Latest Odisha News

BREAKING NEWS

Browsing Category

ସହର

City

ପୁଣି ବଢ଼ିବ ବର୍ଷା; ଆସନ୍ତାକାଲି ପାଇଁ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ପାଗ ମେଘୁଆ ରହିଛି। ସକ୍ରିୟ ମୌସୁମୀ ପ୍ରଭାବରେ ଆସନ୍ତାକାଲିଠୁ ଓଡ଼ିଶାରେ ବର୍ଷା ପରିମାଣ ବଢ଼ିବ। ଆସନ୍ତାକାଲି ପାଇଁ ୧୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦ୍ରାପଡ଼ା, ଯାଜପୁର, କେନ୍ଦୁଝର, ସୁନ୍ଦରଗଡ଼,…

ଆସନ୍ତାକାଲି ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ଭୁବନେଶ୍ଵର: ଆସନ୍ତାକାଲି ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି । ପ୍ରତି ସୋମବାର ଭୁବନେଶ୍ୱର, ୟୁନିଟ ୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ହେଉଥିବା ଜନଶୁଣାଣି ଆସନ୍ତାକାଲି ବନ୍ଦ ରହିବ । ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ମିଳିଛି…

ଆଳୁ ସମସ୍ୟା: ମମତାଙ୍କୁ ଆଳୁ ପାଇଁ ଅନୁରୋଧ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

କୋଲକାତା: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ସହ ଫୋନରେ କଥା ହେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଓଡ଼ିଶାକୁ ଆଳୁ ଯୋଗାଣ ସ୍ବାଭାବିକ କରିବାକୁ କଲେ ଅନୁରୋଧ । ରାଜ୍ୟରେ ଆଳୁ ସମସ୍ୟା ଦୂର କରିବାକୁ ପଦକ୍ଷେପ ନେବା ପାଇଁ ମମତାଙ୍କୁ ଅନୁରୋଧ କଲେ ମୋହନ । ଅନୁରୋଧ ପରେ ମମତା ବାନାର୍ଜୀ ଉପଯୁକ୍ତ…

ଶ୍ରୀମନ୍ଦିର ପ୍ରଶାସନର ଚିଠି ପାଇବା ପରେ ପରମ୍ପରା ଅନୁଯାୟୀ ଆଜିଠୁ ରଥଭଙ୍ଗା କାମ ଆରମ୍ଭ

ପୁରୀ: ନବଦିନାତ୍ମକ ଯାତ୍ରା ସାରି ମହାପ୍ରଭୁ ରତ୍ନସିଂହାସନରେ ବିରାଜମାନ କରିଛନ୍ତି । ହେଲେ ଚତୁର୍ଦ୍ଧାବିଗ୍ରହ ଯାତ୍ରା କରିଥିବା ତିନିରଥ ସିଂହଦ୍ୱାର ସମ୍ମୁଖରେ ରହିଥିବା ବେଳେ ଆଜିଠାରୁ ଭଙ୍ଗା ଆରମ୍ଭ ହୋଇଛି । ଶ୍ରୀମନ୍ଦିର ପ୍ରଶାସନର ଚିଠି ପାଇବା ପରେ ଆଜି ଭୋଇ ସର୍ଦ୍ଦାରଙ୍କ ନେତୃତ୍ୱରେ…

ଗାଡି ପାର୍କିଂକୁ ନେଇ ଡବଲ ମର୍ଡର ଘଟଣା: ବନ୍ଧା ହେଲେ ଦୁଇ ଅଭିଯୁକ୍ତ

ଭୁବନେଶ୍ୱର: ଗାଡି ପାର୍କିଂକୁ ନେଇ ଡବଲ ମର୍ଡର ଘଟଣାରେ ବନ୍ଧା ହେଲେ ଦୁଇ ଅଭିଯୁକ୍ତ। ଏୟାରଫିଲ୍ଡ ଥାନା ଅନ୍ତର୍ଗତ ହାଇଟେକ୍ ଆପାର୍ଟମେଣ୍ଟ ନିକଟ କଲ୍ୟାଣୀ ପ୍ଲାଜାରେ ଘଟିଥିଲା ଜଘନ୍ୟ ହତ୍ୟାକାଣ୍ଡ। ତେବେ ପୋଲିସ ଏହି ଘଟଣାରେ ସମ୍ପୃକ୍ତ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କ…

