Latest Odisha News

BREAKING NEWS

Browsing Category

ସହର

City

‘କେବଳ ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାରେ ପିସି ପରିମାଣ ହେଉଛି ୧ ହଜାର ୧୯ କୋଟି’

ଭୁବନେଶ୍ୱର: ବିଜେଡି ସରକାର ହେଉଛି ୩୦% ର ପିସି ସରକାର । ପଞ୍ଚାୟତ ଠାରୁ ଆରମ୍ଭ କରି ଲୋକସେବା ଭବନ ପର୍ଯ୍ୟନ୍ତ ଚାଲିଛି ପିସି କାରବାର । ବିଜେଡିର ମନ୍ତ୍ରୀ, ନେତା, ଯନ୍ତ୍ରୀ, ଅଫିସର ମାନେ ଏଥିରେ ସଂପୃକ୍ତ । ପିସି ରୁ ଆଦାୟ ଅର୍ଥ ବିଜେଡି ଦଳର ନିର୍ବାଚନ ଖର୍ଚ୍ଚରେ ବ୍ୟବହୃତ ହେଉଛି ।…

ବଢ଼ିଲା ବହୁଭାଷୀ ଶିକ୍ଷକଙ୍କ ଦରମା

ଭୁବନେଶ୍ବର: ଜନଜାତି ବହୁଳ ଜିଲ୍ଲାମାନଙ୍କରେ ନିୟୋଜିତ ବହୁଭାଷୀ ଶିକ୍ଷକଙ୍କ  ଦରମା ବୃଦ୍ଧି ।   ଦଶ ହଜାର ଟଙ୍କା ବଢ଼ାଇଲେ ସରକାର । ୫୩୭୯ ଟଙ୍କାରୁ ଦଶ ହଜାର ଟଙ୍କାକୁ ବୃଦ୍ଧି କଲେ ରାଜ୍ୟ ସରକାର । ଏହା ସହ ଯୋଗ୍ୟତା ଭିତ୍ତିରେ ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ସଂଖ୍ୟାଲଘୁ ସଂପ୍ରଦାୟ ଓ…

ସ୍ୱାସ୍ଥ୍ୟସେବା ଭିତ୍ତିଭୂମି ହେବ ଆହୁରି ସୁଦୃଢ; ୫ଟି ମେଡିକାଲ କଲେଜର ଟିଚିଂ ହସ୍ପିଟାଲର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଓଡିଶାର ସ୍ୱାସ୍ଥ୍ୟ ଶିକ୍ଷା ଓ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଯୋଡି ହେଲା ଆଉ ଏକ ନୂଆ ଫର୍ଦ୍ଦ । ରାଜ୍ୟର ସ୍ୱାସ୍ଥ୍ୟସେବା ଭିତ୍ତିଭୂମି ହେବ ଆହୁରି ସୁଦୃଢ । ରାଜ୍ୟର ବିଭିନ୍ନ ସରକାରୀ ମେଡିକାଲ କଲେଜ ଗୁଡିକରେ ଟିଚିଂ ହସ୍ପିଟାଲର ଶୁଭ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ…

ନିର୍ବାଚନ ପୂର୍ବରୁ ଓଡ଼ିଶା ପହଞ୍ଚିବେ ୧୫ କମ୍ପାନୀ ଫୋର୍ସ

ଭୁବନେଶ୍ବର: ଲୋକସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ । ନିର୍ବାଚନ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଯାହା ପାଇଁ ଦେଶରେ ସେଣ୍ଟ୍ରାଲ ଆର୍ମଡ ଫୋର୍ସ ମୁତୟନ କରାଯାଉଛି । ପ୍ରଥମ ପର୍ଯ୍ୟାୟରେ ଓଡ଼ିଶାକୁ ୭୫ କମ୍ପାନୀ ଫୋର୍ସ ଯୋଗାଇ ଦିଆଯାଇଛି । ଆଜି ଓଡ଼ିଶାରେ ୧୫…

ବଢ଼ିଲା କଳା ଓ କ୍ରୀଡ଼ା ଶିକ୍ଷକଙ୍କ ପାରିଶ୍ରମିକ, ଭିନ୍ନକ୍ଷମ ଶିକ୍ଷା ସ୍ୱେଚ୍ଛାସେବୀଙ୍କ ମଧ୍ୟ ବଢ଼ିଲା ଦରମା

ଭୁବନେଶ୍ବର: ବଢ଼ିଲା ସାମୟିକ କଳା ଓ କ୍ରୀଡା ଶିକ୍ଷକଙ୍କ ଦରମା । ୭ ହଜାର ଟଙ୍କାରୁ  ୧୦ ହଜାର ଟଙ୍କାକୁ ପାରିଶ୍ରମିକ ବଢ଼ାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟ ସରକାରଙ୍କ ଏହି ନିଷ୍ପତ୍ତି ଦ୍ବାରା ୪୬୦୫ ଜଣ କଳା ଶିକ୍ଷକ-ଶିକ୍ଷୟିତ୍ରୀ ଉପକୃତ ହେବେ । ଏଣିକି ସେମାନଙ୍କ ମାସିକ…

