Latest Odisha News

BREAKING NEWS

Browsing Category

ସହର

City

ବିଜେଡିରେ ସାମିଲ ହେଲେ ଓଡିଆ ଅଭିନେତ୍ରୀ ଜିନା ସାମଲ୍, ସକାଳେ ବିଜେପିରୁ ଦେଇଥିଲେ ଇସ୍ତଫା

ଭୁବନେଶ୍ଵର: ବିଜେଡିରେ ସାମିଲ ହେଲେ ଓଡିଆ ଅଭିନେତ୍ରୀ ଜିନା ସାମଲ୍ । ଶଙ୍ଖଭବନରେ ପହଞ୍ଚି ବିଧିବଦ୍ଧ ଭାବେ ସେ ବିଜେଡିରେ ସାମିଲ ହୋଇଛନ୍ତି । ରାଜ୍ୟସଭା ସାଂସଦ ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡି ମିଶ୍ରଣ ପର୍ବରେ ଦଳରେ ସାମିଲ ହୋଇଛନ୍ତି ଜିନା । ମୁଖ୍ୟମନ୍ତ୍ରୀଙ୍କ ନୀତି ଆଦର୍ଶରେ…

ସନ୍ତୋଷଙ୍କୁ ନୀଳଗିରି ପାର୍ଥୀ କଲା ବିଜେପି

ଭୁବନେଶ୍ଵର: ନୀଳଗିରି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି । ସନ୍ତୋଷ ଖଟୁଆଙ୍କୁ ପ୍ରାର୍ଥୀ ଘୋଷଣା କଲା ବିଜେପି । ଗତକାଲି ବିଜେଡିରୁ ଇସ୍ତଫା ଦେଇଥିଲେ ସନ୍ତୋଷ ଖଟୁଆ । ନୀଳଗିରି ଆସନ ପାଇଁ ଦଳ ସୁକାନ୍ତ ନାୟକଙ୍କୁ ଟିକେଟ ଦେଇଥିବାରୁ ବିଜେଡି ଛାଡ଼ିଥିଲେ ସନ୍ତୋଷ ।…

ବିଜେଡି ଛାଡ଼ିଲେ ପୂର୍ବତନ ବିଧାୟକ ରବି ନାରାୟଣ ମହାପାତ୍ର

ଭୁବନେଶ୍ଵର: ବିଜେଡି ଛାଡ଼ିଛନ୍ତି ପୂର୍ବତନ ବିଧାୟକ ରବିନାରାୟଣ ମହାପାତ୍ର। ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ଦେଲେ ଇସ୍ତଫ । ରବି ୨୦୧୪ରୁ ୨୦୧୯ ପର୍ଯ୍ୟନ୍ତ ନୟାଗଡ଼ ଜିଲ୍ଲା ରଣପୁର ବିଧାନସଭା ନିର୍ବାଚନ ମଣ୍ଡଳୀରୁ ବିଜେଡି ଟିକେଟରେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ସେହିପରି ସେ ୨୦୧୨ରୁ…

ବିଜେପି ଛାଡିଲେ ଅଭିନେତ୍ରୀ ଜିନା ସାମଲ

ଭୁବନେଶ୍ଵର: ବିଜେପି ଛାଡିଲେ ଓଡ଼ିଆ ସିନେଜଗତର ଜଣାଶୁଣା ଅଭିନେତ୍ରୀ ଜିନା ସାମଲ । ଦଳର ସଭାପତି ମନମୋହନ ସାମଲଙ୍କ ପାଖକୁ ପଠାଇଲେ ନିଜର ଇସ୍ତଫାପତ୍ର । ଦଳ ପାଇଁ ସେ ବର୍ଷ ବର୍ଷ ଧରି କଠିନ ପରିଶ୍ରମ କରିଥିଲେ ହେଁ ନେତୃତ୍ୱଙ୍କର ସେ ଆସ୍ଥା ଭାଜନ ହୋଇ ପାରିଲେ ନାହିଁ । ଦଳରେ ତାଙ୍କ ପାଇଁ ଆଉ…

ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜି ପ୍ରାର୍ଥିପତ୍ର ଦାଖଲର ଶେଷ ତାରିଖ

ଭୁବନେଶ୍ଵର: ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜି ପ୍ରାର୍ଥିପତ୍ର ଦାଖଲର ଶେଷ ତାରିଖ। ଆସନ୍ତାକାଲି ହେବ ପ୍ରାର୍ଥିପତ୍ର ଯାଞ୍ଚ। ଆସନ୍ତା ୬ତାରିଖରେ ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନ ରହିଛି। ମେ’ ୨୦ତାରିଖରେ ପଞ୍ଚମ ପର୍ଯ୍ୟାୟ ଭୋଟିଂ ଅର୍ଥାତ୍ ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ଭୋଟିଂ…

