Latest Odisha News

BREAKING NEWS

Browsing Category

ସହର

City

ରିମାଣ୍ଡରେ ଖୁଲାସା; ୯୯ ରାଣୀର ରାଜା ଥିଲା ସତ୍ୟଜିତ ସାମଲ

ଭୁବନେଶ୍ବର: ଖୋଲୁଛି ଧୋକାବାଦ ସତ୍ୟଜିତ ସାମଲଙ୍କ ଗୁମର । ଗତକାଲି ଠୁ ଦୁଇ ଦିନିଆ ରିମାଣ୍ଡରେ ଗଲା ପରେ ଧିରେ ଧିରେ ଖୋଲୁଛି ସବୁ ରହସ୍ୟ । ୪୯ ନୁହେଁ ବରଂ ୯୯ ମହିଳାଙ୍କ ସହ ଥିଲା ତାର ସମ୍ପର୍କ । ରିମାଣ୍ଡର ପଚରା ଉଚରା ସମୟରେ ଫେକ୍ ପୋଲିସ ଆଇଡି ସହ ପାସପୋର୍ଟ ଜବତ ହୋଇଛି । ଅଭିଯୁକ୍ତ…

ସରକାରୀ କର୍ମଚାରୀଙ୍କ ଗୁପ୍ତ ଚରିତ୍ର ପଞ୍ଜିକାରୁ ହଟିଲା ୫-ଟି ଚାର୍ଟର

ଭୁବନେଶ୍ୱର: ସରକାରୀ କର୍ମଚାରୀଙ୍କ ଗୁପ୍ତ ଚରିତ୍ର ପଞ୍ଜିକାରୁ ହଟିଲା ଫାଇଭ୍ -ଟି ଚାର୍ଟ । 5T ଚାର୍ଟର ଓ ‘ମୋ ସରକାର’ ହଟାଇବାକୁ ଜିଏ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। କ, ଖ ଏବଂ ଗ ବର୍ଗର ସରକାରୀ କର୍ମଚାରୀଙ୍କ ସିସିଆର୍ ରୁ ଏହା ହଟାଯିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏବେ ଏହାର କୌଣସି…

ସେପ୍ଟେମ୍ବର ୩ରେ ହେବ ରାଜ୍ୟସଭା ଉପନିର୍ବାଚନ

ଭୁବନେଶ୍ୱର: ସେପ୍ଟେମ୍ବର ୩ରେ ରାଜ୍ୟସଭା ଉପନିର୍ବାଚନ l ରାଜ୍ୟସଭା ଉପ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି l ଏନେଇ ସୂଚନା ଦେଇଛନ୍ତି ଇଲେକ୍ସନ କମିଶନର l ଖାଲିଥିବା ୧୨ଟି ଆସନ ପାଇଁ ହେବ ଉପନିର୍ବାଚନ l ଉପନିର୍ବାଚନ ପାଇଁ ଅଗଷ୍ଟ ୧୪ରେ ପ୍ରକାଶ ପାଇବ ବିଜ୍ଞପ୍ତି l ଅଗଷ୍ଟ ୨୧…

ଆସୁଛି ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର: ଗୋଟିଏ ପରେ ଗୋଟିଏ ଧାଡ଼ିବାନ୍ଧି ଆସିବାରେ ଲାଗିଛି ଲଘୁଚାପ l ଆସନ୍ତା ୨୪ ଘଣ୍ଟା ଭିତରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ନେଇ ସମ୍ଭାବନା ରହିଛି l ଗାଙ୍ଗେୟ ପଶ୍ଚିମବଙ୍ଗ, ଉତ୍ତର ଓଡ଼ିଶା ନିକଟ ସମୁଦ୍ରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି l ଘୂର୍ଣ୍ଣିବଳୟ…

ଏହି ସବୁ ଜିଲ୍ଲାରେ ଆଗାମୀ ୩ ଘଣ୍ଟିଆ ପ୍ରବଳ ବର୍ଷା, ୟେଲୋ ଆଲର୍ଟ ଜାରି

ଭୁବନେଶ୍ୱର:ଆଗାମୀ ୩ ଘଣ୍ଟା ପାଇଁ ୭ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ଏହି ସବୁ ଜିଲ୍ଲା ଗୁଡିକ ହେଲା ଢେଙ୍କାନାଳ, କଟକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା। ଭୁବନେଶ୍ୱରରେ ମଧ୍ୟ ପ୍ରବଳ ବର୍ଷା ହେବା ନେଇ ଆଲର୍ଟ…