ମହାଶିବରାତ୍ରୀ ପାଇଁ ନୀତି ନିର୍ଘଣ୍ଟ; ରାତି ୧୦ ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ ମହାଦୀପ

ଭୁବନେଶ୍ବର: ମାର୍ଚ୍ଚ ୮ ତାରିଖରେ ପାଳିତ ହେବ ମହାଶିବରାତ୍ରୀ ଅର୍ଥାତ୍ ଜାଗର । ଏନେଇ ଶ୍ରୀଲିଙ୍ଗରାଜ ମହାପ୍ରଭୁଙ୍କ ମହାଶିବରାତ୍ରୀ ପାଇଁ ନୀତି ନିର୍ଘଣ୍ଟ ହୋଇଛି । ଚଳିତଥର ରାତି ୧୦ ଟାରେ ଉଠିବ ଶ୍ରୀଲିଙ୍ଗରାଜ ମହାପ୍ରଭୁଙ୍କର ମହାଦୀପ । ଭୋର୍ ୩ ଟାରୁ ମନ୍ଦିର ଖୋଲାଯାଇ ମହାପ୍ରଭୁଙ୍କ…

ବିଜେଡି ଛାଡ଼ିଲେ ବିଧାୟକ ଅରବିନ୍ଦ ଢାଲି

ଭୁବନେଶ୍ବର: ବିଜେଡିକୁ ଆଉ ଏକ ଝଟକା । ଦଳ ଛାଡ଼ିଲେ ଜୟଦେବ ବିଧାୟକ ଅରବିନ୍ଦ ଢ଼ାଲି । ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ଅରବିନ୍ଦ । ଆଉ ତାଙ୍କ ଇସ୍ତଫା ପତ୍ର ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ପଠାଇଛନ୍ତି । ଆସନ୍ତାକାଲି ବିଜେପିରେ ଯୋଗ ଦେବା ନେଇ ସୂଚନା ରହିଛି । କେଉଁଥି…

‘ଓଡ଼ିଶାରେ ବିଜେପି ଓ ବିଜେଡି ମଧ୍ୟରେ କୌଣସି ମେଣ୍ଟ ହେବନି’

ଭୁବନେଶ୍ୱର: ସବୁ କଳ୍ପନାଜଳ୍ପନାର ଅନ୍ତ ଘଟିଲା । ରାଜ୍ୟରେ ବିଜେଡି ଓ ବିଜେପି ମେଣ୍ଟକୁ ନେଇ ବଡ ବୟାନ ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ସେ କହିଛନ୍ତି, ଓଡ଼ିଶାରେ ମେଣ୍ଟ ହେବ ନାହିଁ । କୌଣସି ଦଳ ସହିତ ମେଣ୍ଟ କରିବ ନାହିଁ ଭାରତୀୟ ଜନନା ପାର୍ଟି ବୋଲି କହିଛନ୍ତି…

ଫେବୃଆରୀରେ ଓଡ଼ିଶାର ଜିଏସଟି ଆଦାୟ ୫୧୩୫.୮୧ କୋଟି ଟଙ୍କା ସଂଗୃହୀତ

ଭୁବନେଶ୍ବର: ଚଳିତବର୍ଷ ଫେବୃଆରୀ ମାସରେ ଓଡ଼ିଶା ୫୧୩୫.୮୧ କୋଟି ଟଙ୍କା ମୋଟ ଜିଏସଟି ଆଦାୟ କରିଛି । ଯାହାକି ଏପର୍ଯ୍ୟନ୍ତ ସର୍ବାଧିକ ମୋଟ ଜିଏସଟି ସଂଗ୍ରହ । ୨୦୨୩ ମସିହା ଫେବୃଆରୀ ମାସରେ ଏହି ସଂଗ୍ରହ ପରିମାଣ ଥିଲା ୪୫୧୯.୩୫ କୋଟି ଟଙ୍କା । ତେଣୁ ଏ କ୍ଷେତ୍ରରେ ୧୩.୬୪ ପ୍ରତିଶତ…

ମୋଦୀଙ୍କ ଓଡ଼ିଶା ଗସ୍ତ ପୂର୍ବରୁ ପ୍ରସ୍ତୁତି

ଭୁବନେଶ୍ବର: ଆାସନ୍ତା ୫ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଯାଜପୁର ଜିଲ୍ଲା ଚଣ୍ଡିଖୋଲ କାର୍ଯ୍ୟକ୍ରମରେ ଯୋଗ ଦେବାର କର୍ଯ୍ୟକ୍ରମ ରହିଛି । ଏହି ପରିପ୍ରେକ୍ଷୀରେ ପ୍ରଶାସନିକ ପ୍ରସ୍ତୁତି ପାଇଁ ସମ୍ପର୍କରେ ରାଜ୍ୟସ୍ତରୀୟ ସମୀକ୍ଷା ବୈଠକ ବସିଥିଲା । ୫…