Latest Odisha News

BREAKING NEWS

Browsing Category

ସହର

City

ବିଜେଡିର ନିର୍ବାଚନୀ ଇସ୍ତାହାର ପାଇଁ ଲୋକଙ୍କ ମତାମତ ମାଗିଲେ ଭିକେ ପାଣ୍ଡିଆନ

ଭୁବନେଶ୍ବର: ବିଜେଡିର ନିର୍ବାଚନି ଇସ୍ତାହାର ପାଇଁ ଲୋକଙ୍କ ମତାମତ ମାଗିଲେ ୫-ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ । ବିଜେଡିର ନିର୍ବାଚନୀ ଇସ୍ତାହାର ପ୍ରସ୍ତୁତି ଚାଲିଥିବା ବେଳେ ଏକ ଭିଡିଓ ଜାରି କରି ଲୋକଙ୍କ ମତାମତ ମାଗିଛନ୍ତି ପାଣ୍ଡିଆନ । ଭିଡ଼ିଓରେ ସେ କହିଛନ୍ତି, ମୁଖ୍ୟମନ୍ତ୍ରୀ ନବୀନ…

ମେ’ ୧୩ରେ ଓଡିଶାରେ ପଡିବ ପ୍ରଥମ ପର୍ଯ୍ୟାୟ ଭୋଟ, ନେତା ବାଛିବେ ୬୨ ଲକ୍ଷ ୮୪ ଭୋଟର

ଭୁବନେଶ୍ଵର: ରାଜ୍ୟର ପ୍ରଥମ ତଥା ଦେଶର ଚତୁର୍ଥ ପର୍ଯ୍ୟାୟ ମତଦାନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଗେଜେଟ ବିଜ୍ଞପ୍ତି ଜାରି ହେବା ସହିତ ନାମାଙ୍କନ ପତ୍ର ଦାଖଲ ପର୍ବ ଆରମ୍ଭ ହୋଇଛି । ମଇ ୨୮ ତାରିଖରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହେବ । ପ୍ରଥମ ପର୍ଯ୍ୟାୟରେ କଳାହାଣ୍ଡି,…

ମୁଖ୍ୟମନ୍ତ୍ରୀଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେଡିରେ ମିଶିଲେ ବହୁ ବିଜେପି ଓ କଂଗ୍ରେସ ନେତା

ଭୁବନେଶ୍ବର: ଯେତିକି ଯେତିକି ନିର୍ବାଚନ ପାଖେଇ ଆସୁଛି ନେତାଙ୍କ ଦଳ ଡିଆଁ ପର୍ବ ସେତିକି ମାତ୍ରାରେ ବଢିବାରେ ଲାଗିଛି । ଏହି ପ୍ରରିପେକ୍ଷୀରେ ଆଜି ବିଜେଡିରେ ମିଶିଲେ କନ୍ଧମାଳ ଲୋକସଭାର  ବହୁ ବିଜେପି, କଂଗ୍ରେସ ଓ ବିଏସପି ନେତା । ସେମାନଙ୍କ ମଧ୍ୟରେ କମଳାକାନ୍ତ ପାଣ୍ଡେ, ବିଳାସିନୀ ନାୟକ,…

ହାତ ଧରିଲେ କେନ୍ଦ୍ରାପଡ଼ାର ପୂର୍ବତନ ବିଜେଡି ବିଧାୟିକା ସିପ୍ରା ମଲ୍ଲିକ

ଭୁବନେଶ୍ଵର: ଶଙ୍ଖ ଛାଡି ହାତ ଧରିଲେ କେନ୍ଦ୍ରାପଡ଼ାର ପୂର୍ବତନ ବିଜେଡି ବିଧାୟିକା ସିପ୍ରା ମଲ୍ଲିକ । କଂଗ୍ରେସରେ ସାମିଲ ହେଲେ ସିପ୍ରା ମଲ୍ଲିକ । କଂଗ୍ରେସ ଭବନକୁ ଆସି ବିଧିବଦ୍ଧ ଭାବେ ଯୋଗଦେଲେ ସିପ୍ରା । ତେବେ କେନ୍ଦ୍ରାପଡ଼ାରୁ କଂଗ୍ରେସ ଟିକେଟରେ ପ୍ରାର୍ଥୀ ନେଇ ଆଶାବାଦୀ ଅଛନ୍ତି…

ଅନୁଭବ ଆଉଟ୍ ବର୍ଷା ଇନ୍: ଶଙ୍ଖ ଭବନରେ ଶଙ୍ଖ ଫୁଙ୍କିଲେ ବର୍ଷା ପ୍ରିୟଦର୍ଶିନୀ

ଭୁବନେଶ୍ଵର: ବିଜେଡିରେ ସାମିଲ ହେଲେ ଓଲିଉଡର ଚର୍ଚ୍ଚିତ ନାୟିକା ବର୍ଷା ପ୍ରିୟଦର୍ଶିନୀ । ଶଙ୍ଖ ଭବନ ଆସି ଆନୁଷ୍ଠାନିକ ଭାବେ ବିଜେଡିରେ ସାମିଲ ହେଲେ ବର୍ଷା । ସାଂସଦ ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ଶଙ୍ଖ ଧରିଛନ୍ତି ବର୍ଷା । ତେବେ ଅନେକ ସମୟରେ ବର୍ଷା ବିଜେଡି ପାଇଁ ପ୍ରଚାର କରିଥିବା…