ଅଗଷ୍ଟ ୯ ରୁ ୧୯ ପର୍ଯ୍ୟନ୍ତ ବିଜେପି ପାଳିବ ବିଭିନ୍ନ କାର୍ଯ୍ୟକ୍ରମ

ଭୁବନେଶ୍ୱର: ଆସନ୍ତା ଅଗଷ୍ଟ ୯ ତାରିଖରେ ରାଜ୍ୟରେ କ୍ରାନ୍ତି ଦିବସ ପାଳନ କରାଯିବ । ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ନିର୍ଦ୍ଦେଶକ୍ରମେ ଦେଶ ପାଇଁ ଯେଉଁମାନେ ପ୍ରାଣବଳୀ ଦେଇଛନ୍ତି ଓ ଜେଲ କାରାବରଣ ଭୋଗିଛନ୍ତି, ସେମାନଙ୍କୁ ସ୍ମରଣ କରିବା ପାଇଁ ଏହି ଦିବସ ପାଳନ କରାଯିବ । ଏହି ଅବସରରେ…

୨୦୩୬ ସୁଦ୍ଧା ଓଡିଶା ଅର୍ଥନୀତି ୫୦୦ ବିଲିଅନ୍ ଡଲାରରେ ପହଞ୍ଚିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ସହିତ ନୀତି ଆୟୋଗ ସି.ଇ.ଓ ଶ୍ରୀ ବି.ଭି.ଆର୍ ସୁବ୍ରମନିୟମ୍ ଙ୍କ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ନୀତି ଆୟୋଗ ସହଯୋଗରେ ବିକଶିତ ଓଡିଶା ପାଇଁ ଭିଜନ ଡକ୍ୟୁମେଣ୍ଟ ୨୦୩୬ ଏବଂ ଭିଜନ ଡକ୍ୟୁମେଣ୍ଟ ୨୦୪୭ ପ୍ରସ୍ତୁତ କରାଯିବ ବୋଲି କହିଛନ୍ତି…

ପ୍ରଣବ ପ୍ରକାଶ ଦାସଙ୍କ ନାଁରେ ସାଂଘାତିକ ବୟାନ ଦେଲେ ମମତା ମହାନ୍ତ

ଭୁବନେଶ୍ଵର: ଦଳ ଛାଡିବା ପରେ ବିଜେଡି ବିରୋଧରେ ମମତା ମହାନ୍ତଙ୍କ ବିସ୍ଫୋରକ ବୟାନ । ପ୍ରଣବ ପ୍ରକାଶ ଦାସଙ୍କ ନାଁରେ ସାଂଘାତିକ ବୟାନ ଦେଲେ ମମତା ମହାନ୍ତ । ୪ରେ ତୁମ ହିସାବ କରାଯିବ ବୋଲି ମମତାଙ୍କୁ ବବି କହିଥିଲେ ବୋଲି କହିଛନ୍ତି ମମତା । ପଞ୍ଚାୟତ ନିର୍ବାଚନ ପର୍ଯ୍ୟନ୍ତ ସବୁ ଠିକ ଥିଲା,…

ପୁଣି ବଢିଲା ଆଳୁ ଦର, ବୈଠକ ଡାକିଲେ ଯୋଗାଣ ମନ୍ତ୍ରୀ

ଭୁବନେଶ୍ଵର: ରାଜ୍ୟରେ ଆଳୁ ଦର ସାମାନ୍ୟ ଖସିଥିବା ବେଳେ ଏବେ ପୁଣି ଥରେ ବଢିଛି ଆଳୁ ଦର । ପୁଣୀ ଥରେ ଆଳୁ ଦର ବଢ଼ିବା ପରେ ଜରୁରୀ ବୈଠକ ଡାକିଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ବ୍ୟବସାୟୀ ମହାସଂଘ, ଶୀତଳ ଭଣ୍ଡାର ମାଲିକ, ଖୁଚୁରା ବ୍ୟବସାୟୀଙ୍କ ସହ ବୈଠକ କରିଛନ୍ତି ମନ୍ତ୍ରୀ ।…

ବିଡ଼ି ଓ ଖଣି ଶ୍ରମିକଙ୍କ ପିଲାଙ୍କ ପାଇଁ ବାର୍ଷିକ ଛାତ୍ରବୃତ୍ତି ଯୋଜନାରେ ଆବେଦନ ଆହ୍ୱାନ

ଭୁବନେଶ୍ୱର: କେନ୍ଦ୍ର ଶ୍ରମ ଓ ନିୟୋଜନ ମନ୍ତ୍ରଣାଳୟ ପକ୍ଷରୁ ବିଡ଼ି, ସିନେ ଓ ଖଣି (କୋଇଲାକୁ ଛାଡ଼ି) ଶ୍ରମିକଙ୍କ ପିଲାମାନଙ୍କ ପାଇଁ ବାର୍ଷିକ ଛାତ୍ରବୃତ୍ତି ପ୍ରଦାନ କରାଯାଉଛି । ଆଗ୍ରହୀ ଛାତ୍ରଛାତ୍ରୀ ଓ ଅଭିଭାବକଙ୍କ ଠାରୁ ଉକ୍ତ ଯୋଜନା ପାଇଁ ଆବେଦନ ଆହ୍ୱାନ କରାଯାଇଛି । ପ୍ରଥମରୁ ଦଶମ…