Latest Odisha News

BREAKING NEWS

Browsing Category

ସହର

City

୨୬ ସହର ରେ ୪୦ ଡ଼ିଗ୍ରୀ ଅତିକ୍ରମ କଲା ପାରଦ, ୪୪.୬ ଡ଼ିଗ୍ରୀ ସହ ବୌଦ୍ଧ ରାଜ୍ୟର ଉତ୍ତପ୍ତ ସହର

ଭୁବନେଶ୍ବର: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ପ୍ରଚଣ୍ଡ ତାତିରେ ଆଉଟୁ ପାଉଟୁ ପୁରା ପଶ୍ଚିମ ଓଡ଼ିଶା । ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଛି ବୌଦ୍ଧ । ଜିଲ୍ଲାରେ ଆଜି ତାପମାତ୍ରା ୪୪.୬ ଡ଼ିଗ୍ରୀ ରେକର୍ଡ ହୋଇଛି । ସେହିପରି ୪୦ ଡିଗ୍ରୀ ଉପରେ ରହିଛି ୨୬ଟି ସହରର ତାପମାତ୍ରା । ୭…

୨୪ ଘଣ୍ଟାର ବ୍ରେକ୍ ପରେ ବଢିଲା ତାପମାତ୍ରା, ପୁଣି ୪୦ ଡିଗ୍ରୀ ଡେଇଁଲା ରାଜଧାନୀ ତାତି

ଭୁବନେଶ୍ଵର: ଗୋଟିଏ ଦିନର ବ୍ରେକ ପରେ ପୁଣି ବଢିଛି ତାତି । ଗତ ୨୪ ଘଣ୍ଟା ପରେ ୪୦ ଡିଗ୍ରୀ ଟପିଛି ଭୁବନେଶ୍ଵର ତାତି । ଆଜି ଦିନ ସାଢେ ୨ଟା ସୁଦ୍ଧା ଭୁବନେଶ୍ୱରରେ ୪୧.୬ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ସମ୍ବଲପୁରରେ ୪୨.୫ ଡ଼ିଗ୍ରୀ ରେକର୍ଡ କରାଯାଇଛି । ଏଥିସହ ସମ୍ବଲପୁର ପାଲଟିଛି…

ଖାରବେଳ ସ୍ୱାଇଁଙ୍କ ଘୋଷଣା; ସ୍ୱାଧୀନ ପ୍ରାର୍ଥୀ ଭାବେ ନିର୍ବାଚନ ଲଢ଼ିବେ

ଭୁବନେଶ୍ୱର: ବାଲେଶ୍ୱର ଲୋକସଭା ଆସନରୁ ସ୍ୱାଧୀନ ଭାବେ ଲଢିବେ ଖାରବେଳ ସ୍ୱାଇଁ । ଏନେଇ ଆଜି ଘୋଷଣା କରିଛନ୍ତି ଖାରବେଳ । ଚଳିତ ନିର୍ବାଚନରେ ସେ ବାଲେଶ୍ବର ଆସନରୁ ବିଜେପି ଟିକେଟ୍ ପାଇଁ ଆଶାୟୀ ଥିବାବେଳେ, ହେଲେ ଦଳ ତାଙ୍କ ବଦଳରେ ପୁଣି ଥରେ ପ୍ରତାପ ଷଡଙ୍ଗୀଙ୍କୁ ପ୍ରାର୍ଥୀ କରିଛି । ଯାହାକୁ…

ବିଜେଡିରେ ସାମିଲ ହେଲେ ଓଡିଆ ଅଭିନେତ୍ରୀ ଜିନା ସାମଲ୍, ସକାଳେ ବିଜେପିରୁ ଦେଇଥିଲେ ଇସ୍ତଫା

ଭୁବନେଶ୍ଵର: ବିଜେଡିରେ ସାମିଲ ହେଲେ ଓଡିଆ ଅଭିନେତ୍ରୀ ଜିନା ସାମଲ୍ । ଶଙ୍ଖଭବନରେ ପହଞ୍ଚି ବିଧିବଦ୍ଧ ଭାବେ ସେ ବିଜେଡିରେ ସାମିଲ ହୋଇଛନ୍ତି । ରାଜ୍ୟସଭା ସାଂସଦ ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡି ମିଶ୍ରଣ ପର୍ବରେ ଦଳରେ ସାମିଲ ହୋଇଛନ୍ତି ଜିନା । ମୁଖ୍ୟମନ୍ତ୍ରୀଙ୍କ ନୀତି ଆଦର୍ଶରେ…

