Latest Odisha News

BREAKING NEWS

Browsing Category

ସହର

City

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ତାଲିକାରୁ ବାଦ୍‌ ପଡ଼ିଲା ‘ତ୍ରିଶା’ ହସ୍ପିଟାଲ

ଭୁବନେଶ୍ୱର: ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ତାଲିକାରୁ ବାଦ୍‌ ପଡ଼ିଲା 'ତ୍ରିଶା' ହସ୍ପିଟାଲ। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ 'ତ୍ରିଶା' ହସ୍ପିଟାଲ ବାଦ୍ କରିଦେଇଛନ୍ତି ରାଜ୍ୟ ସରକାର। ଗତକାଲି କଟକ 'ତ୍ରିଶା' ହସ୍ପିଟାଲରେ ନିଆଁ ଲାଗିଥିଲା। ଯାଞ୍ଚ ପ୍ରକ୍ରିୟା ଜାରି ଥିବାରୁ…

ଏସବୁ ଜିଲ୍ଲାରେ ବଜ୍ରପାତ ସାଙ୍ଗରୁ ବିଜୁଳି ଓ ଘଡ଼ଘଡ଼ି, ପ୍ରବଳ ବର୍ଷା ନେଇ ୩ ଘଣ୍ଟିଆ ଆଲର୍ଟ ଜାରି

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ମୌସୁମୀ ଜନିତ ବର୍ଷା । ଗତ ୨୪ ଘଣ୍ଟାରେ ରାଜ୍ୟରେ ଭଲ ବର୍ଷା ରେକର୍ଡ଼ ହୋଇଛି। ଆସନ୍ତା ୧୭ ତାରିଖ ଯାଏଁ ଭଲ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆସନ୍ତା ୨ ଦିନ ରାଜ୍ୟରେ ଅତି ପ୍ରବଳ ବର୍ଷା ସାଙ୍ଗକୁ ବଜ୍ରପାତ, ବିଜୁଳି…

ଘରୋଇ ନର୍ସିଂହୋମରେ ଅଗ୍ନିକାଣ୍ଡ ଘଟଣା: ଶିଶୁଭବନରେ ଆଖି ବୁଜିଲା ୧୧ ଦିନର ଶିଶୁ

କଟକ: ଘରୋଇ ନର୍ସିଂହୋମ୍‌ ତ୍ରିଶା ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟଣାରେ ଶିଶୁ ଭବନରେ ଚିକିତ୍ସାଧୀନ ଜଣେ ୧୧ ଦିନର ଶିଶୁର ମୃତ୍ୟୁ ଘଟିଛି। ମୃତ ଶିଶୁଟି ଭଦ୍ରକ ଚାନ୍ଦବାଲି ଅଞ୍ଚଳର ହୋଇଥିବା ସୂଚନା ରହିଛି। ମୃତ୍ୟୁ ନେଇ ସୂଚନା ଦେଲେ ଶିଶୁ ଭବନ ଅଧୀକ୍ଷକ। ଗତକାଲି ଅଗ୍ନିକାଣ୍ଡ ପରେ ଶିଶୁଟିକୁ…

ରତ୍ନଭଣ୍ଡାର ଖୋଲିବା ନେଇ ଖୁସି ବ୍ୟକ୍ତ କଲେ ସୁଦର୍ଶନ ପଟ୍ଟନାୟକ

ପୁରୀ: ଆଜି କୋଟି କୋଟି ଜଗନ୍ନାଥ ପ୍ରେମୀ ଉତ୍କଣ୍ଠାରେ । ଦୀର୍ଘ ୫ ଦଶନ୍ଧିର ଅପେକ୍ଷା ପରେ ଖୋଲିଛି ରତ୍ନଭଣ୍ଡାରର ଦ୍ବାର । ଧିରେ ଧିରେ ଭିତରକୁ ପ୍ରବେଶ କରୁଛନ୍ତି ନିର୍ଦ୍ଧାରିତ ସଦସ୍ୟ । ଏହାପରେ ମହାପ୍ରଭୁଙ୍କ ରତ୍ନଭଣ୍ଡାର ରହସ୍ୟ ବିଷୟରେ ଅବଗତ ହେବେ ଓଡିଶାବାସୀ । ଏହାରି ଭିତରେ…

ନନ୍ଦନକାନନରେ ଖୁସିର ମାହୋଲ, ଘରକୁ ଆସିଲେ ନୂଆ ଅତିଥି

ଭୁବନେଶ୍ୱର: ନନ୍ଦନକାନନକୁ ଆସିଲେ ନୂଆ ଅତିଥି । ନନ୍ଦନକାନନ ପ୍ରାଣୀଉଦ୍ୟାନର ଶୋଭା ବୃଦ୍ଧି ସହିତ ପର୍ଯ୍ୟଟକଙ୍କୁ ଅଧିକ ଆକର୍ଷିତ କରିବାକୁ ଚଳିତବର୍ଷ ଜୀବଜନ୍ତୁ ଅଦଳବଦଳ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହିକ୍ରମରେ ଗତ ମଙ୍ଗଳବାର ୭ ପ୍ରଜାତିର ୫୩ ଜୀବଜନ୍ତୁଙ୍କୁ ରାଞ୍ଚିର ଭଗବାନ ବିର୍ଶା ଜୀବ…

