Latest Odisha News

BREAKING NEWS

Browsing Category

ସହର

City

ଆସନ୍ତା କାଲି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଭୁବନେଶ୍ବର: କାଲି ତଥା ରବିବାର ଦିନ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ । କାଲି ରାତି ସାଢେ ୯ଟାରେ ଭୁବନେଶ୍ବରରେ ପହଁଞ୍ଚିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏଥିସହ କାଲି ରାତିରେ  ଭୁବନେଶ୍ବରରେ ରହିବେ ପ୍ରଧାନମନ୍ତ୍ରୀ । ବିଜେପି ରାଜ୍ୟ ଉପସଭାପତି ଗୋଲକ ମହାପାତ୍ରଙ୍କ ସୂଚନା ।…

ରାଜ୍ୟରେ ଆରମ୍ଭ ହୋଇଛି କଲରାପତରିଆ ବାଘ ଗଣନା

ଭୁବନେଶ୍ଵର: ଚଳିତବର୍ଷରୁ ରାଜ୍ୟ ସରକାର ନିଜସ୍ବ କଲରାପତରିଆ ବାଘ ଗଣନା ଆରମ୍ଭ କରିଛନ୍ତି। ରାଜ୍ୟର ୫୧ଟି ଡିଭିଜନରେ କଲରାପତରିଆ ବାଘ ଗଣନା କରାଯାଉଛି । ଗଣନା ପାଇଁ ୩,୩୧୨ଟି ଟ୍ରାପ କ୍ୟାମେରା ବ୍ୟବହାର କରାଯିବ। ପ୍ରତ୍ୟେକ ଡିଭିଜନରେ ପ୍ରତି ୨୫ ବର୍ଗ କିଲୋମିଟରରେ ୫ଟି ଟ୍ରାପ କ୍ୟାମେରା…

ଟିକେଟ୍ ଫେରାଇଲେ କଂଗ୍ରେସ ସାଂସଦ ପ୍ରାର୍ଥୀ ସୁଚରିତା ମହାନ୍ତି

ଭୁବନେଶ୍ଵର: ଟିକେଟ୍ ଫେରାଇଲେ କଂଗ୍ରେସ ସାଂସଦ ପ୍ରାର୍ଥୀ ସୁଚରିତା ମହାନ୍ତି । ଦଳ ଫଣ୍ଡିଂ ନ ଦେବାରୁ ସୁଚରିତା ଟିକେଟ୍‌ ଫେରାଇଥିବା ନେଇ ଏଆଇସିସିକୁ ଜଣାଇଛନ୍ତି । ବିନା ପାର୍ଟି ଫଣ୍ଡିଂରେ ପ୍ରଚାର କରିବା ସମ୍ଭବ ନୁହେଁ ବୋଲି ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ ଏବଂ ଏଆଇସିସି ସାଧାରଣ…

ଆଜି ୪ ଜିଲ୍ଲାରେ ମାରାଥନ ପ୍ରଚାର କରିବେ ନବୀନ

ଭୁବନେଶ୍ଵର: ପ୍ରଚାର ମଇଦାନକୁ ଓହ୍ଲାଇବେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଥମ ପର୍ଯ୍ୟାୟରେ ହେବାକୁ ଥିବା ୪ଟି ଲୋକସଭା କ୍ଷେତ୍ର ମଧ୍ଯରୁ ୩ଟି ଲୋକସଭା କ୍ଷେତ୍ରରେ ପ୍ରଚାର କରିବେ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସକାଳ ୧୦ ଟା ୧୦ରେ…

ଆଜି ଓଡ଼ିଶା ଆସିବେ ବୈଦେଶିକ ମନ୍ତ୍ରୀ ଏସ.ଜୟଶଙ୍କର, କରିବେ ନିର୍ବାଚନୀ ପ୍ରଚାର

ଭୁବନେଶ୍ଵର: ଓଡିଶା ମୁହାଁ ବିଜେପିର ଶୀର୍ଷ ନେତା । ଆସନ୍ତା ମେ’ ୬ରେ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଆଜି ଆସିବେ କେନ୍ଦ୍ର ବୈଦେଶିକ ମନ୍ତ୍ରୀ ଏସ.ଜୟଶଙ୍କର । ୨ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଏସ.ଜୟଶଙ୍କର । ଭୁବନେଶ୍ବର, କଟକ ଓ ସମ୍ବଲପୁରରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେବା ସହ…

ସୁଜାତା କାର୍ତ୍ତିକେୟନ୍‌ଙ୍କୁ ଅର୍ଥ ବିଭାଗକୁ ବଦଳି, ମିଶନଶକ୍ତି ବିଭାଗ ଦାୟିତ୍ୱ ନେଲେ ଶାଳିନୀ ପଣ୍ଡିତ

