Latest Odisha News

BREAKING NEWS

Browsing Category

ସହର

City

ହ୍ୟୁମାନ ସାଗର ବିବାଦରେ ମନୋଜ ମିଶ୍ର ଟୁଇଷ୍ଟ

ଭୁବନେଶ୍ବର: ହ୍ୟୁମାନ ସାଗର ବିବାଦରେ ନୂଆ ଟୁଇଷ୍ଟ। ଜଗନ୍ନାଥ ଭଜନକୁ ପରିହାସ କରି ଗାଇବାକୁ ନେଇ କଣ୍ଠଶିଳ୍ପୀ ହ୍ୟୁମାନ ସାଗର ଓ ରୁକୁ ସୁନାଙ୍କ ନାଁରେ ଥାନାରେ ଏତଲା ଦିଆଯାଇଛି । ସୋସିଆଲ୍ ମିଡିଆରେ ବି ଉଭୟ କଣ୍ଠଶିଳ୍ପୀଙ୍କୁ ସମାଲୋଚନା କରିଛନ୍ତି ଲୋକେ । ଏପରିକି ସେମାନଙ୍କୁ ବୟକଟ୍ ଓ…

ଓଡିଶାରେ କାମ କଲେ ଓଡିଆ ଶିଖ

ଭୁବନେଶ୍ବର: ଓଡିଶାରେ କାମ କରିବାକୁ ହେଲେ ଶିଖିବାକୁ ପଡିବ ଓଡିଆ ଭାଷା । ଗାଁ ଗହଳି ଲୋକ ହିନ୍ଦୀ ବୁଝନ୍ତିନି । ଗାଁରୁ ଜଣେ କେହି ଆସିଲେ ସେ କେମିତି ଶିଖିବ? ଏମିତି ଚାଲିବନି, ଓଡିଆ ଶିଖିବାକୁ ପଡିବ ବୋଲି ସିଧା ସିଧା କହିଛନ୍ତି ଏମଏସଏମଇ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ । ରାଜ୍ୟର…

ସରିଲା କ୍ୟାବିନେଟ୍ ବୈଠକ, ୫ଟି ପ୍ରସ୍ତାବରେ ବାଜିଲା ମୋହର

ଭୁବନେଶ୍ବର: ଶେଷ ହେଲା ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ। ୫ଟି ପ୍ରସ୍ତାବରେ ବାଜିଲା କ୍ୟାବିନେଟ ମୋହର। ବଢ଼ିଲା ସର୍ବନିମ୍ନ ମଜୁରୀ। ଅଣକୁଶଳୀ, ଅର୍ଦ୍ଧକୁଶଳୀ, କୁଶଳୀ ଓ ଉଚ୍ଚ କୁଶଳୀଙ୍କ ମଜୁରୀ ବଢ଼ିବା ଉପରେ ବାଜିଲା କ୍ୟାବିନେଟ୍ ମୋହର। ପୂର୍ବରୁ ଅଣକୁଶଳୀ ମଜୁରୀ ୩୫୨ ଥିବା…

ଅକ୍ଷମଣୀୟ ତ୍ରୁଟିକୁ ନେଇ ମହାପ୍ରଭୁଙ୍କ ଇଚ୍ଛା କହିବା ଶ୍ରଦ୍ଧାଳୁଙ୍କ ମନକୁ ଆଘାତ ଦେଉଛି: ମେୟର

ଭୁବନେଶ୍ବର: ପହଣ୍ଡି ବେଳେ ଘଟିଥିବା ଅଘଟଣକୁ ନେଇ କଡ଼ା ପ୍ରତିକ୍ରିୟା ରଖିଲା ବିଜେଡି। ଏହା ଲଜ୍ଜାଜନକ, ଅକ୍ଷମଣୀୟ ତ୍ରୁଟି ବୋଲି କହିଲେ ଭୁବନେଶ୍ବର ମେୟର ସୁଲୋଚନା ଦାସ। ଏହି ଘଟଣା ସାଢ଼େ ୪ କୋଟି ଓଡ଼ିଆଙ୍କୁ ବ୍ୟଥିତ କରିଛି। ତା ଭିତରେ ଉପମୁଖ୍ୟମନ୍ତ୍ରୀ ଓ ଆଇନମନ୍ତ୍ରୀଙ୍କ ମନ୍ତବ୍ୟ…

ରାଜ୍ୟର ୪ ଜିଲ୍ଲାରେ ହେବ ଫିସିଂ ହବ୍, ଘୋଷଣା କଲେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମନ୍ତ୍ରୀ

ଭୁବନେଶ୍ୱର: ନୟାଗଡ, ପୁରୀ, ବାଲେଶ୍ୱର ଓ ଗଞ୍ଜାମରେ ହେବ ଫିସିଂ ହବ । ଜାତୀୟ ମତ୍ସ୍ୟ ଚାଷୀ ଦିବସ ଅବସରରେ ଏହା ଘୋଷଣା କରିଛନ୍ତି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ। ଉତ୍ପାଦନରୁ ବିକ୍ରି ପର୍ଯ୍ୟନ୍ତ ରହିବ ସୁବିଧା। ବାଲେଶ୍ୱର ବସ୍ତାରେ ହୋଲସେଲ ମାର୍କେଟ ପାଇଁ ୭୮…

