Latest Odisha News

BREAKING NEWS

Browsing Category

ସହର

City

ଜଗତସିଂହପୁର ଯୁଦ୍ଧ ଜିତିବ କିଏ ?

ଭୁବନେଶ୍ୱର: ଜଗତସିଂହପୁର ବିଜେଡିର ଗଡ ରହିଛି । ୧୯୯୯ରୁ ବିଜେଡି ଏଠାରେ ଜିତି ଆସୁଛିା ଥରେ ସିପିଆଇରୁ ବିଭୂପ୍ରସାଦ ତରାଇ ଜିତିଛନ୍ତି, ତେବେ ତା ବି ବିଜେଡିର ସମର୍ଥନରେ । ତେବେ ଏଥର ବିଜେଡିର ସବୁଠୁ ବଡ ବଳ ବିଧାନସଭା ଗଣିତ ଏପଟ ସେପଟ ହୋଇଯାଇଛି । କେଉଁଠି ପ୍ରାର୍ଥୀ ନହୋଇ ଆଶାୟୀ…

ବିଜେପି ଫୋକସରେ ଓଡିଶା, ଘନ ଘନ ଚାଲିଛି କେନ୍ଦ୍ରମନ୍ତ୍ରୀଙ୍କ ଗସ୍ତ

ଭୁବନେଶ୍ଵର: ଚଳିତ ନିର୍ବାଚନରେ ବିଜେପି ଫୋକସରେ ରହିଛି ଓଡ଼ିଶା । ଜଣଙ୍କ ପରେ ଜଣେ ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ ଓ ଷ୍ଟାର ପ୍ରଚାରକଙ୍କୁ ଓଡ଼ିଶା ପଠାଇ ଭୋଟ ହାତେଇବାକୁ ହୋଇଛି ବଡ଼ ପ୍ଲାନ୍ । ଘନ ଘନ ଓଡିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ରର ନେତା ମନ୍ତ୍ରୀ ମାନେ । ଏହାରିଭିତରେ ପୁଣି ଥରେ ୨…

୨୯ରେ ପୁଣି ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ

ଭୁବନେଶ୍ଵର: ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରଚାର ଜୋର ଧରିଛି । ସେଥିପାଇଁ କେନ୍ଦ୍ରମନ୍ତ୍ରୀମାନେ ଘନ ଘନ ଓଡିଶା ଗସ୍ତରେ ଆସୁଛନ୍ତି । ଏହାରି ଭିତରେ ପୁଣିଥରେ ଆସନ୍ତା ୨୯ ତାରିଖରେ ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ନିର୍ବାଚନୀ ପ୍ରଚାର ପାଇଁ ବାରିପଦା, ବାଲେଶ୍ଵର ଓ…

ମାଗଣା ବିଜୁଳି ବିରୋଧୀଙ୍କୁ ଅଡୁଆରେ ପକାଇ ଦେଇଛି: ବିଜେଡି

ଭୁବନେଶ୍ଵର: ନିର୍ବାଚନ ଯୋଗୁଁ ବିରୋଧୀ ମିଛ ଓ ଭୁଲ ତଥ୍ୟ ଦେଇ ଭ୍ରମ ସୃଷ୍ଟି କରୁଛନ୍ତି । ଶକ୍ତିର ଆବଶ୍ୟକତା ବଢିଲେ ଦେଶର ବିକାଶ ହୁଏ । ମେକ ଇନ୍ ଓଡିଶା ପରି କାର୍ଯ୍ୟକ୍ରମ ଦ୍ୱାରା ଶିଳ୍ପ ଆସୁଛି । ମାଗଣା ବିଜୁଳି ବିରୋଧୀଙ୍କୁ ଅଡୁଆରେ ପକାଇ ଦେଇଛି । କାରଣ ୯୦% ଓଡ଼ିଶାବାସୀ ଏହି ଲାଭ…

ବୈଜୟନ୍ତ ନା ଅଂଶୁମାନ?

ଭୁବନେଶ୍ଵର: କେନ୍ଦ୍ରାପଡା ଲୋକସଭା ଆସନ ଆରମ୍ଭରୁ ବିଜେଡିର ଗଡ ରହିଛି । ଦଳ ଗଠନ ପରଠୁ କେନ୍ଦ୍ରାପଡାରେ ଶଙ୍ଖନାଦ ହୋଇଆସୁଛି। ତେବେ ଦଳବଦଳ ସହ ଏଥର କେନ୍ଦ୍ରାପଡା ଗଣିତ ଗୋଳମାଳ ହୋଇଛି । ବିଜେଡି ସାଂସଦ ଅନୁଭବ ପଟ୍ଟନାୟକ ଏବେ ବିଜେପିରେ ତ ଗତଥର କଂଗ୍ରେସରୁ ରାଜନଗର ବିଧାନସଭା ଲଢି…

