Latest Odisha News

BREAKING NEWS

Browsing Category

ସହର

City

ରାଜଧାନୀରେ ସିରିଜ ଦୁର୍ଘଟଣା:୨ ଜଣ ଆହତ

ଭୁବନେଶ୍ୱର :ରାଜଧାନୀରେ ସିରିଜ ଦୁର୍ଘଟଣା । ଭୁବନେଶ୍ୱର ସତସଙ୍ଗବିହାର ନିକଟରେ ଏହି ଅଘଟଣ ଘଟିଛି । ୨ଟି କାର୍ କୁ ପଛରୁ ଧକ୍କା ଦେଲା ଘରୋଇ ବସ୍  । ଫଳରେ ଏଥିରେ ୨ ଜଣ ଆହତ ହୋଇଛନ୍ତି । ଆହତଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଖବର ଅନୁଯାୟୀ, ସତସଙ୍ଗବିହାର  ପାଖ…

ଜୁନ୍‌ ୭ରୁ ଆରମ୍ଭ ହେବ +୨ ନାମଲେଖା ପ୍ରକ୍ରିୟା

ଭୁବନେଶ୍ୱର: ଚଳିତ ଶିକ୍ଷାବର୍ଷ ୨୦୨୪-୨୫ ନିମନ୍ତେ ଉଚ୍ଚ ମାଧ୍ୟମିକ (ଯୁକ୍ତ-୨) ଶିକ୍ଷା ଅନ୍ତର୍ଭୁକ୍ତ କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଓ ଉପଶାସ୍ତ୍ରୀ ଏକାଦଶ ଶ୍ରେଣୀରେ ନାମ ଲେଖା ନିମନ୍ତେ ଆସନ୍ତା ତା. ୦୭/୦୬/୨୦୨୪ରିଖଠାରୁ ପ୍ରକ୍ରିୟା ଆରମ୍ଭ ହେବ । ଦଶମ ଶ୍ରେଣୀରେ ଉତ୍ତୀର୍ଣ୍ଣ…

ଜୁନ୍ ୪ ହେଉଛି ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନରେ ନାମଲେଖା ପାଇଁ ଆବେଦନର ଶେଷ ତାରିଖ, ଏହିପରି କରିବେ ଆବେଦନ

ଭୁବନେଶ୍ବର: ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟ ଅନ୍ତର୍ଗତ ଏନ.ସି.ଇ.ଆର.ଟି ର ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ଭୁବନେଶ୍ୱର, ଭୋପାଳ, ଆଜମେର, ମଇଶୁର ଓ ଶିଲଂରେ ୨୦୨୪-୨୦୨୫ ଶିକ୍ଷାବର୍ଷ ପାଇଁ ବି.ଏବି.ଇଡି, ବି.ଏସସି.ବି.ଇଡି, ବି.ଇଡି, ଏମ.ଇଡି, ଏମ.ଏସସି.ଇଡି, ଆଦି ଶିକ୍ଷା ଭିତ୍ତିକ…

ଭୋଟ ଦେଉଛି ଓଡିଶା, ଅପରାହ୍ନ ୫ଟା ସୁଦ୍ଧା ୬୨.୪୬% ଭୋଟିଂ

ଭୁବନେଶ୍ଵର: ୬ଟି ଲୋକସଭା ଏବଂ ଏହା ଅନ୍ତର୍ଗତ ୪୨ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟ୍ ଦେଇ ନିଜ ପ୍ରତିନିଧି ବାଛୁଛନ୍ତି ଭୋଟର । ୪୬୦ ନେତାଙ୍କର ଭାଗ୍ୟ ପରିକ୍ଷା ହେବ । ଅପରାହ୍ନ ୫ଟା ସୁଦ୍ଧା ୬୨.୪୬% ଭୋଟିଂ ହୋଇଛି । ବାଲେଶ୍ବରରେ ୬୧.୯୧% ମତଦାନ ହୋଇଥିବା ବେଳେ ଭଦ୍ରକରେ ୫୮.୨୧%,…

ଚାଲିଛି ଶେଷ ପର୍ଯ୍ୟାୟ ମତଦାନ: ଦିନ ୩ଟା ସୁଦ୍ଧା ରାଜ୍ୟରେ ୪୯.୭୭ ପ୍ରତିଶତ ଭୋଟିଂ

ଭୁବନେଶ୍ବର: ରାଜ୍ୟରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନ ପାଇଁ ଚାଲିଛି ମତଦାନ । ଦିନ ୩ଟା ସୁଦ୍ଧା ୪୯.୭୭ ପ୍ରତିଶତ ଭୋଟିଂ ହୋଇଛି । ବାଲେଶ୍ୱରରେ ୫୪.୦୪ ପ୍ରତିଶତ ମତଦାନ ହୋଇଥିବାବେଳେ ଭଦ୍ରକରେ ୪୬.୩୩%, ଜଗତସିଂପୁରରେ ୫୨.୫୨ ପ୍ରତିଶତ, ଯାଜପୁରରେ ୪୮.୮୦ ପ୍ରତିଶତ,…

