Latest Odisha News

BREAKING NEWS

Browsing Category

ସହର

City

ଆଗାମୀ ନିର୍ବାଚନ ତାଲିକାର ଏସଆଇଆର୍-୨୦୨୬ ପ୍ରସ୍ତୁତି ନେଇ ସମୀକ୍ଷା ବୈଠକ ଅନୁଷ୍ଠିତ

ଭୁବନେଶ୍ୱର: ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ ଆର୍.ଏସ୍ ଗୋପାଳନଙ୍କ ଅଧ୍ୟକ୍ଷତାରେ ଆଗାମୀ ନିର୍ବାଚନ ତାଲିକାର ବିଶେଷ ସଘନ ସଂଶୋଧନ (SIR), ୨୦୨୬ ପ୍ରସ୍ତୁତି ନେଇ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ରାଜ୍ୟର ସମସ୍ତ ଜିଲ୍ଲା ନିର୍ବାଚନ ଅଧିକାରୀ ଏବଂ…

ଓସିଏସ୍‌ ପରୀକ୍ଷା-୨୦୨୩ ଫଳ ପ୍ରକାଶ, ପ୍ରିୟାଂଶୁ ପାଲ ଟପ୍ପର

ଭୁବନେଶ୍ବର: ପ୍ରକାଶ ପାଇଲା ଓଡ଼ିଶା ସିଭିଲ ସର୍ଭିସ(ଓସିଏସ) ପରୀକ୍ଷା ଫଳ । ଓଡ଼ିଶା ଲୋକସେବା ଆୟୋଗ(ଓପିଏସସି) ଦ୍ଵାରା ପରିଚାଳିତ ଏହି ପରିକ୍ଷାରେ ମୋଟ ୩୮୯ ଜଣ ପରିକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି । ଏଥିରେ ଟପ୍ପର ହୋଇଛନ୍ତି ପ୍ରିୟାଂଶୁ ପାଲ୍‌ । ଶ୍ରେଷ୍ଠ ୧୦ ସ୍ଥାନରେ କେବଳ ଜଣେ ମାତ୍ର…

ଏଣିକି ‘ଆମ ସାଥି’ ହ୍ୱାଟସଆପ୍ ଚାଟବଟରେ ୧୩୨ଟି ସରକାରୀ ସେବା ପାଇବେ ରାଜ୍ୟବାସୀ

ଭୁବନେଶ୍ୱର: ଏଣିକି ହାତପାହାନ୍ତାରେ ମିଳିବ ସରକାରୀ ସେବା । ଆଉ ସରକାରୀ ଅଫିସକୁ ବାରବାର ଦୌଡିବାକୁ ପଡିବନି । ଲୋକଙ୍କର ଅତି ନିକଟରେ ସରକାରୀ ସେବା ପହଞ୍ଚାଇବାକୁ ଆରମ୍ଭ ହେଲା 'ଆମ ସାଥି' ୟୁନିଫାଏଡ ହ୍ୱାଟସଆପ ବଟ । ଜନ୍ମ ମୃତ୍ୟୁ ପ୍ରମାଣପତ୍ର, ଆଇନଗତ ଉତ୍ତରାଧିକାରୀ, ସ୍ଥାୟୀ ବାସିନ୍ଦା…

ହୀରାକୁଦ ଉପରମୁଣ୍ଡରେ ଜାରି ରହିଛି ବର୍ଷା, ମହାନଦୀରେ ବନ୍ୟା ଆଶଙ୍କା

ଭୁବନେଶ୍ବର: ଏବେ ଲଘୁଚାପ ପ୍ରଭାବରେ ସାରା ଓଡ଼ିଶାରେ ବର୍ଷା ହୋଇଛି । ପୁଣି ଆଗକୁ ଯୋଡା ଲଘୁଚାପ ସୃଷ୍ଟି ହେବା ନେଇ ସୂତନା ଦେଇଛି ପାଣିପାଗ ବିଭାଗ । ହୀରାକୁଦ ଉପରମୁଣ୍ଡରେ ୪୧ ମିଲିମିଟର ବର୍ଷା ହୋଇଥିବାବେଳେ ବର୍ଷା ଜାରି ରହିଛି । ଉପର ମୁଣ୍ଡରେ ପ୍ରବଳ ବର୍ଷା କାରଣରୁ ମହାନଦୀରେ ବନ୍ୟା…

ଆମେ ସବୁ ସବଡିଭିଜନରେ ଶୀତଳ ଭଣ୍ଡାର କରିବୁ: କୃଷିମନ୍ତ୍ରୀ

ଭୁବନେଶ୍ବର: ସାର ଓ ଶୀତଳ ଭଣ୍ଡାରକୁ ନେଇ ଏବେର କୃଷିମନ୍ତ୍ରୀ ଓ ପୂର୍ବତନ କୃଷିମନ୍ତ୍ରୀ ମୁହାଁମୁହିଁ ହୋଇଛନ୍ତି । ବିଧାନସଭାରେ ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ପ୍ରଶ୍ନ କରିଥିଲେଯେ, ଯେଉଁ ସରକାର ସାର ଯୋଗାଇ ପାରିଲେନି ସେ ସରକାର ଶୀତଳ ଭଣ୍ଡାର କେମିତି କରିବେ? ଏହାର ଉତ୍ତରରେ…

