Latest Odisha News

BREAKING NEWS

Browsing Category

ସହର

City

ରାଜ୍ୟ କଂଗ୍ରେସରେ କନ୍ଦଳ ଅସମ୍ଭାଳ

ଭୁବନେଶ୍ବର: ନିଜେ ହାରିଲେ, ଦଳ ହାରିଲା। ଇସ୍ତଫା ଦିଅନ୍ତୁ ପିସିସି ସଭାପତି ଶରତ ପଟ୍ଟନାୟକ । କଂଗ୍ରେସର ବରିଷ୍ଠ ନେତା ବି କହିଲେଣି। ସାରା ଦେଶରେ ପରିବର୍ତ୍ତନର ସୁଅ କଂଗ୍ରେସ ସପକ୍ଷରେ ଗଲା, ଓଡିଶାରେ କେମିତି ବିଜେପି ନେଇଗଲା ଫାଇଦା? କେଉଁଠି ଭୁଲ୍ ରହିଲା ତାର ତର୍ଜମା ହେଉ । ଇସ୍ତଫା…

ଅବସର ପୂର୍ବରୁ ପ୍ରଦୀପ ଜେନାଙ୍କ ଭାବପ୍ରବଣ ପୋଷ୍ଟ

ଭୁବନେଶ୍ବର: ରାଜ୍ୟର ମୁଖ୍ୟ ଶାସନ ସଚିବ ପଦରୁ ଅବସର ନେଇଛନ୍ତି ପ୍ରଦୀପ ଜେନା। ଅବସର ପୂର୍ବରୁ ସୋସିଆଲ୍ ମିଡିଆ ଏକ୍ସରେ ଭାବପ୍ରବଣ ପୋଷ୍ଟ କରିଥିଲେ । ଆଉ ମାତ୍ର କିଛି ସମୟ ମଧ୍ୟରେ ପୋଷ୍ଟରରେ ହଜାର ହଜାର ଭିୟୁ ହୋଇଥିଲା। କିଏ ପ୍ରଦୀପଙ୍କ କାର୍ଯ୍ୟଦକ୍ଷତାକୁ ଭୁରି ଭୁରି ପ୍ରଶଂସା କରିଥିଲେ ତ…

ରଥଯାତ୍ରା ଦିନ ମନ୍ଦିର ଭିତରକୁ ଭିଆଇପିଙ୍କୁ ପ୍ରବେଶ ମନା, କାଲି ରଥଯାତ୍ରାର ଚୂଡ଼ାନ୍ତ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ପୁରୀ: ଆସନ୍ତାକାଲି ପୁରୀରେ ରଥଯାତ୍ରାର ଚୂଡ଼ାନ୍ତ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆସନ୍ତା ୬ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୂ। ଏଥିସହ ସେ ୭ ତାରିଖରେ ଆୟୋଜିତ ହେବାକୁ ଥିବା ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାରେ ଯୋଗ ଦେବେ। ତେଣୁ…

ରାଉଲକେଲା ଷ୍ଟିଲ୍ ପ୍ଲାଣ୍ଟରେ ଗ୍ୟାସ ଲିକ୍: ୮ ଜଣ ଗୁରୁତର

ରାଉଲକେଲା: ରାଉଲକେଲା ଷ୍ଟିଲ୍ ପ୍ଲାଣ୍ଟରେ ଘଟିଛି ବଡ ଅଘଟଣ । ପ୍ଲାଣ୍ଟରେ ବିଷାକ୍ତ ଗ୍ୟାସ୍‌ ଲିକ୍‌ କାରଣରୁ ୮ ଜଣ ଶ୍ରମିକ ଗୁରୁତର ହୋଇଥିବା ସୂଚନା ମିଳିଛି । ରାଉରକେଲା ଷ୍ଟିଲ୍‌ ପ୍ଲାଣ୍ଟରେ ୫ନଂ ବ୍ଲାଷ୍ଟ ଫର୍ଣ୍ଣେସରେ  ଶ୍ରମିକମାନେ କାମ କରୁଥିବା ସମୟରେ ଷ୍ଟିଲ୍‌ ପ୍ଲାଣ୍ଟର ୫ନଂ…

