Latest Odisha News

BREAKING NEWS

Browsing Category

ସହର

City

ବିଜେପି ଛାଡିଲେ ପୂର୍ବତନ ମନ୍ତ୍ରୀ ରଘୁନାଥ ମହାନ୍ତି

ଭୁବନେଶ୍ଵର: ବିଜେପି ଛାଡ଼ିଲେ ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ରଘୁନାଥ ମହାନ୍ତି । ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କୁ ପଠାଇଲେ ଇସ୍ତଫା ପତ୍ର । ବସ୍ତା ବିଧାନସଭା କ୍ଷେତ୍ରରୁ ୫ ଥର ପ୍ରତିନିଧିତ୍ବ କରିଥିଲେ ଶ୍ରୀ ମହାନ୍ତି । ସରକାରୀ ଦଳର ମୁଖ୍ୟ ସଚେତକ ଓ ମନ୍ତ୍ରୀ ଥିଲେ ରଘୁ…

ଭାରସ୍ୟାମ ହରାଇ ନାଳକୁ ଖସିଲା ‘ମୋ ବସ୍’, ୨୦ ଆହତ

ଭୁବନେଶ୍ଵର: ଭାରସ୍ୟାମ ହରାଇ ନାଳକୁ ଖସିଲା ‘ମୋ ବସ୍’ । ଦୁର୍ଘଟଣାରେ ୨୦ରୁ ଅଧିକ ଯାତ୍ରୀ ଆହତ । ଖବର ପାଇ ଘଟଣାସ୍ଥଳରେ ପହଞ୍ଚିଲେ ପୋଲିସ ଓ ଉଦ୍ଧାରକାରୀ ଦଳ । ସମସ୍ତ ଆହତଙ୍କୁ ଉଦ୍ଧାର କରି ଖୋର୍ଦ୍ଧା ହସ୍ପିଟାଲ ସ୍ଥାନାନ୍ତର କରାଯାଇଛି । ସେଥିରୁ କିଛି ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ…

ଅଂଶୁଘାତରେ ୮ ଅସୁସ୍ଥ, ସବୁ ଡାକ୍ତରଖାନାକୁ ସତର୍କ ରହିବାକୁ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକଙ୍କ ପରାମର୍ଶ

ଭୁବନେଶ୍ବର: ଖରାରେ କଲବଲ ସାରା ଓଡ଼ିଶା । ପ୍ରଚଣ୍ଡ ତାତି ସାଙ୍ଗକୁ ଗରମ ପବନରେ ସିଝୁଛନ୍ତି ରାଜ୍ୟବାସୀ । ରାଜ୍ୟରେ ତାତି ବଢିବା ସହ ବଢୁଛି ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଅଂଶୁଘାତରେ ୮ ଜଣ ଅସୁସ୍ଥ ହେଲେଣି । ଚିକିତ୍ସା ନିମନ୍ତେ ସେମାନଙ୍କୁ…

ଖରାରେ ଖେଳିବା ମନା, ଆଉଟଡୋର ଖେଳ ଉପରେ କଟକଣା

ଭୁବନେଶ୍ଵର: ପ୍ରବଳ ଖରାକୁ ଦୃଷ୍ଟିରେ ରଖି ଆଉଟ୍‌ଡୋର୍‌ ଖେଳ ଉପରେ ଲାଗିଲା କଟକଣା । ଖରାରେ କ୍ରିକେଟ, ହକି, ଫୁଟବଲ ଆଦି ନଖେଳିବାକୁ ନିର୍ଦ୍ଦେଶ ଦେଲେ ଏସଆରସି । ବିଶେଷକରି ଦିନ ୧୧ଟାରୁ ୩ ଟା ପର୍ଯ୍ୟନ୍ତ ବାହାରକୁ ନବାହାରିବାକୁ ପରାମର୍ଶ ।ଏନେଇ କ୍ରୀଡ଼ା ବିଭାଗ ନିର୍ଦ୍ଦେଶକଙ୍କୁ ଚିଠି…

ବିଜେଡିରେ ମିଶିଲେ ଡାକ୍ତର ଦେବାନନ୍ଦ ମହାପାତ୍ର

ଭୁବନେଶ୍ବର: ବିଜେଡିରେ ଯୋଗଦେଲେ ବିଶିଷ୍ଟ ବ୍ୟକ୍ତି ସୁପରିଚିତ ଡାକ୍ତର ଦେବାନନ୍ଦ ମହାପାତ୍ର । ଆଜି ଶଙ୍ଖ ଭବନରେ ସାଂସଦ ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଧିବଦ୍ଧ ଭାବେ ବିଜେଡିରେ ମିଶିଲେ ଡାକ୍ତର ଦେବାନନ୍ଦ । ମୁଖ୍ୟମନ୍ତ୍ରୀଙ୍କ ବିକାଶ ମୂଳକ କାର୍ଯ୍ୟରେ ପ୍ରଭାବିତ ହୋଇ ସେ ବିଜେଡିରେ…

