Latest Odisha News

BREAKING NEWS

Browsing Category

ସହର

City

ଆଜିଠୁ ଯୁକ୍ତ ୨ ପରୀକ୍ଷା; ପରୀକ୍ଷା ଦେବେ ୩ ଲକ୍ଷ ୮୬ ହଜାର ୨୫୦ ଜଣ ପରୀକ୍ଷାର୍ଥୀ

ଭୁବନେଶ୍ଵର: ଆଜିଠୁ ଆରମ୍ଭ ହେଉଛି ଯୁକ୍ତ ଦୁଇ ପରୀକ୍ଷା। ସକାଳ ୧୦ଟାରୁ ଅପରାହ୍ନ ୧ଟା ଯାଏଁ ଗୋଟିଏ ସିଫ୍ଟରେ ହେବ ପରୀକ୍ଷା । ଚଳିତ ବର୍ଷ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାରେ ରାଜ୍ୟରେ ମୋଟ ୩ଲକ୍ଷ ୮୪ହଜାର ୫୯୭ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଉଛନ୍ତି । ଆଜିଠାରୁ ପରୀକ୍ଷା…

ମାଘ ସପ୍ତମୀ: ଚନ୍ଦ୍ରଭାଗାରେ ବୁଡ ପକାଇଲେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ, ସେପଟେ ଆଜିଠୁ ଆରମ୍ଭ ହେବ ବିଶ୍ଵପ୍ରସିଦ୍ଧ…

ପୁରୀ: ଆଜି ପବିତ୍ର ମାଘ ସପ୍ତମୀ। ବଡି ଭୋରୁ ହଜାର ହଜାର ଶ୍ରଦ୍ଧାଳୁ ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀରେ ବୁଡ଼ ପକାଇଛନ୍ତି। ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀରେ ମାଘ ସପ୍ତମୀ ବୁଡ଼ ପକାଇବା ପାଇଁ ଗତକାଲି ଅପରାହ୍ନରୁ ମେଳା ପଡ଼ିଆରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିଲେ। ଶ୍ରଦ୍ଧାଳୁମାନେ…

ଭୁବନେଶ୍ବରରେ ଖୋଲିଲା ଅତ୍ୟାଧୁନିକ ଫିଲ୍ମ ଷ୍ଟୁଡିଓ ସ୍ଵସ୍ତିକ

ଭୁବନେଶ୍ବର: ରାଜଧାନୀ ଟଙ୍କପାଣି ସ୍ଥିତ ସାଇ ମନ୍ଦିର ଛକ ନିକଟରେ ଖୋଲିଲା ଫିଲ୍ମ ସୁଟିଂ ପାଇଁ ନିର୍ମିତ ଅତ୍ୟାଧୁନିକ ଷ୍ଟୁଡିଓ ସ୍ଵସ୍ତିକ । ପବିତ୍ର ସରସ୍ଵତୀ ପୂଜା ଅବସରରେ ଏହା ଉନ୍ମୋଚିତ ହୋଇଥିବା ବେଳେ ଓଡ଼ିଆ ଚଳଚ୍ଚିତ୍ର ଓ ଟେଲିଭିଜନ ଜଗତ ସହ ସମ୍ପୃକ୍ତ ବହୁ ପ୍ରଯୋଜନା ସଂସ୍ଥା,…

ଆଜିଠୁ ୩ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ମୁଖ୍ୟ ନିର୍ବାଚନ କମିଶନର, ନିର୍ବାଚନ ପ୍ରସ୍ତୁତିର କରିବେ ସମୀକ୍ଷା

ଭୁବନେଶ୍ବର: ଆଜିଠୁ ତିନି ଦିନିଆ ଗସ୍ତରେ ଓଡିଶା ଆସୁଛନ୍ତି ମୁଖ୍ୟ ନିର୍ବାଚନ କମିଶନର । ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାରଙ୍କ ନେତୃତ୍ୱରେ ୭ ଜଣିଆ ଅଧିକାରୀମାନଙ୍କ ଏକ ଟିମ୍ ମଧ୍ୟ ଓଡ଼ିଶା ଆସୁଛନ୍ତି । ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା କରିବେ ।…

ଚଳଚଞ୍ଚଳ ହେଲାଣି ଖଣ୍ଡଗିରି: ଆସନ୍ତାକାଲିଠୁ ମେଳା, ୧୭ରୁ ଦୁଲୁକିବ ଯାତ୍ରା ପେଣ୍ଡାଲ

ଭୁବନେଶ୍ଵର: ଚଳଚଞ୍ଚଳ ହେଲାଣି ଖଣ୍ଡଗିରି ପାହାଡ । ଲାଗିଲାଣି ସାଧୁସନ୍ଥ ଓ ନାଗା ବାବାମାନଙ୍କର ଭିଡ । ରାତି ପାହିଲେ ମନ୍ତ୍ର ଧ୍ଵନୀରେ ପ୍ରକମ୍ପିତ ହେବ ପୁରା ଖଣ୍ଡଗିରି ଅଞ୍ଚଳ । ଆସନ୍ତାକାଲିଠୁ ଆରମ୍ଭ ହେବ ବିଶ୍ଵ ପ୍ରସିଦ୍ଧ ଖଣ୍ଡଗିରି କୁମ୍ଭମେଳା ମେଳା । ସେଥିପାଇଁ ସଜେଇ ହେଇଛି…

