Latest Odisha News

BREAKING NEWS

Browsing Category

ସହର

City

ପ୍ରକାଶ ପାଇଲା ମନ୍ତ୍ରୀଙ୍କ ତାଲିକା; ଶପଥ ନେବେ ୮ କ୍ୟାବିନେଟ ମନ୍ତ୍ରୀ ଓ ୫ ରାଷ୍ଟ୍ରମନ୍ତ୍ରୀ

ଭୁବନେଶ୍ବର: ଓଡ଼ିଶାରେ ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ପୂର୍ବରୁ ପ୍ରକାଶ ପାଇଲା ମନ୍ତ୍ରୀ ତାଲିକା । ମୁଖ୍ୟମନ୍ତ୍ରୀ ଭାବେ ମୋହନ ମାଝୀ ଓ ୨ ଜଣ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ପ୍ରଭାତୀ ପରିଡ଼ାଙ୍କ ସହ ୧୩ ଜଣ ମନ୍ତ୍ରୀ ଆଜି ଶପଥ ନେବେ । ରାଜଭବନ ପକ୍ଷରୁ ଏହି ମନ୍ତ୍ରୀ ତାଲିକା…

କେଉଁଠି ରହିବେ ମୁଖ୍ୟମନ୍ତ୍ରୀ?

ଭୁବନେଶ୍ବର: କେଉଁଠି ରହିବେ ନୂଆ ମୁଖ୍ୟମନ୍ତ୍ରୀ ମୋହନ ମାଝୀ? ମୁଖ୍ୟମନ୍ତ୍ରୀଙ୍କ ପାଇଁ ସରକାରୀ ବାସଭବନ ଖୋଜା ଚାଲିଛି । ନବୀନ ପଟ୍ଟନାୟକ ସରକାରୀ ବାସଭବନରେ ରହୁନଥିଲେ । ଗତ ୨୪ବର୍ଷ ହେଲା ସେ ନିଜ ବାସଭବନ ନବୀନ ନିବାସରେ ହିଁ ରହୁଥିଲେ । ହେଲେ ଏବେ ରାଜ୍ୟରେ ବଦଳିଛି ସରକାର, ବଦଳିଛନ୍ତି…

ପ୍ରତିଶୃତି ରକ୍ଷା କରି ଶପଥ ସମାରୋହରେ ପହଞ୍ଚିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ରାଜ୍ୟରେ ଭାଜପା ପ୍ରଥମଥର ପାଇଁ ସରକାର ଗଠନ କରିବାକୁ ଯାଉଛି । ଆଉ କିଛି ସମୟ ପରେ ଓଡ଼ିଶାର ନୂତନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ମୋହନ ଚରଣ ମାଝୀ । ଏହି ଅବସରରେ ଶପଥ ଗ୍ରହଣ ସମାରୋହରେ ସାମିଲ ହେବା ନେଇ ପହଞ୍ଚିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି…

ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ମୋଦି; ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଶପଥ ଗ୍ରହଣ ଉତ୍ସବରେ ହେବେ ସାମିଲ

ଭୁବନେଶ୍ୱର: ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବାୟୁସେନାର ଏକ ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ମୋଦି ସିଧା ରାଜଭବନ ଯାଇଛନ୍ତି । ସେଠାରେ କିଛି ସମୟ ବିଶ୍ରାମ ନେବା ପରେ, ସଂଧ୍ୟାରେ ଜନତା ମୈଦାନରେ ହେବାକୁ ଥିବା ନୂଆ ସରକାରଙ୍କ…

ନବୀନଙ୍କୁ ଭେଟିଲେ ଭାବୀ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର: ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ହେବେ ମୋହନ ମାଝି। ସେ ଆଜି ବିଧିବଦ୍ଧ ଭାବେ ଶପଥ ନେବେ। ଓଡ଼ିଶାରେ ମୋହନ ସରକାର କାର୍ଯ୍ୟକାରୀ ହେବା ଆଗରୁ ନବୀନ ନିବାସ ଯାଇ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି ଭାବୀ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହା ସହିତ ଆଜି ଶପଥ ପାଠ…

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପୂର୍ବରୁ ବରପୁତ୍ରଙ୍କୁ ମାଲ୍ୟାର୍ପଣ କଲେ ମୋହନ ମାଝୀ