ଭାରତୀୟ ନ୍ୟାୟ ସଂହିତାରେ ଭୁବନେଶ୍ବରରେ ରୁଜ୍ଜୁ ହେଲା ପ୍ରଥମ ମାମଲା

ଭୁବନେଶ୍ବର: ଆଜି ଦେଶରେ ଲାଗୁ ହୋଇଛି ତିନି ନୂଆ ଆଇନ ଭାରତୀୟ ନ୍ୟାୟ ସଂହିତା(ବିଏନଏସ), ଭାରତୀୟ ନାଗରିକ ସୁରକ୍ଷା ସଂହିତା(ବିଏନଏସଏସ) ଏବଂ ଭାରତୀୟ ସାକ୍ଷ୍ୟ ଅଧିନିୟମ(ବିଏସଏ) ଲାଗୁ ହୋଇଯାଇଛି । ଲାଗୁ ହେଉ ହେଉ ଦିଲ୍ଲୀରେ ଏନେଇ ପ୍ରଥମ ମାମଲା ରୁଜ୍ଜୁ ହୋଇଥିବା ବେଳେ ଭୁବନେଶ୍ବରରେ…

ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିର, ଅଭିଯୋଗ ପ୍ରକୋଷ୍ଠରେ ନିୟମିତ ଶୁଣିବେ ଲୋକଙ୍କ ସମସ୍ୟା

ଭୁବନେଶ୍ୱର: ଆଜିଠୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଭିଯୋଗ ଶୁଣାଣି ଶିବିର ଆରମ୍ଭ । ୟୁନିଟ୍-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ହେବ ଶିବିର। ସମସ୍ୟା ଶୁଣିବା ସହ ସମାଧାନ ଦିଗରେ ପଦକ୍ଷେପ ନେବେ ରାଜ୍ୟ ସରକାର । ଏଠାରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ଅଭିଯୋଗ ଶୁଣାଣି କରିବା ସହ…

ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେଲେ ଆଇଏଏସ ନିକୁଞ୍ଜ ଧଳ

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତ ହେଲେ ନିକୁଞ୍ଜ ବିହାରୀ ଧଳ। ବରିଷ୍ଠ ପ୍ରଶାସକ ନିକୁଞ୍ଜ ବିହାରୀ ଧଳ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ପାଇଛନ୍ତି। ସେ ବର୍ତ୍ତମାନ ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ ଭାବେ…

ଆଗାମୀ ୫ ବର୍ଷ ଭିତରେ ଓଡ଼ିଶାକୁ ସର୍ବାଧିକ ୧ ଲକ୍ଷ କୋଟ ଟଙ୍କାର ଆସିବ ରେଳ ପ୍ରୋଜେକ୍ଟ: ଅଶ୍ଵିନୀ

ଭୁବନେଶ୍ବର: ଭୁବନେଶ୍ୱରରେ ଆୟୋଜିତ ବିଜେପିିର ବିଜୟ ସମ୍ବର୍ଦ୍ଧନା ସଭାରେ ରାଜ୍ୟବାସୀଙ୍କୁ କୃତଜ୍ଞତା ଜଣାଇବା ସହ ରେଲୱେ ବିକାଶର ଭବିଷ୍ୟତ ନେଇ ପ୍ରତିଶ୍ରୁତି ଦେଇଛନ୍ତି କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ଓଡିଶାକୁ ୧ ଲକ୍ଷ କୋଟିର ପ୍ରକଳ୍ପ ଦିଆଯିବାକୁ ନେଇ ଘୋଷଣା କରିଛନ୍ତି…

ଓଡ଼ିଶାର ଶାସନ ସଚିବ ଭାବରେ ଦାୟିତ୍ଵ ନେଲେ ମନୋଜ ଆହୁଜା

ଭୁବନେଶ୍ବର: ଓଡ଼ିଶା ସରକାରଙ୍କ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ଗ୍ରହଣ କଲେ ବରିଷ୍ଠ ଆଇଏଏସ୍‌ ମନୋଜ ଆହୁଜା। ଲୋକସେବା ଭବନରେ ସେ ବିଦାୟୀ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଠାରୁ ଦାୟିତ୍ବ ଗ୍ରହଣ କରିଛନ୍ତି। କେନ୍ଦ୍ର ସରକାରରେ କୃଷି ସଚିବ ଏବଂ ଚାଷୀ କଲ୍ୟାଣ ସଚିବ ଭାବେ…

ସକ୍ରିୟ ଲଘୁଚାପ: ଆଉ ଦୁଇ ଦିନ ପ୍ରବଳ ବର୍ଷା

ଭୁବନେଶ୍ବର: ଉତ୍ତରପଶ୍ଚିମ ବଙ୍ଗୋପସାଗରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଜାରି ରହିଛି। ଆହୁରି ୨ଦିନ ଯାଏଁ ରାଜ୍ୟରେ ଏପରି ବର୍ଷା ଲାଗି ରହିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଲଘୁଚାପ ପ୍ରଭାବରେ ଆଜି ଉତ୍ତର ଓଡ଼ିଶାର…