Latest Odisha News

BREAKING NEWS

Browsing Category

ସହର

City

ପ୍ରାର୍ଥୀଙ୍କୁ ଆଗୁଆ ଟିକେଟ ଦେବା ନେଇ ରାଜ୍ଯ କଂଗ୍ରେସର ବୈଠକ

ଭୁବନେଶ୍ୱର:ଅନଲାଇନ ଆବେଦନରେ ହଜାର ହଜାର ପ୍ରାର୍ଥୀ ଆବେଦନ କରିବା ପରେ କଂଗ୍ରେସ ଏବେ କେଉଁ ଯୋଗ୍ୟ ପ୍ରାର୍ଥୀ ବାଛିବା ସେ ନେଇ ଚାଳିଛି ତନାଘନା। ରାଜ୍ୟ କଂଗ୍ରେସର ଟିକେଟ କସରତ ଆଗୁଆ ଟିକେଟ ଦେବା ପାଇଁ ସୋମବାର କଂଗ୍ରେସର ବୈଠକ ବସିଛି। ଓଡ଼ିଶା ପ୍ରଦେଶ ନିର୍ବାଚନ କମିଟି(ପିଇସି) ବୈଠକରେ…

ସୁଧୁରୁନି ସ୍ବାସ୍ଥ୍ୟାବସ୍ଥା, ଭୁବନେଶ୍ବର ଘରୋଇ ମେଡିକାଲକୁ ସ୍ଥାନାନ୍ତର ହେଲେ ବିଧାୟକ ଅନନ୍ତ ଦାସ

ଭୁବନେଶ୍ବର: ଭୋଗରାଇ ବିଧାୟକ ଅନନ୍ତ ଦାସ ଅସୁସ୍ଥ । ସ୍ବାସ୍ଥ୍ୟାବସ୍ଥା ବିଗିଡିବାରୁ ଭୁବନେଶ୍ବର ସ୍ଥିତ ଏକ ଘରୋଇ ଡାକ୍ତରଖାକୁ ସ୍ଥାନାନ୍ତର ହେଲେ ଭୋଗରାଇ ବିଧାୟକ ଅନନ୍ତ ଦାସ । ବୟସ ଅଧିକ କାରଣରୁ ସେ କିଛି ଦିନ ହେଲା ଅସୁସ୍ଥ ଥିଲେ । ଗତକାଲି ସନ୍ଧ୍ୟାରେ ସେ ନିଶ୍ୱାସ ନେବାରେ କଷ୍ଟ ଅନୁଭବ…

ଆସନ୍ତାକାଲିଠୁ ମାଟ୍ରିକ ପରୀକ୍ଷା, ସୁରକ୍ଷା ବ୍ୟବସ୍ଥା କଡାକଡି

ଭୁବନେଶ୍ଵର: ଆସନ୍ତାକାଲିଠୁ ଆରମ୍ଭ ହେବାକୁ ଯାଉଛି ମାଟ୍ରିକ ପରୀକ୍ଷା । ମାର୍ଚ୍ଚ ୧୬ ଯାଏଁ ଚାଲିବ ପରୀକ୍ଷା । ଚଳିତ ଥର ୫ଲକ୍ଷ ୫୧ ହଜାର ୬୧୧ ଛାତ୍ରଛାତ୍ରୀ ୩ହଜାର ୪୭ଟି ସେଣ୍ଟରରେ ମାଟ୍ରିକ ପରୀକ୍ଷା ଦେବେ । ଏହାସହ ଦୁର୍ଗମ ଅଞ୍ଚଳର ୨୧ଟି ପୁଲିସ ଷ୍ଟେସନକୁ ନୋଡାଲ୍ ସେଣ୍ଟର କରାଯାଇଛି ।…

ହଜାରେ କୋଟି ଟଙ୍କା ସହ ରେକର୍ଡ କଲା ବିଏମ୍‌ସି ବଜେଟ୍‌

ଭୁବନେଶ୍ୱର: ଇତିହାସ ରଚିଲା ବିଏମସି। ହଜାରେ ଟପିଲା ବିଏମ୍‌ସି ବଜେଟ୍‌। ଶନିବାର ସ୍ୱତନ୍ତ୍ର ଅଧିବେଶନରେ ୧୦୨୭ କୋଟି ଟଙ୍କାର ବିଏମ୍‌ସି ବଜେଟ୍‌ ପାରିତ ହୋଇଛି। ଯାହା ବିଏମ୍‌ସି ଇତିହାସର ସର୍ବକାଳୀନ ରେକର୍ଡ। ତେବେ ଏହା ଏକ ଲୋକାଭିମୂଖୀ ବଜେଟ୍‌ ଏବଂ ନାଗରିକଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି…

ଆମ ଅଧିକାର ଆମକୁ ମିଳୁ: ଯାଦବ ମହାସଂଘ

ଭୁବନେଶ୍ୱର: ରାଜ୍ୟର ମୋଟ ଜନସଂଖ୍ୟାର ଏକ ପଞ୍ଚମାଂଶ ଅର୍ଥାତ ପ୍ରାୟ ୯୦ ଲକ୍ଷ ମତଦାତା ଥିବା ଯାଦବମାନଙ୍କୁ ଅନ୍ୟାନ୍ୟ ଜାତିମାନଙ୍କ ଭଳି ସେମାନଙ୍କର ଅଧିକାର ଦିଆଯାଉ । ରାଜ୍ୟରେ ପଛୁଆ ବର୍ଗର ବିଭିନ୍ନ ଜାତି ସମାଜର ସର୍ବାଙ୍ଗୀନ ଉନ୍ନତି ପାଇଁ ସରକାର ଯେପରି ସହାୟତା ଯୋଗାଇ ହେଉଛନ୍ତି…

ଶଙ୍ଖ ଫୁଙ୍କିଲେ ଅନୁଗୁଳ ପୂର୍ବତନ କଂଗ୍ରେସ ଜିଲ୍ଲା ସଭାପତି ବିପ୍ଳବ ଜେନା

ଭୁବନେଶ୍ୱର:ବିଜେଡିରେ ସାମିଲ ହେଲେ ଅନୁଗୁଳ ଜିଲ୍ଲା କଂଗ୍ରେସ ସଭାପତି ବିପ୍ଳବ ଜେନା।କିଛି ଦିନ ତଳେ ଇସ୍ତଫା ଦେବା ସହ ଦଳ ଛାଡ଼ିଥିଲେ। ଶଙ୍ଖ ଭବନରେ ପାରମ୍ପରିକ ନୃତ୍ୟ ବାଦ୍ୟରେ ଅନୁଷ୍ଠିତ ହୋଇଥିଲା ମିଶ୍ରଣ ପର୍ବ। ବିପ୍ଳବଙ୍କ ସହ ୧୫ଶହ କଂଗ୍ରେସ ନେତା ମଧ୍ୟ ବିଜେଡିରେ ସାମିଲ ହୋଇଛନ୍ତି।…

ରାଜ୍ୟରେ ଆହୁରି ୩ ଡିଗ୍ରୀ ବଢିବ ରାତି ତାପମାତ୍ରା, ୨୦ ଯାଏଁ ଜାରି ରହିବ ଘନ କୁହୁଡି

ଭୁବନେଶ୍ବର: ରାଜ୍ୟରେ ବର୍ତ୍ତମାନ ରାତି ତାପମାତ୍ରା ବୃଦ୍ଧି ହେତୁ ଶୀତର ପ୍ରକୋପ କମୁଛି । ଅଧିକାଂଶ ସ୍ଥାନରେ ୧୫ ଡିଗ୍ରୀରୁ ଅଧିକ ରହିଛି ରାତି ତାପମାତ୍ରା । ଆହୁରି ତିନି ଡିଗ୍ରୀ ବଢିବ ବୋଲି ଆଶଙ୍କା କରିଛି ପାଣିପାଗ ବିଭାଗ । ହେଲେ ଏପର୍ଯ୍ୟନ୍ତ କୁହୁଡିରୁ ନିସ୍ତାର ମିଳିନି । ଏବେବି…

ସରକାର ଦେଲେ ପ୍ରତିଶୃତି, ପ୍ରାଣୀ ଚିକିତ୍ସକଙ୍କ ଆନ୍ଦୋଳନ ସ୍ଥଗିତ

ଭୁବନେଶ୍ଵର: ସରକାରଙ୍କ ପ୍ରତିଶ୍ରୁତି ପରେ ସ୍ଥଗିତ ରହିଲା ପ୍ରାଣୀ ଚିକିତ୍ସକଙ୍କ ଆନ୍ଦୋଳନ । ଦୀର୍ଘ ୩୧ ଦିନ ପରେ ଆନ୍ଦୋଳନକୁ ସ୍ଥଗିତ ରଖିଲେ ପ୍ରାଣୀ ଚିକିତ୍ସକ । ଏନେଇ ସୂଚନା ଦେଇଛି ରାଜ୍ୟ ପ୍ରାଣୀ ଚିକିତ୍ସକ ସଂଘ । ସଂଘ କହିଛି ଯେ, ଓଡ଼ିଶାର ପ୍ରାଣୀ ଚିକିତ୍ସକ ସଂଘର ଦାବି ସମ୍ପର୍କରେ…

ବଢିଲା ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ଅଡୁଆ, ସମନ ଜାରି କଲା ଇଡି

ଭଦ୍ରକ: ବଢିଲା ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ଅଡୁଆ । ବିଜେଡି ବିଧାୟକ ପ୍ରଫୁଲ୍ଲ ସାମଲଙ୍କୁ ଇଡି ସମନ । ବାରପଦା ଇଞ୍ଜିନିୟରିଂ କଲେଜ ଜମି କେଳେଙ୍କାରୀ ମାମଲାରେ ଇଡି ସମନ ଜାରି କରିଛି । ବିଧାୟକ ପ୍ରଫୁଲ୍ଲଙ୍କ ସହ ପୁଅ ପ୍ରୟାସକାନ୍ତିଙ୍କୁ ମଧ୍ୟ ଇଡି ସମନ ପଠାଇଛି । ଡକ୍ୟମେଣ୍ଟ ସହ ହାଜର…

ଭୁବନେଶ୍ବରରେ ବିଭିନ୍ନ ରାଜନୈତିକ ଦଳ ନେତାଙ୍କ ସହ ଆଲୋଚନା କଲେ ମୁଖ୍ୟ ନିର୍ବାଚନ କମିଶନର

ଭୁବନେଶ୍ବର: ଭୁବନେଶ୍ୱରରେ ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର । ତିନି ଦିନିଆ ଓଡିଶା ଗସ୍ତରେ ଆସିଛନ୍ତି ମୁଖ୍ୟ ନିର୍ବାଚନ କମିସନରଙ୍କ ସହ ୮ ଜଣିଆ ପ୍ରତିନିଧି ଦଳ । ଗସ୍ତ ସମୟରେ ବିଭିନ୍ନ ରାଜନୈତିକ ଦଳକୁ ଭେଟିଲେ ନିର୍ବାଚନ କମିଶନ । ଚାଲିଛି ନିର୍ବାଚନ ପ୍ରସ୍ତୁତି ସମୀକ୍ଷା ।…