Latest Odisha News

BREAKING NEWS

Browsing Category

ସହର

City

ଏପ୍ରିଲ ୧ରୁ ବଦଳିବ ନନ୍ଦନକାନନର ସମୟ ନିର୍ଘଣ୍ଟ, ପ୍ରତି ସୋମବାର ବନ୍ଦ ରହିବ ଉଭୟ ଉଦ୍ୟାନ

ନନ୍ଦନକାନନ: ପହିଲାରୁ ବଦଳିବ ନନ୍ଦନକାନନର ସମୟ ନିର୍ଘଣ୍ଟ । ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଓ ରାଜ୍ୟ ଉଦ୍ଭିଦ ଉଦ୍ୟାନକୁ ରାଜ୍ୟ ତଥା ରାଜ୍ୟ ବାହାରୁ ବୁଲିବାକୁ ଆସୁଥିବା ପର୍ଯ୍ୟଟକଙ୍କ ପାଇଁ ସମୟ ନିର୍ଘଣ୍ଟ ବଦଳିବ ବୋଲି ସୂଚନା ଦେଇଛନ୍ତି ନନନ୍ଦନକାନନ କର୍ତ୍ତୃପକ୍ଷ । ପ୍ରତିବର୍ଷ ଭଳି…

ଅଏଲ୍ ଇଣ୍ଡିଆ ଏବଂ ସିଏସଆଇଆର-ଆଇଏମଏମଟି ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ

ଭୁବନେଶ୍ୱର: ଅଏଲ୍ ଇଣ୍ଡିଆ ଲିମିଟେଡ୍ ଏବଂ ସିଏସଆଇଆର-ଆଇଏମଏମଟି 'ସେଣ୍ଟର ଅଫ୍ ଏକ୍ସଲେନ୍ସ ଫର୍ କ୍ରିଟିକାଲ୍ ମିନେରାଲ୍ସ' ମଧ୍ୟରେ ଏମ୍ଓୟୁ ସ୍ଵାକ୍ଷରିତ ହୋଇଛି । ଏହି ରଣନୈତିକ ସହଭାଗିତାର ଲକ୍ଷ୍ୟ ହେଉଛି ‘ଆତ୍ମନିର୍ଭର ଭାରତ’ ଏବଂ ‘ବିକଶିତ ଭାରତ’ର ସଂକଳ୍ପକୁ ସାକାର କରିବାରେ ସହାୟକ ହେବା…

ଓଡ଼ିଆ ପକ୍ଷ-୨୦୨୬: ଏପ୍ରିଲ ୧ରୁ ୧୪ ଦିନ ଧରି ପାଳନ ହେବ

ଭୁବନେଶ୍ୱର: ଓଡ଼ିଶାର ସମୃଦ୍ଧ ସଂସ୍କୃତି ଏବଂ ପରମ୍ପରାକୁ ନିଜର ଦୈନନ୍ଦିନ ଜୀବନର ଅଂଶବିଶେଷ କରିବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଆହ୍ୱାନ କ୍ରମେ ଗତ ବର୍ଷ ୨୦୨୫ ମସିହାରେ ସାରା ରାଜ୍ୟରେ ପ୍ରଥମ ଥର ପାଇଁ ଓଡ଼ିଆ ଅସ୍ମିତାର ମହାପର୍ବ- "ଓଡ଼ିଆ ପକ୍ଷ" ପାଳନ କରାଯାଇଥିଲା…

ଚିଟଫଣ୍ଡ୍ ଟଙ୍କା ଫେରି ପାଇଲେଣି ୪ ଲକ୍ଷ ୨୭ ହଜାର ୪୮୭ କ୍ଷତିଗ୍ରସ୍ତ….

ଭୁବନେଶ୍ୱର: ୪ ଲକ୍ଷରୁ ଅଧିକ ଲୋକ ଚିଟଫଣ୍ଡ ଟଙ୍କା ଫେରିପାଇଲେଣି ବୋଲି ଆଜି ବିଧାନସଭାରେ ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସେ କହିଛନ୍ତି ଯେ, ୪ ଲକ୍ଷ ୨୭ ହଜାର ୪୮୭ କ୍ଷତିଗ୍ରସ୍ତ ଫେରି ପାଇଲେଣି ଚିଟଫଣ୍ଡ ଟଙ୍କା । ରୋଜ ଭ୍ୟାଲି ଗ୍ରୁପ, ଗୋଲଡେନ୍ ଲ୍ୟାଣ୍ଡ ଭ୍ୟାଲୁ…

Nandankanan: ନନ୍ଦନକାନନକୁ ଆସିଲେ ଅତିଥି: ପ୍ରାଣୀ ଉଦ୍ୟାନରେ ଜୀବଜନ୍ତୁ ପ୍ରଜାତି ୧୭୯କୁ ବୃଦ୍ଧି

ଭୁବନେଶ୍ବର: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର । ନନ୍ଦନକାନନକୁ ଆସିଲେ ନୂଆ ଅତିଥି । ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଏବଂ ଗୁଜୁରାଟ ଜୁନାଗଡ଼ ପ୍ରାଣୀ ଉଦ୍ୟାନ ମଧ୍ୟରେ ବନ୍ୟପ୍ରାଣୀ ଅଦଳବଦଳ ହୋଇଛି । ନୂଆ ପକ୍ଷୀ ଡେମାଇସେଲ୍ କ୍ରେନ୍, କଲରାପତରିଆ ବାଘ ସାଙ୍ଗକୁ ନାଲି ଜଙ୍ଗଲୀ କୁକୁଡ଼ା ଆସିଛନ୍ତି ।…