‘ଆମ ବସଷ୍ଟାଣ୍ଡ’ ଅଧିନରେ ୧୩ ଜିଲ୍ଲାର ୨୦ଟି ନୂତନ ବସଷ୍ଟାଣ୍ଡର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ‘ଆମ ବସଷ୍ଟାଣ୍ଡ’ ଯୋଜନାରେ ୧୩ ଜିଲ୍ଲାର ୨୦ଟି ନୂଆ ବସଷ୍ଟାଣ୍ଡକୁ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭର୍ଚୁଆଲ ମାଧ୍ୟମରେ ବିଭିନ୍ନ ଅଞ୍ଚଳର ନୂତନ ବସଷ୍ଟାଣ୍ଡର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହା ପରିବହନ କ୍ଷେତ୍ରରେ ଏକ ନୂଆ ମାଇଲଷ୍ଟୋନ ସାଜିବ ।…

ରାଜ୍ୟସଭା ପ୍ରାର୍ଥୀ ଭାବେ ନାମାଙ୍କନ ଭରିଲେ ଅଶ୍ୱିନୀ ବୈଷ୍ଣବ

ଭୁବନେଶ୍ବର: ରାଜ୍ୟସଭା ପ୍ରାର୍ଥୀ ଭାବେ ନାମାଙ୍କନ ଭରିଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ନାମାଙ୍କନ ଭରିବା ସମୟରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ସମେତ ବରିଷ୍ଠ ନେତା ଉପସ୍ଥିତ ରହିଥିଲେ । ବିଧାନସଭା ପରିସରରେ ବିଜେପି ରାଜ୍ୟସଭା ପ୍ରାର୍ଥୀ ଭାବେ ନାମାଙ୍କନ ଭରିଛନ୍ତି ଅଶ୍ୱିନୀ…

ଆଜି ପ୍ରଖ୍ୟାତ ସାହିତ୍ୟିକ ରାମକୃଷ୍ଣ ନନ୍ଦଙ୍କ ଜୟନ୍ତୀ, ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ବିଶିଷ୍ଟ ଶିଶୁ ସାହିତ୍ୟିକ ରାମକୃଷ୍ଣ ନନ୍ଦଙ୍କ ଜୟନ୍ତୀ । ସେ ୧୯୦୬ ମସିହା ଫେବୃୟାରୀ ୧୫ ତାରିଖରେ ଜନ୍ମ ଗ୍ରହଣ କରିଥିଲେ । ଓଡ଼ିଆ ଭାଷା ଓ ସାହିତ୍ୟକୁ ସମୃଦ୍ଧ କରୁଥିବା ଲୋକପ୍ରିୟ ଭକ୍ତି ସଂଗୀତ ‘ଆହେ ଦୟାମୟ ବିଶ୍ଵ ବିହାରୀ’ ହେଉଛି ତାଙ୍କର କାଳଜୟୀ ସୃଜନସୃଷ୍ଟି । ଖାଲି…

ରାଜ୍ୟସଭା ନିର୍ବାଚନ: ଆଜି ନାମାଙ୍କନ ଦାଖଲ କରିବେ ବିଜେପି ପାର୍ଥୀ ଅଶ୍ୱିନୀ ବୈଷ୍ଣବ

ଭୁବନେଶ୍ଵର: ବିଜେପିର ରାଜ୍ୟସଭା ପ୍ରାର୍ଥୀ ଭାବେ ଆଜି ନାମାଙ୍କନ ଭରିବେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ବରିଷ୍ଠ ବିଜେପି ନେତାଙ୍କ ସହ ଯାଇ ସେ ପ୍ରାର୍ଥୀପତ୍ର ଦାଖଲ କରିବା ନେଇ ସୂଚନା ରହିଛି । ଗତକାଲି ଅଶ୍ୱିନୀ ବୈଷ୍ଣବଙ୍କ ନାଁ ଘୋଷଣା କରିଥିଲା ବିଜେପି । ଆଉ ଅଶ୍ୱିନୀ ବୈଷ୍ଣବଙ୍କୁ…

ରାଜ୍ୟସଭା ନିର୍ବାଚନ: ଗୁଜରାଟରୁ ଜେପି ନଡ୍ଡା ଓ ମହାରାଷ୍ଟ୍ରରୁ ଅଶୋକ ଚୌହାନଙ୍କୁ ବିଜେପି ଟିକେଟ

ଅହମ୍ମଦାବାଦ: ବିଜେପିର ବଡ ଘୋଷଣା । ଗୁଜରାଟରୁ ରାଜ୍ୟସଭା ପାଇଁ ପ୍ରାର୍ଥୀ ହେବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜୟ ପ୍ରକାଶ ନଡ୍ଡା । ସେହିଭଳି ନିକଟରେ ଦଳରେ ଯୋଗଦେଇଥିବା ଅଶୋକ ଚୌହାନ ତାଙ୍କ ନିଜ ରାଜ୍ୟ ମହାରାଷ୍ଟ୍ରରୁ ରାଜ୍ୟସଭା ପାଇଁ ପ୍ରାର୍ଥୀ ହୋଇଛନ୍ତି । ସେହିଭଳି…