କେନ୍ଦ୍ର ଉଠାଉନି ରାଜ୍ୟ ଚାଉଳ, ସରକାରଙ୍କ ଉପରେ ୮ ହଜାର କୋଟି ଟଙ୍କା ବାକି: ମନ୍ତ୍ରୀ

ଭୁବନେଶ୍ବର: ଖରିଫ ପୂର୍ବରୁ ବଳକା ଚାଉଳକୁ ନେଇ ଗୃହରେ ଉଦବେଗ ପ୍ରକାଶ ପାଇଛି । ଶାସକ ଓ ବିରୋଧୀ ମୁହାଁମୁହିଁ ହୋଇଛନ୍ତି । ରାଜ୍ୟରେ ୧୩ ଲକ୍ଷ ମେଟ୍ରିକ୍ ଟନ୍ ଚାଉଳ ବଳକା ଅଛି। ଏହି ଚାଉଳ କେନ୍ଦ୍ର ସରକାରଙ୍କୁ ନେବା ପାଇଁ ବାରମ୍ବାର ଅନୁରୋଧ କରାଯାଇଛି। ଯଦି ସରକାର ଚାଉଳ ନ ଉଠାନ୍ତି, ତେବେ…

ବହୁଚର୍ଚ୍ଚିତ ଶୁଭମିତ୍ରା ହତ୍ୟାକାଣ୍ଡ: ପ୍ରଥମ ପତ୍ନୀଙ୍କୁ ବି ହତ୍ୟା କରିଥିଲା ଦୀପକ ରାଉତ: ଆଇନ ମନ୍ତ୍ରୀ

ଭୁବନେଶ୍ୱର: ନିଜେ ବିଛେଇଥିବା ଜାଲରେ ଦିନକୁ ଦିନ ଫଶିବାରେ ଲାଗିଛି ବହୁଚର୍ଚ୍ଚିତ ଶୁଭମିତ୍ରା ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଦୀପକ ରାଉତ । ଆଜି ଟ୍ରାଫିକ କନେଷ୍ଟବଳ ଶୁଭମିତ୍ରା ସାହୁ ହତ୍ୟାକାଣ୍ଡକୁ ନେଇ ବିଜେଡ଼ି ଦେଇଥିବା ମୁଲତବୀ ପ୍ରସ୍ତାବର ଉତ୍ତର ରଖି ବଡ଼ ଖୁଲାସା କରିଛନ୍ତି ଆଇନ…

ପୂଜା ପାଇଁ ଏଥର ଆଗୁଆ ମିଳିବ ଦରମା…

ଭୁବନେଶ୍ୱର: ଶାରଦୀୟ ଦୁର୍ଗାପୂଜା ପାଇଁ ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କୁ ଆଗୁଆ ମିଳିବ ଦରମା । ଚଳିତ ସେପ୍ଟେମ୍ବର ମାସର ଦରମା ୨୬ ତାରିଖରେ ପ୍ରଦାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି । ସୂଚନା ଅନୁଯାୟୀ, ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କୁ…

ପାତ୍ରପଡ଼ା ହିଟ୍‌ ଆଣ୍ଡ ରନ୍‌ ମାମଲା: ଥାର୍ ମାଲିକ ଗିରଫ

ଭୁବନେଶ୍ୱର: ବହୁଚର୍ଚ୍ଚିତ ପାତ୍ରପଡ଼ା ହିଟ୍‌ ଆଣ୍ଡ ରନ୍‌ ମାମଲା । ଏହି ଘଟଣାରେ ପୂର୍ବରୁ ୩ ଜଣ ଗିରଫ ହୋଇଥିବାବେଳେ, ଏବେ ଥାର୍ ମାଲିକ ହେଲେ ଗିରଫ । ପୁରୀରୁ ଥାର୍ ମାଲିକ ସୋମନାଥ ବେହେରାଙ୍କୁ ଗିରଫ କରିଛି ଖଣ୍ଡଗିରି ପୋଲିସ । ଏ ନେଇ ସୂଚନା ଦେଇଛନ୍ତି ପୋଲିସ କମିଶନର । ତେବେ ଗତ ୯…

ଯୋଡ଼ା ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷିବ, ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ବର: ବଙ୍ଗୋପସାଗର ଏବଂ ଓଡ଼ିଶା ନିକଟବର୍ତ୍ତୀ ଉପକୂଳ ଅଞ୍ଚଳରେ ସୃଷ୍ଟି ହୋଇଛି ଲଘୁଚାପ । ପୁଣି ୨୫ ତାରିଖ ଅର୍ଥାତ୍ ଆସନ୍ତା କାଲି ବଙ୍ଗୋପସାଗର ଉପରେ ଆଉ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି । ୨୬ ତାରିଖ ବେଳକୁ ଉତ୍ତରପଶ୍ଚିମ ଓ ସଂଲଗ୍ନବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରର…