Latest Odisha News

BREAKING NEWS

Browsing Category

ସହର

City

ରାଜ୍ୟ ସଭା ନିର୍ବାଚନ ପ୍ରକ୍ରିୟା ଆରମ୍ଭ: ଓଡ଼ିଶା ସମେତ ୧୦ ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ନିର୍ବାଚନ କମିଶନ ଚିଠି

ଭୁବନେଶ୍ବର: ରାଜ୍ୟ ସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି । ଆସନ୍ତା ଏପ୍ରିଲରେ ଖାଲି ହେଉଛି ୧୦ ରାଜ୍ୟର ୩୭ ଆସନ । ଏହି ପ୍ରରିପେକ୍ଷିରେ ଓଡ଼ିଶା ସମେତ ୧୦ ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ନିର୍ବାଚନ କମିଶନ ଚିଠି ଲେଖିଛନ୍ତି । ରିଟର୍ଣ୍ଣିଂ ଅଫିସର ନିଯୁକ୍ତି ଲାଗି ପ୍ରସ୍ତାବ…

ପଶ୍ଚିମା ଝଡ ପ୍ରଭାବ: ରାଜ୍ୟରେ କମିଲା ଶୀତ, ୪ ଦିନ ଯାଏଁ ରାତି ତାପମାତ୍ରାରେ ହେବନି ପରିବର୍ତ୍ତନ

ଭୁବନେଶ୍ୱର: ଓଡିଶାବାସୀଙ୍କୁ ଏବେ ହାଡ ଭଙ୍ଗା ଶୀତରୁ କିଛି ମାତ୍ରାରେ ଆଶ୍ବସ୍ତି ମିଳିଛି । ପଶ୍ଚିମା ଝଡ ପ୍ରଭାବରେ ତାପମାତ୍ରା ବୃଦ୍ଧି ପାଇଛି ଏବଂ ଶୀତର ପ୍ରକୋପ କମିଛି । ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ରିପୋର୍ଟ ମୁତାବକ, ରାଜଧାନୀରେ ଦିନର ସର୍ବୋଚ୍ଚ ତାପମାତ୍ରା ୩୨.୩…

୨୦୨୮ ବିଶ୍ୱ ଆଥଲେଟିକ୍ସ ଇନଡୋର ଚାମ୍ପିୟନସିପ; କଳିଙ୍ଗ ଷ୍ଟାଡିୟମ ପରିଦର୍ଶନ କଲେ ବିଶ୍ୱ ଆଥଲେଟିକ୍ସ ଏବଂ AFI…

ଭୁବନେଶ୍ୱର: ୨୦୨୮ ବିଶ୍ୱ ଆଥଲେଟିକ୍ସ ଇନଡୋର ଚାମ୍ପିୟନସିପ୍ ଆୟୋଜନ ପାଇଁ ଭାରତ ଆଗ୍ରହ ପ୍ରକାଶ କରିଛି । ଏନେଇ ବିଶ୍ୱ ଆଥଲେଟିକ୍ସ ଏବଂ ଭାରତୀୟ ଆଥଲେଟିକ୍ସ ମହାସଂଘ (AFI)ର ଏକ ପ୍ରତିନିଧି ଦଳ ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିୟମ ପରିଦର୍ଶନ କରିଛନ୍ତି । ସେମାନେ ଷ୍ଟାଡିୟମ ପରିସର ମଧ୍ୟରେ…

Road Accident: ଟ୍ରେଲର ପଛରେ ପିଟି ହେଲା ଥାର୍, ୩ ମୃତ

ଭୁବନେଶ୍ବର: ପୁଣି ଥରେ ଦୁର୍ଘଟଣା ଘଟାଇଲା ଥାର୍ । ଦୁର୍ଘଟଣାରେ ତିନିଜଣଙ୍କର ମୃତ୍ୟୁ ହୋଇଛି । ଭୁବନେଶ୍ବର ପୀତାପଲ୍ଳୀରେ ଟ୍ରେଲର ପଛରେ ଥାର୍ ପିଟି ହେବା ଫଳରେ ଗାଡିରେ ବସିଥିବା ୩ ଯାତ୍ରୀଙ୍କ ମୃତ୍ୟୁ ଘଟିଛି । ଦୁର୍ଘଟଣା ଏତେ ଜୋରରେ ହୋଇଥିଲା ଯେ ମୃତକମାନେ ଗାଡି ଭିତରେ ଚାପି ହୋଇ…

ରାଜ୍ୟରେ ନିଶା ଦ୍ରବ୍ୟ ଉତ୍ପାଦନ ଓ ବିକ୍ରି ଉପରେ ଲାଗିଲା ପ୍ରତିବନ୍ଧକ

ଭୁବନେଶ୍ୱର: ଓଡ଼ିଶାରେ ଗୁଟଖା, ପାନ ମସଲା, ଜର୍ଦ୍ଦା, ଖଇନି ଓ ତମ୍ବାକୁ କିମ୍ବା ନିକୋଟିନ୍ ଯୁକ୍ତ ସମସ୍ତ ପ୍ରକାରର ଖାଦ୍ୟ ପଦାର୍ଥର ଉତ୍ପାଦନ, ପ୍ରସ୍ତୁତି, ପ୍ୟାକେଜିଂ, ସଞ୍ଚୟ, ପରିବହନ, ବାଣିଜ୍ୟ ଓ ବିକ୍ରୟ ଉପରେ ପ୍ରତିବନ୍ଧ ଜାରି କଲେ ସରକାର । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ…

