Latest Odisha News

BREAKING NEWS

Browsing Category

ସହର

City

ଅନୁଦାନପ୍ରାପ୍ତ ଶିକ୍ଷାନୁଷ୍ଠାନର କର୍ମଚାରୀମାନଙ୍କ ପାଇଁ ବର୍ଷକୁ ୧୫ ଦିନର ସାମୟିକ ଛୁଟି ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ସମସ୍ତ ନୂତନ ଅନୁଦାନ ପ୍ରାପ୍ତ ଶିକ୍ଷାନୁଷ୍ଠାନର କର୍ମଚାରୀମାନଙ୍କ ପାଇଁ ବର୍ଷକୁ ୧୫ ଦିନର ସାମୟିକ ଛୁଟି ଏବଂ ମହିଳା କର୍ମଚାରୀମାନଙ୍କ ପାଇଁ ସବୈତନିକ ପ୍ରସୂତିକାଳୀନ ଛୁଟି ପ୍ରଦାନ କରିବା ନିମନ୍ତେ ଘୋଷଣା କରିଛନ୍ତି। ଏହା…

ରୂପାନ୍ତରିତ ହୋଇଥିବା ଆଇଆରସି ଭିଲେଜ ସରକାରୀ ଉଚ୍ଚ ବିଦ୍ୟାଳୟ ଉଦଘାଟିତ

ଭୁବନେଶ୍ବର, ୯ ମାର୍ଚ୍ଚ ୨୦୨୪: ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ୱରଠାରେ ଅବସ୍ଥିତ ଆଇଆରସି ଭିଲେଜ, ସରକାରୀ ଉଚ୍ଚ ବିଦ୍ୟାଳୟକୁ ଉଦଘାଟନ କରିଛନ୍ତି। ଏହି ସ୍ଵତନ୍ତ୍ର କାର୍ଯ୍ୟକ୍ରମ ବିଦ୍ୟାଳୟ ପରିସରରେ ଅନୁଷ୍ଠତ ହୋଇଥିଲା। ଏହି ରୂପାନ୍ତରୀକରଣ ପ୍ରକ୍ରିୟାରେ…

ମେଣ୍ଟ ହେଲେ ବିଜେଡିର ଲାଭ କେତେ କ୍ଷତି କେତେ ?

ଭୁବନେଶ୍ଵର: ମେଣ୍ଟ ହେବ ନା ହେବନି ? କେବେ ହଁ କେବେ ନା । ଉଠୁଛି ପଡୁଛି ରାଜ୍ୟ ରାଜନୀତି । ପଲିଟିକାଲ ଗୋଲ୍ ସ୍କୋର ଭିତରେ ଚାଲିଛି ଲାଭ କ୍ଷତିର ହିସାବ ନିକାଶ । ମେଣ୍ଟ କାହାକୁ ଦେବ କେତେ ? ବିଜେଡି ପାଇବ କେତେ ହରାଇବ କେତେ ? ୨୦୦୦ ମସିହାରୁ ଶାସନ କ୍ଷମତାରେ ରହିଥିବା ବିଜେଡିକୁ…

ମିଶନ ଶକ୍ତି ସପୋର୍ଟ ଷ୍ଟାଫ୍ ଙ୍କ ପ୍ରୋତ୍ସାହନ ରାଶି ବଢ଼ାଇଲେ ସରକାର

ଭୁବନେଶ୍ବର: ମିଶନ ଶକ୍ତିର କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ମାନଙ୍କର ପ୍ରୋତ୍ସାହନ ରାଶି ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ । ସରକାରଙ୍କ ଏହି ପ୍ରୋତ୍ସାହନ ଅର୍ଥରାଶି ବୃଦ୍ଧି ଯୋଗୁଁ ମିଶନ ଶକ୍ତିର ୫୯,୫୦୯ କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ଉପକୃତ ହେବେ । 5T ଅଧ୍ୟକ୍ଷଙ୍କ…

ବିଜେଡି-ବିଜେପି ମେଣ୍ଟ: ଭୁବନେଶ୍ୱରରୁ କାହାର ପ୍ରାର୍ଥୀ?

ଭୁବନେଶ୍ଵର: ଚର୍ଚ୍ଚା ହେଉଛି, ବିଜେଡି ସମ୍ମାନଜନକ ଭୁବନେଶ୍ୱର ଲୋକସଭା ସିଟ୍ ନିଜ ପାଖରେ ରଖିବାକୁ ଆଗ୍ରହୀ । କାରଣ ବି ବେଶ୍ ସ୍ପଷ୍ଟ, ଗୋଟିଏ ଗୁଳିରେ ଦୁଇଟି ଶିକାର କରିବାକୁ ଲକ୍ଷ୍ୟ ରଖିଛି ବିଜେଡି । ଭୁବନେଶ୍ୱର ଜିତି ଗଡ ଦଖଲ କରିବା ସହ ଅପରାଜିତାଙ୍କୁ ନିର୍ବାଚନ ରାଜନୀତିରୁ ବିଦା…

