Latest Odisha News

BREAKING NEWS

Browsing Category

ସହର

City

ପୁଣି ବଢ଼ିଲାଣି ତାତି; ସାଢ଼େ ୧୧ଟା ସୁଦ୍ଧା ତାପମାତ୍ରା ୪୨ ପାର୍

ଭୁବନେଶ୍ୱର: ପୁଣି ବଢ଼ିଲାଣି ତାତି। ଅସ୍ତବ୍ୟସ୍ତ ଜନଜୀବନ। ସାଢ଼େ ୧୧ଟା ସୁଦ୍ଧା ତାପମାତ୍ରା ୪୨ ପାର୍। ଆଜି ୪୨.୮ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ ସହର। ସମ୍ବଲପୁର ୪୨.୨ ଓ ହୀରାକୁଦ ତାପମାତ୍ରା ୪୨ ଡିଗ୍ରୀ ଥିବା ବେଳେ ରାଉରକେଲା ୪୦.୮, କେନ୍ଦୁଝର ୪୦.୫, ଭୁବନେଶ୍ୱର ୩୮.୮…

ଆହୁରି ତିନି ଦିନ ତାତିରୁ ନାହିଁ ତ୍ରାହି, ୩୧ ତାରିଖ ଯାଏ ଉପରମୁହାଁ ହେବ ପାରଦ

ଭୁବନେଶ୍ୱର: ପଶ୍ଚିମ ଆକାଶରୁ ଅଗ୍ନିବର୍ଷା। ଗୁଳୁଗୁଳିରେ ଛଟପଟ ଉପକୂଳ ଓଡ଼ିଶା। ଆହୁରି ତିନି ଦିନ ତାତିରୁ ନାହିଁ ତ୍ରାହି । ୩୧ ତାରିଖ ଯାଏ ଉପରମୁହାଁ ହେବ ପାରଦ। ଆସନ୍ତା ୩ ଦିନରେ ଦିନ ତାପମାତ୍ରା ୨-୪ ଡିଗ୍ରୀ ସେଲସିୟସ୍ ଯାଏ ବୃଦ୍ଧି ପାଇବା ସମ୍ଭାବନା ରହିଛି। ଏନେଇ ସୂଚନା ଦେଇଛି…

ବିଜୁ ଯୁବ ଜନତା ଦଳ ସଭାପତି ସୌମ୍ୟଜିତ ମହାପାତ୍ରଙ୍କ ସହ ବହୁ କର୍ମୀ ବିଜେପିରେ ଯୋଗଦେଲେ

ଭୁବନେଶ୍ୱର: ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ସରିଥିବାବେଳେ ବର୍ତ୍ତବାନ ଦଳ ଡିଆଁ ପର୍ବ ଜାରି ରହିଛି । ଆଜି ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ଜଗତସିଂହପୁର ଜିଲ୍ଲା ବିଜୁ ଯୁବ ଜନତା ଦଳ ସଭାପତି ସୌମ୍ୟଜିତ୍ ମହାପାତ୍ର ଆନୁଷ୍ଠାନିକ ଭାବେ ବିଜେପିରେ ସାମିଲ ହୋଇଛନ୍ତି ।…

ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଆସନ୍ତା କାଲି ଜୋରଦାର ପ୍ରଚାର କରିବ ବିଜେପି

ଭୁବନେଶ୍ୱର: ଜୁନ ୧ରେ ଅନୁଷ୍ଠିତ ହେବ ଶେଷ ପର୍ଯ୍ୟାୟ ମତଦାନ । ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଆସନ୍ତାକାଲି ବିଜେପି କରିବା ଜୋରଦାର ପ୍ରଚାର । ପ୍ରଚାରର ଶେଷ ସ୍ପର୍ଶ ଦେବେ ପ୍ରଧାନମନ୍ତ୍ରୀ ମୋଦୀ । ଆସନ୍ତାକାଲି ଦିନିକିଆ ଓଡିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ଓଡିଶାରେ…

ଗୁଣ୍ଡା କ୍ରିମିନାଲକୁ ସମର୍ଥନ କରୁଛି ବିଜେପି: ସସ୍ମିତ ପାତ୍ର

ଭୁବନେଶ୍ୱର: ଖୋର୍ଦ୍ଧା ବିଜେପି ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବ ନାମକ ଜଣେ ଗୁଣ୍ଡାଙ୍କୁ କିଛି ଦିନ ତଳେ ଗିରଫ କରାଯାଇଥିଲା । ଗିରଫ ହେବା ପରେ ଆଜି ଶ୍ରୀମତୀ ଅପରାଜିତା ଷଡ଼ଙ୍ଗୀ ଏବଂ କିଛି ଗଣମାଧ୍ୟମ ତାଙ୍କୁ ନିର୍ଦ୍ଦୋଷ ସାବ୍ୟସ୍ତ କରିବା ପାଇଁ ପ୍ରତିଯୋଗିତା ଆରମ୍ଭ କରିଦେଇଛନ୍ତି ।…

