Latest Odisha News

BREAKING NEWS

Browsing Category

ସହର

City

ବାର୍ଷିକ ପ୍ରାୟ ୪ ହଜାରରୁ ଊର୍ଧ୍ବ ମୁଣ୍ଡ ଏବଂ ଗଳା କର୍କଟ ରୋଗୀଙ୍କ ଅସ୍ତ୍ରୋପଚାର କରୁଛି ଏମ୍‌ସ

ଭୁବନେଶ୍ୱର: ବର୍ଷକୁ ବର୍ଷ ମୁଣ୍ଡ ଏବଂ ଗଳା କର୍କଟ ରୋଗୀଙ୍କ ସଂଖ୍ୟା ଉଲ୍ଲେଖନୀୟ ଭାବେ ବୃଦ୍ଧି ଘଟୁଛି। ଯାହାକି ନିହାତି ଚିନ୍ତାଜନକ। ଏମ୍‌ସ ଭୁବନେଶ୍ୱରର ଇଏନ୍‌ଟି ଏବଂ ରେଡିଓଥେରାପି ବିଭାଗକୁ କେବଳ ବାର୍ଷିକ ୧୦ ହଜାରରୁ ଅଧିକ ରୋଗୀ ଚିକିତ୍ସା ନିମନ୍ତେ ଆସୁଛନ୍ତି। ଏଥିମଧ୍ୟରୁ ସାଢ଼େ ତିନି…

ଜାତିସଂଘରେ ସ୍ୱତନ୍ତ୍ର ମାନ୍ୟତା ହାସଲ କଲା କିଟ୍‍ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର: କିଟ୍‍ ବିଶ୍ୱବିଦ୍ୟାଳୟକୁ ଜାତିସଂଘ ଅର୍ଥନୈତିକ ଓ ସାମାଜିକ ପରିଷଦ (ୟୁଏନ୍‍ ଇକୋସୋକ୍‍)ଦ୍ୱାରା ସ୍ୱତନ୍ତ୍ର ପରାମର୍ଶଦାତା (ସ୍ପେସିଆଲ୍‍ କନ୍‍ସଲ୍‍ଟେଟିଭ୍‍) ମାନ୍ୟତା ପ୍ରଦାନ କରାଯାଇଛି। ଜାତିସଂଘର ସ୍ଥାୟୀ ବିକାଶ ଲକ୍ଷ୍ୟ ହାସଲ କ୍ଷେତ୍ରରେ ବିଶ୍ୱବିଦ୍ୟାଳୟର ମହତ୍ୱପୂର୍ଣ୍ଣ…

କାହିଁକି ସସପେଣ୍ଡ ହେଲେ ଆଇପିଏସ୍ ପଣ୍ଡିତ ରାଜେଶ ଉତ୍ତମରାଓ ?

ଭୁବନେଶ୍ବର: ମହଙ୍ଗା ପଡିଲା ପ୍ରେମ ନିବେଦନ ! ନିଲମ୍ବିତ ହେଲେ ବରିଷ୍ଠ ପୋଲିସ ଅଧିକାରୀ ପଣ୍ଡିତ ରାଜେଶ ଉତ୍ତମରାଓ । ପଦ ମର୍ଯ୍ୟାଦାର ଅପବ୍ୟବହାର ଅଭିଯୋଗରେ ତାଙ୍କ ଉପରେ ବଡ ଆକ୍ସନ୍ ନିଆଯାଇଛି । ଦିଲ୍ଲୀ ନୀତି ଆୟୋଗ ବୈଠକରୁ ଫେରିବା ପରେ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ…

ଓଜେଇଇ ୱେବସାଇଟ୍ ଡାଉନ: କାଉନସେଲିଂ, ଚଏସ୍‌ ଲକିଂରେ ସମସ୍ୟା

ଭୁବନେଶ୍ୱର: କାମ କରୁନି ଓଜେଇଇ ୱେବସାଇଟ୍ l ଡାଉନ ହେଲା ଓଜେଇଇ ୱେବସାଇଟ l ଫଳରେ କାଉନସେଲିଂ ଏବଂ ଚଏସ୍‌ ଲକିଂରେ ସମସ୍ୟା ଭୋଗୁଛନ୍ତି ଛାତ୍ରଛାତ୍ରୀ l ଏନେଇ ସୂଚନା ଦେଇଛନ୍ତି ଅଧ୍ୟକ୍ଷ ଡି.ପି ଶତପଥୀ l ସୂଚନା ଅନୁସାରେ, ଆଜି ଛାତ୍ରଛାତ୍ରୀ ମାନେ ୱେବସାଇଟ ଖୋଲି କାଉନସେଲିଂ ଏବଂ ଚଏସ…

