Latest Odisha News

BREAKING NEWS

Browsing Category

ସହର

City

କ୍ଷୁଦ୍ର, ଲଘୁ ଏବଂ ମଧ୍ୟମ ଉଦ୍ୟୋଗ ପାଇଁ ଏହି ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ

ଭୁବନେଶ୍ବର: ଆଜି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ବଡ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ଆଗକୁ ଓଡ଼ିଶାରେ କ୍ଷୁଦ୍ର, ଲଘୁ ଏବଂ ମଧ୍ୟମ ଉଦ୍ୟୋଗ ପାଇଁ ଆଉ କରିବାକୁ ପଡ଼ିବନି କିସମ ପରିବର୍ତ୍ତନ ଫି । ଉଦ୍ୟୋଗୀଙ୍କୁ କିସମ ପରିବର୍ତ୍ତନ ଫି ଏବଂ ଭଡ଼ା ଛାଡ଼ ପାଇଁ ରାଜସ୍ୱ ବିଭାଗର ନିଷ୍ପତ୍ତି…

ଏଣିକି ସବୁ ସ୍କୁଲରେ ତୃତୀୟ ଶ୍ରେଣୀରୁ ଏଆଇ ଉପରେ ପାଠ୍ୟକ୍ରମ ପ୍ରଚଳନ କରାଯିବ

ଭୁବନେଶ୍ବର: କୃତ୍ରିମ ବୁଦ୍ଧିମତ୍ତା (AI) ଶିକ୍ଷାକୁ ଆମ ଚାରିପାଖର ଦୁନିଆ ସହ ଜଡିତ ଏକ ମୌଳିକ ସାର୍ବଜନୀନ ଦକ୍ଷତା ଭାବରେ ବିବେଚନା କରାଯିବା ଉଚିତ ବୋଲି କହିଛନ୍ତି ବିଦ୍ୟାଳୟ ଶିକ୍ଷା ସଚିବ । କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ଅନ୍ତର୍ଗତ ବିଦ୍ୟାଳୟ ଶିକ୍ଷା ଏବଂ ସାକ୍ଷରତା ବିଭାଗ…

Railway Overbridges: ଓଡ଼ିଶାରେ ହେବ ୯୨ଟି ରେଳ ଓଭରବ୍ରିଜ୍, ପ୍ରଧାନମନ୍ତ୍ରୀ ଓ କେନ୍ଦ୍ର ରେଳମନ୍ତ୍ରୀଙ୍କୁ ଧନ୍ୟବାଦ…

ଭୁବନେଶ୍ୱର: ଓଡ଼ିଶାରେ ହେବ ୯୨ଟି ରେଳ ଓଭରବ୍ରିଜ । ନିର୍ମାଣ ପାଇଁ ସମ୍ପୂର୍ଣ୍ଣ ଖର୍ଚ୍ଚ କେନ୍ଦ୍ର ସରକାର ବହନ କରିବେ । ଏଥିପାଇଁ କେନ୍ଦ୍ର ରେଳ ମନ୍ତ୍ରାଳୟ ଆବଶ୍ୟକ ଅନୁମୋଦନ କରିଛନ୍ତି । ସୂଚନାଯୋଗ୍ୟ ଯେ, ପୂର୍ବରୁ ଉଭୟ ରେଳ ମନ୍ତ୍ରାଳୟ ଓ ରାଜ୍ୟ ସରକାର ଏହି ରେଳ ଓଭରବ୍ରିଜ୍‌ ଗୁଡ଼ିକୁ…

