Latest Odisha News

BREAKING NEWS

Browsing Category

ସହର

City

ସୁନ୍ଦରଗଡ ସମରସଜ୍ଜା : ପୁଣି ମଇଦାନକୁ ଓହ୍ଲାଇବେ କି ଜୁଏଲ୍!

ଭୁବନେଶ୍ଵର: ଚବିଶ ସମର ପାଇଁ ସୁନ୍ଦରଗଡ ପ୍ରସ୍ତୁତ । ଗତ ୫ବର୍ଷ ଧରି ଗ୍ରାଉଣ୍ଡରେ ହୋମୱାର୍କ କରିଛନ୍ତି ତିନି ଦଳ । ବିଜୟ ରେକର୍ଡ ଦେଖିଲେ, ଆଦିବାସୀ ବହୁଳ ସୁନ୍ଦରଗଡ ଲୋକସଭା ଆସନରେ ଆଜି ଯାଏଁ ଜିତିନାହିଁ ବିଜେଡି । ୭ଥର ବାଜି ମାରିଛି କଂଗ୍ରେସ ତ ୫ଥର ବିଜେପିରୁ ଜିତିଛନ୍ତି ଜୁଏଲ ଓରାମ ।…

ପଦ୍ମ ଧରିଲେ ପୂର୍ବତନ ଗୁଣୁପୁର ବିଧାୟକ ତ୍ରୀନାଥ ଗମାଙ୍ଗୋ

ଭୁବନେଶ୍ବର: ପଦ୍ମ ଧରିଲେ ତ୍ରୀନାଥ ଗମାଙ୍ଗୋ । ଆଜି ଭାରତୀୟ ଜନତା ପାର୍ଟି (ବିଜେପି)ରେ ଯୋଗଦେଲେ ପୂର୍ବତନ ଗୁଣୁପୁରୁ ବିଧାୟକ ତ୍ରୀନାଥ ଗମାଙ୍ଗୋ । ସେ ଆଜି ଦଳୀୟ ପାର୍ଟି ଅଫିସରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଓ ବରିଷ୍ଠ ନେତା ପ୍ରଦୀପ ପାଣିଗ୍ରାହୀଙ୍କ ଉପସ୍ଥିତିରେ ଯୋଗଦେଇଛନ୍ତି…

ସୂଚନା ଓ ଲୋକସଂପର୍କ ବିଭାଗର ଉପ ନିର୍ଦ୍ଦେଶକ ପ୍ରଫୁଲ୍ଲ ମଲ୍ଲିକଙ୍କ ପରଲୋକ

ଭୁବନେଶ୍ଵର: ପରଲୋକରେ ସୂଚନା ଓ ଲୋକସଂପର୍କ ବିଭାଗର ଉପ ନିର୍ଦ୍ଦେଶକ ପ୍ରଫୁଲ୍ଲ ମଲ୍ଲିକ । ୫୬ବର୍ଷ ବୟସରେ ହୃଦଘାତରେ ଚାଲିଗଲା ପ୍ରଫୁଲ୍ଲ ମଲ୍ଲିକଙ୍କ ଜୀବନ । ସେ ସୂଚନା ଓ ଲୋକସଂପର୍କ ବିଭାଗର ଉପ ନିର୍ଦ୍ଦେଶକ ସହ ରାଜ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯାଳୟରେ ମୁଖ୍ୟ ଲୋକସମ୍ପର୍କ ଅଧିକାରୀ…

୨୦୨୪ ନିର୍ବାଚନ ପାଇଁ କଂଗ୍ରେସର ୯ ଗ୍ୟାରେଣ୍ଟି

ଭୁବନେଶ୍ବର: ଲୋକସଭା ନିର୍ବାଚନ ପାଇଁ କଂଗ୍ରେସର ପ୍ରସ୍ତୁତି । ନିର୍ବାଚନ ପୂର୍ବରୁ ରାଜ୍ୟ କଂଗ୍ରେସ ଦେଇଛି ୯ ଗ୍ୟାରେଣ୍ଟି । ୨୦୧୪ରେ କ୍ଷମତାକୁ ଆସିଲେ କଂଗ୍ରେସ ଏହି ୯ ଗ୍ୟାରେଣ୍ଟି ଉପରେ କାମ କରିବ ବୋଲି ଲୋକଙ୍କୁ ଜଣାଇଛି କଂଗ୍ରେସ । ୨୪ ବର୍ଷ ବିଜେଡି ଶାସନ ଏବଂ ୯ ବର୍ଷ ବିଜେପି…

ଦରମା ବୃଦ୍ଧି ପାଇଁ ରାଜଧାନୀ ରାଜରାସ୍ତାରେ ସମିତି ସଭ୍ୟଙ୍କ ଆନ୍ଦୋଳନ

ଭୁବନେଶ୍ବର: ରାଜଧାନୀରେ ଗର୍ଜିଲେ ରାଜ୍ୟ ତମାମରୁ ଆସିଥିବା ସମିତି ସଭ୍ୟ । ସରପଞ୍ଚଙ୍କ ଭଳି ସମାନ ଦରମା ଓ ଅଧିକାର ଦାବିରେ ଆନ୍ଦୋଳନ । ସରପଞ୍ଚଙ୍କୁ ୧୦ ହଜାର, ଆମକୁ କାହିଁକି ୭୫୦୦ ବୋଲି ସରକାରଙ୍କୁ କଲେ ପ୍ରଶ୍ନ । ୩୦ ଜିଲ୍ଲାର ୬ ହଜାର ୭ଶହ ୯୮ ଜଣ ସମିତିସଭ୍ୟ ଆଜି ରାଜଧାନୀରେ ଏକାଠି ହୋଇ…

