Latest Odisha News

BREAKING NEWS

Browsing Category

ସହର

City

Public Grievance: ନଭେମ୍ବର ୧୦ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର: ଆସନ୍ତା ୧୦ ତାରିଖ ସୋମବାର ଦିନ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ଏ ସମ୍ପର୍କରେ ଆଜି ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସୋମବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଅଭିଯୋଗ ଶୁଣାଣି…

ସାଇ ଇଣ୍ଟର ନ୍ୟାସନାଲ ଚତୁର୍ଥ ସ୍ମାରକୀ ୨୦୨୫ ଅନୁଷ୍ଠିତ

ସାଇ ଇଣ୍ଟରନ୍ୟାସନାଲ ସ୍କୁଲର ପ୍ରତିଷ୍ଠାତା ସ୍ୱର୍ଗତ ଡକ୍ଟର ବିଜୟ କୁମାର ସାହୁଙ୍କ ସ୍ମୃତିରେ ଚତୁର୍ଥ ସାଇ ଇଣ୍ଟରନ୍ୟାସନାଲ ସ୍ମାରକୀ ୨୦୨୫ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଗୁରୁଜୀ ଚନ୍ଦ୍ରଭାନୁ ଶତପଥୀ ମୁଖ୍ୟ ଅତିଥିଭାବେ ଯୋଗଦେଇ ପ୍ରକୃତ ଶିକ୍ଷା, ଜ୍ଞାନ ବୃଦ୍ଧି ଉପରେ ଆଲୋକପାତ କରିଥିଲେ ।…

ରାଜ୍ୟକୁ ଉତ୍ତର ଦିଗରୁ ଆସୁଛି ଥଣ୍ଡା ପବନ: ଖସିବ ତାପମାତ୍ରା, ଆହୁରି ବଢ଼ିବ ଶୀତ

ଭୁବନେଶ୍ୱର: ରାଜ୍ୟରେ ବଢିବାରେ ଲାଗିଛି ଶୀତର ପ୍ରକୋପ । ଥଣ୍ଡାରେ ଥରହର ହେଲେଣି ପଶ୍ଚିମ ଓଡ଼ିଶାବାସୀ । ଆଗକୁ ରାଜ୍ୟରେ ବୃଦ୍ଧି ପାଇବ ଶୀତର ପ୍ରକୋପ । ରାଜ୍ୟକୁ ଉତ୍ତର ଦିଗରୁ ଥଣ୍ଡା ପବନ ଆସୁଥିବାରୁ ଶୀତର ମାତ୍ରା ବଢିବା ନେଇ ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଗାମୀ ୭…

‘ଓ ମାଇଁ ବିଉଟିଫୁଲ୍ ଓଡ଼ିଶା’ ଫଟୋଗ୍ରାଫି ପ୍ରତିଯୋଗିତାରେ ଆବେଦନ ପାଇଁ ସମୟସୀମା ବୃଦ୍ଧି

ଭୁବନେଶ୍ୱର: ଟାଟା ପାୱାର ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ କମ୍ପାନୀଗୁଡ଼ିକ (ଟିପିସିଓଡିଏଲ୍‌, ଟିପିଏନ୍‌ଓଡିଏଲ୍‌, ଟିପିଏସ୍‌ଓଡିଏଲ୍‌, ଏବଂ ଟିପିଡବ୍ଲୁଓଡିଏଲ୍‌) ସେମାନଙ୍କର ପ୍ରମୁଖ ଫଟୋଗ୍ରାଫି ପ୍ରତିଯୋଗିତା ‘ଓ ମାଇ ବିୟୁଟିଫୁଲ୍ ଓଡ଼ିଶା ୩.୦'ର ତୃତୀୟ ସଂସ୍କରଣ ଆରମ୍ଭ କରିଛନ୍ତି । କମ୍ପାନୀ ଏହି…

ଚଳଚ୍ଚିତ୍ର ‘ମହିମା ଅଲେଖ’ ଭାରତୀୟ ପାନୋରମାରେ ପ୍ରଦର୍ଶନ ପାଇଁ ମନୋନୀତ

ଭୁବନେଶ୍ୱର: 'ମହିମା ଅଲେଖ' ଆଗାମୀ ୫୬ତମ ଇଣ୍ଟରନାସନାଲ ଫିଲ୍ମ ଫେଷ୍ଟିଭାଲ୍ ଅଫ୍ ଇଣ୍ଡିଆ (IFFI)ର ସମ୍ମାନଜନକ ଭାରତୀୟ ପାନୋରମାରେ ପ୍ରଦର୍ଶନ ପାଇଁ ମନୋନୀତ ହୋଇଛି । ଏହାର ନିର୍ଦ୍ଦେଶକ ହେଉଛନ୍ତି ଜାତୀୟ ଚଳଚ୍ଚିତ୍ର ପୁରସ୍କାର ବିଜେତା ହିମାଂଶୁ ଶେଖର ଖଟୁଆ । ଓଡିଶାରେ ଜନ୍ମିତ ମହିମା…