ରାଜ୍ୟରେ ରହିଛି ପ୍ରାୟ ୭୧୯ଟି ବେଆଇନ ଆପାର୍ଟମେଣ୍ଟ

ଭୁବନେଶ୍ୱର: ବିଧାନସଭାର ସପ୍ତମ ଦିନର ପ୍ରଶ୍ନ କାଳ ସମୟରେ ରାଜ୍ୟରେ ବିଭିନ୍ନ ସହରରେ ବେଆଇ ଆପାର୍ଟମେଣ୍ଟ ସଂଖ୍ୟା କେତେ, ଆଇନ ସମ୍ମତ ନଥାଇ ଏହି ଆପାର୍ଟମେଣ୍ଟ ନିର୍ମାଣ କରାଯାଇଥିବାରୁ ସମ୍ପୃକ୍ତ ବିଲଡରମାନଙ୍କ ବିରୋଧରେ କି କାର୍ଯ୍ୟାନୁଷ୍ଠଆନ ଗ୍ରହଣ କରାଯାଇଛିକି ନାହିଁ ବୋଲି ଗୃହ ନିର୍ମାଣ…

୫ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟରେ ଲାଗିରହିଛି ବର୍ଷା। ଆଜି ୫ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏସବୁ ଜିଲ୍ଲା ହେଉଛି- କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ ଯାଜପୁର। ତେବେ ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ୩୧ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି…

କିଏ ଖେଳୁଛି ବାରବାଟୀ ନାଁରେ ଖେଳ?

ଭୁବନେଶ୍ବର: କଟକ ବାରବାଟୀ ଷ୍ଟାଡିୟମକୁ ନେଇ ତେଜିଲା ରାଜନୀତି । ଷ୍ଟାଡିୟମ ନବୀକରଣକୁ ନେଇ କୌଣସି ଯୋଜନା ନଥିବା କ୍ରୀଡା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କହିବା ପରେ ଆରମ୍ଭ ହୋଇଛି ବିତର୍କ । ରାଜ୍ୟ ସରକାରଙ୍କୁ ବିଜେଡି ଟାର୍ଗେଟ୍ କରିଛି ତ ପୂର୍ବରୁ ଶାସନରେ ରହିଥିବା ବିଜେଡିକୁ ଦାୟୀ କରିଛି…

ଜୋରଦାର ହେଲା ସ୍ବାଧିକାର ଭଙ୍ଗ ରାଜନୀତି

ଭୁବନେଶ୍ବର: ତେଜିଲା ସ୍ବାଧିକାର ଭଙ୍ଗ ରାଜନୀତି । ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବିରୋଧରେ କଂଗ୍ରେସ ସ୍ବାଧିକାର ଭଙ୍ଗ ନୋଟିସ୍ ଆଣିଛି । ସେପଟେ କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ ବିରୋଧରେ ସ୍ବାଧିକାର ଭଙ୍ଗ ନୋଟିସ୍ ଆଣିଛନ୍ତି ବିଜେପି ବିଧାୟକ ଇରାଶିଷ ଆଚାର୍ଯ୍ୟ…

ଆଗାମୀ ୩ ଘଣ୍ଟା ମଧ୍ୟରେ ୩ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ବର୍ଷା। ଆଞ୍ଚଳିକ ପାଣିପାଗ କେନ୍ଦ୍ର ଅନୁଯାୟୀ, ସୋମବାର ଓଡିଶାର ତିନୋଟି ଜିଲ୍ଲା ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଆସନ୍ତା ତିନି ଘଣ୍ଟା ପାଇଁ ସତର୍କତା ଜାରି କରାଯାଇଛି। ଆଗାମୀ ୩ ଘଣ୍ଟା ମଧ୍ୟରେ ସମ୍ଭବତଃ…

ରାଜଧାନୀରେ ଉପରମୁହାଁ ଡେଙ୍ଗୁ, ୨୦୦ ଟପିଲା

ଭୁବନେଶ୍ବର: ରାଜଧାନୀରେ ଉପରମୁହାଁ ଡେଙ୍ଗୁ ସଂକ୍ରମଣ । ବର୍ଷାଦିନ କାରଣରୁ ମଶାମାନଙ୍କର ଉପଦ୍ରବ ବଢିବାରେ ଲାଗିଛି । ଏହାର ପ୍ରଭାବରେ ଏବେ ରାଜଧାନୀ ଭୁବନେଶ୍ବରରେ ଡେଙ୍ଗୁ ୨୦୦ ପାର୍ କରିଛି । ତେବେ ଗତ ଜୁଲାଇ ୧୬ ସୁଦ୍ଧା ଏହା ୧୧୫ରେ ପହଞ୍ଚିଥିବା ବେଳେ ଏବେ ଏହାର ସଂଖ୍ୟା ଗତ ୨୭ ସୁଦ୍ଧା…