ତାତିରୁ ମିଳିବ ଆଶ୍ୱସ୍ତି; ୩ ଦିନ ଏହି ସବୁ ଜିଲାରେ ବର୍ଷିବ, ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର: ରାଜ୍ୟରେ ତାତିରୁ ମିଳିଛି ସାମାନ୍ୟ ଆଶ୍ୱସ୍ତି । କାଳବୈଶାଖୀ ବର୍ଷା ପ୍ରଭାବରେ ରାଜ୍ୟରେ ତାପମାତ୍ରା ସାମାନ୍ୟ ହ୍ରାସ ପାଇଛି । ଆଜିଠୁ ୩ ଦିନ ଧରି ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି । ଏନେଇ ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପେଗ କେନ୍ଦ୍ର ।…

ଆଜିଠୁ ମାଟ୍ରିକ ପରୀକ୍ଷା ଖାତା ଦେଖା, ୫୫ କେନ୍ଦ୍ରରେ ହେବ ମୂଲ୍ୟାୟନ

ଭୁବନେଶ୍ବର: ଆଜିଠାରୁ ମାଟ୍ରିକ ପରୀକ୍ଷା ଖାତା ଦେଖା ଆରମ୍ଭ । ଏହା ସହିତ ମଧ୍ୟମା ଓ ଷ୍ଟେଟ୍ ଓପନ୍ ସ୍କୁଲ ସାର୍ଟିଫିକେଟ୍ ପରୀକ୍ଷା ଖାତା ଦେଖା ମଧ୍ୟ ଆରମ୍ଭ ହେବ । ରାଜ୍ୟର ମୋଟ ୫୫ ଟି କେନ୍ଦ୍ରରେ ଖାତା ଦେଖା ହେବ । ଏଥିପାଇଁ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସମସ୍ତ ପ୍ରସ୍ତୁତି…

ବିଜେଡି-ବିଜେପି ମେଣ୍ଟରେ ରହିଛି ଏଇ ୬ଟି ବାଧା !

ଭୁବନେଶ୍ଵର: ଗତ ସପ୍ତାହରୁ ମେଣ୍ଟ ଚର୍ଚ୍ଚାକୁ ନେଇ ଉଠୁଛି ପଡୁଛି ଓଡିଶା ରାଜନୀତି । ବିଜେଡି-ବିଜେପି ଏକାଠି ହେବେ, ନା ଧରିବେ ଅଲଗା ରାସ୍ତା । ଶୀର୍ଷ ନେତୃତ୍ୱ ରାଜି ହେବା ପରେ ବି କାହିଁକି ସରୁନି ମେଣ୍ଟ ସସପେନ୍ସ । କୁହାଯାଉଛି, ମେଣ୍ଟ ରାସ୍ତାରେ ରହିଛି ଏଇ ୬ଟି ବାଧା । ରାଜ୍ୟ…

ପାକ୍ସ ଏବଂ ଲାମ୍ପ୍ସ କର୍ମଚାରୀମାନଙ୍କ ପାଇଁ ଖୁସି ଖବର, ବଢିଲା ୬୬ ପ୍ରତିଶତ ମହଙ୍ଗାଭତ୍ତା

ଭୁବନେଶ୍ବର: ରାଜ୍ୟ ସମବାୟ ବିଭାଗ ଅଧିନସ୍ଥ ସମସ୍ତ ପ୍ରାଥମିକ କୃଷି ସମବାୟ ସମିତି ଓ ବୃହଦାକାର ବହୁମୁଖୀ ସମବାୟ ସମିତି( ଲାମ୍ପ୍ସ )ରେ କାର୍ଯ୍ୟରତ କର୍ମଚାରୀ ମାନଙ୍କ ନିମନ୍ତେ ଖୁସି ଖବର । ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଏହି କର୍ମଚାରୀ ମାନଙ୍କର ମହଙ୍ଗାଭତ୍ତାରେ ୬୬ …

ଡକାୟତି ଯୋଜନା ପଣ୍ଡ, ୫ ଜଣିଆ ଗ୍ୟାଙ୍ଗକୁ ଗିରଫ କଲା ପୋଲିସ

ଭୁବନେଶ୍ବର: ଡକାୟତି ଯୋଜନା ଚାଲିଥିବାବେଳେ ମାଡିବସିଲା ପୋଲିସ । ଘଟଣାସ୍ଥଳରୁ ୫ ଜଣିଆ ଡକାୟତ ଗ୍ୟାଙ୍ଗକୁ ଗିରଫ କରିବାରେ ସଫଳ ହୋଇଛି ଇନଫୋସିଟି ଥାନା ପୋଲିସ । ସେମାନଙ୍କୁ ଠାରୁ ବିପୁଳ ପରିମାଣର ମାରଣାସ୍ତ୍ର ଜବତ କରାଯାଇଛି । ସୂଚନାଯୋଗ୍ୟ, ଗତକାଲି ବିଳମ୍ବିତ ରାତିରେ ଇନଫୋସିଟି ଥାନା…