ଅନ୍ତର୍ଜାତୀୟ ବାଲୁକା କଳା ଚାମ୍ପିଅନସିପ ସୁଦର୍ଶନ ପଟ୍ଟନାୟକଙ୍କୁ ସ୍ବର୍ଣ୍ଣ, ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ଅନ୍ତର୍ଜାତୀୟ ବାଲୁକା କଳା ଚାମ୍ପିଅନସିପରେ ବିଜୟୀ ହୋଇ ସ୍ଵର୍ଣ୍ଣ ପଦକ ହାସଲ କରିବା ପରେ ଗତକାଲି ବିଶିଷ୍ଟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଭୁବନେଶ୍ଵରରେ ପହଞ୍ଚିଥିଲେ । ଭୁବନେଶ୍ଵରରେ ପହଞ୍ଚିବା ପରେ ସେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ତାଙ୍କ…

ମୁଖ୍ୟମନ୍ତ୍ରୀଙ୍କ ପ୍ରାକ୍ ବଜେଟ୍ ଆଲୋଚନା, ଅନଲାଇନ ମାଧ୍ୟମରେ ମିଳିଛି ୧୨,୦୦୦ ରୁ ଅଧିକ ମତାମତ

ଭୁବନେଶ୍ୱର: ‘ଲୋକଙ୍କ ବଜେଟ୍’ ଭାବରେ ସମସ୍ତଙ୍କ ଆଶା ଆକାଂକ୍ଷାକୁ ପ୍ରତିଫଳିତ କରିବ ଚଳିତ ବର୍ଷର ବଜେଟ୍ । ସେଥିପାଇଁ ସମାଜର ସବୁ ବର୍ଗଙ୍କ ମତାମତ ଆମେ ଗ୍ରହଣ କରାଯାଇଛି । ଲୋକଙ୍କ ସରକାର ଭାବରେ ସାଧାରଣ ଜନତାଙ୍କ ମତାମତକୁ ଗୁରୁତ୍ୱ ଦେବାର ଆମର ପରମ୍ପରା ଜାରି ରହିବ ବୋଲି ପ୍ରାକ୍ ବଜେଟ୍…

ଫଟୋଚିତ୍ର ପ୍ରଦର୍ଶନୀରେ ଓଡ଼ିଆଙ୍କ ବୀରତ୍ୱ ଏବଂ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଐଶ୍ୱର୍ଯ୍ୟ

ପୁରୀ : ହେରାପଞ୍ଚମୀର ପବିତ୍ର ଅବସର ପରେ ତିନୋଟି ରଥ ଦକ୍ଷିଣାମୋଡ଼ ନେଇଛନ୍ତି । ଏହା ପରେ ବାହୁଡ଼ା ଯାତ୍ରା ଏବଂ ପରେ ପରେ ଶ୍ରୀ ଜୀଉଙ୍କ ସୁନାବେଶ ଅନୁଷ୍ଠିତ ହେବ। ଓଡ଼ିଆଙ୍କ ବୀରତ୍ୱ ଏବଂ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଐଶ୍ୱର୍ଯ୍ୟ ଓ ମାଧୁର୍ଯ୍ୟ ପ୍ରଦର୍ଶନ କରିବାକୁ ଯାଇ ପବିତ୍ର ବଡ ଏକାଦଶୀରେ…

ବିଜେଡି ହିଁ ବିଜେଡିକୁ ହରାଇଛି: ନୃସିଂହ ସାହୁ

ଭୁବନେଶ୍ୱର: ବିଜେଡି ପରାଜୟକୁ ନେଇ ନୃସିଂହ ସାହୁଙ୍କ ବିସ୍ଫୋରକ ବୟାନ। ବିଜେଡି ହିଁ ବିଜେଡିକୁ ହରାଇଛି ବୋଲି କହିଲେ ନୃସିଂହ। ବିଭିନ୍ନ ଜାଗାରେ ମୂଷା ରହିଥିଲେ, ସେଥିପାଇଁ ହାରିଲୁ ବୋଲି କହିଛନ୍ତି ନୃସିଂହ ସାହୁ । ନୃସିଂହ କହିଛନ୍ତି ଯେ, ବହୁତ କ୍ଷେତ୍ରରେ ବିଜେଡି ଲୋକ ହିଁ ବିଜେଡିକୁ…

ଓସିଏ ସଭାପତି ପଦରୁ ପ୍ରଥମେ ବବି ଦାସ ଇସ୍ତଫା ଦେବା ଉଚିତ୍: ସମୀର ଦେ

ଭୁବନେଶ୍ବର: ଓସିଏରୁ ବବି ଦାସଙ୍କ ଇସ୍ତଫା ଦାବି କଲେ ସମୀର ଦେ। ଫାଓ ସଭାପତି ଭାବେ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହେବା ପରେ ଏଭଳି ଏକ ଦାବୀ କରିଛନ୍ତି ସମୀର। ସମୀର କହିଛନ୍ତି ଯେ, ଓସିଏ ସଭାପତି ପଦରୁ ପ୍ରଥମେ ବବି ଦାସ ଇସ୍ତଫା ଦେବା ଉଚିତ୍ । ସମୀର ଦେ ଆହୁରି ମଧ୍ୟ କହିଛନ୍ତି ଯେ,…