Latest Odisha News

BREAKING NEWS

Browsing Category

ସହର

City

ଶନିବାର ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ, ଭୋଟ ଦେବେ ୯୪.୪୮ ଲକ୍ଷ ଭୋଟର

ଭୁବନେଶ୍ଵର: ରାଜ୍ୟରେ ଦୁଇଟି ପର୍ଯ୍ୟାୟରେ ମତଦାନ ସରିଥିବା ବେଳେ ଆସନ୍ତା ୨୫ ତାରିଖରେ ତୃତୀୟ ପର୍ଯ୍ୟାୟ ମତଦାନ ହେବାକୁ ଯାଉଛି । ତୃତୀୟ ପର୍ଯ୍ୟାୟରେ ୬ଟି ସଂସଦୀୟ କ୍ଷେତ୍ର ଓ ୪୨ ବିଧାନସଭା କ୍ଷେତ୍ରରେ ମତଦାନ ହେବ । ୬ଟି ସଂସଦୀୟ କ୍ଷେତ୍ର ପାଇଁ ୬୪ ଜଣ ପ୍ରାର୍ଥୀ ଓ ୪୨ଟି ବିଧାନସଭା ପାଇଁ…

ମୁଖ୍ୟମନ୍ତ୍ରୀଙ୍କ ଭିଡିଓ ଏଆଇ ବୋଲି ପୁଣି ସନ୍ଦେହ କଲା ବିଜେପି

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ଭିଡିଓ ଏଆଇ ବୋଲି ପୁଣି ସନ୍ଦେହ କଲା ବିଜେପି । ଆଜି ବିଜେପି ଏକ ପ୍ରେସମିଟ କରି କହିଛି ଯେ ମୁଖ୍ୟମନ୍ତ୍ରୀ କେବେ ‘ଚୋର’ ଶବ୍ଦ ବ୍ୟବହାର କରିବେ ନାହିଁ । ବିଜେଡି ଭିଡିଓରେ ଯେଉଁ  ‘ଚୋର’ ଶବ୍ଦ ବ୍ୟବହାର କରାଯାଇଛି ତାକୁ କେବେ ହେଲେ ବି ମୁଖ୍ୟମନ୍ତ୍ରୀ…

ଯେବେ ବିଜେପି ନିର୍ବାଚନ ହାରିବାକୁ ଯାଏ ସେତେବେଳେ ଶାସକ ଦଳ ଉପରେ ମିଛ ଅଭିଯୋଗ କରିଥାଏ: ବିଜେଡି

ଭୁବନେଶ୍ଵର: ଚଳିତ ନିର୍ବାଚନରେ ଦୁଇଟି ପର୍ଯ୍ୟାୟ ସରିଛି। ତୃତୀୟ ପର୍ଯ୍ୟାୟ ପାଇଁ ଆଜି ପ୍ରଚାରର ଶେଷ ଦିନ । ସମ୍ବଲପୁର ସଂସଦୀୟ କ୍ଷେତ୍ରରେ ତୃତୀୟ ପର୍ଯ୍ୟାୟରେ ମତଦାନ ହେବାକୁ ଯାଉଛି । କିନ୍ତୁ ଏବେଠାରୁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପରାଜୟ ସୁନିଶ୍ଚିତ ହେଲାଣି ।…

ତୃତୀୟ ପର୍ଯ୍ୟାୟ ମତଦାନ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ପ୍ରେସମିଟ, ୧୨୧ ସିଏପିଏଫ ହେବେ ମୁତୟନ

ଭୁବନେଶ୍ୱର: ୨୫ ତାରିଖରେ ରାଜ୍ୟରେ ଅନୁଷ୍ଠିତ ହେବ ତୃତୀୟ ପର୍ଯ୍ୟାୟ ନିର୍ବାଚନ। ଏଥିପାଇଁ ଆଜି ସଂଧ୍ୟାରେ ସରୁଛି ପ୍ରଚାର । ସଂଧ୍ୟା ୬ଟାରେ ଶେଷ ହେବ ପ୍ରଚାର । ତୃତୀୟ ପର୍ଯ୍ୟାୟ ମତଦାନ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ କରିଛନ୍ତି ପ୍ରେସମିଟ। ୬ ସଂସଦୀୟ କ୍ଷେତ୍ର ଓ ୪୨ ବିଧାନସଭା…

୧୦ ମାସ ପରେ ଜେଲରୁ ବାହାରିଲେ କମ୍ୟୁନିଷ୍ଟ ନେତା ଏନ.ନାରାୟଣ ରେଡ୍ଡୀ

ବ୍ରହ୍ମପୁର: ପ୍ରାୟ ୧୦ ମାସ ଜେଲରେ ରହିବା ପରେ ଓଡିଶା ଉଚ୍ଚ ନ୍ୟାୟାଳୟ ପକ୍ଷରୁ ଅନ୍ତରୀଣ ଜାମିନ ପାଇ ଜେଲରୁ ବାହାରିଛନ୍ତି ଭାରତୀୟ କମ୍ୟୁନିଷ୍ଟ ପାର୍ଟିର ନେତା ତଥା ଛତ୍ରପୁରର ପୂର୍ବତନ ବିଧାୟକ ଏନ୍.ନାରାୟଣ ରେଡ୍ଡୀ । ଛତ୍ରପୁର ଥାନା ଅଞ୍ଚଳରେ ଟାଟାର ମେଗା ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ…

