୟୁ ବରଣ କରିଥିବା ରେକର୍ଡ ହୋଇଛି । ଏହାପରେ ଦ୍ବିତୀୟରେ ରହିଛି କୋରାପୁଟ ଜିଲ୍ଲା ଏଠାରେ ବଜ୍ରାଘାତରେ ୮ ଜଣଙ୍କ ପ୍ରାଣହାନୀ ଘଟିଥିବା ନେଇ ଆଜି ଗୃହରେ ସୂଚନା ଦେଇଛନ୍ତି…

ସରକାରଙ୍କ ପ୍ରଚାର ପ୍ରସାର ପାଇଁ ଖର୍ଚ୍ଚ ହୋଇଛି ଏତିକି କୋଟି…

ଭୁବନେଶ୍ବର: ସରକାର ପ୍ରଚାର ପ୍ରସାର ପାଇଁ ସରକାର ଖର୍ଚ୍ଚ କରିଛନ୍ତି ୮୩ କୋଟି ୮୪ ଲକ୍ଷ ଟଙ୍କା । ରାମଚନ୍ଦ୍ର କାଡ଼ାମଙ୍କ ପ୍ରଶ୍ନରେ ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ୨୦୨୪ ଜୁଲାଇରୁ ଏଯାବତ୍ ୮୩ କୋଟି ୮୪ ଲକ୍ଷ ୮୧ ହଜାର ଟଙ୍କା ଖର୍ଚ୍ଚ ହୋଇଛି । ବିଜ୍ଞାପନ ପାଇଁ ଖବର…

ରାଜ୍ୟରେ ପଞ୍ଚାୟତ ଓ ବ୍ଲକ ଗଠନକୁ ନେଇ ଏହି ତଥ୍ୟ ରଖିଲେ ମନ୍ତ୍ରୀ ସୁରେଶ ପୂଜାରୀ

ଭୁବନେଶ୍ୱର: ବର୍ତ୍ତମାନ ରାଜ୍ୟରେ ଗଠନ ହେବନି କୌଣସି ପଞ୍ଚାୟତ କି ବ୍ଲକ୍ । ୨୫୦୧ ଗାଁର ପଡା ଗାଁ ମାନ୍ୟତା ଆବେଦନ ଖାରଜ କରିଛି ରାଜସ୍ୱ ବିଭାଗ । ୫ ହଜାର ୫୬୬ ଗାଁକୁ ପଡା ଗାଁ ମାନ୍ୟତା ଦେବାକୁ ରାଜସ୍ୱ ବିଭାଗ ପାଖରେ ଆବେଦନ ହୋଇଥିଲା । ଅବଶିଷ୍ଟ ୧୧୭୭ ଗାଁର ପ୍ରସ୍ତାବ ବିଚାରାଧୀନ ଅଛି…