Latest Odisha News

BREAKING NEWS

Browsing Category

ସହର

City

ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିର, ଅଭିଯୋଗ ପ୍ରକୋଷ୍ଠରେ ନିୟମିତ ଶୁଣିବେ ଲୋକଙ୍କ ସମସ୍ୟା

ଭୁବନେଶ୍ୱର: ଆଜିଠୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଭିଯୋଗ ଶୁଣାଣି ଶିବିର ଆରମ୍ଭ । ୟୁନିଟ୍-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ହେବ ଶିବିର। ସମସ୍ୟା ଶୁଣିବା ସହ ସମାଧାନ ଦିଗରେ ପଦକ୍ଷେପ ନେବେ ରାଜ୍ୟ ସରକାର । ଏଠାରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ଅଭିଯୋଗ ଶୁଣାଣି କରିବା ସହ…

ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେଲେ ଆଇଏଏସ ନିକୁଞ୍ଜ ଧଳ

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତ ହେଲେ ନିକୁଞ୍ଜ ବିହାରୀ ଧଳ। ବରିଷ୍ଠ ପ୍ରଶାସକ ନିକୁଞ୍ଜ ବିହାରୀ ଧଳ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ପାଇଛନ୍ତି। ସେ ବର୍ତ୍ତମାନ ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ ଭାବେ…

ଆଗାମୀ ୫ ବର୍ଷ ଭିତରେ ଓଡ଼ିଶାକୁ ସର୍ବାଧିକ ୧ ଲକ୍ଷ କୋଟ ଟଙ୍କାର ଆସିବ ରେଳ ପ୍ରୋଜେକ୍ଟ: ଅଶ୍ଵିନୀ

ଭୁବନେଶ୍ବର: ଭୁବନେଶ୍ୱରରେ ଆୟୋଜିତ ବିଜେପିିର ବିଜୟ ସମ୍ବର୍ଦ୍ଧନା ସଭାରେ ରାଜ୍ୟବାସୀଙ୍କୁ କୃତଜ୍ଞତା ଜଣାଇବା ସହ ରେଲୱେ ବିକାଶର ଭବିଷ୍ୟତ ନେଇ ପ୍ରତିଶ୍ରୁତି ଦେଇଛନ୍ତି କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ଓଡିଶାକୁ ୧ ଲକ୍ଷ କୋଟିର ପ୍ରକଳ୍ପ ଦିଆଯିବାକୁ ନେଇ ଘୋଷଣା କରିଛନ୍ତି…

ଓଡ଼ିଶାର ଶାସନ ସଚିବ ଭାବରେ ଦାୟିତ୍ଵ ନେଲେ ମନୋଜ ଆହୁଜା

ଭୁବନେଶ୍ବର: ଓଡ଼ିଶା ସରକାରଙ୍କ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ଗ୍ରହଣ କଲେ ବରିଷ୍ଠ ଆଇଏଏସ୍‌ ମନୋଜ ଆହୁଜା। ଲୋକସେବା ଭବନରେ ସେ ବିଦାୟୀ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଠାରୁ ଦାୟିତ୍ବ ଗ୍ରହଣ କରିଛନ୍ତି। କେନ୍ଦ୍ର ସରକାରରେ କୃଷି ସଚିବ ଏବଂ ଚାଷୀ କଲ୍ୟାଣ ସଚିବ ଭାବେ…

ସକ୍ରିୟ ଲଘୁଚାପ: ଆଉ ଦୁଇ ଦିନ ପ୍ରବଳ ବର୍ଷା

ଭୁବନେଶ୍ବର: ଉତ୍ତରପଶ୍ଚିମ ବଙ୍ଗୋପସାଗରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଜାରି ରହିଛି। ଆହୁରି ୨ଦିନ ଯାଏଁ ରାଜ୍ୟରେ ଏପରି ବର୍ଷା ଲାଗି ରହିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଲଘୁଚାପ ପ୍ରଭାବରେ ଆଜି ଉତ୍ତର ଓଡ଼ିଶାର…