ଆଜିଠୁ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି, ୨୪ରେ ନେବ ଅବପାତର ରୂପ

ଭୁବନେଶ୍ୱର: ଆଜିଠାରୁ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ଆହୁରୀ ଘନୀଭୂତ ହେବ। ଧିରେ ଧିରେ ଉତ୍ତର ପୂର୍ବ ଦିଗରେ ଗତି କରି ୨୪ ସୁଦ୍ଧା ଅବପାତରେ ପରିଣତ ହେବ। ୨୫ ତାରିଖ ସନ୍ଧ୍ୟା ସୁଦ୍ଧା ଅଧିତ ଘନୀଭୂତ ହୋଇ ଉତ୍ତର ପୂର୍ବ ବଙ୍ଗୋପସାଗର ଓ ଉତ୍ତର ପଶ୍ଚିମ ବଙ୍ଗୋପସାଗର…

ଆଜିଠୁ କଟକରେ ୧୪୪ ଧାରା ଜାରି, ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ

କଟକ: ଆସନ୍ତା ୨୫ ତାରିଖରେ ରାଜ୍ୟରେ ୬ ଲୋକସଭା, ୪୨ ବିଧାନସଭାରେ ମତଦାନ ହେବାକୁ ଯାଉଛି। ଚଳିତ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ହେବାକୁ ଥିବା ମତଦାନ ପାଇଁ କଟକ ଜିଲ୍ଲାର ୬ଟି ବିଧାନସଭା ନିର୍ବାଚନମଣ୍ଡଳୀରେ ୧୪୪ ଧାରା ଜାରି କରିଛନ୍ତି। ଭାରତୀୟ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ ଅନୁଯାୟୀ…

ଆମ୍ରୀ ଏବେ ମଣିପାଲ୍ ହସ୍ପିଟାଲ୍ସ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ନୂଆ ମାଇଲଖୁଣ୍ଟ

ଭୁବନେଶ୍ବର: ଭାରତର ଦ୍ବିତୀୟ ବୃହତ୍ତମ ଡାକ୍ତରଖାନା ଶୃଙ୍ଖଳା ମଣିପାଲ ହସ୍ପିଟାଲ୍ସ ୨୦୨୩ ସେପ୍ଟେମ୍ବରରେ ଅଧିଗ୍ରହଣ କରିଥିବା ଭୁବନେଶ୍ୱରର ୪୦୦ ଶଯ୍ୟା ବିଶିଷ୍ଟ ଆମ୍ରୀ ହସ୍ପିଟାଲ୍ କୁ ସଫଳତାର ସହ ନିଜ ବ୍ରାଣ୍ଡରେ ଏକକୀକରଣ କରିଛି । ମେ' ୨୨ ତାରିଖରୁ ଏହି ହସ୍ପିଟାଲ ଏହାର ବିଭିନ୍ନ…

ପୁଣି ଜନସମୁଦ୍ର ପାଲଟିଲା ରାଜଧାନୀ, ତୃତୀୟ ଥର ପାଇଁ ନବୀନ କଲେ ରୋଡ ସୋ’

ଭୁବନେଶ୍ଵର: ପୁଣି ରାଜଧାନୀରେ ପ୍ରଚାର ମୈଦାନକୁ ଓହ୍ଲାଇଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଉତ୍ତର ଭୁବନେଶ୍ବର ନିର୍ବାଚନମଣ୍ଡଳୀରେ କରିଛନ୍ତି ମେଗା ରୋଡ ସୋ’ । ନବୀନଙ୍କ ରୋଡ ସୋ’ ପାଇଁ ଜନସମୁଦ୍ର ପାଲଟିଛି ରାଜଧାନୀର ରାଜରାସ୍ତା। ମୁଖ୍ୟମନ୍ତ୍ରୀଙ୍କ ରୋଡ ସୋ’ ଦେଖିବାକୁ…

‘୨୫ବର୍ଷର ସ୍ଥିର ସରକାର ସତ୍ୱେ ଓଡିଶା କାହିଁକି ବିକାଶର ସବୁ ମାପଦଣ୍ଡରେ ତଳେ?’

ଭୁବନେଶ୍ୱର: ‘ସବୁଥିରେ ଓଡ଼ିଶା ପଛରେ, ମିଛ ତଥ୍ୟରେ ବିଜେଡି କହୁଛି ଏକ ନମ୍ବର । ବିଜେଡି ବିକାଶର ଚିତ୍ର ମିଥ୍ୟା ତଥ୍ୟ ଉପରେ ଆଧାରିତ । ଚାଷୀ ଆୟରେ ତଳଆଡୁ ଓଡ଼ିଶା ୨ ନମ୍ବର, ବେରୋଜଗାରରେ ଏକ ନମ୍ବର କହି ବିକାଶ ପ୍ରସଙ୍ଗରେ ବିଜେଡିକୁ କଡା ଆକ୍ରମଣ କରିଛନ୍ତି ବିଜେପି ମୁଖପାତ୍ର ଅନୀଲ…