Latest Odisha News

BREAKING NEWS

Browsing Category

ସହର

City

ଶୈଳବାଳା ମହିଳା ମହାବିଦ୍ୟାଳୟ କ୍ୟାମ୍ପସରେ ନିର୍ମାଣ ହେବ ମଧୁବାବୁ ସ୍ମାରକୀ ସଂଗ୍ରହାଳୟ

ଭୁବନେଶ୍ୱର: ଶୈଳବାଳା ମହିଳା ସ୍ୱୟଂ ଶାସିତ ମହାବିଦ୍ୟାଳୟ କ୍ୟାମ୍ପସ ପରିସରରେ ନିର୍ମାଣ ହେବ ମଧୁବାବୁ ସ୍ମାରକୀ ସଂଗ୍ରହାଳୟ । ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଦ୍ୱାରା ମଧୁବାବୁ ସ୍ମାରକୀ ସଂଗ୍ରହାଳୟର ନିର୍ମାଣ କରାଯିବ।ଉଚ୍ଚଶିକ୍ଷା, କ୍ରୀଡ଼ା ଓ ଯୁବସେବା, ଓଡ଼ିଆ ଭାଷା,…

ସାଇ ଇଣ୍ଟରନ୍ୟାସନାଲ ସ୍କୁଲରେ ପାଳିତ ହେଲା ବାର୍ଷିକ ଉତ୍ସବ କନଫ୍ଲୁଏନ୍ସ-୨୦୨୫

ଭୁବନେଶ୍ବର: ମହାସମାରୋହରେ ପାଳିତ ହୋଇଛି ସାଇ ଇଣ୍ଟର ନ୍ୟାସନାଲ ସ୍କୁଲର ବାର୍ଷିକ ଉତ୍ସବ କନଫ୍ଲୁଏନ୍ସ-୨୦୨୫ ବାର୍ଷିକ ଉତ୍ସବ । ସ୍କୁଲର ଚତୁର୍ଥରୁ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ଉଡାଣ ଅ୧୦୦ ଇଣ୍ଡିଆ ରାଇଜିଂ ଦେଶାତ୍ମକ ବୋଧକ ସାଂସ୍କୃତିକ କାର୍ଯ୍ୟକ୍ରମ ମହାଆଡମ୍ବରରେ ହୋଇଛି…

ଆସନ୍ତା ୨୬ରେ ରାଜ୍ୟବ୍ୟାପୀ ବିଜେଡି ପାଳିବ ୨୯ତମ ପ୍ରତିଷ୍ଠା ଦିବସ

ଭୁବନେଶ୍ୱର: ବିଜୁ ଜନତା ଦଳର ୨୯ତମ ପ୍ରତିଷ୍ଠା ଦିବସ ରାଜ୍ୟର ପ୍ରତ୍ୟେକ ନିର୍ବାଚନମଣ୍ଡଳୀରେ ପାଳିତ ହେବ । ଏହା ସହିତ ଦଳର ମୁଖ୍ୟାଳୟ “ଶଙ୍ଖ ଭବନ” ଠାରେ ମହାସମାରୋହରେ ପାଳନ କରାଯିବ ବୋଲି ଆଜି ଦଳ ପକ୍ଷରୁ ସୂଚନା ଦିଆଯାଇଛି । ଏଥିରେ ଦଳର ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଚଳିତବର୍ଷ ରେଳ ପଥ ମାଧ୍ୟମରେ ନିଶା ଦ୍ରବ୍ୟ ଚୋରା ଚାଲାଣ ରୋକିବାରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ରେଳବାଇ ଥାନା…

ଭୁବନେଶ୍ବର: ବିଭିନ୍ନ ସମୟରେ ନିଶା ବ୍ୟବସାୟୀ ମାନେ ଗଞ୍ଜେଇ, ବ୍ରାଉନ ସୁଗାର, ଅଫିମ, କଫ ସିରପ ଓ ଅନ୍ୟାନ୍ୟ ବେଆଇନ ମାଦକ ଦ୍ରବ୍ୟ ରେଳ ପଥ ମାଧ୍ୟମରେ ଚାଲାଣ କରୁଛନ୍ତି । ରେଳ ପଥ ମାଧ୍ୟମରେ ବଢୁଥିବା ଏହି ନିଶା ଦ୍ରବ୍ୟ ଚୋରାଚାଲାଣ ପ୍ରକ୍ରିୟାକୁ ରୋକିବା ନେଇ ଅନେକ ସମୟରେ ରେଳବାଇ ଥାନା…

Public Grievances: ଡିସେମ୍ବର ୨୨ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର: ଆସନ୍ତା ୨୨ ତାରିଖ ସୋମବାର ଦିନ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ଏ ସମ୍ପର୍କରେ ଆଜି ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସୋମବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଅଭିଯୋଗ ଶୁଣାଣି…