ରତ୍ନଭଣ୍ଡାର ଶୀଘ୍ର ଖୋଲିବ, ଯଦି ଗଡ଼ବଡ଼ ଥିବ ଦୋଷୀକୁ ଦଣ୍ଡ ଦିଆଯିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜଧାନୀର ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ସମ୍ବର୍ଦ୍ଧନା ସଭାରେ ରତ୍ନଭଣ୍ଡାର ନିଶ୍ଚିତ ଖୋଲିବ ବୋଲି କହିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବିଜେପିର ସମ୍ବର୍ଦ୍ଧନା ଉତ୍ସବରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରତ୍ନଭଣ୍ଡାର ନିଶ୍ଚିତ ଖୋଲାଯିବ । ଆଉ ଗଣତି ହେବ। ଯଦି କିଛି…

ରଥଯାତ୍ରା ପାଇଁ ରେଳବାଇ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା: ୩୧୫ ସ୍ୱତନ୍ତ୍ର ଟ୍ରେନ, ଷ୍ଟେସନରେ ୧୫ ହଜାର ଭକ୍ତଙ୍କ ରହଣି…

ପୁରୀ: ପବିତ୍ର ରଥଯାତ୍ରା ପାଇଁ ରେଳବାଇ ତରଫରୁ ଯାତ୍ରୀମାନଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା । ପୁରୀରେ ସ୍ଥିତି ସମୀକ୍ଷା କରିଛନ୍ତି କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ଗତବର୍ଷ ପ୍ରାୟ ୧୧ ଲକ୍ଷ ଭକ୍ତଙ୍କ ପାଇଁ ବିଭିନ୍ନ ବ୍ୟବସ୍ଥା କରାଯାଇଥିବା ବେଳେ ଚଳିତ ବର୍ଷ ୧୫ ଲକ୍ଷ ଭକ୍ତଙ୍କ…

ଆହୁରୀ ୨ ଦିନ ପ୍ରବଳ ବର୍ଷିବ, ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆଜି ବି ରାଜ୍ୟରେ ପ୍ରବଳ ବର୍ଷା ରହିଛି। ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପ୍ରଭାବରେ ଆଗାମୀ ୨ ଦିନ ପର୍ଯ୍ୟନ୍ତ ରାଜ୍ଯରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଗତକାଲି ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର…

ଦିଲ୍ଲୀ ଗସ୍ତ ସାରି ଓଡ଼ିଶା ଫେରିଲେ ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ, ସମ୍ବର୍ଦ୍ଧନା ଉତ୍ସବରେ ହେବେ ସାମିଲ

ଭୁବନେଶ୍ୱର: ୩ ଦିନିଆ ନୂଆଦିଲ୍ଲୀ ଗସ୍ତ ସାରି ଓଡ଼ିଶା ଫେରିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ତାଙ୍କ ସହ ୨ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡା ମଧ୍ୟ ଫେରିଛନ୍ତି। ଦିଲ୍ଲୀ ଗସ୍ତରେ ଯାଇ ରାଷ୍ଟ୍ରପତି ଦୌପଦୀ ମୁର୍ମୁ, ଉପରାଷ୍ଟ୍ରପତି ଜଗଦୀପ ଧନକଡ, ପ୍ରଧାନମନ୍ତ୍ରୀ…

ଆଜି ସମ୍ବର୍ଦ୍ଧିତ ହେବେ ନବନିର୍ବାଚିତ ସାଂସଦ, ବିଧାୟକ ଓ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ବର: ଚଳିତ ନିର୍ବାଚନରେ ବାଜି ମାରିନେଇଛି ବିଜେପି । ୨୪ ବର୍ଷର ସରକାରଙ୍କୁ ଗାଦିଚ୍ୟୁତ କରି ଓଡିଶା ଶାସନ ସମ୍ଭାଳିଛି ବିଜେପି । ଏହି ଅବସରରେ ଆଜି ନିଜର ନବ ନିର୍ବାଚିତ ସାଂସଦ ଓ ବିଧାୟକମାନଙ୍କୁ ସମ୍ବର୍ଦ୍ଧନା ଦେବ ବିଜେପି। ଏଥିପାଇଁ ଭୁବନେଶ୍ବର ପ୍ରଦର୍ଶନୀ ପଡ଼ିଆରେ ସମ୍ବର୍ଦ୍ଧନା…