‘ଏକାମ୍ର ୱାକ୍‌ସ’ର ୯ମ ସଂସ୍କରଣ ଶୁଭାରମ୍ଭ: ଐତିହ୍ୟ ପାଳନ ଓ ସ୍ୱଚ୍ଛତାକୁ ପ୍ରୋତ୍ସାହନ

ଭୁବନେଶ୍ବର: ଇଣ୍ଡିଆନ ରୋଡ୍ କଂଗ୍ରେସର (ଆଇଆରସି) ଅବସରରେ 'ଐତିହ୍ୟ ପାଳନ କରନ୍ତୁ, ଭୁବନେଶ୍ବରକୁ ସଫା ରଖନ୍ତୁ ।' ଶୀର୍ଷକ ବାର୍ତ୍ତାକୁ ନେଇ 'ଏକାମ୍ର ୱାକ୍‌ସ'ର ୯ମ ସଂସ୍କରଣ ଶୁଭାରମ୍ଭ ହୋଇଯାଇଛି । ଶୁକ୍ରବାର ଜନତା ମଇଦାନ ଠାରେ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ ଓ ଭୁବନେଶ୍ୱର ମହାନଗର…

ଓଡିଶାରେ ଗଡିବ ହାଇଡ୍ରୋଜେନ ଯାନ: କେନ୍ଦ୍ର ସଡକ ପରିବହନ ମନ୍ତ୍ରୀ

ଭୁବନେଶ୍ୱର: ଆଜି ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ କେନ୍ଦ୍ର ସଡକ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଜୟରାମ ଗଡକରୀଙ୍କ ଦ୍ୱାରା ୮୪ତମ ଭାରତୀୟ ସଡକ କଂଗ୍ରେସ ସମାବେଶ ଉଦଘାଟନ ହୋଇଯାଇଛି । ଏହି ଅବସରରେ କେନ୍ଦ୍ର ସଡକ ପରିବହନ ମନ୍ତ୍ରୀ ଓଡିଶା ପାଇଁ ୧୦୦୦ କୋଟି ଟଙ୍କାର…

ଭୋଟ ଗ୍ରହଣ ଶେଷ ହେବାର ୪୮ ଘଣ୍ଟା ପୂର୍ବରୁ ନିର୍ବାଚନ ପ୍ରଚାର ଉପରେ କଟକଣା

ଭୁବନେଶ୍ବର: ନିର୍ବାଚନରେ ସ୍ୱଚ୍ଛତା ବଜାୟ ରଖିବା ଏବଂ ମତଦାତାମାନଙ୍କ ପାଇଁ ମୁକ୍ତ, ଅବାଧ ଓ ଶାନ୍ତିପୂର୍ଣ୍ଣ ପରିବେଶ ସୁନିଶ୍ଚିତ କରିବା ପାଇଁ, ମୁଖ୍ୟ ନିର୍ବାଚନ ଅଧିକାରୀ, ଓଡିଶା ମତଦାନ ଶେଷ ହେବାର ୪୮ ଘଣ୍ଟା ପୂର୍ବରୁ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶାବଳୀ ଜାରି କରିଛନ୍ତି । ମତଦାନ…

ନବୀନଙ୍କ ହେଲିକପ୍ଟର ହେଲା ଯାଞ୍ଚ ଘଟଣା: ‘ନବୀନଙ୍କ ଫ୍ଲାଇଟ୍ ପ୍ଲାନ୍ ଦାଖଲ ହୋଇନଥିଲା’

ଭୁବନେଶ୍ବର: ନବୀନଙ୍କ ହେଲିକପ୍ଟରକୁ କ୍ଲିଅରାନ୍ସ ଦେବାରେ ବିଳମ୍ବ ଅଭିଯୋଗ ଘଟଣା । ବିଜେଡି ନେତା ଚିନ୍ମୟ ସାହୁଙ୍କ ଅଭିଯୋଗରେ ପ୍ରତିକ୍ରିୟା ରଖିଲେ ଭୁବନେଶ୍ବର ବିମାନ ବନ୍ଦର ନିର୍ଦ୍ଦେଶକ ପ୍ରସନ୍ନ ପ୍ରଧାନ । ସେ କହିଛନ୍ତି ଯେ, ନବୀନଙ୍କ ଫ୍ଲାଇଟ୍ ଅପରେଟର ଫ୍ଲାଇଟ୍ ପ୍ଲାନ୍ ସବମିଟ୍ କରି…

ଏସଆଇ ପରୀକ୍ଷା ଘୋଟାଲା ମାମଲା; ମୁଖ୍ୟ ଅଭିଯୁକ୍ତର ହେବ ଲାଏ ଡିଟେକ୍ସନ୍‌ ଟେଷ୍ଟ

ଭୁବନେଶ୍ବର: ପୋଲିସ ଏସଆଇ ପରୀକ୍ଷା କେଳେଙ୍କାରୀ ମାମଲାରେ ନୂଆ ତଥ୍ୟ ସାମ୍ନାକୁ ଆସୁଛି । ଘଟଣାର ମୁଖ୍ୟ ଅଭିଯୁକ୍ତ ଶଙ୍କର ପୃଷ୍ଟି ଏବଂ ସିଲିକନ୍ ଟେକ୍ ମାଲିକ ସୁରେଶ ନାୟକଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରଶ୍ନ ପଚରାଯାଇଥିଲେ ମଧ୍ୟ ସେମାନେ କେହି ସନ୍ତୋଷଜନକ ଉତ୍ତର ଦେଉନାହାନ୍ତି । ଯାହାକୁ…