Latest Odisha News

BREAKING NEWS

Browsing Category

ସହର

City

କିଟ୍ ଓ କିସ୍ ପରିଦର୍ଶନ କରି ଫେରିଲେ ଇସ୍ରାଏଲ ଉଚ୍ଚସ୍ତରୀୟ ପ୍ରତିନିଧିମଣ୍ଡଳୀ

ଭୁବନେଶ୍ୱର: ‘ଇଣ୍ଡିଆ ଟ୍ରେକ୍ ଫର ଗ୍ଲୋବାଲ ଲିଡର୍ସ’ କାର୍ଯ୍ୟକ୍ରମରେ ଭାରତ ଆସିଥିବା ୨୦ ଜଣିଆ ଉଚ୍ଚସ୍ତରୀୟ ଇସ୍ରାଏଲୀୟ ପ୍ରତିନିଧି ଦଳ କିଟ୍‍ ଓ କିସ୍‍ ପରିଦର୍ଶନ କରିଛନ୍ତି। ନଭେମ୍ବର ୧ରୁ କିଟ୍‍ ଓ କିସ୍‍ ପରିଦର୍ଶନରେ ଆସି ଏଠାରେ ୧୦ ଦିନ ଅତିବାହିତ କରିଥିଲେ। ଏହି ପ୍ରତିନିଧି…

ମୁଖ୍ୟମନ୍ତ୍ରୀଙ୍କୁ ନବୀନଙ୍କ ଚିଠି ଲେଖା ପ୍ରସଙ୍ଗ; ପ୍ରତିକ୍ରିୟା ରଖିଲେ ପୂର୍ତ୍ତମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ

ଭୁବନେଶ୍ୱର: ଗଞ୍ଜାମ ବନ୍ୟା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଥିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏବେ ଏହି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପୂର୍ତ୍ତମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ । ସେ କହିଛନ୍ତି ଯେ, ମନୁଷ୍ୟ କେଉଁଠି ବନ୍ୟା କରେ ନାହିଁ । ଏହା ପଛରେ…

ଷ୍ଟାର୍ଟଅପ୍ ଓ ବ୍ୟବସାୟିକ ସହଯୋଗ ପାଇଁ ଓଡ଼ିଶା-ଜାପାନ ମଧ୍ୟରେ MoU

ଭୁବନେଶ୍ୱର: ଓଡ଼ିଶା ଓ ଜାପାନ ମଧ୍ୟରେ ଷ୍ଟାର୍ଟଅପ୍, ଏମ୍ଏସ୍ଏମ୍ଇ ଓ ବ୍ୟବସାୟିକ ସହଯୋଗକୁ ସୁଦୃଢ଼ କରିବା ଲକ୍ଷ୍ୟରେ ଜାପାନର ଟୋଟୋରି ପ୍ରିଫେକ୍ଚରର ଏକ ପ୍ରତିନିଧି ଦଳ ଆଜି ଭୁବନେଶ୍ୱର “ଓ-ହବ୍‌-ଷ୍ଟାର୍ଟଅପ୍ ଓଡ଼ିଶା” ପରିଦର୍ଶନ କରିଛନ୍ତି । ଏହି ଗସ୍ତ ଅବସରରେ ଆନ୍ତର୍ଜାତିକ ବ୍ୟବସାୟିକ…

ଲାଞ୍ଚ ନେଇ ଚାକିରିରୁ ସବ୍-ରେଜିଷ୍ଟ୍ରାର ବିଦା ହେବା ଘଟଣା; ପ୍ରତିକ୍ରିୟା ରଖିଲେ ରାଜସ୍ବ ମନ୍ତ୍ରୀ

ଭୁବନେଶ୍ବର: ଜମି କ୍ରେତାଙ୍କଠାରୁ ଜମି କବଲା ପଞ୍ଜୀକରଣ ପାଇଁ ୭ ହଜାର ଟଙ୍କା ଲାଞ୍ଚ ନେଇ ବାଲେଶ୍ୱରଜିଲ୍ଲା ବାଲିଆପାଳର ସବ୍‌ରେଜିଷ୍ଟ୍ରାର ମନୀଷା ମିଶ୍ର ଓଆର୍‌ଏସ୍‌ ଓଡ଼ିଶା ଭିଜିଲାନ୍ସ ହାତରେ ଧରାପଡ଼ିବା ପରେ ଗିରଫ ହୋଇଥିଲେ । ଆଜି ରାଜ୍ୟ ସରକାର ସବ୍‌ରେଜିଷ୍ଟ୍ରାର ମନୀଷା ମିଶ୍ରଙ୍କୁ…

ରାଜ୍ୟର ଅଧିକାଂଶ ସ୍ଥାନରେ କମିଲା ସର୍ବନିମ୍ନ ରାତ୍ରି ତାପମାତ୍ରା, ଅନୁଭୂତ ହେଲା ହାଲୁକା ଶୀତ

ଭୁବନେଶ୍ବର: ରାଜ୍ୟର ଅଧିକାଂଶ ସ୍ଥାନରେ ସର୍ବନିମ୍ନ ରାତ୍ରି ତାପମାତ୍ରା ହ୍ରାସ ପାଇଛି । ଏହି ପ୍ରରିପେକ୍ଷିରେ ଟ୍ବିନ ସିଟିରେ ଶୀତର ପ୍ରକୋପ ଅନୁଭୂତ ହୋଇଛି । ରାଜଧାନୀ ଭୁବନେଶ୍ୱର ରେ ୨୫°C ତାପମାତ୍ରା ରେକର୍ଡ ହୋଇଥିବା ବେଳେ ଶୀତର ସ୍ତର ବଢିଛି । ସକାଳ ଓ ରାତିରେ ଅନୁଭୂତ ହେଉଛି ଶୀତର…