ଭୁବନେଶ୍ବର: ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ମିଳିଲା ବଡ଼ ଦାୟିତ୍ୱ । ୨୦୦୦ ବ୍ୟାଚ୍ ଆଇଏଏସ୍ ଅଫିସର ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ମିଶନ ଶକ୍ତି ସଚିବ ପଦରୁ ହଟାଇ ଅର୍ଥ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ନିଯୁକ୍ତି କରାଯାଇଛି । ଅନ୍ୟପଟେ ତାଙ୍କ ବଦଳରେସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ…

ବାଜି ବଦଳାଇବେ ସ୍ବାଧୀନ !

ଭୁବନେଶ୍ବର : ମିଳିଲାନି ଦଳୀୟ ଟିକେଟ୍ । ନିରାଶ ହେବା ପରେ ବଡ ନିଷ୍ପତ୍ତି । ସ୍ବାଧୀନ ଭାବେ ଲଢିବାକୁ ନେତାଙ୍କ ସଜବାଜ । ଅସନ୍ତୁଷ୍ଟ ହେବେ କି ଦଳୀୟ ପ୍ରାର୍ଥୀଙ୍କ ବିଜୟରେ ବାଧା ? ଭୋଟ୍ ଭାଗ କରିବେ କି ସ୍ବାଧୀନ ? ବିଗିଡିଯିବ କି ଦଳର ବିଜୟ ଅଙ୍କକଷା ? ସ୍ବାଧୀନ ବଦଳାଇବେ କି ସମୀକରଣ ?…

ନେତାଙ୍କୁ ପସନ୍ଦ ଏମିତି ଡ୍ରେସ୍

ଭୁବନେଶ୍ବର: ଜନତାଙ୍କ ସାମନାକୁ କେମିତି ଆସନ୍ତି ନେତା ? କାହାକୁ ପସନ୍ଦ କେମିତି ଡ୍ରେସ୍ ? କାହାକୁ କୁର୍ତ୍ତା ପାଇଜାମା ପସନ୍ଦ ତ କିଏ ପିନ୍ଧନ୍ତି ଧୋତି ପଞ୍ଜାବୀ । ଦିନକୁ ଦିନ ଧୋତିପିନ୍ଧା ନେତାଙ୍କ ସଂଖ୍ୟା କମିଲାଣି। ଅନେକ ଯୁବ ନେତା ଏବେ ମଇଦାନରେ ପ୍ୟାଣ୍ଟ ସାର୍ଟ ପିନ୍ଧିଲେଣି ।…

ମାନିଲେନି ସୌମ୍ୟ? ସାବିତ୍ରୀଙ୍କୁ ଟିକେଟ୍

ଭୁବନେଶ୍ବର: ଖଣ୍ଡପଡାରେ ବିଜେଡିର ବଡ ସରପ୍ରାଇଜ୍ । ନା ସୌମ୍ୟ ଫେରିଲେ ନା ଅନୁଭବଙ୍କୁ ଭରସା କଲା ଦଳ । ସାବିତ୍ରୀ ପ୍ରଧାନଙ୍କୁ ଟିକେଟ୍ ଦେଇ ମହିଳା କାର୍ଡ ଖେଳିଛି ବିଜେଡି । ଖଣ୍ଡପଡାରେ ନୂଆ ଚେହେରାଙ୍କୁ ଓହ୍ଲାଇ ବିଜୟ ଅଙ୍କ କଷିଛି ଦଳ । ତେବେ ଟିକେଟ୍ ଘୋଷଣା ହେଉ ହେଉ ଦଳ ଛାଡିଛନ୍ତି…

‘ମତଦାନ ହାର ବୃଦ୍ଧି ଦିଗରେ ସଚେତନତା ସୃଷ୍ଟିରେ ଛାତ୍ରଛାତ୍ରୀମାନେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ…

ଭୁବନେଶ୍ୱର: ଦେଶରେ ଏବେ ଚାଲିଛି ନିର୍ବାଚନର ପର୍ବ । ସାଧାରଣ ନିର୍ବାଚନ-୨୦୨୪ ଅବସରରେ ସରଗରମ ରହିଛି ଦେଶର ମାହୋଲ । ଏହାରିଭିତରେ ରାଜ୍ୟରେ ମତଦାନ ଭଳି ଗଣତନ୍ତ୍ରର ମହାନ ପର୍ବରେ ଏକକାଳୀନ ସମସ୍ତ ନାଗରିକ ସାମିଲ ହେବାକୁ ଆହ୍ବାନ ଦେଇଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ…