Latest Odisha News

BREAKING NEWS

Browsing Category

ସହର

City

ପରୀକ୍ଷା ପାଇଁ ଆସିଲା ସୂଚୀ; ୩୧ରେ ବିଏଡ୍‌, ଜୁନ୍‌ ୩ରେ ବିଏଚଏଡ୍ ପ୍ରବେଶିକା

ଭୁବନେଶ୍ୱର: ବି.ଏଡ୍‌ ପରୀକ୍ଷା ପାଇଁ ଆସିଲା ସୂଚୀ । ଆସନ୍ତା ୩୧ ତାରିଖରେ ଅନୁଷ୍ଠିତ ହେବ ଦୁଇବର୍ଷିଆ ବି.ଏଡ୍‌ ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା । ସେହିପରି, ଜୁନ୍‌ ୩ରେ ବିଏଚ୍ଏଡ୍ (ହିନ୍ଦୀ) ଓ ଏମ୍ଏଡ୍ ପାଠ୍ୟକ୍ରମ ପାଇଁ ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ । ମେ’ ୩୧ ସକାଳ ୧୦ଟାରୁ…

ଟ୍ରେନ୍ ଉପରେ ଚଢ଼ି ସେଲଫି ନେବା ପଡିଲା ମହଙ୍ଗା, ଜଳିଗଲେ ଡିପ୍ଲୋମା ଛାତ୍ର

ଭୁବନେଶ୍ବର: ସେଲଫି ନିଶାରେ ଏବେ ଯୁବ ପିଢି । ଅନେକ ସମୟରେ ବିପଦଜନକ ଅବସ୍ଥାରେ ସେଲଫି ନେଇ ବହୁ ମୂଲ୍ୟ ଜୀବନ ଅକାଳରେ ଚାଲିଯାଉଥିବା ଖବର ସାମ୍ନାକୁ ଆସୁଛି, ହେଲେ ବି କୌଣସି ପ୍ରଭାବ ପଢୁନଥିବା ଦେଖିବାକୁ ମିଳୁଛି । ଆଜି ସେହିପରି ସମାନ ଏକ ଘଟଣା ଘଟିଛି ଭୁବନେଶ୍ବର ମଞ୍ଚେଶ୍ୱର ରେଳ…

ଇବୋଲା ପାଇଁ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି, ଭୟଭୀତ ନହୋଇ ସଚେତନ ରହିବାକୁ ଅନୁରୋଧ

ଭୁବନେଶ୍ୱର: ରାଜ୍ୟ ସଚିବାଳୟରେ ସ୍ୱାସ୍ଥ୍ୟ ଓ ପରିବାର କଳ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗଙ୍କ ଅଧ୍ୟକ୍ଷତାରେ ଇବୋଲା ଭାଇରସ୍‌ ସମ୍ଭାବ୍ୟ ସଂକ୍ରମଣ ପ୍ରତିରୋଧ ଓ ପ୍ରସ୍ତୁତି ସମ୍ପର୍କିତ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି । ବୈଠକରେ ରାଜ୍ୟରେ ସତର୍କତାମୂଳକ ପଦକ୍ଷେପ,…

ଶିକ୍ଷକ ଅଭାବ ଦୂର କରିବା ପାଇଁ ରାଜ୍ୟ ସରକାର ଗେଷ୍ଟ ଲେକଚରର ନିଯୁକ୍ତିକୁ ଅନୁମତି

ଭୁବନେଶ୍ୱର: ଓଡ଼ିଶାର ବିଭିନ୍ନ ଉଚ୍ଚଶିକ୍ଷା ସଂସ୍ଥାରେ ଶିକ୍ଷକ ଅଭାବ ଦୂର କରିବା ପାଇଁ ରାଜ୍ୟ ସରକାର ଗେଷ୍ଟ ଲେକଚରର ନିଯୁକ୍ତିକୁ ଅନୁମତି ଦେଇଛନ୍ତି। ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏନେଇ ସମ୍ବନ୍ଧିତ କର୍ତ୍ତୃପକ୍ଷଙ୍କୁ ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି। …

ଆଠଗଡ଼ ବିଧାୟକଙ୍କ ଉପରେ ଆକ୍ରମଣ ଘଟଣା ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ଉପରେ ହୋଇଥିବା ଆକ୍ରମଣ ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଘଟଣାକୁ ନେଇ ଗଭୀର ଉଦ୍‌ବେଗ ପ୍ରକାଶ କରିବା ସହ ତୁରନ୍ତ ହସ୍ତକ୍ଷେପ କରିବାକୁ ସେ ମୁଖ୍ୟମନ୍ତ୍ରୀଙ୍କୁ…

ରାଜ୍ୟରେ ବଢ଼ୁଥିବା ବିଦ୍ୟୁତ ଚାହିଦା ଓ ଜରୁରୀ ପରିସ୍ଥିତିକୁ ଦୃଷ୍ଟିରେ ରଖି କଡ଼ା ପଦକ୍ଷେପ ନେଲା OPTCL

