Latest Odisha News

BREAKING NEWS

Browsing Category

ସହର

City

ମେଣ୍ଟ ଚର୍ଚ୍ଚା ଭିତରେ ମନମୋହନଙ୍କ ବଡ ବୟାନ, ଏକାକୀ ଲଢିବ ବିଜେପି

ଭୁବନେଶ୍ଵର: ଲୋକସଭା ନିର୍ବାଚନରେ ବିଜେଡି-ବିଜେପି ମେଣ୍ଟ ଚର୍ଚ୍ଚା ଭିତରେ ଏକ ବଡ ବୟାନ ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ସମସ୍ତ ୨୧ ଲୋକସଭା ଓ ୧୪୭ ବିଧାନସଭା ଆସନରେ ଏକାକୀ ଲଢ଼ିବୁ ବୋଲି ସ୍ପଷ୍ଟ କରିଛନ୍ତି ମନମୋହନ । ଏନେଇ ସୋସିଆଲ ମିଡିଆ ଆକାଉଣ୍ଟ ଏକ୍ସରେ ସୂଚନା…

ଅଞ୍ଜନ ବେହେରା ହତ୍ୟାକାଣ୍ଡ ଘଟଣା, ୪ ଅଭିଯୁକ୍ତ ଗିରଫ

ଭୁବନେଶ୍ଵର: ବହୁଚର୍ଚ୍ଚିତ ଲକ୍ଷ୍ମୀସାଗର ଚମ୍ପାପୋଖରୀ ଅଞ୍ଜନ ବେହେରା ହତ୍ୟା ଘଟଣା । ଆଉ ୪ଜଣଙ୍କୁ ଗିରଫ କଲା ଲକ୍ଷ୍ମୀସାଗର ପୋଲିସ । ପୂର୍ବରୁ ଏହି ଘଟଣାରେ ମୁଖ୍ୟ ଅଭିଯୁକ୍ତ ପିଙ୍କୁ ଓ ନିହାରିକାଙ୍କୁ ଗିରଫ କରିଥିଲା ପୋଲିସ । ତ୍ରିକୋଣୀୟ ପ୍ରେମ କାହାଣୀକୁ ନେଇ ଏହି ହତ୍ୟାକାଣ୍ଡ ଘଟିଥିଲା…

ଝାରପଡା ଗ୍ୟାଙ୍ଗୱାର ଘଟଣା: ୨ଜଣ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ଵର; ଝାରପଡା ଜେଲ୍ ଭିତରେ ଗୋଷ୍ଠୀ ସଂଘର୍ଷ ଘଟଣା । ଜଣଙ୍କୁ ନିଲମ୍ବନ କରାଯାଇଥିବା ବେଳେ ଅନ୍ୟ ଜଣଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରିଛି ବିଭାଗ । କାର୍ଯ୍ୟରେ ଅବହେଳା କାରଣ ଦର୍ଶାଇ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଇଛି ବିଭାଗ । ଦୁଇ କର୍ମଚାରୀ ହେଉଛନ୍ତି ଜେଲର…

ନିର୍ବାଚନ ସମ୍ବନ୍ଧୀୟ ଖବର ଉପରେ ନଜର ରଖିବ କ୍ରାଇମବ୍ରାଞ୍ଚର ସ୍ବତନ୍ତ୍ର ସେଲ୍

ଭୁବନେଶ୍ୱର: ଏବେ ନିର୍ବାଚନୀ ଖବର ଉପରେ ପୋଲିସର ରହିବ କଡା ନଜର । ମିଥ୍ୟା ଖବର ପ୍ରଚାର କରୁଥିବା ଅଭିଯୁକ୍ତଙ୍କୁ ଆଉ ମିଳିବନି ତ୍ରାହି । ଏଥର ସୋସିଆଲ ମିଡିଆ ମନିଟର କରିବ କ୍ରାଇମବ୍ରାଞ୍ଚର ସ୍ବତନ୍ତ୍ର ସେଲ୍ । ଏନେଇ କ୍ରାଇମବ୍ରାଞ୍ଚ ଆଇଜି ସଫିନ ଅହମ୍ମଦ କେଙ୍କୁ ଦାୟିତ୍ବ ମିଳିଛି ।…

ଆଜିଠୁ ଯୁକ୍ତ ୨ ଖାତା ଦେଖା, ଉଭୟ ଅନଲାଇନ ଓ ଅଫଲାଇନରେ ହେବ ମୂଲ୍ୟାୟନ

ଭୁବନେଶ୍ୱର: ଆଜିଠୁ ଯୁକ୍ତ ୨ ଖାତାଦେଖା ଆରମ୍ଭ । ଦୁଇଟି ପର୍ଯ୍ୟାୟରେ ହେବ ମୂଲ୍ୟାୟନ । ପୂର୍ବବର୍ଷ ଭଳି ଚଳିତବର୍ଷ ମଧ୍ୟ ଉଭୟ ଅଫ୍‌ ଲାଇନ୍‌ ଓ ଅନଲାଇନରେ ମୂଲ୍ୟାୟନ ହେବ । ପ୍ରଥମ ପର୍ଯ୍ୟାୟ ଖାତା ଦେଖା ଆଜିଠୁ ଅର୍ଥାତ୍ ମାର୍ଚ୍ଚ ୨୨ ତାରିଖରୁ ଆରମ୍ଭ ହୋଇ ଏପ୍ରିଲ ୨ ଯାଏଁ ଚାଲିବ ।…