ନିର୍ବାଚନ ପୂର୍ବରୁ ଛପାଯିବ ‘ଛବିଳ ମଧୁ ବର୍ଣ୍ଣବୋଧ’, ଖୁବଶୀଘ୍ର ସ୍କୁଲକୁ ପଠାଯିବ ବହି

ଭୁବନେଶ୍ୱର: ସ୍କୁଲ ଛାତ୍ରଛାତ୍ରୀ ପୁଣି 'ଛବିଳ ବର୍ଣ୍ଣବୋଧ' ପଢ଼ିବେ । ପୁଣି ଥରେ ପ୍ରକାଶ ପାଇବ ଭକ୍ତକବି ମଧୁସୂଦନ ରାଓଙ୍କ ରଚିତ ଛବିଳ ‘ବର୍ଣ୍ଣବୋଧ’ । ଭାଷା ସମୃଦ୍ଧ କ୍ଷେତ୍ରରେ ରାଜ୍ୟ ସରକାର ଅନେକ ପଦକ୍ଷେପ ଗ୍ରହଣ କରୁଥିବାବେଳେ, ଏହାର ପୁନଃ ମୁଦ୍ରଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ…

ସମ୍ବଲପୁର ଓ ବ୍ରହ୍ମପୁରରେ ‘ମୋ ବସ୍’ ସେବାର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସମ୍ବଲପୁର ଓ ବ୍ରହ୍ମପୁରରେ 'ମୋ ବସ୍' ସେବାର ଶୁଭାରମ୍ଭ । ଜନସାଧାରଣଙ୍କ ଉଦ୍ଦେଶ୍ୟରେ ଭିଡିଓ କନଫରେସିଂ ମାଧ୍ୟମରେ ବସ୍ ସେବାର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସମ୍ବଲପୁର ଅଇଁଠାପାଲି ବସ୍ ଟର୍ମିନାଲରେ ହୋଇଛି ଲୋକାର୍ପଣ ଉତ୍ସବ । ସମ୍ବଲପୁରରେ ଆହୁରି…

‘ବିଜୁ ଜନତା ଦଳ ଏକ ରାଜନୈତିକ ଦଳ ନୁହେଁ, ଏହା ଏକ ସାମାଜିକ ଆନ୍ଦୋଳନ’

ଭୁବନେଶ୍ବର: ନୂଆ ଓଡ଼ିଶା ଗଠନ ହେବା ନେଇ 5-T ତଥା ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭିକେ ପାଣ୍ଡିଆନ କହିଛନ୍ତି ଯେ, ମହିଳା ମାନଙ୍କ ଆର୍ଥିକ, ସାମାଜିକ ଓ ରାଜନୈତିକ ସଶକ୍ତିକରଣ କରୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଜୁ ଜନତା ଦଳ ଏକ ରାଜନୈତିକ ଦଳ ନୁହେଁ, ଏହା ଏକ ସାମାଜିକ ଆନ୍ଦୋଳନ ।…

ଓଁ ନମଃ ଶିବାୟ ଧ୍ୱନିରେ କମ୍ପୁଛି ଶିବାଳୟ

ଭୁବନେଶ୍ବର: ଆଜି ଜାଗର,ଚଳଚଞ୍ଚଳ ପ୍ରମୁଖ ଶୈବପୀଠ । ରାଜ୍ୟର ତିନି ପ୍ରମୁଖ ଶୈବପୀଠ ଶ୍ରୀଲିଙ୍ଗରାଜ ମନ୍ଦିର, ଧବଳେଶ୍ୱର, ଲୋକନାଥ ମନ୍ଦିରରେ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ ଗହଳି ଦେଖିବାକୁ ମିଳିଛି । ଧାଡିରେ ଛିଡ଼ା ହୋଇ ଓମ୍ ନମଃ ଶିବାୟ କହୁଛନ୍ତି ଭକ୍ତ । ଓଁ ନମଃ ଶିବାୟ ଧ୍ୱନିରେ…

‘ଯୋଗାଯୋଗ କ୍ଷେତ୍ରରେ ମହିଳାମାନଙ୍କ ସଫଳତା’

ଭୁବନେଶ୍ୱର: ଆଜି ଆନ୍ତର୍ଜାତୀୟ ମହିଳା ଦିବସ । ଏହି ଅବସରରେ ପବ୍ଲିକ ରିଲେସନ ସୋସାଇଟି ଅଫ୍ ଇଣ୍ଡିଆର ଭୁବନେଶ୍ୱର ଶାଖା ପକ୍ଷରୁ ଯୋଗାଯୋଗ କ୍ଷେତ୍ରରେ ମହିଳାମାନଙ୍କ ସଫଳତା ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ଚଳିତ ବର୍ଷର ଆନ୍ତର୍ଜାତୀୟ ମହିଳା ଦିବସ ଥିମ୍ ସହିତ ସମତାଳରେ ଏହା ଆୟୋଜିତ…