Latest Odisha News

BREAKING NEWS

Browsing Category

ସହର

City

ସିଜିମାଳି ଘଟଣାରେ ରାଷ୍ଟ୍ରପତିଙ୍କ ହସ୍ତକ୍ଷେପ ଲୋଡ଼ିଲା ବିଜେଡି

ଭୁବନେଶ୍ୱର: ରାୟଗଡା ଜିଲ୍ଲାର ସିଜିମାଳି ଅଞ୍ଚଳରେ ଆଦିବାସୀ ଭାଇଭଉଣୀ ମାନଙ୍କ ଉପରେ ପ୍ରଶାସନର ଯେଉଁ ବର୍ବରୋଚିତ କାଣ୍ଡ ଘଟଣାକୁ ବିଜୁ ଜନତା ଦଳ ତୀବ୍ର ନିନ୍ଦା କରିଛି । ଏହି ଘଟଣା ସମ୍ପୂର୍ଣ୍ଣ ଅମାନବୀୟ ବୋଲି ବର୍ଣ୍ଣନା କରିବା ସହିତ ଆଦିବାସୀ ମାନଙ୍କୁ ଉଚିତ ନ୍ୟାୟ ପ୍ରଦାନ ପାଇଁ ଦେଶର…

ଓଡ଼ିଶାକୁ ସର୍ବାଧିକ ବିଶ୍ୱକର୍ମା ପୁରସ୍କାର; ପୂର୍ତ୍ତ ବିଭାଗ ୩, ଜଳସମ୍ପଦ ବିଭାଗ ୫ ଓ କ୍ରୀଡ଼ା ବିଭାଗର..

ଭୁବନେଶ୍ୱର: ନୂଆଦିଲ୍ଲୀ ସ୍ଥିତ ବି.ଆର୍‌. ଆମ୍ବେଦକର ଅନ୍ତର୍ଜାତୀୟ କେନ୍ଦ୍ରଠାରେ ସି.ଆଇ.ଡି.ସି ଦ୍ୱାରା ଆୟୋଜିତ ୧୭ତମ ବିଶ୍ୱକର୍ମା ପୁରସ୍କାର ବିତରଣ ଉତ୍ସବରେ ଓଡ଼ିଶା ସରକାରଙ୍କ ଦ୍ୱାରା ଆବେଦନ କରାଯାଇଥିବା ୧୦ଟି ପ୍ରକଳ୍ପକୁ ମିଶାଇ ସର୍ବମୋଟ ୧୭ଟି ପ୍ରକଳ୍ପକୁ ବିଭିନ୍ନ ବିଭାଗରେ…

ପାକିସ୍ତାନ ଲିଙ୍କରେ ଭୁବନେଶ୍ୱରରୁ ସନ୍ଦିଗ୍ଧକୁ ଉଠାଇ ନେଇଛି ପୋଲିସ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରୁ ପାକିସ୍ତାନ ଲିଙ୍କରେ ସନ୍ଦିଗ୍ଧକୁ ଉଠାଇ ନେଇଛି ପୋଲିସ । ୟୁନିଟ୍ ୬ ଅଞ୍ଚଳରୁ ଜଣେ ଯୁବକଙ୍କୁ ଦିଲ୍ଲୀ ସ୍ପେଶାଲ ବ୍ରାଞ୍ଚ ପୁଲିସ ଗିରଫ କରିଛି । ଯୁବକ ଜଣକଙ୍କ ପରିଚୟ ଇମ୍ରାନ ବୋଲି ଜଣାପଡିଛି । ଇମ୍ରାନ ସୋସିଆଲ ମିଡିଆ ମାଧ୍ୟମରେ ଭାରତ ବିରୋଧୀ ପ୍ରଚାର…

ପଞ୍ଚାୟତ ନିର୍ବାଚନରେ ଆସନ ସଂରକ୍ଷଣ କରିବାକୁ ସବୁ ଜିଲ୍ଲାପାଳଙ୍କୁ ପଞ୍ଚାୟତିରାଜ ବିଭାଗର ଚିଠି

ଭୁବନେଶ୍ବର: ୨୦୨୭ ପଞ୍ଚାୟତ ନିର୍ବାଚନରେ ଆସନ ସଂରକ୍ଷଣ କରିବାକୁ ଜିଲ୍ଲାପାଳଙ୍କୁ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ଚିଠି ଲେଖାଯାଇଛି । ଏପ୍ରିଲ ଶେଷ ସୁଦ୍ଧା ଚୂଡ଼ାନ୍ତ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ହୋଇଛି । ୱାର୍ଡ ମେମ୍ବର, ସରପଞ୍ଚ ଓ ସମିତି ସଭ୍ୟ ଏବଂ ଜିଲ୍ଲା ପରିଷଦ ସଦସ୍ୟ ପାଇଁ ସଂରକ୍ଷଣ…

ମେଟ୍ରୋ ପ୍ରକଳ୍ପକୁ ନେଇ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଲେ ନଗର ଉନ୍ନୟନ ମନ୍ତ୍ରୀ

