Latest Odisha News

BREAKING NEWS

Browsing Category

ସହର

City

ରାଜ୍ୟରେ ୭୦ଟି ମଦ ଦୋକାନ ପୁଣି ଖୋଲିବେ ସରକାର

ଭୁବନେଶ୍ବର: ରାଜ୍ୟରେ ବନ୍ଦ ଥିବା ମଦ ଦୋକାନ ଗୁଡିକୁ ଖୁବଶୀଘ୍ର ପୁଣିଥରେ ଖୋଲିବେ ରାଜ୍ୟ ସରକାର । ଏନେଇ ୭୦ ଗୋଟି ମଦ ଦୋକାନ ଏବେ ଖୋଲିବା ସହ ୪ଟି ନୂଆ ଠିପିଖୋଲା ମଦ ଦୋକାନ ଓ ୩ଟି ମଦ କାରଖାନା ଖୋଲିବା ପାଇଁ ଅବକାରୀ ବିଭାଗ ତରଫରୁ ଅନୁମତି ଦିଆଯାଇ ଥିବା ଆଜି ବିଧାନସଭାରେ ବିଧାୟକ ଅଖିଳ…

ଛାତ୍ରଛାତ୍ରୀଙ୍କ ନୈତିକ ଓ ବୌଦ୍ଧିକ ବିକାଶ ପାଇଁ ସ୍କୁଲରେ ଦୈନିକ ହେବ ଗୀତା ପାଠ: ମନ୍ତ୍ରୀ

ଭୁବନେଶ୍ଵର: ସ୍କୁଲ ଛାତ୍ରଛାତ୍ରୀଙ୍କ ପାଠପଢାରେ ଯୋଡିହେବ ଆଉ ନୂଆ ବିଷୟ । ଏଣିକି ନିଜ ବିଷୟ ବସ୍ତୁ ସହ ସ୍କୁଲରେ ଭଗବତ ଗୀତା ପାଠ କରିବେ ଛାତ୍ରଛାତ୍ରୀ । ଏନେଇ ଶୁକ୍ରବାର ବିଧାନସଭାରେ ଏଭଳି ଉତ୍ତର ରଖିଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ବିଦ୍ୟାଳୟଠାରୁ ଆରମ୍ଭ କରି ଉଚ୍ଚ…

ଓଡ଼ିଶାରେ “ସେବା ପର୍ବ” କାର୍ଯ୍ୟକ୍ରମକୁ ସ୍ମରଣୀୟ କରାଯିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସେପ୍ଟେମ୍ବର ୨୭ ତାରିଖରେ ଓଡିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଧାନମନ୍ତ୍ରୀ ଓଡ଼ିଶା ଆସି ବ୍ରହ୍ମପୁରର ରଙ୍ଗେଇଲୁଣ୍ଡା ଠାରେ ହେବାକୁଥିବା ‘ସେବା ପର୍ବ’ କାର୍ଯ୍ୟକ୍ରମରେ ଯୋଗଦେବେ । ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ମୋହନ…

ରାଜସ୍ବ ବିଭାଗର ବଡ଼ ନିଷ୍ପତ୍ତି: ନିର୍ଦ୍ଦିଷ୍ଟ କାର୍ଯ୍ୟାଳୟରେ ୩ ବର୍ଷରୁ ଅଧିକ ଥିବା କର୍ମଚାରୀ ହେବେ ସ୍ଥାନାନ୍ତର

ଭୁବନେଶ୍ୱର: ରାଜସ୍ବ ବିଭାଗର ବଡ ନିଷ୍ପତ୍ତି । ନିର୍ଦ୍ଦିଷ୍ଟ କାର୍ଯ୍ୟାଳୟରେ ଜଣେ କର୍ମଚାରୀ ୩ ବର୍ଷରୁ ଅଧିକ ରହିପାରିବେ ନାହିଁ । କର୍ମଚାରୀଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯିବ । ଏହା ସହ ପୂର୍ବରୁ ମଧ୍ୟ ରାଜସ୍ବ ବିଭାଗରେ ଗାଦି ମାଡ଼ି ବସିଥିବା ଅଧିକାରୀଙ୍କୁ ତୁରନ୍ତ ସ୍ଥାନାନ୍ତର…

ଶିକ୍ଷା ବ୍ୟବସ୍ଥାର ଅସଲ ଚିତ୍ର, ଖାଲି ପଡିଛି ଅଧ୍ୟାପକ ପଦବି ସ୍ବିକାର କଲେ ମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟର ବିଶ୍ୱବିଦ୍ୟାଳୟରେ ଖାଲି ପଡିଥିବା ପଦବୀ ସଂଖ୍ୟା ନେଇ ଆଜି ବିଧାନସଭାରେ ବିଜେପି ବିଧାୟକ ଟଙ୍କଧର ତ୍ରିପାଠୀ ଗୃହରେ ପ୍ରଶ୍ନର ତଥ୍ୟ ରଖିଛନ୍ତି ଉଚ୍ଚଶକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ସେ କହିଛନ୍ତି ଯେ, ରାଜ୍ୟର ବିଶ୍ୱବିଦ୍ୟାଳୟରେ ୧ ହଜାର ୪୦୪ଟି ଅଧ୍ୟାପକ ପଦ…