ଇଣ୍ଡିଆ ମେରିଟାଇମ୍ ସପ୍ତାହ ୨୦୨୫: ‘ଐତିହ୍ୟ ଏବଂ ଆଶାର ଯାତ୍ରା’ ଷ୍ଟଲକୁ ଶ୍ରେଷ୍ଠ ପୁରସ୍କାର

ମୁମ୍ବାଇ/ଭୁବନେଶ୍ବର: ପୂର୍ବ ଭାରତର ସାମୁଦ୍ରିକ ପ୍ରବେଶ ଦ୍ୱାର, ଓଡ଼ିଶା ପୁଣି ଥରେ ଏକ ଜାତୀୟ ମଞ୍ଚରେ ଏହାର ସାମୁଦ୍ରିକ ଶକ୍ତି, ନବସୃଜନ ଏବଂ ସାଂସ୍କୃତିକ ଗଭୀରତା ପ୍ରଦର୍ଶନ କରିଛି । ମୁମ୍ବାଇରେ ଅନୁଷ୍ଠିତ ଇଣ୍ଡିଆ ମେରିଟାଇମ୍ ସପ୍ତାହ (IMW) 2025ରେ ଓଡ଼ିଶା ରାଜ୍ୟ ଷ୍ଟଲ୍ ଏହାର…

Cyclone Montha Damage: ‘ଚାଲିଛି ବାତ୍ୟା ମୋନ୍ଥାର କ୍ଷୟକ୍ଷତି ଆକଳନ, ଖୁବଶୀଘ୍ର ମିଳିବ କ୍ଷତିଗ୍ରସ୍ତଙ୍କୁ…

ଭୁବନେଶ୍ବର: ଚାଲିଯାଇଛି ବାତ୍ୟା ମୋନ୍ଥା, ହେଲେ ରାଜ୍ୟର ବିଭିନ୍ନ ସ୍ଥାନରେ ଅନେକ ଫସଲ କ୍ଷୟକ୍ଷତି ଘଟାଇଛି । ପଶ୍ଚିମରୁ ଦକ୍ଷିଣ ଓ ଉତ୍ତରରୁ ଉପକୂଳ ଓଡ଼ିଶା, ସବୁଆଡ଼େ ପ୍ରଭାବିତ ହୋଇଛି ଧାନ ଚାଷ । ତିନି ଦିନର ଲଗାଣ ବର୍ଷାରେ ବ୍ୟାପକ କ୍ଷତି ହୋଇଛି । ଯାହା ଏବେ ଚାଷୀ ପାଇଁ ଚିନ୍ତାର ବିଷୟ…

ପୂର୍ବତଟ ଏବଂ ଦକ୍ଷିଣ କେନ୍ଦ୍ରୀୟ ରେଳପଥର ବରିଷ୍ଠ ଅଧିକାରୀଙ୍କ ସହ ‘ମୋନ୍ଥା’ର ପ୍ରସ୍ତୁତି ସମୀକ୍ଷା କଲେ ରେଳ ମନ୍ତ୍ରୀ

ଭୁବନେଶ୍ୱର: ସାମୁଦ୍ରିକ ଝଡ ‘ମୋନ୍ଥା’ ର ପ୍ରସ୍ତୁତି ସମୀକ୍ଷା କଲେ ରେଳ, ଯୋଗାଯୋଗ ଏବଂ ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ଆଜି ପୂର୍ବତଟ ରେଳପଥ ଏବଂ ଦକ୍ଷିଣ କେନ୍ଦ୍ରୀୟ ରେଳପଥର ବରିଷ୍ଠ ଅଧିକାରୀଙ୍କ ସହିତ ଘୂର୍ଣ୍ଣିଝଡ଼ ‘ମୋନ୍ଥା’ ପ୍ରସ୍ତୁତି…

Cyclone Montha: ଆଜିଠୁ ୧୧ ଜିଲ୍ଲାରେ ବନ୍ଦ ରହିବ ସବୁ ସ୍କୁଲ, ସମସ୍ତ କର୍ମଚାରୀଙ୍କ ଛୁଟି ବାତିଲ୍‌

