Latest Odisha News

BREAKING NEWS

Browsing Category

ସହର

City

ରୁଷିଛନ୍ତି ଜୟନାରାୟଣ !

ଭୁବନେଶ୍ବର: ନା ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ ପଦ ମିଳିଲା ନା ମନ୍ତ୍ରିମଣ୍ଡଳରେ ମିଳିଲା ସ୍ଥାନ । ଅଭିମାନ କରିଛନ୍ତି କି ରାଜ୍ୟ ବିଜେପିର ପଶ୍ଚିମ ଓଡିଶା ଚେହେରା ଜୟନାରାୟଣ ମିଶ୍ର? ବୁଧବାର ରାଜ୍ୟରେ ବିଜେପିର ପ୍ରଥମ ସରକାରର ଶପଥ ଗ୍ରହଣ ଉତ୍ସହରେ ଜୟନାରାୟଣଙ୍କ ଅନୁପସ୍ଥିତିକୁ ନେଇ…

କୁଏତ ଅଗ୍ନିକାଣ୍ଡ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ, ଆଜି ସନ୍ଧ୍ୟାରେ ଓଡ଼ିଶା ପହଞ୍ଚିବ ୨ ଓଡିଆଙ୍କ ମୃତଦେହ

ଭୁବନେଶ୍ୱର: କୁଏତ୍ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ୪୫ ଭାରତୀୟଙ୍କ ମଧ୍ୟରେ ଓଡ଼ିଶାର ୨ ଜଣ ଅଛନ୍ତି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି। ସେ ସୋସିଆଲ ମିଡିଆ ଏକ୍ସରେ ମୃତକଙ୍କ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି। ମୃତକମାନେ ହେଲେ ସନ୍ତୋଷ କୁମାର ଗୌଡ଼ ଓ ମହମ୍ମଦ…

ବରପୁତ୍ରଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କଲେ ମୁଖ୍ୟମନ୍ତ୍ରୀ ଓ ୨ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ରାଜଧାନୀର ବିଭିନ୍ନ ସ୍ଥାନରେ ଥିବା ବରପୁତ୍ର ମାନଙ୍କର ପ୍ରତିମୂର୍ତ୍ତୀରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳୀ ଦେଇଛନ୍ତି। ମିଉଜିୟମ୍ ଛକଠାରେ ବକ୍ସି ଜଗବନ୍ଧୁ, କଳ୍ପନା ଛକଠାରେ ଚାଖି ଖୁଣ୍ଟିଆ, ଏଜି ଛକରେ ଜୟୀ ରାଜଗୁରୁ ଓ ଡଃ ବି.…

‘ରଜ’ର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଓ ରାଷ୍ଟ୍ରପତି

ଭୁବନେଶ୍ୱର: ଓଡ଼ିଶାର ପାରମ୍ପରିକ ଗଣ ପର୍ବ ରଜ। ଆଜି ପହିଲି ରଜ। ରଜ ପର୍ବ ପାଇଁ ଆଜି ସାରା ରାଜ୍ୟ ଉତ୍ସବ ମୁଖର। ତିନି ଦିନ ଧରି ଗାଁଠୁ ସହର ସବୁଠୁ ରଜର ଆସର ଜମିଥାଏ। ଆଜି ପହିଲି ରଜରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ…

ରାଜ୍ୟର ସମସ୍ତ ବିଦ୍ୟାଳୟରୁ ୫ଟି ଚାର୍ଟର୍ ହଟାଇବାକୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ

ଭୁବନେଶ୍ଵର: ରାଜ୍ୟର ସମସ୍ତ ବିଦ୍ୟାଳୟରୁ ୫ଟି ଚାର୍ଟର୍ ହଟାଇବାକୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ । ରୂପାନ୍ତରିତ ହାଇସ୍କୁଲ୍ ଗୁଡ଼ିକରୁ ୫ଟି ଚାର୍ଟର୍ ହଟାଇବାକୁ ନିର୍ଦ୍ଦେଶ । ଶିକ୍ଷା କ୍ଷେତ୍ରରେ ଉନ୍ନତି ତଥା ସମସ୍ତ ଛାତ୍ରଛାତ୍ରୀ ମାନଙ୍କୁ ଇଂରାଜୀ ମିଡିୟମ ସ୍କୁଲ ପରି ସମସ୍ତ ସୁବିଧା…

ବାଲୁକା କଳାରେ ମୁଖ୍ୟମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ବାଲୁକା ଶିଳ୍ପୀ ମାନସ ସାହୁ