ମହାକାଳପଡା ମହାମୁକାବିଲା

ଭୁବନେଶ୍ବର: କେନ୍ଦ୍ରାପଡା ଜିଲ୍ଲା ମହାକାଳପଡା ବିଧାନସଭାରୁ ଗତ ତିନିଥର ହେଲା ଜିତିଆସୁଛନ୍ତି ବିଜେଡି ବିଧାୟକ ଅତନୁ ସବ୍ୟସାଚୀ ନାୟକ। ବିଜେଡି ତାଙ୍କୁ ଚତୁର୍ଥ ଥର ପାଇଁ ମହାକାଳପଡାରୁ ପ୍ରାର୍ଥୀ କରିଛି । ତେବେ ଅତନୁଙ୍କ ଟକ୍କର ଦେବାକୁ ମଇଦାନରେ ରହିଛନ୍ତି ବିଜେପିରୁ ଦୁର୍ଗାପ୍ରସନ୍ନ…

କାହାର ହେବ କୋରେଇ ?

ଭୁବନେଶ୍ବର: ଯାଜପୁର ଜିଲ୍ଲା କୋରେଇ ବିଧାନସଭା ଆସନରେ ବଡ ଲଢେଇ । ବିଜେଡିରୁ ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସଙ୍କ ମାଆ ତଥା ଟାଣୁଆ ନେତା ସ୍ୱର୍ଗତ ଅଶୋକ ଦାସଙ୍କ ପତ୍ନୀ ସଂଧ୍ୟାରାଣୀ ଦାସ ପ୍ରାର୍ଥୀ ହୋଇଛନ୍ତି । ସେପଟେ ବିଜେଡି ଛାଡି ବିଜେପିରେ ମିଶିବା ସହ ପ୍ରାର୍ଥୀ ହୋଇଛନ୍ତି…

ବିଜେଡ଼ିରେ ଯୋଗଦେଲେ ବିଜେପି ମହିଳା ମୋର୍ଚ୍ଚା ସଭାନେତ୍ରୀ ହରପ୍ରିୟା ସାହୁଙ୍କ ସହ ଶତାଧିକ କର୍ମୀ

ଭୁବନେଶ୍ୱର: ଆଜି ଶଙ୍ଖ ଭବନରେ ବିଜେଡିର ମିଶ୍ରଣ ପର୍ବଅନୁଷ୍ଠିତ ହୋଇଯାଇଛି । ଭଦ୍ରକ ଜିଲ୍ଲା ବିଜେପି ମହିଳା ମୋର୍ଚ୍ଚା ସଭାନେତ୍ରୀ ହରପ୍ରିୟା ସାହୁଙ୍କ ସହ ଶତାଧିକ ବିଜେପି କର୍ମୀ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗଦେଇଛନ୍ତି । ଶଙ୍ଖଭବନ ଠାରେ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ର ଓ…

ଯୁବକଙ୍କୁ ଆକ୍ରମଣ ସହ ପରିବାର ଲୋକଙ୍କୁ ଗାଳିଗୁଲଜ କରି ବନ୍ଧା ହେଲେ ଦୁଇ ଅଭିଯୁକ୍ତ

ଭୁବନେଶ୍ବର: ଯୁବକଙ୍କୁ ଆକ୍ରମଣ କରିବା ସହ ତାଙ୍କ ଘରେ ପଶି ଗାଳିଗୁଲଜ କରିବା ଘଟଣାରେ ଦୁଇ ଅଭିଯୁକ୍ତଙ୍କୁ ବାନ୍ଧିଲା ନୟାପଲ୍ଲୀ ଥାନା ପୋଲିସ । ଗିରଫ ଦୁଇ ଅଭିଯୁକ୍ତ ହେଲେ ଈଶ୍ବର ଦାସ ଓରଫ ଅପୁ (32) ଓ ମୁନା ଦାସ (26) । ସେମାନଙ୍କ ନିକଟରୁ ଅପରାଧିକ କାର୍ଯ୍ୟରେ ବ୍ୟବହୃତ ଲୁହା ଛଡ଼କୁ ମଧ୍ୟ…

ପୂର୍ବତଟ ରେଳପଥର ମହାପ୍ରବନ୍ଧକ ଭାବେ ଦାୟିତ୍ୱ ଗ୍ରହଣ କଲେ ପରମେଶ୍ୱର ଫୁଙ୍କୱାଲ

ଭୁବନେଶ୍ବର: ପୂର୍ବତଟ ରେଳପଥର ମହାପ୍ରବନ୍ଧକ ଭାବେ ଆଇଆରଏମଏସ, ପରମେଶ୍ୱର ଫୁଙ୍କୱାଲ ଦାୟିତ୍ୱ ଗ୍ରହଣ କରିଛନ୍ତି । ସେ ଆଇଆଇଟି କାନପୁରର ପୂର୍ବତନ ଛାତ୍ର ଏବଂ ଭାରତୀୟ ରେଳବାଇ ଇଞ୍ଜିନିୟର୍ସ ସେବା (ଆଇଆରଏସଇ) ୧୯୮୮ ବ୍ୟାଚ୍ ଅଧିକାରୀ ଅଟନ୍ତି । ଦୀର୍ଘ ଦଶନ୍ଧିର ଉଲ୍ଲେଖନୀୟ କ୍ୟାରିୟର ସହ ସେ…