ଭୁବନେଶ୍ୱର: ଗୋପବନ୍ଧୁ ଛକରେ ବରପୁତ୍ରଙ୍କୁ ମାଲ୍ୟାର୍ପଣ କଲେ ମୋହନ ମାଝୀ। ତାଙ୍କ ସହ କେଭି ସିଂହଦେଓ ଓ ପ୍ରଭାତି ପରିଡ଼ା ମଧ୍ୟ ମାଲ୍ୟାର୍ପଣ କରିଛନ୍ତି। ଆଜିଠାରୁ ଓଡ଼ିଶାରେ ବିଜେପି ସରକାର ଆରମ୍ଭ ହେବାକୁ ଯାଉଛି। ମୋହନ ମାଝି ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବାର…

ରଥ ଖଳାରୁ: ଚଖ ଅଖ ଫିଟିଂ ଶେଷ, ଧୂଳିଦଣ୍ଡା କାମ ଆରମ୍ଭ

ପୁରୀ: ମଙ୍ଗଳବାର ତିନି ରଥର ସମସ୍ତ ଚକ ଅଖ ଫିଟିଂ ଶେଷ ହୋଇଛି। ଭଉଁରିରେ ୩ ନାହାକା ଅଖ ସହ ୬ ନାହାକା ଚକ ଯୋଡ଼ା ହୋଇଥିଲା। ଆଜି ଅବଶିଷ୍ଟ ୩୬ ଚକ ସହ ୧୮ ଅଖ ସଂଯୋଗ ହୋଇଛି। ରଥ ନିର୍ମାଣ ପରମ୍ପରାରେ ଏହା ହେଉଛି ଚକ ଡେରା କାର୍ଯ୍ୟ। ଶ୍ରୀମନ୍ଦିରରୁ ମହାପ୍ରଭୁଙ୍କ ରଥ ଆଜ୍ଞାମାଳ ଆସି ଲାଗିହେବା…

ବାଲୁକା ଚିତ୍ରକଳା ମାଧ୍ୟମରେ ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀଙ୍କୁ ଶୁଭେଚ୍ଛା

ପୁରୀ: ମୋହନ ମାଝୀ ଓଡିଶାର ନୂଆ ମୁଖ୍ୟମନ୍ତ୍ରୀ ଭାବରେ ଘୋଷଣା ହେବା ପରେ ଚାରି ଆଡୁ ଶୁଭେଚ୍ଛାର ସୁ୍ଅ ଛୁଟୁଛି। ବାଲୁକା ଚିତ୍ରକଳା ମାଧ୍ୟମରେ ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀଙ୍କୁ ଶୁଭେଚ୍ଛା ଦିଆଯାଇଛି। ଆନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ବାଲୁକା କଳା ମାଧ୍ୟମରେ…

ଘଡଘଡି, ବିଜୁଳି ସହ ବର୍ଷା ସମ୍ଭାବନା ନେଇ ୧୯ଟି ଜିଲ୍ଲାରେ କାଳବୈଶାଖୀ ସତର୍କତା

ଭୁବନେଶ୍ଵର: ରାଜ୍ୟରେ କାଳବୈଶାଖୀ ହେବା ନେଇ ସତର୍କ କରାଇଲା ଆଞ୍ଚଳିକ ପାଣିପାଗ ବିଭାଗ। କାଳବୈଶାଖୀ ପ୍ରଭାବରେ ଘଡଘଡି, ବିଜୁଳି ସହ ବର୍ଷା ହେବ ସମ୍ଭାବନା ରହିଛି। ତେଣୁ ଏନେଇ ୧୯ଟି ଜିଲ୍ଲାକୁ ସତର୍କ କରାଇଲା ପାଣିପାଗ ବିଭାଗ। ଏହି ସମୟରେ ୩୦-୪୦ କିମି ବେଗରେ ପବନ ବୋଲି ଅନୁମାନ କରାଯାଉଛି।…

ନବୀନ ହେବେ କି ବିରୋଧୀ ଦଳ ନେତା ?

ଭୁବନେଶ୍ବର: ୨୪ବର୍ଷ ଧରି ଓଡିଶାର ମୁଖ୍ୟମନ୍ତ୍ରୀ ରହିଥିଲେ ନବୀନ ପଟ୍ଟନାୟକ। ଏଥର ବିଜେଡି ନିର୍ବାଚନ ହାରିବା ପରେ ବିରୋଧୀ ଦଳ ନେତା ହେବେ କି ନବୀନ ? ଅନେକ ବର୍ଷ ପରେ ଏଥର ବିଧାନସଭାରେ ଶକ୍ତିଶାଳୀ ବିରୋଧୀ ଦଳକୁ ସାମନା କରିବେ ବିଜେପି ସରକାର । ବିଜେଡିର ୫୧ଜଣ ବିଧାୟକ ନୂଆ ସରକାରଙ୍କୁ…