ଆଡ଼ପ ମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତି; ଆଡ଼ପ ଦର୍ଶନ ସହ ଆଜିଠୁ ଭକ୍ତଙ୍କୁ ମିଳିବ ଆଡ଼ପ ଅବଢ଼ା

ପୁରୀ: ଆଡ଼ପ ମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତି। ଆଜି ଜନ୍ମବେଦୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କରି କୋଟି ପୂଣ୍ୟ ଅର୍ଜିବେ ଶ୍ରଦ୍ଧାଳୁ । ଆଡ଼ପ ଦର୍ଶନ ସହ ଆଜିଠୁ ଭକ୍ତଙ୍କୁ ମିଳିବ ଆଡ଼ପ ଅବଢ଼ା। ଆଡ଼ପ ଅବଢ଼ା ପାଇ କୃତ୍ୟ କୃତ୍ୟ ହେବେ ଅଗଣିତ ଜଗନ୍ନାଥ ପ୍ରେମୀ । ଶ୍ରୀଗୁଣ୍ଡିଚା ମନ୍ଦିର…

ଧର୍ମଶାଳାରେ ବଲ୍ଲେ ବଲ୍ଲେ ପରେ ରାଜନଗରରେ ସ୍ବାଦ !

ଭୁବନେଶ୍ବର: ବଲ୍ଲେ ବଲ୍ଲେ ପରେ ସ୍ବାଦ । ଯାଜପୁର ପରେ କେନ୍ଦ୍ରାପଡା ରାଜନଗର ବିଜେଡି ବିଧାୟକ ଧ୍ରୁବ ସାହୁଙ୍କ ନାଁରେ ଆସିଛି ଅଭିଯୋଗ । ଧ୍ରୁବ ସାହୁଙ୍କ ପୃଷ୍ଠପୋଷକତାରେ ଭିତରକନିକାଠାରୁ ମାତ୍ର ୬ଶହ ମିଟର ଦୂରରେ ଦେଢ ଏକର ଜଙ୍ଗଲ ଜମିରେ ହୋଟେଲ ଓ ଲଜ୍ ତିଆରି ହୋଇଥିବା ଅଭିଯୋଗ କରିଥିଲେ…

ଶ୍ରୀମନ୍ଦିର ରତ୍ନଭଣ୍ଡାରରେ ରହିଛି କେତେ ଅଳଙ୍କାର?

ଭୁବନେଶ୍ବର: ସରିବ ଅପେକ୍ଷା । ଆସନ୍ତା ୧୪ତାରିଖରେ ଖୋଲିପାରେ ଶ୍ରୀମନ୍ଦିର ରତ୍ନଭଣ୍ଡାର । ରାଜ୍ୟ ସରକାରଙ୍କ ଅନୁମତି ମିଳିଲେ ୧୪ରେ ରତ୍ନଭଣ୍ଡାର ଖୋଲାଯିବ ବୋଲି ରତ୍ନଭଣ୍ଡାର ଯାଞ୍ଚ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ କହିଛନ୍ତି । କମିଟିର ଦ୍ବିତୀୟ ବୈଠକରେ ଏନେଇ ନିଷ୍ପତ୍ତି ନିଆଯାଇଛି…

କ୍ରୀଡା ସଂଘଗୁଡ଼ିକରେ ବି ପରିବର୍ତ୍ତନର ସ୍ବର !

ଭୁବନେଶ୍ବର: ରାଜ୍ୟରେ ବଦଳିଛି ସରକାର । ୨୪ବର୍ଷ ପରେ ବିଜେଡି କ୍ଷମତାଚ୍ୟୁତ ହୋଇଛି ତ ପ୍ରଥମ ଥର ପାଇଁ ଶାସନ ଗାଦିରେ ବସିଛି ବିଜେପି । ସରକାର ବଦଳର ପ୍ରଭାବ କ୍ରୀଡା ସଂଘଗୁଡିକ ଉପରେ ବି ଦେଖିବାକୁ ମିଳିଲାଣି । ଚର୍ଚ୍ଚା ହେଉଛି ରାଜ୍ୟର ବିଭିନ୍ନ କ୍ରୀଡା ସଂଘରେ ପଦପଦବୀରେ ରହିଥିବା…

ଆଜିଠୁ କମିବ, ୧୧ ତାରିଖରୁ ପୁଣି ବଢିବ ବର୍ଷାର ପରିମାଣ

ଭୁବନେଶ୍ବର: ରାଜ୍ୟରେ ଆସନ୍ତା ୨ ଦିନ ଯାଏଁ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗି ରହିବ । ୧୧ ତାରିଖ ପର ଠାରୁ ବର୍ଷାର ପରିମାଣ ବଢିବ ବୋଲି ପୂର୍ବାନୁମାନ କରିଛି  ଏହାର ପରିମାଣ ବଢ଼ିବା ସମ୍ଭାବନା ରହିଛି। ଏଥିସହ ଉପକୂଳ ଓ ଅଧିକାଂଶ ଜିଲାରେ ବଜ୍ରପାତ ସହ ଘଡ଼ଘଡ଼ି ହୋଇପାରେ। ଅନ୍ୟପଟେ…