ଆସନ୍ତା ୨୨ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ବର: ଆସନ୍ତା ସେପ୍ଟେମ୍ବର ୨୨ ତାରିଖ ସୋମବାର ଦିନ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ସପ୍ତଦଶ ବିଧାନସଭାର ଚତୁର୍ଥ ଅଧିବେଶନ ବଳବତ୍ତର ଥ‌ିବା ହେତୁ ଆସନ୍ତା ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ । ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ…

‘ନୂଆ ଓ’ ରେ ପାଣି ଭଳି ଉଡିଛି ଟଙ୍କା, ମନ୍ତ୍ରୀ ଦେଲେ ତଦନ୍ତ ଇସାରା

ଭୁବନେଶ୍ବର: ‘ନୂଆ ଓ’ କାର୍ଯ୍ୟକ୍ରମରେ ପାଣି ଭଳି ଟଙ୍କା ଉଡ଼ାଇଥିଲା ପୂର୍ବ ବିଜେଡି ସରକାର । ମୋଟ ୨୬୧ କୋଟି କୋଟି ୬୩ ଲକ୍ଷ ୨୨ ହଜାର ୧୩୦ ଟଙ୍କା ଖର୍ଚ୍ଚ କରିଥିବାବେଳେ, କେବଳ ଟି-ସାର୍ଟ ବାଣ୍ଟି ୧୪ କୋଟି ଟଙ୍କା ଖର୍ଚ୍ଚ କରିଥିଲା ପୂର୍ବ ବିଜେଡି ସରକାର । ସେହିପରି, କ୍ରୀଡ଼ା,…

ଶିକ୍ଷକ-ଶିକ୍ଷୟତ୍ରୀ ବଦଳି ଏବଂ ନିଯୁକ୍ତି ଗଣଶିକ୍ଷା ବିଭାଗ ପକ୍ଷର ବଡ ନିଷ୍ପତ୍ତି…

ଭୁବନେଶ୍ୱର: ନିଜ ଜିଲ୍ଲାରେ ଆଉ ଶିକ୍ଷକଙ୍କୁ ମିଳିବନି ନିଯୁକ୍ତି । ଓଡ଼ିଶା ସରକାର ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କ ବଦଳି ଓ ନିଯୁକ୍ତି ପାଇଁ ନୂଆ ନୀତି ପ୍ରସ୍ତୁତ କରିଛନ୍ତି । ସାଧାରଣ ପ୍ରଶାସନ ବିଭାଗ ନିୟମ ଅନୁସାରେ, ବାର୍ଷିକ ବଦଳି ଏପ୍ରିଲ ୧୫ ତାରିଖରୁ ଜୁନ୍ ୧୫ ମଧ୍ୟରେ ହେବ । ନିଜ…

ବୃଦ୍ଧାଶ୍ରମରେ ନିଃଶୁଳ୍କ ସ୍ୱାସ୍ଥ୍ୟ ଚିକିତ୍ସା ଶିବିର କରି ଜନ୍ମଦିନ ପାଳିଲେ ବିଧାୟକ ଆକାଶ ଦାସନାୟକ

ଭୁବନେଶ୍ୱର: ଓଡିଆ ସିନେ ଜଗତର ଲୋକପ୍ରିୟ ଅଭିନେତା ତଥା ବିଧାୟକ ଆକାଶ ଦାସ ନାୟକ ନିଜ ଜନ୍ମ ଦିନକୁ ନିଆରା ଢଙ୍ଗରେ ପାଳିଛନ୍ତି । ସେ ପ୍ରତିବର୍ଷ ତାଙ୍କ ଜନ୍ମଦିନକୁ ଅନାଥ ଆଶ୍ରମର କୁନି କୁନି ପିଲା, ସେବାଶ୍ରମର ଅନ୍ତେବାସୀ, ମୁକବଧୀର ବିଦ୍ୟାଳୟର ଛାତ୍ରଛାତ୍ରୀ, ବୃଦ୍ଧାଶ୍ରମର…

ଟ୍ରାଫିକ କନେଷ୍ଟବଳ ଶୁଭମିତ୍ରା ସାହୁ ହତ୍ୟା ମାମଲା ମୋତେ ମର୍ମାହତ କରିଛି: ନବୀନ ପଟ୍ଟନାୟକ

ଭୁବନେଶ୍ବର: ନିଖୋଜ ଟ୍ରାଫିକ କନେଷ୍ଟବଳ ଶୁଭମିତ୍ରା ସାହୁଙ୍କ ମୃତଦେହ ଆଜି ପୋତା ହୋଇଥିବା ଅବସ୍ଥାରେ କେନ୍ଦୁଝର ଜିଲ୍ଲା ଘଟଗାଁ ସ୍ଥିତ ଏକ ଜଙ୍ଗଲରୁ ମିଳିଛି । ଏହି ଖବର ସାମ୍ନାକୁ ଆସିବା ପରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ସୋସିଆଲ ମିଡିଆ ଏକ୍ସ ରେ ପୋଷ୍ଟ…