Gang Rape: ଲିଫ୍ଟ ଦେବା ଆଳରେ ରାଜଧାନୀରେ ମହିଳାଙ୍କୁ ଗଣଦୁଷ୍କର୍ମ, ୨ ଗିରଫ

ଭୁବନେଶ୍ୱର: ରାଜଧାନୀରେ ମହିଳାଙ୍କୁ ଗଣଦୁଷ୍କର୍ମ । ଲିଫ୍ଟ ଦେବାକୁ କହି ବଙ୍ଗୀୟ ମହିଳାଙ୍କୁ ଗଣଦୁଷ୍କର୍ମ ହୋଇଥିବା ନେଇ ଖବର ସାମ୍ନାକୁ ଆସିଛି । ଷ୍ଟେସନରେ ଛାଡି ଦେବାକୁ କହି ୨ ଦୁର୍ବୃତ୍ତ ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ଅଭିଯୋଗ ପରେ ୨ ଅଭିଯୁକ୍ତକୁ ଗିରଫ କରିଛି କମିଶନରେଟ୍…

ପୁଣି ଉଠିଲା ଏସ୍‌ସିବି ପ୍ରସଙ୍ଗ, ବିଧାନସଭାରେ ଅଚଳ ଅଚଳାବସ୍ଥା

ଭୁବନେଶ୍ୱର: ତିନି ଦିନର ବିରତି ପରେ ଆରମ୍ଭ ହୋଇଥିଲା ଗୃହକାର୍ଯ୍ୟ । ହେଲେ ବେଶି ସମୟ ଚାଲି ପାରିଲାନି । ଆଜି ବି ଅଚଳ ହେଲା ବିଧାନସଭା । ହେଲେ ବିରୋଧୀଙ୍କ ହଙ୍ଗାମା ଏବଂ ହଟ୍ଟଗୋଳ ଲାଗି ବିଧାନସଭାକୁ ମୁଲତବୀ ରଖିଛନ୍ତି ବାଚସ୍ପତି । ଦିନ ସାଢେ ୧୧ଟା ଯାଏଁ ବିଧାନସଭାକୁ ମୁଲତବୀ ଘୋଷଣା…

ରେଳ ଯାତ୍ରୀଙ୍କ ପାଇଁ ଖୁସି ଖବର, ଏପ୍ରିଲ ୨ରୁ ଗଡିବ ଦୁଇ ନୂଆ ସାପ୍ତାହିକ ଏକ୍ସପ୍ରେସ୍ ଟ୍ରେନ୍..

ଭୁବନେଶ୍ବର: ରେଳ ଯାତ୍ରୀଙ୍କ ପାଇଁ ଖୁସି ଖବର । ଦୂରଗାମୀ ରେଳ ସଂଯୋଗୀକରଣ ବୃଦ୍ଧି ଏବଂ ଯାତ୍ରୀମାନଙ୍କୁ ଉନ୍ନତ ଯାତ୍ରା ସୁବିଧା ପ୍ରଦାନ କରିବ ଦୁଇଟି ସାପ୍ତାହିକ ଏକ୍ସପ୍ରେସ୍ ଟ୍ରେନ୍ । ଟ୍ରେନ୍ ନମ୍ବର ୧୮୦୬୩ ସାନ୍ତ୍ରାଗାଛି-ୟାଲାହାଙ୍କା ଏସି ଏକ୍ସପ୍ରେସ୍ ୨ ଏପ୍ରିଲ ୨୦୨୬ ରୁ ପ୍ରତି…

ସମସ୍ତଙ୍କ ପ୍ରିୟ ରାମୁ ହାତୀର କଙ୍କାଳ ଆଜି ଡିସ୍‌ପ୍ଲେ ହେବ…

ଭୁବନେଶ୍ୱର: ଆଜି ଡିସ୍‌ପ୍ଲେ ହେବ ରାମୁ କଙ୍କାଳ । ଚନ୍ଦକା ଡମପଡ଼ା ଅଭୟାରଣ୍ୟର ମୁଖ୍ୟ ଫାଟକ ଗୋଡ଼ିବାରିରେ ଏହି କଙ୍କାଳ ସର୍ବସାଧାରଣଙ୍କ ପାଇଁ ପ୍ରଦର୍ଶିତ ହେବ । କବରରୁ ବାହାର କରାଯିବ ପରେ କଙ୍କାଳର ରାସାୟନିକ ପ୍ରକ୍ରିୟାକରଣ ସରିଛି । ଚନ୍ଦକା-ଡମପଡ଼ା ଅଭୟାରଣ୍ୟ ଅନ୍ତର୍ଗତ ଭରତପୁରରେ…

ରତ୍ନ ଭଣ୍ଡାର ଗଣତି ମଣତିକୁ ନେଇ ଚାଞ୍ଚଲ୍ୟକର ବୟାନ ଦେଲେ ପୁରୀ ଶଙ୍କରାଚାର୍ଯ୍ୟ

ଭୁବନେଶ୍ଵର: ଗତ ୨୫ ତାରିଖରେ ମହାପ୍ରଭୁଙ୍କ ରତ୍ନଭଣ୍ଡାର ଗଣତିମଣତି ହୋଇଥିଲା । ପ୍ରଥମ ପର୍ଯ୍ୟାୟ ଗଣତି ସୁରୁଖୁରରେ ସରିଥିବା ବେଳେ ଏବେ ୨ୟ ପର୍ଯ୍ୟାୟ ଗଣତି ମଣତି ହେବ । ପ୍ରିଲ ମାସର ୮, ୯ ଏବଂ ୧୦ ତାରିଖରେ ତିନି ଦିନ ଧରି ବାହାର ରତ୍ନଭଣ୍ଡାରର ୨ୟ ପର୍ଯ୍ୟାୟ ଗଣତିମଣତି ହେବ ବୋଲି…