Latest Odisha News

BREAKING NEWS

Browsing Category

ସହର

City

ସାବାଡ ହେବେ ଅମାନିଆ; ଟ୍ରାଫିକ୍‌ ସିଗନାଲ୍‌ ଭାଙ୍ଗିଲେ ଗାଡ଼ି ଜବତ ସହ ଡିଏଲ ରଦ୍ଦ ହେବ

ଭୁବନେଶ୍ବର: ଏଣିକି ଆଉ ଟ୍ରାଫିକ୍‌ ସିଗନାଲ୍ ଡେଇଁ ଯାଇପରିବେନି ଅମାନିଆ ଡ୍ରାଇଭର । କଡ଼ା କଡ଼ି ହେଲା ଟ୍ରାଫିକ ବ୍ୟବସ୍ଥା । ଟ୍ରାଫିକ୍ ପୋଷ୍ଟରେ ରେଡ୍ ଲାଇଟ୍ ଜଳିବା ପରେ ନିୟମ ଭାଙ୍ଗି ଗଲେ ନିଆଯିବ ଦୃଢ଼ କାର୍ଯ୍ୟାନୁଷ୍ଠାନ । ଫାଇନ ଗଣିବା ସହ ଡ୍ରାଇଭିଂ ଲାଇସେନ୍ସ ବାତିଲ ମଧ୍ୟ କରାଯିବ ।…

ଭାରତ ନିର୍ବାଚନ କମିଶନଙ୍କ ବିଏଲଓ ପତ୍ରିକାରେ ସ୍ଥାନ ପାଇଲା ଓଡ଼ିଶାର ବିଏଲଓ ମାସ୍କଟ ‘ମିତା ଦିଦି’

ଭୁବନେଶ୍ୱର: ଓଡ଼ିଶାର ନିର୍ବାଚନ ସମ୍ବନ୍ଧୀୟ ବିଏଲଓ ମାସ୍କଟ୍ (ବିଏଲଓ ଆଇକନ ଦିଦି) ‘ମିତା ଦିଦି’କୁ ଭାରତ ନିର୍ବାଚନ କମିଶନ ନିଜର ବିଏଲଓ ପତ୍ରିକାରେ ମାସ୍କଟ୍ ରୂପେ ସ୍ଥାନିତ କରିଛନ୍ତି । ଓଡ଼ିଶାର ବିଏଲଓ ମାସ୍କଟ ‘ମିତା ଦିଦି’ ବର୍ତ୍ତମାନ ସମଗ୍ର ଦେଶରେ ବିଏଲଓ ମାସ୍କଟ ପାଲଟିଛି । ଏହି…

ଦୁଇ ଦିନ ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା, ସତର୍କ ସୂଚନା ଜାରି କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ବର: ରାଜ୍ୟରେ ତାଣ୍ଡବ ରଚୁଛି କାଳବୈଶାଖୀ । ବିଭିନ୍ନ ସ୍ଥାନରେ ପ୍ରବଳ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେଉଛି । ସେହିପରି ଆଜି (ମଙ୍ଗଳବାର) ଓ ଆସନ୍ତାକାଲି ମଧ୍ୟ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳ ବର୍ଷା ଓ ବଜ୍ରପାତ ସହ ଘଡ଼ଘଡ଼ି ମାରିବାର ସମ୍ଭାବନା ରହିଛି । ସେଥିପାଇଁ ସତର୍କ ସୂଚନା…

ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସିଏପିଏଫ୍ ଓ ଏସ୍ଏପିଏଫ୍ ମୁତୟନ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର: ରାଜ୍ୟରେ ଆଗାମୀ ସାଧାରଣ ନିର୍ବାଚନ ୨୦୨୪ ପରିପ୍ରେକ୍ଷୀରେ କେନ୍ଦ୍ରୀୟ ସଶସ୍ତ୍ର ବାହିନୀ (ସିଏପିଏଫ୍) ଏବଂ ରାଜ୍ୟ ସଶସ୍ତ୍ର ବାହିନୀ(ଏସ୍ଏପିଏଫ୍) ମୁତୟନ ସଂପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଆଜି ଲୋକସେବା ଭବନରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ମୁଖ୍ୟ ଶାସନ ସଚିବ…

ଆସନ୍ତାକାଲି ଓଡିଶା ଆସୁଛନ୍ତି ଛତିଶଗଡ ଉପମୁଖ୍ୟମନ୍ତ୍ରୀ ବିଜୟ ଶର୍ମା

ଭୁବନେଶ୍ୱର: ଆସନ୍ତାକାଲି ଦିନିକିଆ ଓଡିଶା ଗସ୍ତରେ ଆସୁଛନ୍ତି ଛତିଶଗଡ ଉପମୁଖ୍ୟମନ୍ତ୍ରୀ ବିଜୟ ଶର୍ମା । ନବରଙ୍ଗପୁର ଜିଲ୍ଲା ଉମରକୋଟରେ ବିଭିନ୍ନ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବେ ଛତିଶଗଡ ଉପମୁଖ୍ୟମନ୍ତ୍ରୀ ଶ୍ରୀ ଶର୍ମା । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗତ ୧୦ ବର୍ଷର ଉପଲବ୍ଧିକୁ…