ରାଜଧାନୀରେ ପଏଣ୍ଟ ବ୍ଲାଙ୍କରୁ ଯୁବକଙ୍କୁ ଗୁଳିମାଡ଼, ୪ ଗିରଫ

ଭୁବନେଶ୍ୱର: ଭୁବନେଶ୍ୱରରେ ଆଜି ଭୋର ପ୍ରାୟ ୩ଟା ସମୟରେ ଘଟିଥିବା ଗୁଳିକାଣ୍ଡ ଘଟଣାରେ ୪ ଜଣଙ୍କୁ ଗିରଫ କରିଛି ଲକ୍ଷ୍ମୀସାଗର ଥାନା ପୋଲିସ। ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ହଳଦୀପଡ଼ିଆର ସୋନୁ ନାୟକଙ୍କ ମୃତ୍ୟୁ ହୋଇଛି। ଲକ୍ଷ୍ମୀସାଗର ଥାନା ଅଧୀନ ବମିଖାଲ ଅଞ୍ଚଳରେ ଏହି ଘଟଣା ଘଟିଥିଲା। ପୋଲିସ…

ଏଥର ଦୀପାବଳି ପାଳିବେନି ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର: ବନ୍ୟା ପ୍ରଭାବିତ ଲୋକଙ୍କ ପ୍ରତି ସମବେଦନା ଜଣାଇବା ଉଦ୍ଦେଶ୍ୟରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଚଳିତ ବର୍ଷ ଦୀପାବଳି ପାଳନ ନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏନେଇ ସୋସିଆଲ ମିଡିଆରେ ସୂଚନା ଦିଆଯାଇଛି। ଏଥିରେ ଉଲ୍ଲେଖ ରହିଛି ଯେ ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ…

ଦଶମ ଏବଂ ଦ୍ବାଦଶ ପରୀକ୍ଷା ନେଇ ସିବିଏସଇ ପକ୍ଷରୁ ତାରିଖ ଘୋଷଣା

ଭୁବନେଶ୍ବର: ସିବିଏସଇ ଦଶମ ଏବଂ ଦ୍ବାଦଶ ପରୀକ୍ଷା ପାଇଁ ଘୋଷଣା ହେଲା ତାରିଖ । ୨୦୨୭ ବୋର୍ଡ ପରୀକ୍ଷା ଲାଗି ତାରିଖ ଘୋଷଣା ହୋଇଛି । ଉଭୟ ଦଶମ ଏବଂ ଦ୍ବାଦଶ ପରୀକ୍ଷା ଫେବ୍ରୁଆରୀ ୧୬ ତାରିଖରୁ ଆରମ୍ଭ ହେବ ବୋଲି ସୂଚନା ରହିଛି । ସକାଳ ସାଢେ ୧୦ଟାରୁ ଆରମ୍ଭ ହେବ ପରୀକ୍ଷା । ଏହା…

ଓଡ଼ିଶାରେ ଶିଳ୍ପାୟନକୁ ମିଳିବ ନୂଆ ଗତି; ୬୩ଟି ପ୍ରକଳ୍ପ ପ୍ରସ୍ତାବକୁ ଜମି ଆବଣ୍ଟନ କମିଟିର ଅନୁମୋଦନ

ଭୁବନେଶ୍ୱର: ଓଡ଼ିଶାର ଶିଳ୍ପ ପରିବେଶକୁ ଅଧିକ ସୁଦୃଢ଼ କରିବା ଏବଂ ପୁଞ୍ଜିନିବେଶଭିତ୍ତିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା ଦିଗରେ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ଉଲ୍ଲେଖନୀୟ ପଦକ୍ଷେପ ନିଆଯାଇଛି । ଏନେଇ ଆଜି ଅଧ୍ୟକ୍ଷା ତଥା ଗୃହ ଓ ନଗର ଉନ୍ନୟନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଉଷା…

ବାତ୍ୟା ଅର୍ଣ୍ଣବ ପରବର୍ତ୍ତୀ ବନ୍ୟା ପରିସ୍ଥିତି; ଗଞ୍ଜାମକୁ ସମସ୍ତ ସହାୟତା ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀଙ୍କ…

ଭୁବନେଶ୍ବର: ବାତ୍ୟା ଅର୍ଣ୍ଣବ ଓ ତା ପରବର୍ତ୍ତୀ ବନ୍ୟା ପରିସ୍ଥିତି ଯୋଗୁଁ ଗଞ୍ଜାମ ଜିଲ୍ଲା ବ୍ୟାପକ କ୍ଷୟକ୍ଷତିର ସମ୍ମୁଖୀନ ହୋଇଛି । ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ସମ୍ପର୍କରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ, ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ମନ୍ତ୍ରୀ…