ଭୁବନେଶ୍ବର: ଓଡ଼ିଶା ପାୱାର ଟ୍ରାନ୍ସମିଶନ କର୍ପୋରେସନ ଲିମିଟେଡ୍‌ (OPTCL) ତାର କର୍ମଚାରୀଙ୍କ ପାଇଁ କଡ଼ା ପଦକ୍ଷେପ ଗ୍ରହଣ କରିଛି । ବର୍ତ୍ତମାନ ରାଜ୍ୟରେ ଅସହ୍ୟ ତାତି ଓ ଗୁଳୁଗୁଳି ପାଇଁ ବଢୁଥିବା ବିଦ୍ୟୁତ ଚାହିଦା ଓ ଜରୁରୀ ପରିସ୍ଥିତିକୁ ଦୃଷ୍ଟିରେ ରଖି OPTCL ତାର କର୍ମଚାରୀଙ୍କ ସବୁ…

ଏଣିକି ପ୍ରତି ଶନିବାର ଉତ୍କଳ ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ଆଉ ଚାଲିବନି ଇନ୍ଧନ ଜାନ

ଭୁବନେଶ୍ୱର: ପରିବେଶ ସୁରକ୍ଷା ଓ ସବୁଜିମାକୁ ପ୍ରୋତ୍ସାହନ ଦେବା ଲକ୍ଷ୍ୟରେ ଉତ୍କଳ ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ବନ୍ଦ ହୋଇଛି ଇନ୍ଧନ ଜାନ । ବାଇକ୍, କାର ଆଉ ଅଟୋ ଭଳି ଇନ୍ଧନ ଯାନକୁ ମୁଖ୍ୟ ଫାଟକରେ ଛଡ଼ା ଯାଉନି । ପ୍ରତି ଶନିବାର ଦିନ ଏହି ନିୟମକୁ ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ଲାଗୁ…

ଆସନ୍ତା ଜୁନ୍ ୨ ପର୍ଯ୍ୟନ୍ତ ରହିବ ଗ୍ରୀଷ୍ମପ୍ରବାହ; ତାତିରୁ ସତର୍କ ରହିବାକୁ ପରାମର୍ଶ ଦେଲେ ମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାରେ ପ୍ରଚଣ୍ଡ ଗ୍ରୀଷ୍ମ ଜାରି ରହିଥିବାବେଳେ ଖରାତାତି ଓ ଗୁଳୁଗୁଳିରେ ଛଟପଟ ହେଉଛନ୍ତି ରାଜ୍ୟବାସୀ । ଶନିବାର ଭଦ୍ରକ, କେନ୍ଦ୍ରାପଡା, ସୁନ୍ଦରଗଡ, ବରଗଡ, ଅନୁଗୋଳ, ସୋନପୁର, ବୌଦ୍ଧ ଓ ନୟାଗଡରେ ପ୍ରବଳ ତାତି ଅନୁଭୂତ ହେବନେଇ ଏସବୁ ଜିଲ୍ଲାକୁ ହିଟ ୱେଭ୍‌ ସତର୍କ ସୂଚନା ଜାରି…

ପକେଟ କାଟୁଛି ତେଲ: ୧୦ ଦିନରେ ୫ ଟଙ୍କା ବଢ଼ିଲା ଦର, ମିଡିଆ ଆଗରେ ଆକ୍ରୋଶ ଝାଡ଼ିଲେ ଗ୍ରାହକ

ଭୁବନେଶ୍ୱର: ବର୍ତ୍ତମାନ ସମୟରେ ସାଧାରଣ ଖାଉଟି ଚକ୍ରବ୍ୟୂହରେ ଫସିଯାଇଛି। ଗୋଟିଏ ପଟେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବା ବେଳେ, ଅନ୍ୟପଟେ ବଜାର ଦରର ନିଆଁ ଲୋକଙ୍କୁ ଦେବାଳିଆ କରିଦେଲାଣି। ଏହି ସଙ୍କଟ ସମୟରେ ପେଟ୍ରୋଲ ଏବଂ ଡିଜେଲ ଦରରେ ହୋଇଥିବା…

ଦେଶରେ ଧନୀ-ଗରିବ ତାରତମ୍ୟ ଭୟଙ୍କର ଭାବେ ବୃଦ୍ଧି ପାଉଛି: କଂଗ୍ରେସ

ଭୁବନେଶ୍ୱର: ଆଜି ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ଦେବାଶିଷ ନାୟକ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି । ସେ କେନ୍ଦ୍ର ସରକାରଙ୍କ ଭୁଲ ଅର୍ଥନୀତି ପରଚାଳନା ଓ ବହୁ କ୍ଷେତ୍ରରେ ଭୁଲ ନିଷ୍ପତ୍ତି ଯୋଗୁଁ ଭାରତ ବର୍ଷର…