ସରିଛି ତୃତୀୟ ପର୍ଯ୍ୟାୟ ନିର୍ବାଚନ, ୫ଟା ୩୦ ସୁଦ୍ଧା ୫୯.୬୦% ମତଦାନ

ଭୁବନେଶ୍ଵର: ସରିଛି ତୃତୀୟ ପର୍ଯ୍ୟାୟ ନିର୍ବାଚନ । ଇଭିଏମରେ ବନ୍ଦ ଅଛି ବହୁ ହେଭିୱେଟଙ୍କ ଭାଗ୍ୟ । କଟକ, ଭୁବନେଶ୍ୱର, ପୁରୀ, ଢେଙ୍କାନାଳ, କେନ୍ଦୁଝର ଏବଂ ସମ୍ବଲପୁର ଭଳି ୬ ସଂସଦୀୟ କ୍ଷେତ୍ର ଏବଂ ଏହା ଅଧୀନରେ ଥିବା ୪୨ ବିଧାନସଭା ଆସନ ପାଇଁ ସରିଛି ମତଦାନ । ଏହି ପର୍ଯ୍ୟାୟରେ ପ୍ରାୟ ସବୁ…

ବିଜେପି ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦେବଙ୍କ ଦାଦାଗିରି, ସିଇଓଙ୍କୁ ଭେଟିଲା ବିଜେଡି

ଭୁବନେଶ୍ଵର: ବିଜେପି ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦେବଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରି ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦ ହେଲା ବିଜେଡି । ବିଜେପି ଚାହୁଁଛି ଓଡ଼ିଶାରେ ହିଂସାରାଜ୍ ଚାଲୁ। । ଏଭଳି ଗୁଣ୍ଡା ବିଜେପି ପ୍ରାର୍ଥୀ ପ୍ରଶାନ୍ତ ଜଗଦେବଙ୍କୁ ଗିରଫ…

ସମୀର ବଦଳାଇବେ ନିମାପଡ଼ା ଅଙ୍କ !

ଭୁବନେଶ୍ଵର: ଗତ ତିନି ଥର ହେଲା ନିମାପଡା ବିଧାନସଭା ଜିତିଆସୁଛନ୍ତି ସମୀର ଦାଶ । ଏଥର ବିଜେଡି ତାଙ୍କ ଟିକେଟ୍ କାଟି ଦିଲ୍ଲୀପ ନାୟକଙ୍କୁ ପ୍ରାର୍ଥୀ କରିଛି। ତେବେ ଟିକେଟ୍ କଟିବା ପରେ ଶକ୍ତି ପ୍ରଦର୍ଶନ କରିଥିଲେ ସମୀର । ତଥାପି ଦଳ ତାଙ୍କ କଥା ନଶୁଣିବାରୁ ସେ ବିଜେଡି ଛାଡି ବିଜେପିରେ ସାମିଲ…

ମୁଖ୍ୟମନ୍ତ୍ରୀଙ୍କୁ ବନ୍ଧନ ମୁକ୍ତ କରିବା ଦାବିରେ ରାମମନ୍ଦିର ସମ୍ମୁଖରେ ବିଜେପିର ବିକ୍ଷୋଭ

ଭୁବନେଶ୍ୱର: ରାଜ୍ୟର ବୃହତର ସ୍ୱାର୍ଥ ଦୃଷ୍ଟିରୁ ମୁଖ୍ୟମନ୍ତ୍ରୀଙ୍କୁ ବନ୍ଧନ ମୁକ୍ତ କରିବା ପାଇଁ ରାଜ୍ୟ ମୁଖପାତ୍ର ଶ୍ରୀ ଦିଲୀପ ମଲ୍ଲିକଙ୍କ ନେତୃତ୍ୱରେ ଭାରତୀୟ ଜନତା ପାର୍ଟି ରାମମମନ୍ଦିର ସାମ୍ନାରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ମୁଖ୍ୟ ଶାସନ ସଚିବଙ୍କୁ ମଧ୍ୟ ଚିଠି ମାଧ୍ୟମରେ ନିବେଦନ…

ଏ ମାଟିର ଝିଅଙ୍କୁ ସମ୍ମାନ ଦେଇ ସପୋର୍ଟ କରିଥିଲା ବିଜେଡି: ମୁଖ୍ୟମନ୍ତ୍ରୀ

ବାରିପଦା: ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ମୟୁରଭଞ୍ଜ ଜିଲ୍ଲାର ରାଇରଙ୍ଗପୁର ଏବଂ ବାରିପଦାରେ ନିର୍ବାଚନୀ ପ୍ରଚାର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀଙ୍କ ସହିତ ବରିଷ୍ଠ ବିଜେଡି ନେତା ଭିକେ ପାଣ୍ଡିଆନ ମଧ୍ୟ ଆୟୋଜିତ ଜନସମାବେଶରେ ଯୋଗଦେଇ ଦଳୀୟ ପ୍ରାର୍ଥୀଙ୍କ…