Khandagiri Jatra: ଖଣ୍ଡଗିରି ଯାତ୍ରାରେ ଅଶ୍ଳିଳତା ପ୍ରଦର୍ଶନ କଲେ ବାତିଲ ହେବ ଏନଓସି…

ଭୁବନେଶ୍ୱର: ଜାନୁଆରୀ ୨୭ରୁ ଆରମ୍ଭ ହେବ ଖଣ୍ଡଗିରି ମେଳା । ଏହା ଫେବୃଆରୀ ୭ ପର୍ଯ୍ୟନ୍ତ ଚାଲିବ । ଏହି ସମୟରେ ଖଣ୍ଡଗିରେରେ କମ୍ପିବ ଯାତ୍ରା ମହାସମର । ସବୁ ଯାତ୍ରା ପାର୍ଟି ନିଜର ସବୁଠୁ ବେଷ୍ଟ ନାଟକ ଏଠାରେ ପରିବେଷଣ କରିବେ । ଏହାରି ଭିତରେ ଖଣ୍ଡଗିରି ଯାତ୍ରା ପାଇଁ ଏସଓପି ଆଣିଛି ବିଏମସି…

ରାଜ୍ୟରେ ପ୍ରଥମ ଥର ଜେଲରେ ଲାଗିଲା AI କ୍ୟାମେରା, କଏଦୀଙ୍କ ଫେରାର ରୋକିବା ସହ ଜେଲ୍ ଭିତରକୁ…

ଭୁବନେଶ୍ୱର: ରାଜ୍ୟରେ ପ୍ରଥମ ଥର ପାଇ ଜେଲରେ ଲାଗିଲା AI କ୍ୟାମେରା । ଢେଙ୍କାନାଳ ଜେଲରେ ସଫଳ ହେଲା ପରୀକ୍ଷଣ । ପ୍ରଥମ ପର୍ଯ୍ୟାୟରେ ୧୮ଟି ଜେଲରେ ଲଗାଇବାକୁ ଯୋଜନା । ପ୍ରତି ଜେଲରେ ୧୬ଟି ଲେଖାଏଁ ଲଗାଇବାକୁ ଯୋଜନା ରହିଛି । ପ୍ରଥମ ପର୍ଯ୍ୟାୟ ସଫଳ ପରିକ୍ଷଣ ପରେ ଆଗକୁ ଅନ୍ୟ ଜେଲରେ ଲାଗିବ ।…

ଯୋରନ୍ଦା ମହିମା ମନ୍ଦିରର ହେବ ସର୍ବାଙ୍ଗୀନ ବିକାଶ, ରାଜ୍ୟ ପର୍ଯ୍ୟଟନକୁ ମିଳିବ ନୂଆ ଦିଶା

ଭୁବନେଶ୍ୱର: ମହିମା ଧର୍ମର ପ୍ରମୁଖ ପୀଠ ତଥା ଯୋରନ୍ଦା ସ୍ଥିତ ମହିମା ମନ୍ଦିରର ସର୍ବାଙ୍ଗୀନ ଉନ୍ନତିକରଣ ହେବ । ମନ୍ଦିର ପାରିପାଶ୍ୱର୍କ ଅଞ୍ଚଳର ହେବ ବିକାଶ । ନିର୍ମାଣ ହେବ ନୂଆ ସୁଉଚ୍ଚ ଭବ୍ୟ ମନ୍ଦିର । ଏନେଇ ଆଜି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ…

Flower festival: ପ୍ରଥମ ସୋଆ ପୁଷ୍ପ ଉତ୍ସବ ଉଦଘାଟିତ, ଫୁଲକୁ ନେଇ ଭିନ୍ନ ଭିନ୍ନ ପ୍ରତିଯୋଗିତା ଆୟୋଜିତ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ କୃଷି ମହାବିଦ୍ୟାଳୟ, ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ ସାଇନ୍‌ସେସ୍ (ଆଇଏଏସ୍‌) ପକ୍ଷରୁ ସୋମବାର ଦୁଇ ଦିନିଆ ‘ପ୍ରଥମ ସୋଆ ପୁଷ୍ପ ଉତ୍ସବ’ ଉଦ୍‌ଘାଟିତ ହୋଇଯାଇଛି । ଆନ୍ତର୍ଜାତିକ ପୁଷ୍ପ ଦିବସ ପରିପ୍ରେକ୍ଷୀରେ ଜାନୁଆରୀ ୧୯ ଓ ୨୦…

Fire Breaks Out: ବିଳମ୍ବିତ ରାତିରେ ୧ ନମ୍ବର ହାଟରେ ଭୟାବହ ଅଗ୍ନିକାଣ୍ଡ, ଧ୍ବଂସ ପାଇଲା ୪୦ରୁ ଅଧିକ ଦୋକାନ

ଭୁବନେଶ୍ବର: ଭୁବନେଶ୍ବର ଏକ ନମ୍ବର ହାଟରେ ବଡ଼ ଧରଣର ଅଗ୍ନିକାଣ୍ଡ। ବିଳମ୍ବିତ ରାତିରେ ହୁତୁହୁତୁ ହୋଇ ଜଳିଗଲା ହାଟ। ପ୍ରାୟ ରାତି ଗୋଟାଏରେ ଏହି ଅଗ୍ନିକାଣ୍ଡ ହୋଇଥିବା ବେଳେ ଏହା କିପରି ଘଟିଲା ତାହା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇପାରି ନାହିଁ। ସ୍ଥାନୀୟ ଲୋକଙ୍କ କହିବା ଅନୁସାରେ,