କେଜ୍ରିୱାଲଙ୍କ ଗିରଫକୁ ବିରୋଧ କରି ମାଷ୍ଟରକ୍ୟାଣ୍ଟିନ ଠାରେ ଆପ୍ କର୍ମୀଙ୍କ ବିକ୍ଷୋଭ ପ୍ରଦର୍ଶନ

ଭୁବନେଶ୍ଵର: ଗତକାଲି (ଗୁରୁବାର) ରାତି ୯ଟା ରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଦିଲ୍ଲୀର ମୁଖ୍ୟମନ୍ତ୍ରୀ ତଥା ଆପ୍ ମୁଖ୍ୟ ଅରବିନ୍ଦ କେଜ୍ରିୱାଲଙ୍କୁ ଗିରଫ କରିଛି । ଯାହାକୁ ବିରୋଧ କରି ରାଜଧାନୀ ସ୍ଥିତ ମାଷ୍ଟରକ୍ୟାଣ୍ଟିନ ଛକ ଠାରେ ରାତି ସାରା ଆପ୍ କର୍ମୀଙ୍କ ବିକ୍ଷୋଭ ପ୍ରତିବାଦ ଜାରି…

ଦିଲ୍ଲୀରୁ ଫେରିଲେ ମନମୋହନ ସାମଲ; କହିଲେ, ଖୁବ ଶୀଘ୍ର ଘୋଷଣା ହେବ ପ୍ରାର୍ଥୀ ତାଲିକା

ଭୁବନେଶ୍ବର: ଦିଲ୍ଲୀରୁ ଫେରିଲେ ମନମୋହନ । ଗୁରୁବାର ରାତିରେ ଦିଲ୍ଲୀରୁ ଫେରିଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ବିମାନବନ୍ଦରରେ ପହଞ୍ଚିବା ପରେ ବଡ ବୟାନ ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ରାଜ୍ୟରେ ମେଣ୍ଟ ନେଇ କୌଣସି ସ୍ପଷ୍ଟ ପ୍ରତିକ୍ରିୟା ଦେଲେନି…

ପରଲୋକରେ ବିଜେଡିର ବରିଷ୍ଠ ନେତା ଦାମୋଦର ରାଉତ

ଭୁବନେଶ୍ବର: ପରଲୋକରେ ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଡାକ୍ତର ଦାମୋଦର ରାଉତ । ଆଜି ସକାଳ ୫ଟା ୨୩ ମିନିଟରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ବୟସ ହୋଇଥିଲା । ଦାମୋଦର ରାଉତଙ୍କ ଦେହାନ୍ତ…

ଝାରପଡ଼ା ଜେଲରୁ ଅନ୍ୟ ଜେଲକୁ ସ୍ଥାନାନ୍ତର ହେବେ ୨୦ କଏଦୀ

ଭୁବନେଶ୍ୱର: ଝାରପଡ଼ା ଜେଲରୁ ଅନ୍ୟ ଜେଲକୁ ସ୍ଥାନାନ୍ତର ହେବେ ୨୦ କଏଦୀ। ଚକରା ଓ ଶମ୍ଭୁ ସହ ୨୦ କଏଦୀଙ୍କୁ ସ୍ଥାନାନ୍ତର କରିବା ପାଇଁ କୋର୍ଟକୁ ଅନୁମତି ମଗାଯାଇଥିଲା। ଏହାର ସୂଚନା ଦେଲେ ଜେଲ୍‌ ଡିଜି। ଜେଲ୍‌ରେ ପିଟାପିଟି ଘଟଣାରେ ତଦନ୍ତ ରିପୋର୍ଟ ହସ୍ତଗତ ହୋଇଛି। ଗୃହ ବିଭାଗକୁ ତଦନ୍ତ…

ନିର୍ବାଚନ କମିଶନଙ୍କ ବଦଳି ନିର୍ଦ୍ଦେଶ, ବଦଳିବେ ୪ ରାଜ୍ୟର ଜିଲ୍ଲାପାଳ ଓ ଏସପି

ଭୁବନେଶ୍ଵର: ନିର୍ବାଚନ ପୂର୍ବରୁ ନିର୍ବାଚନ କମିଶନଙ୍କ ବଦଳି ନିର୍ଦ୍ଦେଶ । ୪ ରାଜ୍ୟର ଜିଲ୍ଲାପାଳ ଓ ଏସପିଙ୍କ ବଦଳି ପାଇଁ ନିର୍ଦ୍ଦେଶ ଦେଇଛନ୍ତି ନିର୍ବାଚନ କମିଶନ । ଓଡ଼ିଶା ସମେତ ଗୁଜରାଟ, ପଞ୍ଜାବ ଓ ପଶ୍ଚିମବଙ୍ଗର ଅଣକ୍ୟାଡର ଏସପି ଓ କଲେକ୍ଟରଙ୍କ ବଦଳି ନିର୍ଦ୍ଦେଶ ରହିଛି । ସୂଚନା…