ସନ୍ତୋଷଙ୍କୁ ନୀଳଗିରି ପାର୍ଥୀ କଲା ବିଜେପି

ଭୁବନେଶ୍ଵର: ନୀଳଗିରି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି । ସନ୍ତୋଷ ଖଟୁଆଙ୍କୁ ପ୍ରାର୍ଥୀ ଘୋଷଣା କଲା ବିଜେପି । ଗତକାଲି ବିଜେଡିରୁ ଇସ୍ତଫା ଦେଇଥିଲେ ସନ୍ତୋଷ ଖଟୁଆ । ନୀଳଗିରି ଆସନ ପାଇଁ ଦଳ ସୁକାନ୍ତ ନାୟକଙ୍କୁ ଟିକେଟ ଦେଇଥିବାରୁ ବିଜେଡି ଛାଡ଼ିଥିଲେ ସନ୍ତୋଷ ।…

ବିଜେଡି ଛାଡ଼ିଲେ ପୂର୍ବତନ ବିଧାୟକ ରବି ନାରାୟଣ ମହାପାତ୍ର

ଭୁବନେଶ୍ଵର: ବିଜେଡି ଛାଡ଼ିଛନ୍ତି ପୂର୍ବତନ ବିଧାୟକ ରବିନାରାୟଣ ମହାପାତ୍ର। ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ଦେଲେ ଇସ୍ତଫ । ରବି ୨୦୧୪ରୁ ୨୦୧୯ ପର୍ଯ୍ୟନ୍ତ ନୟାଗଡ଼ ଜିଲ୍ଲା ରଣପୁର ବିଧାନସଭା ନିର୍ବାଚନ ମଣ୍ଡଳୀରୁ ବିଜେଡି ଟିକେଟରେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ସେହିପରି ସେ ୨୦୧୨ରୁ…

ବିଜେପି ଛାଡିଲେ ଅଭିନେତ୍ରୀ ଜିନା ସାମଲ

ଭୁବନେଶ୍ଵର: ବିଜେପି ଛାଡିଲେ ଓଡ଼ିଆ ସିନେଜଗତର ଜଣାଶୁଣା ଅଭିନେତ୍ରୀ ଜିନା ସାମଲ । ଦଳର ସଭାପତି ମନମୋହନ ସାମଲଙ୍କ ପାଖକୁ ପଠାଇଲେ ନିଜର ଇସ୍ତଫାପତ୍ର । ଦଳ ପାଇଁ ସେ ବର୍ଷ ବର୍ଷ ଧରି କଠିନ ପରିଶ୍ରମ କରିଥିଲେ ହେଁ ନେତୃତ୍ୱଙ୍କର ସେ ଆସ୍ଥା ଭାଜନ ହୋଇ ପାରିଲେ ନାହିଁ । ଦଳରେ ତାଙ୍କ ପାଇଁ ଆଉ…

ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜି ପ୍ରାର୍ଥିପତ୍ର ଦାଖଲର ଶେଷ ତାରିଖ

ଭୁବନେଶ୍ଵର: ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜି ପ୍ରାର୍ଥିପତ୍ର ଦାଖଲର ଶେଷ ତାରିଖ। ଆସନ୍ତାକାଲି ହେବ ପ୍ରାର୍ଥିପତ୍ର ଯାଞ୍ଚ। ଆସନ୍ତା ୬ତାରିଖରେ ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନ ରହିଛି। ମେ’ ୨୦ତାରିଖରେ ପଞ୍ଚମ ପର୍ଯ୍ୟାୟ ଭୋଟିଂ ଅର୍ଥାତ୍ ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ଭୋଟିଂ…

ଆସନ୍ତାକାଲିଠୁ ତାତିରେ ବ୍ରେକ୍, ୧୦ ଯାଏ ପ୍ରବଳ ବର୍ଷା

ଭୁବନେଶ୍ୱର: ଦୀର୍ଘଦିନର ଅସହ୍ୟ ଗରମର ଯନ୍ତ୍ରଣା ପରେ ଅଗ୍ନିବର୍ଷାରୁ ରକ୍ଷା ମିଳିବାକୁ ଯାଉଛି। ଆସନ୍ତା ୬ ତାରିଖରୁ ସାରା ରାଜ୍ୟରେ ତାତି ଓ ଗ୍ରୀଷ୍ମପ୍ରବାହରୁ ଆଶ୍ୱସ୍ତି ମିଳିବ। କିନ୍ତୁ ଉପକୂଳରେ ୪ ତାରିଖରୁ ତାତି ଖସିଯିବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରିଛନ୍ତି। ଗତକାଲି…

ଆସନ୍ତା ୧୧ ମେ’ ରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ

ଭୁବନେଶ୍ୱର: ଆସନ୍ତା ମେ' ୧୧ ତାରିଖ ଶନିବାର ଦିନ ଚଳିତ ବର୍ଷର ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହେବାକୁ ଯାଉଛି । ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣଙ୍କ ଅଧ୍ୟକ୍ଷ ତଥା ଜିଲ୍ଲା ଓ ଦୌରାଜଜ୍‌ ନିଶିଥ୍‌ ନିଶାଙ୍କଙ୍କ ନିର୍ଦ୍ଦେଶ କ୍ରମେ ଜିଲ୍ଲାର ସମସ୍ତ ବିଭାଗୀୟ ଅଦାଲତ ଯଥା…