ଭୁବନେଶ୍ଵର: ମେଟ୍ରୋ ପ୍ରକଳ୍ପ ବାତିଲ୍ ହୋଇନି, ସାମୟିକ ଭାବେ ସ୍ଥଗିତ ରହିଛି। ଭୁବନେଶ୍ଵର ମେଟ୍ରୋ କର୍ପୋରେସନ ବନ୍ଦ ହୋଇନି, ଅଫିସ ଚାଲୁ ରହିଛି। ମେଟ୍ରୋ ପ୍ରକଳ୍ପ ପ୍ରସଙ୍ଗ ମୁଖ୍ୟମନ୍ତ୍ରୀଙ୍କ ବିଚାରାଧୀନ ରହିଛି ବୋଲି ଆଜି ସ୍ପଷ୍ଟୀକରଣ ରଖିଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର…

ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟଙ୍କ ତାଲିକା ପ୍ରକାଶ

ଭୁବନେଶ୍ୱର: ପ୍ରକାଶ ପାଇଲା ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟଙ୍କ ତାଲିକା । ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ସଦସ୍ୟଙ୍କ ନାମ ତାଲିକା ଘୋଷଣା କରିଛନ୍ତି । ଏହାସହ ସ୍ୱତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ ସ୍ଥାୟୀ ନିମନ୍ତ୍ରିତ ସଦସ୍ୟଙ୍କ ତାଲିକା ମଧ୍ୟ ଘୋଷଣା ହୋଇଛି । ତାଲିକାରେ ୭୨…

ଐତିହାସିକ ପଦକ୍ଷେପ: ୫୦୦୦ ମିଶନ ଶକ୍ତି ମହିଳାଙ୍କ ପାଇଁ ଆତ୍ମରକ୍ଷା ପ୍ରଶିକ୍ଷଣର ଶୁଭାରମ୍ଭ

ଭୁବନେଶ୍ୱର: ଉପ-ମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ମନ୍ତ୍ରୀ ପ୍ରଭାତୀ ପରିଡ଼ା ଆଜି ଭୁବନେଶ୍ୱର ସ୍ଥିତ ମିଶନ ଶକ୍ତି ଭବନ ଠାରେ ରାଜ୍ୟର ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (ଏସଏଚଜି)ର ସଦସ୍ୟାମାନଙ୍କୁ ସୁରକ୍ଷିତ ଓ ସଶକ୍ତ କରିବା ଲକ୍ଷ୍ୟରେ ମିଶନ ଶକ୍ତି ପକ୍ଷରୁ ପ୍ରଥମ ଥର…

Reschedule Working Hours : କାଲିଠୁ ଜଳିବ ଓଡିଶା, ଏହି ଜିଲ୍ଲାରେ ସରକାରୀ କାର୍ଯ୍ୟାଳୟରେ ବଦଳିଲା କାର୍ଯ୍ୟ…

ଭୁବନେଶ୍ୱର: ଓଡିଶାରେ ସମ୍ଭାବ୍ୟ ଗ୍ରୀଷ୍ମ ପ୍ରବାହ ପରିସ୍ଥିତିକୁ ଦୃଷ୍ଟିରେ ରଖି ସକାଳୁଆ ଅଫିସ୍ କାର୍ଯ୍ୟ କରିବାକୁ ନିର୍ଦ୍ଦେଶ ହୋଇଛି। ସମ୍ଭାବ୍ୟ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ସରକାରୀ କାର୍ଯ୍ୟାଳୟଗୁଡ଼ିକର କାର୍ଯ୍ୟ ସମୟ ପରିବର୍ତ୍ତନ ଘୋଷଣା କରିଛି।…

୧୦ ମାଓ ପ୍ରଭାବିତ ଜିଲ୍ଲାପାଳଙ୍କୁ ଚିଠି, ବସୁନ୍ଧରା ଯୋଜନାରେ ଭୂମି ଓ ଜମିପଟ୍ଟା ଦେବାକୁ ନିର୍ଦ୍ଦେଶ

ଭୁବନେଶ୍ବର: ମାଓବାଦୀ ପ୍ରଭାବିତ ଜିଲ୍ଲାଗୁଡିକରେ ଗ୍ରାମୋଦୟ ଯୋଜନାର ସଫଳ ରୂପାୟନ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ମାଓବାଦୀ ପ୍ରଭାବିତ ୧୦ଟି ଜିଲ୍ଲା ବରଗଡ଼, ବୌଦ୍ଧ, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା ଓ ରାୟଗଡ଼ାର ଜିଲ୍ଲାପାଳମାନଙ୍କୁ…

ରାଜଧାନୀର ପାଶ୍ବବର୍ତ୍ତୀ ନଦୀ ଗୁଡିକର ହେବ ପୁନରୁଦ୍ଧାର; ଏତିକି ଟଙ୍କା ବ୍ୟୟ ବରାଦ

ଭୁବନେଶ୍ବର: ଭୁବନେଶ୍ବରର ପାଶ୍ବବର୍ତ୍ତୀ ନଦୀ ଗୁଡିକର ପୁନରୁଦ୍ଧାର ଉପରେ ଆଲୋକପାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସେ କହିଛନ୍ତି ଯେ, ପ୍ରାଚୀ, ଧନୁଆ, ଦୟା ନଦୀର ପୁନରୁଦ୍ଧାର ହେବ । ପ୍ରାଚୀ ନଦୀର ପୁନଃରୁଦ୍ଧାର ପାଇଁ ୩୦୦ କୋଟି ଟଙ୍କା ମଂଜୁର ହୋଇଥିବା ବେଳେ…