Latest Odisha News

BREAKING NEWS

Browsing Category

ସହର

City

ଲୁଟେରାଙ୍କୁ କରାଯିବ ସାବାଡ୍, ଚାଲିଛି କଡା ଚେକିଂ

ଭୁବନେଶ୍ବର: ରାଜଧାନୀରେ ପୁରା ଆକ୍ସନ ମୋଡରେ କମିସନରେଟ ପୋଲିସ୍ । ବିଭିନ୍ନ ଥାନା ଅଞ୍ଚଳ ପରିସର ଭୁକ୍ତ ଥିବା ହୋଟେଲ ଓ ଲଜରେ ଚାଲିଛି ଜୋରଦାର ଛାନଭିନ୍ । ଗତକାଲି ବିଳମ୍ବିତ ରାତିରେ କିଛି ଏମିତି ମିଶନ ଆରମ୍ଭ କରିଦେଇଛନ୍ତି କମିଶନରେଟ ପୋଲିସ୍ । ବାହାରୁ ଆସି ରାଜଧାନୀରେ ଡେରା…

୨ ଦିନ ପ୍ରବଳ ବର୍ଷା, ୮ ଜିଲ୍ଲା ପାଇଁ ସତର୍କ ସୂଚନା ଜାରି

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ପ୍ରବଳ ବର୍ଷା ସହ ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ଫଳରେ ଆଜି ଓ ଆସନ୍ତାକାଲି ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ…

ବରିଷ୍ଠ ଓଏଏସ୍ ଅଭିମନ୍ୟୁ ବେହେରା ପୁରୀ ପୌର ପରିଷଦର ନୂଆ କାର୍ଯ୍ୟନିର୍ବାହୀ ଅଧିକାରୀ

ଭୁବନେଶ୍ୱର: ରାଜ୍ୟ ସରକାର ପୁରୀ ପୌର ପରିଷଦରେ ନୂଆ କାର୍ଯ୍ୟନିର୍ବାହୀ ଅଧିକାରୀ (ଏକଜ୍ୟୁଟିଭ ଅଫିସର)ଙ୍କୁ ନିଯୁକ୍ତି ଦେଇଛନ୍ତି। ରଥଯାତ୍ରାକୁ ଆଉ ମାତ୍ର ୧୦ଦିନ ବାକି ଥିବାବେଳେ ରାଜ୍ୟ ସରକାର ଏକଜ୍ୟୁଟିଭ ଅଫିସର ନିଯୁକ୍ତିଙ୍କୁ ନିଯୁକ୍ତି ଦେଇଛନ୍ତି। ବରିଷ୍ଠ ଓଏଏସ୍ ଅଭିମନ୍ୟୁ ବେହେରା…

୩ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ: ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ସହ ସାକ୍ଷାତ କାର୍ଯ୍ୟକ୍ରମ

ଭୁବନେଶ୍ୱର: ୩ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସାଥିରେ ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ପ୍ରଭାତୀ ପରିଡା ମଧ୍ୟ ମୁଖ୍ୟମନ୍ତ୍ରୀ ସହ ଦିଲ୍ଲୀ ଗସ୍ତରେ ଯାଇଛନ୍ତି। ଏହି ଗସ୍ତ କାଳରେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ, ଉପରାଷ୍ଟ୍ରପତି ଜଗଦୀପ…

ୟେମେନରେ ଫସିଛନ୍ତି ଓଡିଆ ପୁଅ ସାର୍ଥକ ନାୟକ

ଭୁବନେଶ୍ବର: ଚାରିମାସ ହେଲା ୟେମେନରେ ଫସିଛି ପୁଅ । ଉଦ୍ଧାର କରିବାକୁ କେନ୍ଦ୍ର ସରକାରଙ୍କୁ ଗୁହାରି କରିଛନ୍ତି ବାପା ବିଦ୍ୟାଧର ନାୟକ। ଭାରତୀୟ ନାବିକ ତଥା ସେକେଣ୍ଡ ଅଫିସର ସାର୍ଥକ ନାୟକ ଗତ ଚାରି ମାସ ହେଲା ଲୋହିତ ସାଗରରେ ୟେମେନର ରାସ ଇସା ବନ୍ଦରରେ ଅକୋୟା ଗ୍ୟାସ ନାମକ ଜାହାଜରେ ଫସି…