୩ ଦିନ ଯାଏ ବର୍ଷାରେ ଲାଗିବ ବ୍ରେକ୍; ୧୫ ଓ ୧୬ରେ ବଡ଼ ବର୍ଷାର ସମ୍ଭାବନା

ଭୁବନେଶ୍ୱର: ଘୂର୍ଣ୍ଣିବଳୟ ସହ ମୌସୁମୀର ସକ୍ରିୟତାକୁ ନେଇ ରାଜ୍ୟରେ କେତେକ ସ୍ଥାନରେ ବର୍ଷା ଜାରି ରହିଛି। ତଥାପି ଆଜିଠାରୁ ବର୍ଷାରେ ଲାଗିବ ବ୍ରେକ। କମିବ ବର୍ଷାର ପରିମାଣ। ପାଣିପାଗ ବିଭାଗ କହିଛି, ଆସନ୍ତା ୧୨ ଘଣ୍ଟାରେ ୫ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି ହୋଇଛି ।…

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଢିବ ବର୍ଷାର ପରିମାଣ, ଏହି ସବୁ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ବର: ବର୍ତ୍ତମାନ ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ ବାୟୁ । ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ସହ କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଫଳରେ ସୁନ୍ଦରଗଡ଼ ଓ ଝାରସୁଗୁଡାରେ ପ୍ରବଳ ବର୍ଷା ନେଇ ୟେଲୋ…

‘ଓଡ଼ିଆ କଳା ଓ ସଂସ୍କୃତିର ନିଚ୍ଛକ ପ୍ରତିଫଳନ ହେଉଛି ଅନୁଭବ୍ୟ ଐତିହ୍ୟ ଗ୍ୟାଲେରୀ’

ଭୁବନେଶ୍ୱର: ଆଜି କ୍ରାନ୍ତି ଦିବସ ଅବସରରେ ଲୋକାର୍ପଣ ହେଲା ଅନୁଭବ୍ୟ ଐତିହ୍ୟ ଗ୍ୟାଲେରୀ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଭୁବନେଶ୍ୱର ସ୍ଥିତ ରାଜ୍ୟ ସଂଗ୍ରହାଳୟ ଗସ୍ତ କରି ସେଠାରେ ନବନିର୍ମିତ ଅନୁଭବ୍ୟ ଐତିହ୍ୟ ଗ୍ୟାଲେରୀର ଲୋକାର୍ପଣ କରିଛନ୍ତି । ଏହି ଅବସରରେ ଓଡ଼ିଆ ଭାଷା,…

‘ଜନଜାତିଙ୍କ ବିକାଶ, ଜୀବିକା ଓ ସଂସ୍କୃତିର ସୁରକ୍ଷା ପାଇଁ ବିଜୁ ଜନତା ଦଳ କାମ ଜାରି ରଖିବ’

ଭୁବନେଶ୍ୱର: ଆଜି ବିଶ୍ୱ ଜନଜାତି ଦିବସ ଶଙ୍ଖ ଭବନ ଠାରେ ସମାରୋହ ସହକାରେ ପାଳିତ ହୋଇଯାଇଛି । ମୁଖ୍ୟଅତିଥି ଭାବେ ଯୋଗଦେଇଥିଲେ ବିଜେଡି ସଭାପତି ନବୀନ ପଟ୍ଟନାୟକ । ଏହି ଅବସରରେ ନବୀନ କହିଥିଲେ ଯେ, ଓଡିଶା ର ଲୋକ ସଂଖ୍ୟା ର ଏକ ଚତୁର୍ଥାଂଶ ହେଉଛନ୍ତି ଜନଜାତି ତେଣୁ ଓଡିଶା ପାଇଁ ଆଜିର ଦିବସ…

‘ଆଳୁ’ ପ୍ରସଙ୍ଗରେ ମମତାଙ୍କ ସହ କଥା ହେବାକୁ ପଶ୍ଚିମବଙ୍ଗ ଗଲେ ଜଗନ୍ନାଥଙ୍କ ମୁଖ୍ୟ ବାଡଗ୍ରାହୀ

ଭୁବନେଶ୍ବର: ରାଜ୍ୟରେ ଏବେ ବି କମିନି ଆଳୁ ସଙ୍କଟ । କିଲୋଗ୍ରାମ ପିଛା ୬୦ ଟଙ୍କାରେ ବିକ୍ରି ହେଉଛି ଆଳୁ । ଓଡିଶାବାସୀଙ୍କ ମୁଖ୍ୟ ପରିବା ଆଳୁ ହୋଇଥିବାବେଳେ, ଏଭଳି ଚଢ଼ା ଦରକୁ ନେଇ ଖାଉଟିଙ୍କ ଭିତରେ ଅସନ୍ତୋଷ ବଢ଼ିବାରେ ଲାଗିଛି । ପଶ୍ଚିମବଙ୍ଗ ସରକାର ଓଡ଼ିଶାକୁ ଆଳୁ ଗାଡ଼ି ନଛାଡିବାରୁ ଏଭଳି…