Latest Odisha News

BREAKING NEWS

Browsing Category

ସହର

City

ଟ୍ୱିନସିଟିକୁ ପୁଣି ରେଡ ଆଲର୍ଟ, ଆଜି ସାଢେ ୧୧ଟା ସୁଦ୍ଧା ସବୁଠୁ ଉତ୍ତପ୍ତ ଭୁବନେଶ୍ୱର

ଭୁବନେଶ୍ଵର: ଅସମ୍ଭାଳ ଗ୍ରୀଷ୍ମ ପ୍ରବାହରେ ଛଟପଟ ହେଉଛି ରାଜଧାନୀ । ନିଆଁର କର୍ଫ୍ୟୁରେ ସନ୍ତୁଳି ହେଉଛି ଟ୍ଵିନସିଟି । ଗତ ୧୦ ଦିନ ହେଲା ଟ୍ୱିନସିଟିରେ ଆକାଶ ଖସୁଛି ନିଆଁଝୁଲ। ସେପଟେ ଟ୍ୱିନସିଟି ଭୁବନେଶ୍ୱର ଏବଂ କଟକ ପାଇଁ ଆଜି ମଧ୍ୟ ଭୀଷଣ ଗ୍ରୀଷ୍ମପ୍ରବାହ ସମ୍ଭାବନା ପାଇଁ ରେଡ-ଆଲର୍ଟ…

ଓଡିଶାରେ ରାହୁଲ ଗାନ୍ଧି, ସାଲେପୁରରେ କରିବେ ନିର୍ବାଚନୀ ପ୍ରଚାର

ଭୁବନେଶ୍ଵର: ଭୁବନେଶ୍ବରରେ ପହଞ୍ଚିଲେ ରାହୁଲ ଗାନ୍ଧି । ସ୍ବତନ୍ତ୍ର ବିମାନ ଯୋଗେ ଆସି ଭୁବନେଶ୍ବରରେ ପହଞ୍ଚିଲେ ରାହୁଲ ଗାନ୍ଧି । ଭୁବନେଶ୍ବର ବିମାନବନ୍ଦରରୁ ସ୍ବତନ୍ତ୍ର ହେଲିକପ୍ଟର ଯୋଗରେ ସାଲେପୁର ଯାଉଛନ୍ତି ରାହୁଲ ଗାନ୍ଧି । ସତ୍ୟଭାମାପୁର ଯାଇ ମଧୁବାବୁଙ୍କ ପ୍ରତିମୂର୍ତ୍ତିରେ…

ମେ ୬ରୁ ଓଜେଇଇ, ୱେବସାଇଟରେ ଉପଲବ୍ଧ ହେଲା ଆଡମିଟ୍ କାର୍ଡ

ଭୁବନେଶ୍ଵର: ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)-୨୦୨୪ ଆସନ୍ତା ମେ’୬ ତାରିଖରୁ ଆରମ୍ଭ ହେବ । ଏହି ପରୀକ୍ଷା ସମ୍ପୂର୍ଣ୍ଣ ସିବିଟି (କମ୍ପ୍ୟୁଟର ବେସ ଟେଷ୍ଟ) ମୋଡରେ କରାଯିବ । ଏଥିପାଇଁ ଆରମ୍ଭ ହୋଇଛି ଆଡମିଟ୍ କାର୍ଡ ଡାଉନଲୋଡ ପ୍ରକ୍ରିୟା । ଛାତ୍ରଛାତ୍ରୀମାନେ ତାଙ୍କ ଆଡମିଟ୍ କାର୍ଡ…

ଆସନ୍ତା ୩୦ରେ ହିଞ୍ଜିଳି ଆସନ ପାଇଁ ନାମାଙ୍କନ ଭରିବେ ବିଜେଡି ସୁପ୍ରିମୋ

ଭୁବନେଶ୍ବର: ୨୦୧୯ ଭଳି ଏଥର ମଧ୍ୟ ଚଳିତ ନିର୍ବାଚନରେ ଦୁଇଟି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କଣ୍ଟାବାଞ୍ଜି ଓ ହିଞ୍ଜିଳି ଭଳି ଦୁଇଟି ବିଧାନସଭା କ୍ଷେତ୍ରରୁ ପ୍ରାର୍ଥୀ ହୋଇଛନ୍ତି । ଏଥର ଷଷ୍ଠ ଥର ପାଇଁ ପ୍ରାର୍ଥୀ ହୋଇ ନିର୍ବାଚନ ଲଢୁଛନ୍ତି ନବୀନ । ଆଗକୁ ନିର୍ବାଚନ…

ଭୋଗରାଇରୁ ଗୌତମବୁଦ୍ଧ ଖୋର୍ଦ୍ଧାରୁ ରାଜେନ୍ଦ୍ର

ଭୁବନେଶ୍ବର : ରାଜ୍ୟର ୩ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କଟିଛି ୨ବିଧାୟକଙ୍କ ଟିକେଟ୍ । ଭୋଗରାଇ ପାଇଁ ଗୌତମବୁଦ୍ଧ ଦାସଙ୍କୁ ପ୍ରାର୍ଥୀ କରିଛି ଦଳ । ବିଧାୟକ ଅନନ୍ତ ଦାସଙ୍କ ଜାଗାରେ ଗୌତମବୁଦ୍ଧଙ୍କୁ ଟିକେଟ ଦେଇଛି ବିଜେଡି । ପୁଅକୁ…