ଜାନୁଆରୀ-୨୦୨୬ ଶିକ୍ଷା ବର୍ଷ ପାଇଁ ‘ଇଗ୍ନୋ’ରେ ନାମଲେଖା ଆରମ୍ଭ

ଭୁବନେଶ୍ୱର: ୨୦୨୬ ଜାନୁଆରୀ ପାଇଁ ଇନ୍ଦିରା ଗାନ୍ଧୀ ରାଷ୍ଟ୍ରୀୟ ମୁକ୍ତ ବିଶ୍ୱବିଦ୍ୟାଳୟ ‘ଇଗ୍ନୋ’ରେ ଆରମ୍ଭ ହେଲା ନାମଲେଖା । ଛାତ୍ରଛାତ୍ରୀମାନେ ଆସନ୍ତା ୩୧ ଜାନୁଆରୀ ୨୦୨୬ ପର୍ଯ୍ୟନ୍ତ ନାମ ଲେଖାଇ ପାରିବେ । ଇଗ୍ନୋର ସମସ୍ତ ବିଭାଗରେ ଅଣ୍ଡର ଗ୍ରାଜୁଏଟ୍ (ସ୍ନାତକ), ପୋଷ୍ଟ ଗ୍ରାଜୁଏଟ…

Bird Count: ଜାନୁଆରୀ ୬ରୁ ପକ୍ଷୀ ଗଣନା, ପର୍ଯ୍ୟଟନ ବିଭାଗର ସହଯୋଗ ନିଆଯିବ: ମନ୍ତ୍ରୀ

ଭୁବନେଶ୍ୱର: ଶୀତ ଋତୁର ଆଗମନ ସହିତ ରାଜ୍ୟକୁ ବିଦେଶୀ ପକ୍ଷୀଙ୍କ ଆଗମନ ମଧ୍ୟ ହୋଇସାରିଛି । ଏହି ଅତିଥୀ ମାନଙ୍କ କିଚିରି ମିଚିରି ଶବ୍ଦରେ ଫାଟି ପଡୁଛି ଚିଲିକା, ନଳବନ, ମଙ୍ଗଳାଯୋଡ଼ି, ହୀରାକୁଦ ଏବଂ ନନ୍ଦନକାନନ ପରି ଅଞ୍ଚଳ ଗୁଡିକ । ଏମାନଙ୍କୁ ଦେଖିବାକୁ ଏହି ସ୍ଥାନ ଗୁଡିକରେ ପର୍ଯ୍ୟଟକଙ୍କର…

Cold Wave: କଲବଲ କରୁଛି ଶୀତ, ୨ ଦିନ ପାଇଁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ବର: ଜାଡ଼ରେ ଥରୁଛି ସମଗ୍ର ରାଜ୍ୟ । ରାତିର ତାପମାତ୍ର ଅହେତୁକ ହ୍ରାସ ପାଇଛି । ରାଜ୍ୟର ଅନେକ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୭ରୁ ୧୦ ଡିଗ୍ରୀ ମଧ୍ୟରେ ରହିଛି । ପାଞ୍ଚଟି ଜିଲ୍ଲାର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି । ସାଧାରଣତଃ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ଶୀତ…

OTET Exam: ୪୫୨ଟି କେନ୍ଦ୍ରରେ ଚାଲିଛି ଓଟିଇଟି ପରୀକ୍ଷା-୨୦୨୫

ଭୁବନେଶ୍ବର: ଆଜି ସାରା ରାଜ୍ୟରେ ଚାଲିଛି ଓଟିଇଟି ପରୀକ୍ଷା-୨୦୨୫ । ୪୫୨ଟି କେନ୍ଦ୍ରରେ ଆରମ୍ଭ ହୋଇଛି ଓଟିଇଟି ପରୀକ୍ଷା । ଓଟିଇଟି ପେପର-୧ ରେ ୪୭ ହଜାର ୭୨୦ ଜଣ ଓ ପେପର-୨ରେ ୧ ଲକ୍ଷ ୧୨ ହଜାର ୬୫୯ ପରୀକ୍ଷାର୍ଥୀ ଅଛନ୍ତି । ରାଜ୍ୟର ୧ ଲକ୍ଷ ୬୦ ହଜାର ୩୭୯ ଜଣ ପରୀକ୍ଷାର୍ଥୀ ପରୀକ୍ଷା…

ଆଗାମୀ କିଛି ବର୍ଷ ମଧ୍ୟରେ ଓଡ଼ିଶାର ଫାର୍ମା କ୍ଷେତ୍ରରେ ନୂତନ ଶିଖର ଛୁଇଁବ- ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶା ଫର୍ମାସ୍ୟୁଟିକାଲ ଏବଂ ମେଡିକାଲ ଡ଼ିଭାଇସ ନୀତି ୨୦୨୫ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ । ଭୁବନେଶ୍ୱର ସ୍ଥିତ ହୋଟେଲ ତାଜ ଭିଭାନ୍ତା ଠାରେ ଆୟୋଜିତ ଓଡ଼ିଶା ଫାର୍ମା ସମ୍ମିଳନୀ ୨୦୨୫କୁ ସମ୍ବୋଧନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ଗୁଣାତ୍ମକ ଔଷଧ…