ଆସନ୍ତାକାଲିଠୁ ତାତିରେ ବ୍ରେକ୍, ୧୦ ଯାଏ ପ୍ରବଳ ବର୍ଷା

ଭୁବନେଶ୍ୱର: ଦୀର୍ଘଦିନର ଅସହ୍ୟ ଗରମର ଯନ୍ତ୍ରଣା ପରେ ଅଗ୍ନିବର୍ଷାରୁ ରକ୍ଷା ମିଳିବାକୁ ଯାଉଛି। ଆସନ୍ତା ୬ ତାରିଖରୁ ସାରା ରାଜ୍ୟରେ ତାତି ଓ ଗ୍ରୀଷ୍ମପ୍ରବାହରୁ ଆଶ୍ୱସ୍ତି ମିଳିବ। କିନ୍ତୁ ଉପକୂଳରେ ୪ ତାରିଖରୁ ତାତି ଖସିଯିବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରିଛନ୍ତି। ଗତକାଲି…

ଆସନ୍ତା ୧୧ ମେ’ ରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ

ଭୁବନେଶ୍ୱର: ଆସନ୍ତା ମେ' ୧୧ ତାରିଖ ଶନିବାର ଦିନ ଚଳିତ ବର୍ଷର ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହେବାକୁ ଯାଉଛି । ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣଙ୍କ ଅଧ୍ୟକ୍ଷ ତଥା ଜିଲ୍ଲା ଓ ଦୌରାଜଜ୍‌ ନିଶିଥ୍‌ ନିଶାଙ୍କଙ୍କ ନିର୍ଦ୍ଦେଶ କ୍ରମେ ଜିଲ୍ଲାର ସମସ୍ତ ବିଭାଗୀୟ ଅଦାଲତ ଯଥା…

ମିଶ୍ରଣ ପର୍ବ: ବିଜେଡି ଛାଡି ବିଜେପିରେ ଯୋଗ ଦେଲେ ଶତାଧିକ ନେତା ଓ କର୍ମୀ

ଭୁବନେଶ୍ୱର:ସଶକ୍ତ ହେଉଛି ବିଜେପି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତୃତୀୟ ଥର ପ୍ରଧାନମନ୍ତ୍ରୀ କରିବାର ସଂକଳ୍ପ ନେଇ ପ୍ରତ୍ୟେକ ଦିନ ବିଭିନ୍ନ ଦଳରୁ ନେତା, ମନ୍ତ୍ରୀ, ସାଂସଦ ଓ କାର୍ଯ୍ୟକର୍ତ୍ତାମାନେ ଦଳରେ ସାମିଲ ହେଉଛନ୍ତି । ଏହି ପ୍ରରିପେକ୍ଷୀରେ ଆଜି ରାଜ୍ୟ କାର୍ଯ୍ୟାଳୟରେ…

ମାଆ ବନିଲେ କା !

ଭୁବନେଶ୍ବର: କୋରେଇ ସସପେନ୍ସରେ ଲାଗିଲା ପୂର୍ଣ୍ଣଚ୍ଛେଦ । ଡାନି ନୁହେଁ ବବିଙ୍କ ପରିବାରକୁ ଗଲା ଟିକେଟ୍ । ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସଙ୍କ ମାଆ ସଂଧ୍ୟାରାଣୀ ଦାସଙ୍କୁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ବିଜୁବାବୁଙ୍କ ଅମଳରେ ଜନତା ଦଳର ଟାଣୁଆ ନେତା ସ୍ବର୍ଗତ ଅଶୋକ…

ଝରିଗାଁରେ ଝଲସିବ କାହାର ଭାଗ୍ୟ ?

ଭୁବନେଶ୍ବର: ନବରଙ୍ଗପୁର ଝରିଗାଁ ବିଧାନସଭା ଆସନରେ ଗତ ତିନିଟି ନିର୍ବାଚନରେ ଜିତିଆସୁଛି ବିଜେଡି । ୨୦୦୯ ଓ ୨୦୧୪ ନିର୍ବାଚନରେ ଝରିଗାଁରୁ ଜିତିଥିଲେ ରମେଶ ମାଝୀ । ୨୦୧୯ରେ ଭାଇ ପ୍ରକାଶ ମାଝୀଙ୍କ ପାଇଁ ସିଟ୍ ଛାଡି ଦେଇଥିଲେ ରମେଶ । ପ୍ରକାଶ ମଧ୍ୟ ୩୧ହଜାର ୩୭୦ ଭୋଟରେ କଂଗ୍ରେସର ଉଲଧର…