Latest Odisha News

BREAKING NEWS

Browsing Category

ସହର

City

ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି ହେଲେ ବରିଷ୍ଠ ବିଜେଡି ନେତା ଦାମ ରାଉତ

ଭୁବନେଶ୍ଵର: ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି ହେଲେ ବରିଷ୍ଠ ବିଜେଡି ନେତା ଦାମୋଦର ରାଉତ । ଦାମୋଦର ରାଉତ ଗୁରୁତର ଥିବା ନେଇ ସୂଚନା ଦେଇଛନ୍ତି ପୁଅ ସମ୍ବିତ ରାଉତରାୟ । ହୃଦଘାତର ଶିକାର ହୋଇ ଗୁରୁତର ଅବସ୍ଥାରେ ପ୍ରଥମେ କ୍ୟାପିଟାଲ ହସ୍ପିଟାଲ ଏବଂ ପରେ ଭୁବନେଶ୍ଵରସ୍ଥିତ ଏକ ଘରୋଇ…

ଟ୍ୱିନ୍ ସିଟିରେ ଘନ କୁହୁଡ଼ି; ଆଜିଠୁ ବଦଳିବ ପାଗ, ଦିନର ତାପମାତ୍ରା ୮ ରୁ ୧୦ ଡିଗ୍ରୀ ଯାଏଁ ବୃଦ୍ଧି ପାଇବ

ଭୁବନେଶ୍ବର: ଲଗାତାର ବର୍ଷା ପରେ ଟ୍ୱିନ ସିଟିରେ ଘନ କୁହୁଡ଼ି ଦେଖିବାକୁ ମିଳିଛି । ଘନ କୁହୁଡ଼ି ଯୋଗୁଁ ଗାଡ଼ି ଚଳାଚଳରେ ବାଧା ଉପୁଜିଛି । ରାଜଧାନୀ ସମେତ କଟକର ସବୁ ସ୍ଥାନରେ ଘନ କୁହୁଡି ଦେଖିବାକୁ ମିଳିଛି । ଏତେ କୁହୁଡି ଯେ, ମୁହଁକୁ ମୁହଁ ଦିଶୁନାହିଁ । ଫଳରେ ଲୋକେ ଗାଡ଼ି ଲାଇଟ୍ ଲଗାଇ…

ଗୁଣ୍ଡୁଚି ମୂଷା ହୋଇ ବିକଶିତ ଓଡ଼ିଶା ଦିଗରେ କାମ କରିବି: ଅଧିରାଜ ପ୍ରାଣିଗ୍ରାହୀ

ଭୁବନେଶ୍ୱର: ଶଙ୍ଖ ଭବନରେ ବିଜେଡିର ମିଶ୍ରଣ ପର୍ବ। ବିଜେଡିରେ ଯୋଗ ଦେଇଛନ୍ତି ଖଡିଆଳ ବିଧାୟକ ଅଧିରାଜ ପାଣିଗ୍ରାହୀ । ଗତକାଲି କଂଗ୍ରେସ ଦଳରୁ ଇସ୍ତଫା ଦେବା ପରେ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗଦେଲେ ଅଧିରାଜ । ଶତାଧିକ ସମର୍ଥକଙ୍କ ସହ ଆସି ସେ ବିଜୁ ଜନତା ଦଳରେ ସାମିଲ ହେଇଛନ୍ତି ।…

ଓଡ଼ିଶାରେ ବିଜେଡି, ବିଜେପି ମେଣ୍ଟ ନେଇ ଏଯାଏଁ ହୋଇନି ନିଷ୍ପତ୍ତି: ଅମିତ୍ ଶାହ

ଭୁବନେଶ୍ୱର:  ଓଡ଼ିଶାରେ ବିଜେପି-ବିଜେଡି ମେଣ୍ଟ ନେଇ ଏଯାଏଁ କୌଣସି ନିଷ୍ପତ୍ତି ନିଆଯାଇ ନାହିଁ । ଏବେ ବି ଏହି ପ୍ରସଙ୍ଗରେ ପୂର୍ଣ୍ଣଚ୍ଛେଦ ପଡ଼ିନି ।  ବିଜେଡି-ବିଜେପି ମେଣ୍ଟ ନେଇ ଚର୍ଚ୍ଚା ଜୋର ଧରିଥିବା ବେଳେ  ଆଜି କେନ୍ଦ୍ର ଗୃହମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଅମିତ ଶାହ ଏମିତି…

କୋରାପୁଟ ସଂସଦୀୟ କ୍ଷେତ୍ରକୁ ନେଇ ନବୀନ ନିବାସରେ ସମୀକ୍ଷା ବୈଠକ

ଭୁବନେଶ୍ୱର: ପ୍ରଥମେ ପୁରୀ, କେନ୍ଦ୍ରାପଡା ସଂସଦୀୟ କ୍ଷେତ୍ର ପରେ ଏବେ କୋରାପୁଟ ଲୋକସଭା ସଂସଦୀୟ କ୍ଷେତ୍ର ଲାଗି ବିଜେଡିର ସମୀକ୍ଷା ବୈଠକ । ନବୀନ ନିବାସରେ କୋରାପୁଟ ନେତାଙ୍କୁ ନେଇ ଆରମ୍ଭ ହୋଇଛି ଆଲୋଚନା । ପର୍ଯ୍ୟବେକ୍ଷକଙ୍କ ସହ ବିଧାୟକ ଓ ଆଶାୟୀ ନେତାଙ୍କୁ ନେଇ ଆଲୋଚନା କରୁଛନ୍ତି…