ଭୁବନେଶ୍ୱର: ସମୁଦ୍ର ମଧ୍ୟରେ ଭୀଷଣ ବାତ୍ୟାର ରୂପ ନେଇଛି ‘ମୋନ୍ଥା’। ଘଣ୍ଟା ପ୍ରତି ୧୫ କିମି ବେଗରେ ଗତି କରି ନିକଟତର ହେଉଛି। ଏବେ ମଛଲିପଟନମ ଠାରୁ ୧୯୦, କାକିନାଡ଼ାଠାରୁ ୨୭୦ କିମି ଦୂରରେ ଅଛି ‘ମୋନ୍ଥା’ । ସେହିପରି ଗୋପାଳପୁର ଠାରୁ ୫୭୦ କିମି ଦୂରରେ ଅଛି। ଆଜି ସଂଧ୍ୟା କିମ୍ବା ରାତିରେ…

Fire safety In Bus: ବସରେ ଅଗ୍ନି ନିରାପତ୍ତା ବାଧ୍ୟତାମୂଳକ: ନଥିଲେ ଦେବେ ଜରିମାନା, ପ୍ରତି ୩ ମାସରେ ହେବ ଯାଞ୍ଚ

ଭୁବନେଶ୍ୱର: କୁର୍ଣ୍ଣୁଲରେ ଚଳନ୍ତା ବସ୍ ରେ ଅଗ୍ନିକାଣ୍ଡ ଘଟି 25 ଯାତ୍ରୀଙ୍କ ଜୀବନ ଯିବାପରେ ଏବେ ଏହାକୁ ଗୁରୁତର ନେଇଛି ରାଜ୍ୟ ପରିବହନ ଓ ଅଗ୍ନିଶମ ବିଭାଗ । କିଭଳି ଏହି ବିପଦପୂର୍ଣ୍ଣ ଯାତ୍ରାକୁ ଏଡ଼ାଇ ହେବ, ଏଥିପାଇଁ ‌ସ୍କୁଲ୍‌ ବସ୍‌ ଠାରୁ ଆରମ୍ଭ କରି ନାଇଟ୍‌ ‌କୋଚ୍‌, ଏସି ବସ୍‌,…

Cyclone Montha Update: କ୍ଷୀପ୍ର ଗତିରେ ମାଡି ଆସୁଛି ‘ମୋନ୍ଥା’, ସନ୍ଧ୍ୟାରୁ ବଢିବ ବର୍ଷାର ପରିମାଣ, ରାତିରେ…

ଭୁବନେଶ୍ବର: ମାଡ଼ି ଆସୁଛି ଭୀଷଣ ବାତ୍ୟା ‘ମୋନ୍ଥା’ । ଗତ ୬ଘଣ୍ଟା ଧରି ସମୁଦ୍ରରେ ଏହା ଘଣ୍ଟା ପ୍ରତି ୧୭କି.ମି. ବେଗରେ ଆନ୍ଧ୍ରପ୍ରଦେଶ ଉପକୂଳ ଆଡ଼କୁ ଗତି କରୁଛି । ମଙ୍ଗଳବାର ରାତି ପ୍ରାୟ ୧୦ଟା ସମୟରେ ଆନ୍ଧ୍ର ଉପକୂଳ ଛୁଇଁବ । ଭୀଷଣ ବାତ୍ୟା ରୂପରେ କାକିନାଡ଼ାର ସାମାନ୍ୟ ଉତ୍ତରରେ…

Chhath Puja: କୁଆଖାଇ ନଦୀକୂଳରେ ଆୟୋଜିତ ଛଠ୍‌ପୂଜାରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆସ୍ଥା ଓ ବିଶ୍ୱାସର ମହାନ ପର୍ବ ‘ଛଠ୍‌ ପୂଜା’ ରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସକାଳର ଉଦୟମାନ ସୂର୍ଯ୍ୟଙ୍କୁ ପ୍ରାର୍ଥନା କରିବା ପାଇଁ ଭୁବନେଶ୍ବର ଉପକଣ୍ଠ କୁଆଖାଇ ନଦୀକୂଳରେ ଏକାଠି ହୋଇଥିବା ଭକ୍ତମାନଙ୍କ ସହ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏହି ଅବସରରେ…