ବଜ୍ରପାତରେ ୩ ଜଣଙ୍କ ମୃତ୍ୟୁ ଘଟଣା; ୪ ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବରଗଡ ଜିଲ୍ଲା ପଦ୍ମପୁର ଖଲିଆପଲି ଗ୍ରାମପଞ୍ଚାୟତ ଦୁଆନଡିହି ଗାଁରେ ବଜ୍ରପାତ ଯୋଗୁଁ ୩ ଜଣଙ୍କ ମୃତ୍ୟୁ ଘଟଣା । ଗଭୀର ଦୁଃଖ ପ୍ରକାଶ ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହାସହ ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା…

କାହିଁକି ମନୋଜ ଆହୁଜା ହୋଇପାରନ୍ତି ମୁଖ୍ୟ ଶାସନ ସଚିବ ?

ଭୁବନେଶ୍ବର: ଓଡିଶାର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ ହେବେ କି ମନୋଜ ଆହୁଜା? କେନ୍ଦ୍ର ସରକାର ତାଙ୍କୁ ନିଜ ଗୃହ କ୍ୟାଡର ଓଡିଶାକୁ ଫେରାଇଦେବା ପରେ ବଢିଛି ଚର୍ଚ୍ଚା । କେନ୍ଦ୍ରୀୟ ଡେପୁଟେସନରେ ଥିବା ୧୯୯୦ ବ୍ୟାଚର ଆଇଏଏସ ଅଧିକାରୀ ମନୋଜ ଆହୁଜାଙ୍କୁ ଓଡିଶା ଫେରାଇ ଆଣିବା ଲାଗି ରାଜ୍ୟ ସରକାର…

ଖୁବଶିଘ୍ର ମହାନଦୀ ଜଳ ବିବାଦର ହେବ ସମାଧାନ

ଭୁବନେଶ୍ବର: ଖୁବଶିଘ୍ର ମହାନଦୀ ଜଳ ବିବାଦର ହେବ ସମାଧାନ। ଏନେଇ ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ। ଏହି ବିବାଦ ରାଜ୍ୟ ରଜ୍ୟ ମଧ୍ୟରେ ଆଲୋଚନା କରାଯାଇ ସମାଧାନ କରାଯାଇପାରିବ। କିନ୍ତୁ ପୂର୍ବ ସରକାର କେବେବି ସମାଧାନ ପାଇଁ ବିଶେଷ ଉଦ୍ୟମ କରିନାହାନ୍ତି। ଛତିଶଗଡ଼…

ମହିଳା ସାମ୍ବାଦିକଙ୍କ ଉପରକୁ କୁକୁର ଛାଡ଼ିଦେବା ଘଟଣା, ବିଜେଡି ନେତାଙ୍କ ଘରେ ପୋଲିସ

ଭୁବନେଶ୍ବର: ମହିଳା ସାମ୍ବାଦିକଙ୍କ ଉପରକୁ କୁକୁର ଛାଡ଼ିଦେବା ଅଭିଯୋଗ ଘଟଣାରେ ବିଜେଡି ନେତା ରଘୁନନ୍ଦନ ଦାସଙ୍କ କ୍ୱାର୍ଟର୍ସରେ ପହଞ୍ଚିଲା ପୋଲିସ । ତଦନ୍ତ ଓ ପଚରାଉଚରା ପାଇଁ ପୂର୍ବତନ ମନ୍ତ୍ରୀ ରଘୁନନ୍ଦନଙ୍କ କ୍ୱାର୍ଟର୍ସରେ ପହଞ୍ଚିଲା କ୍ୟାପିଟାଲ ଥାନା ପୋଲିସ । ସୂଚନା ଅନୁସାରେ,…

ରାଜଧାନୀ ଭୁବନେଶ୍ବରରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା । ଟ୍ବିନ୍‌ ସିଟିରେ ଆଗାମୀ ୩ ଘଣ୍ଟା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କଲା ଆଞ୍ଚଳିକ ପାଣିପାଗ ବିଭାଗ। ଏଥିସହ ପୁରୀ ଓ ନୟାଗଡ଼କୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଆଗାମୀ ୫ ଦିନ ମଧ୍ୟରେ ସାରା ରାଜ୍ୟରେ…