ଖୋର୍ଦ୍ଧାରୁ ପ୍ରଶାନ୍ତ ସାଲେପୁରରୁ ଅରିନ୍ଦମ

ଭୁବନେଶ୍ବର: ରାଜ୍ୟର ୮ଟି ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେପି । ଖୋର୍ଦ୍ଧାରୁ ପ୍ରଶାନ୍ତ ଜଗଦ୍ଦେବ ଓ ସାଲେପୁରରୁ ଅରିନ୍ଦମ ରାୟ ପ୍ରାର୍ଥୀ ହୋଇଛନ୍ତି । ସେହିପରି ହିନ୍ଦୋଳରୁ ପ୍ରାର୍ଥୀ ହୋଇଛନ୍ତି ବିଧାୟିକା ସୀମାରାଣୀ ନାଏକ । ନିକଟରେ ଟିକେଟ୍ ନମିଳିବାରୁ ସେ ବିଜେଡି  ଛାଡି…

ଗୋପାଳପୁରରେ ‘ପ୍ରଦୀପ’ ଫ୍ୟାକ୍ଟର

ଭୁବନେଶ୍ବର: ଦିନେ ବିଜେଡିର ଗଡ ଥିବା ଗୋପାଳପୁରରେ ଏବେ ଗଣିତ ଗୋଳମାଳ । ପ୍ରଦୀପ ପାଣିଗ୍ରାହୀଙ୍କ ପାଇଁ ଏପଟ ସେପଟ ନିର୍ବାଚନ ବାଜି । ଗୋପାଳପୁର ବିଧାନସଭା ଆସନରୁ ତିନି ତିନି ଥର ବିଜେଡି ଟିକେଟରୁ ନିର୍ବାଚିତ ହୋଇଥିବା ପ୍ରଦୀପ ଏବେ ବିଜେପିର ବ୍ରହ୍ମପୁର ଲୋକସଭା ପ୍ରାର୍ଥୀ । ଦିନେ…

ମାଟି କାମୁଡୁଛନ୍ତି କୋଟିପତି ଖେଳାଳି !

ଭୁବନେଶ୍ବର : ନିଲାମ ବେଳେ ଖୁବ୍ ମହଙ୍ଗାରେ ବିକ୍ରି ହେଲେ । କିନ୍ତୁ ପ୍ରଦର୍ଶନ ବେଳକୁ ହୋଇଗଲେ ଶସ୍ତା । ଭାରତରେ ଚାଲିଥିବା କ୍ରିକେଟ୍ ଫେଷ୍ଟିଭାଲ ଆଇପିଏଲରେ ସାମିଲ ହୋଇଛନ୍ତି ଦେଶ ଦୁନିଆର ବହୁ ନାମୀ ଖେଳାଳି । ନିଲାମ ବେଳେ ଖେଳାଳିଙ୍କୁ ମନଇଚ୍ଛା ଦରରେ କିଣିଲେ ଫ୍ରାଂଚାଇଜ୍ । କିନ୍ତୁ…

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଟ୍ବିନ୍ ସିଟି କୁ ରେଡ ଓ୍ବାର୍ଣ୍ଣିଂ

ଭୁବନେଶ୍ବର: ତତଲା କଡ଼େଇରେ ଭାଜି ହେଉଛି ସାରା ଓଡ଼ିଶା । ଆଜି ମଧ୍ୟ ରାଜ୍ୟରେ ଅସହ୍ୟ ତାତି ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହେଉଛି । ଆଗକୁ ଭୀଷଣ ଗ୍ରୀଷ୍ମ ପ୍ରବାହ ଆଶଙ୍କା ରଖି କଟକ ଓ ଭୁବନେଶ୍ବର ପାଇଁ ରେଡ୍ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ଅତି ଆବଶ୍ୟକ ନ ଥିଲେ ଘରୁ ନ ବାହାରିବା…

ପୁରୀରେ ଝାଡ଼ାବାନ୍ତି ଆତଙ୍କ, ନେଲାଣି ୨ ମୁଣ୍ଡ

ପୁରୀ: ପୁରୀ ସହରର ବିଭିନ୍ନ ଅଞ୍ଚଳରେ ବ୍ୟାପୁଛି ଝାଡ଼ାବାନ୍ତି । ବାଲିସାହି, ରେଡକ୍ରସ୍‌ ରୋଡ୍‌ ସହ ବିଭିନ୍ନ ଅଞ୍ଚଳରେ ଏକାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଯାବତ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ପୁରୀରେ ୨ ଜଣ ଆଖି ବୁଜି ସାରିଥିବା ବେଳେ ପ୍ରାୟ ୩୦ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ହୋଇଛନ୍ତି।…