ଇଞ୍ଜିନିୟର ଛାତ୍ରଙ୍କୁ ମାଡ ମାରି ଜଣେ ଗିରଫ

ଭୁବନେଶ୍ବର: ଏକ ଘରୋଇ ଇଞ୍ଜିନିୟରିଂ କଲେଜ ଛାତ୍ରଙ୍କୁ ମାଡ ମାରିବା ଅଭିଯୋଗରେ ଜଣଙ୍କୁ ଗିରଫ । ଏଭଳି ଘଟଣା ଘଟିଛି ତମାଣ୍ଡୋ ଥାନା ଅଧୀନ ଡିଏନ ରେଗାଲିଆ ମଲ୍ ନିକଟରେ । ଗିରଫ ଅଭିଯିକ୍ତ ଜଣକ ହେଲା ବିଜୟ ପାଟଶାଣୀ (୧୯) । ସୂଚନାଯୋଗ୍ୟ, ଅଭିଯୋଗକାରୀ ଭବାନୀ ଶଙ୍କର ସାହୁ ଏକ ଘରୋଇ…

କଂଗ୍ରେସ ନେତା ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଆଶ୍ୱସ୍ତି

କଟକ: କଂଗ୍ରେସ ନେତା ମହମ୍ମଦ ମୋକିମ୍‌ ଙ୍କୁ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ମିଳିଛି । ନିର୍ବାଚନୀ ସତ୍ୟପାଠ ଅନିୟମିତତା ମାମଲାରେ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ମିଳିଛି । ହାଇକୋର୍ଟଙ୍କ ନିର୍ଦ୍ଦେଶ ଉପରେ ଆଜି ସୁପ୍ରିମକୋର୍ଟ ରହିତାଦେଶ ଜାରି କରିଛନ୍ତି । ଦୁଇ ସପ୍ତାହ ତଳେ ମୋକିମଙ୍କ…

ବଜ୍ରାଘାତରେ ଗଲା ଦୁଇ ଜୀବନ, ଦୁଇ ମହିଳା ଗୁରୁତର

ଭୁବନେଶ୍ୱର: କାଳବୈଶାଖୀ ରଚିଲା ତାଣ୍ଡବ । ବଜ୍ରାଘାତରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନେକ ଗୁରୁତର ହୋଇଥିବା ସୂଚନା ରହିଛି। ବାଲେଶ୍ୱର ଏବଂ ମୟୂରଭଞ୍ଜ ଜିଲ୍ଲାରେ ପୃଥକ ପୃଥକ ସ୍ଥାନରେ ବଜ୍ରପାତ ହୋଇଛି। ବାଲେଶ୍ବର ଜିଲ୍ଲା ଭୋଗରାଇରେ ବଜ୍ରାଘାତରେ ଜଳିଗଲେ ଯୁବକ । ମୃତ ଯୁବକ ଟୁକୁରି…

ନିର୍ବାଚନ ପ୍ରସ୍ତୁତି; ଡିଜି କ୍ୟାମ୍ପ ଅଫିସରେ ଓଡ଼ିଶା ପୋଲିସର ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ବର: ଆଗାମୀ ନିର୍ବାଚନ ପାଇଁ ଡିଜି କ୍ୟାମ୍ପ୍ ଅଫିସରେ ଓଡିଶା ପୋଲିସର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି । ପୋଲିସ ଡିଜି ଅରୁଣ ଷଡଙ୍ଗୀଙ୍କ ଅଧ୍ୟକ୍ଷତାରେ ବୈଠକ ଆରମ୍ଭ ହୋଇଛି । ଏହି ବୈଠକରେ ଏଡିଜି ହେଡକ୍ବାଟର ଆରକେ ଶର୍ମା, ଗୁଇନ୍ଦା ନିର୍ଦ୍ଦେଶକ ସୌମେନ୍ଦ୍ର…

ଆଦର୍ଶ ଆଚରଣ ବିଧି ଲାଗୁ ପରେ ରାଜଧାନୀରୁ ହଟିଲା ସମସ୍ତ ସରକାରୀ ଓ ରାଜନୈତିକ ବିଜ୍ଞାପନ

ଭୁବନେଶ୍ୱର: ଚଳିତ ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ନିର୍ବାଚନ ତାରିଖ ଘୋଷଣା ସରିଛି । ରାଜ୍ୟରେ ୪ଟି ପର୍ଯ୍ୟାୟରେ ଭୋଟ ହେବ । ଏହା ସହିତ ଲାଗୁ ହୋଇଛି ଆଦର୍ଶ ଆଚରଣ ବିଧି । ୨୪ ଘଣ୍ଟା ମଧ୍ୟରେ ସମସ୍ତ କାର୍ଯ୍ୟାଳୟ ପରିସରରୁ ହୋର୍ଡିଂ, ପୋଷ୍ଟର, ବ୍ୟାନର ଓ ସରକାରୀ ଯୋଜନାର ବାର୍ତ୍ତା…