ଜଳୁଛି ରାଜଧାନୀ ଭୁବନେଶ୍ଵର: ଦିନ ସାଢ଼େ ୧୧ ସୁଦ୍ଧା ଭୁବନେଶ୍ବରରେ ୩୬.୨ ଡିଗ୍ରୀ

ଭୁବନେଶ୍ଵର: ଜଳୁଛି ରାଜଧାନୀ ଭୁବନେଶ୍ଵର । ଗତକାଲି ୪୩.୫ ଡିଗ୍ରୀ ତାପମାତ୍ରା ସହିତ ବିଶ୍ବର ସବୁଠାରୁ ଉତ୍ତପ୍ତ ସହର ମଧ୍ଯରେ ୧୧ତମ ସ୍ଥାନରେ ଥିଲା ଭୁବନେଶ୍ବର । ପ୍ରବଳ ଖରାରେ ଅସ୍ତବ୍ୟସ୍ତ ହେଉଛି ଜନ ଜୀବନ । ତେବେ ଗତକାଲିଠାରୁ ଆଜି ଖରା ସାମାନ୍ୟ କମିଥିବା ବେଳେ ଆଜି ଦିନ ସାଢ଼େ ୧୧…

ଆଜିଠୁ ଯୁକ୍ତ୨ ପରୀକ୍ଷା ଖାତାର ଦ୍ୱିତୀୟ ପର୍ଯ୍ୟାୟ ମୂଲ୍ୟାୟନ ଆରମ୍ଭ

ଭୁବନେଶ୍ଵର: ଆଜି ଯୁକ୍ତ୨ ପରୀକ୍ଷା ଖାତାର ଦ୍ୱିତୀୟ ପର୍ଯ୍ୟାୟ ମୂଲ୍ୟାୟନ ଆରମ୍ଭ ହେବ।ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍ଏସ୍ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷାର ଦ୍ୱିତୀୟ ପର୍ଯ୍ୟାୟ ମୂଲ୍ୟାୟନ ଆଜି ତଥା ଶନିବାର ଠାରୁ ଆରମ୍ଭ ହୋଇ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଖାତାଦେଖା ଚାଲିବ। ଏଥିରେ…

ଆସନ୍ତା ୧୬ରେ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା, ୧୫ ରାତିରେ ରଥ ପ୍ରତିଷ୍ଠା ନେଇ ନିଷ୍ପତ୍ତି

ଭୁବନେଶ୍ୱର: ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ପ୍ରସିଦ୍ଧ ରୁକୁଣା ରଥଯାତ୍ରାକୁ ଆଉ ମାତ୍ର ୧୦ ଦିନ ରହିଛି । ଏକାମ୍ର ଆରାଧ୍ୟ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ପାଇଁ ଏବେ ରଥ ଖଳାରେ ଯୋରସୋରରେ କାମ ଜାରି ରହିଛି । ଏଥିପାଇଁ ଚଳଚଞ୍ଚଳ ପୂରା ଭୁବନେଶ୍ୱର । ଲିଙ୍ଗରାଜଙ୍କ ପବିତ୍ର ରୁକୁଣା…

ଖୋର୍ଦ୍ଧା ଜିଲ୍ଲାରେ ସକାଳ ୬ଟା ୩୦ରୁ ୧୦ଟା ୩୦ ଯାଏଁ ଚାଲିବ ସମସ୍ତ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ର

ଖୋର୍ଦ୍ଧା: ରାଜ୍ୟରେ ପ୍ରଚଣ୍ଡ ଖରା ପାଇଁ ବଦଳିଲା ଅଙ୍ଗନବାଡ଼ି ସମୟ । ଆଜି ଭୁବନେଶ୍ୱରରେ ତାପମାତ୍ରା ୪୩.୨ ଡିଗ୍ରୀ ପାର କରିଛି। ଅସହ୍ୟ ଗୁଳୁଗୁଳି ସାଙ୍ଗକୁ ଗରମ ଜନଜୀବନକୁ ଅସ୍ତବ୍ୟସ୍ତ କରିଛି। ଏହି ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଖୋର୍ଦ୍ଧା ଜିଲ୍ଲାର ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ…

କଟକ ଏବଂ ଜଗତସିଂହପୁର ପାଇଁ ନିଯୁକ୍ତି ହେଲେ ନୂଆ ଜିଲ୍ଲାପାଳ

ଭୁବନେଶ୍ଵର: କଟକ ଏବଂ ଜଗତସିଂହପୁର ପାଇଁ ନିଯୁକ୍ତି ହେଲେ ନୂଆ ଜିଲ୍ଲାପାଳ । ଆଏଏସ ଅରିନ୍ଦମ ଡାକୁଆଙ୍କୁ କଟକ ଜିଲ୍ଲାପାଳ ଭାବେ ନିଯୁକ୍ତି କରାଯାଇଥିବା ବେଳେ ଆଏଏସ ଅନୁପମ ଶାହାଙ୍କୁ ଜଗତସିଂହପୁର ଜିଲ୍ଲାପାଳ ଭାବେ ନିଯୁକ୍ତ କରାଯାଇଛି । ପୂର୍ବରୁ କଟକ, ଜଗତସିଂହପୁର ଜିଲ୍ଲାପାଳଙ୍କୁ ବଦଳି…