ଭୁବନେଶ୍ବର: ବାଲୁକା କଳା ମାଧ୍ୟ୍ୟମରେ ଓଡିଶାର ନୂଆ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଆନ୍ତର୍ଜାତିକ ବାଲୁକା ଶିଳ୍ପୀ ମାନସ କୁମାର ସାହୁ । ପୁରୀ ଶ୍ରୀମନ୍ଦିରର ଚାରି ଦ୍ୱାର ଭକ୍ତ ଙ୍କ ପାଇଁ ଖୋଲିବା ର ନିଷ୍ପତ୍ତି ସମସ୍ତ ଜଗନ୍ନାଥ ପ୍ରେମୀ ଙ୍କ ପାଇଁ ଏକ…

ମୁଖ୍ୟମନ୍ତ୍ରୀଙ୍କ ନାଁରେ ଫେକ୍‌ ଆଇଡି ମାମଲା, ସ୍ପଷ୍ଟୀକରଣ ଦେଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନାଁରେ ଫେକ୍‌ ଆଇଡି ଖୋଲାଯାଇଥିବା କହିଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ । ଏଥିସହ ମୁଖ୍ୟମନ୍ତ୍ରୀଙ୍କ ପ୍ରକୃତ ଆଇଡିର ତଥ୍ୟ ଦେଲା ବିଭାଗ । ମୁଖ୍ୟମନ୍ତ୍ରୀଙ୍କ ଫେସବୁକ, ଇନଷ୍ଟାଗ୍ରାମ, ଏକ୍ସ ଆକାଉଣ୍ଟର ଲିଙ୍କ ମଧ୍ୟ ସେୟାର କରିଛି…

ପଳାଶୁଣି ଛକରେ ସିରିଜ୍ ଦୁର୍ଘଟଣା; ୫ ଆହତ, ଉତ୍ୟେକ୍ତ ଲୋକଙ୍କ ରାସ୍ତାରୋକ

ଭୁବନେଶ୍ବର: ଭୁବନେଶ୍ୱରରେ ସିରିଜ ଦୁର୍ଘଟଣା । ପଳାଶୁଣି ଛକରେ ଏକ ଟ୍ରକ୍‌ ୪ରୁ ଅଧିକ କାର୍‌ ଓ ବାଇକ୍‌କୁ ଧକ୍କା ଦେଇଛି । ଦୁର୍ଘଟଣାରେ ୫ ଜଣ ଆହତ ହୋଇଥିବା ଜଣାପଡିଛି । ସମସ୍ତ ଆହତମାନଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ମିଳିଥିବା ସୂଚନା ମୁତାବକ, ଗୋଟିଏ ଟ୍ରକ୍‌…

ରାଜ୍ୟରୁ ହଟିବ ୫-ଟି ଏବଂ ମୋ ସରକାର ବୋର୍ଡ, ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝୀ ଶପଥ ନେବା ପରେ ନୂଆ ସରକାର ଗଠନ ହୋଇଛି । କ୍ଷମତାକୁ ଆସିବା ପରେ ରାଜ୍ୟର ବିଭିନ୍ନ ବ୍ୟବସ୍ଥାକୁ ବଦଳାଇବା ଆରମ୍ଭ କରିଦେଇଛନ୍ତି ନୂଆ ସରକାର । ଏହାରି ଭିତରେ ନବୀନ ସରକାରଙ୍କର ସବୁଠାରୁ ଟ୍ରେଣ୍ଡିଙ୍ଗରେ ରହିଥିବା ବ୍ୟବସ୍ଥା ୫-ଟି…

ଅଗ୍ରସର ହେଉନି ମୌସୁମୀ; ଅସହ୍ୟ ତାତି ଓ ଗୁଳୁଗୁଳି ଯୋଗୁଁ ଫିକା ପଡିବ ରଜ

ଭୁବନେଶ୍ବର: ରାତି ପାହିଲେ ରଜ । ହେଲେ ଅସହ୍ୟ ଗରମ କୁ ଗୁଳୁଗୁଳି ଯୋଗୁଁ ଏଥର ରଜ ଫିକା ପଡିବ । ମୌସୁମୀ ଆଗକୁ ଅଗ୍ରସର ନ ହେଉଥିବାରୁ ରଜରେ ଲୋକଙ୍କୁ କଲବଲ କରିବ ଗୁଳୁଗୁଳି । ଏନେଇ ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି । ଏବେ ମାଲକାନଗିରି,…