ରାଜ୍ୟରେ ପ୍ରବଳ ବର୍ଷା ଜାରି, ଏହି ସବୁ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

ଭୁବନେଶ୍ବର: କାଳବୈଶାଖୀ ପ୍ରଭାବରେ ଟ୍ବିନ୍ ସିଟି ସମେତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିଛି । ରାଜ୍ୟ ତମାମ ବର୍ଷା ସହ ବିଜୁଳି ଘଡ଼ଘଡ଼ି ମଧ୍ୟ ଜାରି ରହିଛି । ଫଳରେ ଜନଜୀବନ ପ୍ରଭାବିତ ହୋଇଛି । କଟକ ସହରର ବିଭିନ୍ନ ସ୍ଥାନ ଜଳମଗ୍ନ ହୋଇଛି । ଗଞ୍ଜାମ, ଗଜପତି, ରାୟଗଡା,…

ଝାରପଡ଼ା ଜେଲରେ ରେଡ୍, ୬ ଜଣ ଏସିପି ସାମିଲ

ଭୁବନେଶ୍ବର: ଗତକାଲି ଝାରପଡ଼ା ଜେଲରେ ଗ୍ୟାଙ୍ଗୱାର ପରେ ଆଜି କମିଶନରେଟ୍ ପୁଲିସ ପକ୍ଷରୁ ରେଡ୍ କରାଯାଇଛି । ଡିସିପି ପ୍ରତୀକ ସିଂହଙ୍କ ନେତୃତ୍ୱରେ ଏକ ସ୍ୱତନ୍ତ୍ର ଟିମ୍ ଜେଲରେ ପହଞ୍ଚି ଏହି ରେଡ୍ କରିଛନ୍ତି । ଜେଲର ପ୍ରତ୍ୟେକ ସେଲ୍ ଓ ଓ୍ବାର୍ଡରେ ଛାନଭିନ କରାଯାଉଛି । ଡିସିପିଙ୍କ ସମେତ…

ପାଣ୍ଡରାରୁ ହଟିଲା ଜବରଦଖଲ, ପୋଲିସ ହାଉସିଂ କର୍ପୋରେସନ ନିର୍ମାଣ କରିବ ବିଲ୍ଡିଂ

ଭୁବନେଶ୍ୱର: ପାଣ୍ଡରା ମୌଜା ଅନ୍ତର୍ଗତ ଖାତା ନମ୍ବର-1352 ପ୍ଲଟ ନଂ-3724, 3725ରେ ହୋଇଥିବା ଜବରଦଖଲକୁ ଉଚ୍ଛେଦ କଲା ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)। ଏହି ସ୍ଥାନରେ ପୋଲିସ ହାଉସିଂ କର୍ପୋରେସନ ନିର୍ମାଣ କରିବ ବିଲ୍ଡିଂ । ବିଡିଏ ଏନଫୋର୍ସମେଣ୍ଟ ଟିମ୍ ପୂର୍ବାହ୍ଣରେ ପାଣ୍ଡରା…

ବାଲିପାଟଣା ଅକ୍ଷୟ ମାଝୀ ହତ୍ୟା ଘଟଣା, ମୁଖ୍ୟ ଅଭିଯୁକ୍ତ ଗିରଫ

ଭୁବନେଶ୍ଵର: ବାଲିପାଟଣା ଥାନା ନୂଆସାହି ବଜାର ନିକଟରେ ଅକ୍ଷୟ ମାଝୀ ହତ୍ୟାକାଣ୍ଡ ଘଟଣା । ପୂର୍ବ ଶତୃତାକୁ ନେଇ ହତ୍ୟାକାଣ୍ଡ ହୋଇଥିବା ସୂଚନା । ମୁଖ୍ୟ ଅଭିଯୁକ୍ତ ଦିଲୁ ଭୋଇକୁ ବାନ୍ଧିଲା ବାଲିପାଟଣା ପୋଲିସ । ଗତକାଲି ଘଟଣାସ୍ଥଳ ପରିଦର୍ଶନ କରିଥିଲେ ଭୁବନେଶ୍ଵର ଡିସିପି ପ୍ରତୀକ ସିଂ ।…

ବଢୁଛି ଖରାର ପ୍ରକୋପ, ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ଏସଆରସି

ଭୁବନେଶ୍ୱର: ଆଗାମୀ ଦିନ ମାନଙ୍କରେ ଗ୍ରୀଷ୍ମ ପ୍ରବାହରେ ବୃଦ୍ଧି ଘଟିବ । ଏନେଇ ସତର୍କ କରିଛି ପାଣିପାଗ ବିଭାଗ । ତେଣୁ ଏବେଠୁ ପ୍ରସ୍ତୁତ ରହିବା ସହ ସ୍କୁଲ ସମୟ ସାରଣୀରେ ପରିବର୍ତ୍ତନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ବତନ୍ତ୍ର ରିଲିଫ କମିଶନର । ଏହାସହ ସାଧାରଣ ନିର୍ବାଚନକୁ ଆଖିରେ ରଖି…