ଆହୁରି କଲବଲ କରିବ ତାତି, ସାଢ଼େ ୧୧ଟା ସୁଦ୍ଧା ୨ ସହରର ତାପମାତ୍ରା ୪୦ ଡିଗ୍ରୀ

ଭୁବନେଶ୍ଵର: ରାଜ୍ୟବାସୀଙ୍କୁ ଆହୁରି କଲବଲ କରିବ ତାତି । ରାତିରେ ବି ମିଳିବ ନାହିଁ ତ୍ରାହି । ଆଜିଠୁ ଗ୍ରୀଷ୍ମ ପ୍ରବାହ ଶିଖରକୁ ଛୁଇଁବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପ୍ରବଳ ଗୁଳୁଗୁଳି ସାଙ୍ଗକୁ ମୁଣ୍ଡ ଫଟା ଖରା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଭୁବନେଶ୍ୱର ଆଞ୍ଚଳିକ…

ଆଉ ୪ଟି ବିଧାନସଭା କ୍ଷେତ୍ର ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

ଭୁବନେଶ୍ଵର: ଆଉ ୪ଟି ବିଧାନସଭା କ୍ଷେତ୍ର ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ । ମାହାଙ୍ଗାରୁ ଦେବେନ୍ଦ୍ର ସାହୁଙ୍କୁ ଟିକେଟ ଦେଇଥିବା ବେଳେ ସତ୍ୟବାଦୀରୁ ମନୋଜ ରଥ, ଭୁବନେଶ୍ବର ମଧ୍ୟରୁ ପ୍ରକାଶ ଜେନା, ଭୁବନେଶ୍ବର ଉତ୍ତରରୁ ଅଶୋକ ଦାସଙ୍କୁ ଟିକେଟ ଦେଇଛି କଂଗ୍ରେସ । ପୂର୍ବରୁ କଂଗ୍ରେସ…

ଆରପାରିରେ ବିଶିଷ୍ଟ ସିନେ କଳାକାର ଡ. ସଚ୍ଚି ଦାସ

ଭୁବନେଶ୍ଵର: ଆରପାରିରେ ବିଶିଷ୍ଟ ସିନେ କଳାକାର ଡ. ସଚ୍ଚି ଦାସ । ମୃତ୍ୟୁ ବେଳକୁ ତାଙ୍କୁ ୯୧ ବର୍ଷ ହୋଇଥିଲା । ସଚ୍ଚି ଦାସ, କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ସମ୍ମାନପ୍ରାପ୍ତ ଜଣେ ଓଡ଼ିଆ ନାଟ୍ୟକାର, ନିର୍ଦ୍ଦେଶକ ଏବଂ ଅଭିନେତା । ଓଡ଼ିଶା ଯାତ୍ରା ଜଗତର ଭୀଷ୍ମ ପିତାମହ ଭାବେ ଜଣାଶୁଣା ଡ.…

ଏମ୍ସ ଭୁବନେଶ୍ୱର ସଫଳତାର ଆଉ ଏକ ପାହାଚ ଚଢ଼ିଛି

ଭୁବନେଶ୍ୱର: ଏମ୍ସ ଭୁବନେଶ୍ୱର ସଫଳତାର ଆଉ ଏକ ପାହାଚ ଚଢିଛି । ପ୍ରଥମ କରି ରାଜ୍ୟରେ ଜଣେ ବ୍ୟକ୍ତିଙ୍କ ଶରୀରରେ କୃତ୍ରିମ ମୂତ୍ରାଶୟ ସ୍ପିଙ୍କ୍ଟର(ଏୟୁଏସ) ପ୍ରତିରୋପଣ କରାଯାଇଛି। ଏମ୍ସ ର ୟୁରୋଲୋଜି ବିଭାଗ ଦ୍ବାରା କରାଯାଇଥିବା ଏହି ପ୍ରତିରୋପଣ ଓଡ଼ିଶାରେ ପ୍ରଥମ। ଏକ ସୁଦକ୍ଷ ଡାକ୍ତରୀ ଦଳ…

ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହରେ ଜଳୁଛି ସାରା ରାଜ୍ୟ , ଆସନ୍ତା ୨୨ ତାରିଖ ଯାଏଁ ତାତିରୁ ନାହିଁ ନିସ୍ତାର

ଭୁବନେଶ୍ବର: ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହରେ ଜଳୁଛି ସାରା ରାଜ୍ୟ । ଆସନ୍ତା ୨୨ ଯାଏଁ ତାତିରୁ ନାହିଁ ନିସ୍ତାର । ରାଜ୍ୟବାସୀଙ୍କୁ ଆହୁରି କଲବଲ କରିବ ତାତି  । ଆଜିଠୁ ଗ୍ରୀଷ୍ମ ପ୍ରବାହ ଶିଖରକୁ ଛୁଇଁବ ବୋଲି ଆକଳନ କରିଛି  କେନ୍ଦ୍ର ଆଞ୍ଚଳିକ ପାଣିପାଗ ବିଭାଗ । ଆଜି ଠୁ ୨୪ଟି ଜିଲ୍ଲାକୁ…