ସାଲେପୁରରେ ନିର୍ବାଚନୀ ହିଂସା, ଏଜେଣ୍ଟଙ୍କୁ ପନିକିରେ ମରଣାନ୍ତକ ଆକ୍ରମଣ

ସାଲେପୁର: ସାଲେପୁରରେ ନିର୍ବାଚନୀ ହିଂସା। କେନ୍ଦ୍ରାପଡ଼ା ଲୋକସଭା କ୍ଷେତ୍ର ସାଲେପୁର ମାଳଶାସନ ବୁଥ ନଂ ୧୮୪ ଏବଂ ୧୮୫ ରେ ହିଂସାକାଣ୍ଡ ଘଟିଛି। ବୁଥ କ୍ୟାପଚରିଂକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ଏଭଳି ପରିସ୍ଥିତି ଦେଖା ଦେଇଛି ଯେଉଁଥିରେ ଜଣେ ବିଜେପି ଏଜେଣ୍ଟଙ୍କ ସହ ୩ ବିଜେପି ସମର୍ଥକ ଆହତ…

ରାଜ୍ୟରେ ଅପରାହ୍ନ ୧ଟା ସୁଦ୍ଧା ୩୭.୬୪ ପ୍ରତିଶତ ମତଦାନ

ଭୁବନେଶ୍ବର: ରାଜ୍ୟରେ ୬ ଲୋକସଭା ଏବଂ ୪୨ ବିଧାନସଭା ଆସନ ପାଇଁ ଜାରି ରହିଛି ମତଦାନ । ଭୋଟ୍ ଦେଉଛନ୍ତି ରାଜ୍ୟବାସୀ । ମିଳିଥିବା ସୂଚନା ଅନୁସାରେ, ଅପରାହ୍ନ ୧ ଟା ସୁଦ୍ଧା ୩୭.୬୪ ପ୍ରତିଶତ ମତଦାନ ହୋଇଛି । ତେବେ ଭଦ୍ରକରେ ୩୪.୭୩ ପ୍ରତିଶତ ମତଦାନ ହୋଇଥିବାବେଳେ, ବାଲେଶ୍ୱରରେ ୪୧.୪୪…

ଭୋଟ୍ ପାଇଁ କିଏ ରକ୍ତମୁଖା?

ଭୁବନେଶ୍ବର: ଗଡ଼ିଲା ମୁଣ୍ଡ, ବହିଲା ରକ୍ତ । କେଉଁଠି ମରଣାନ୍ତକ ଆକ୍ରମଣ ତ କେଉଁଠି ଯାଇଛି ଜୀବନ। ବ୍ୟାପକ ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ବି ନିର୍ବାଚନ ବେଳେ ରାଜ୍ୟର ବିଭିନ୍ନ ସ୍ଥାନରେ ରାଜନୈତିକ ହିଂସା ସାମନାକୁ ଆସିଛି । ଖଲ୍ଲିକୋଟରେ ଦିଲ୍ଲୀପ ପାହାନଙ୍କ ମୃତ୍ୟୁ ହୋଇଥିବା ବେଳେ ଲହୁଲୁହାଣ…

ପଦ୍ମଶ୍ରୀ ମାଗୁଣି ଚରଣଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ବିଶିଷ୍ଟ କଣ୍ଢେଇ ନୃତ୍ୟଗୁରୁ ପଦ୍ମଶ୍ରୀ ମାଗୁଣି ଚରଣ କୁଅଁରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । 'ଏକ୍ସ' ଆକାଉଣ୍ଟରେ ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, କେନ୍ଦୁଝର ଜିଲ୍ଲାର ଗୁରୁ ମାଗୁଣି କୁଅଁରଙ୍କର ଓଡିଶାର…

କୋଣାର୍କରେ ମତଦାନ ବେଳେ ୨ ଗୋଷ୍ଠୀ ହାତାହାତି

ପୁରୀ: ଓଡିଶାରେ ଜାରି ରହିଛି ଅନ୍ତିମ ପର୍ଯ୍ୟାୟ ଭୋଟ୍ । ଏହାରି ଭିତରେ କିଛି ସ୍ଥାନରେ  ମତଦାନ ବେଳେ ରାଜନୈତିକ ହିଂସା ଦେଖିବାକୁ ମିଳିଛି । କୋଣାର୍କରେ ମତଦାନ ବେଳେ ୨ ଗୋଷ୍ଠୀ ହାତାହାତି ହୋଇଛନ୍ତି । ଏଥିରେ ଜଣେ ଆହତ ହୋଇଥିବା ସୂଚନା ରହିଛି । ଗୋପ ବ୍ଲକ ୪୧ ନମ୍ବର ବୁଥ୍‌ରେ ୨…