Latest Odisha News

BREAKING NEWS

Browsing Category

ସହର

City

ରାଜ୍ୟରେ ବୃଦ୍ଧି ପାଉଛି ଶିଶୁ ନିଖୋଜ ସଂଖ୍ୟା; ସେପଟେ, ଟ୍ୱିନ୍ ସିଟିର ହତ୍ୟା ମାମଲା…

ଭୁବନେଶ୍ୱର: ରାଜ୍ୟରେ ଶିଶୁ ନିଖୋଜ ହେବା ଘଟଣା ଏବେ ପ୍ରଶାସନ ପାଇଁ ବଡ଼ ଚ୍ୟାଲେଞ୍ଜ ପାଲଟିଛି । ବିଧାନସଭାରେ ଗୃହ ବିଭାଗ ପକ୍ଷରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦେଇଥିବା ଲିଖିତ ଉତ୍ତରରୁ ରାଜ୍ୟରେ ଶିଶୁ ନିଖୋଜ ସଂଖ୍ୟା ବୃଦ୍ଧି ପାଇଥିବା ଜଣାପଡିଛି । ମୁଖ୍ୟମନ୍ତ୍ରୀ ଦେଇଥିବା ତଥ୍ୟ…

ବରମୁଣ୍ଡା ବିଏସ୍‌ଏବିଟିରେ ଭିସା ଆବେଦନ କେନ୍ଦ୍ର ପାଇଁ ତ୍ରିପାକ୍ଷିକ ଚୁକ୍ତି ସ୍ୱାକ୍ଷରିତ

ଭୁବନେଶ୍ୱର: ଓଡ଼ିଶାରେ ଭିସା ସେବାକୁ ଉନ୍ନତ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି । ଏନେଇ ଆଜି ବିଡିଏ ମୁଖ୍ୟାଳୟରେ ଗୃହ ବିଭାଗ, ଭୁବନେଶ୍ୱର ଉନ୍ନୟନ କର୍ତୃପକ୍ଷ (ବିଡିଏ) ଏବଂ ଭିଏଫଏସ୍ ଗ୍ଲୋବାଲ୍ ମଧ୍ୟରେ ଏକ ତ୍ରିପାକ୍ଷିକ ଚୁକ୍ତି ସ୍ୱାକ୍ଷରିତ ହୋଇଛି । ଏହି…

‘ଭାରତୀୟ ଜନଗଣନା ଇତିହାସରେ ଏଥର ହେବ ପ୍ରଥମ ଡିଜିଟାଲ ଗଣନା’

ଭୁବନେଶ୍ୱର: ୧୬ ଏପ୍ରିଲରୁ ୧୫ ମେ, ୨୦୨୬ ପର୍ଯ୍ୟନ୍ତ ସାରା ରାଜ୍ୟରେ ଜନଗଣନା କରାଯିବ । ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି । ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି । ଗାଁରେ ଘର ଘର ବୁଲି ତଥ୍ୟ ସଂଗ୍ରହ କରିବେ…

ସରକାରୀ ହସ୍ପିଟାଲରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା ନିୟମିତ ଯାଞ୍ଚ ହେବ: ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର: ଏସ୍‌ସିବି ମେଡିକାଲ କଲେଜରେ ନିଆଁ ଲାଗିବା ଘଟଣା ସରକାରଙ୍କୁ ଅଡୁଆରେ ପକାଇଛି । ଲୋକସେବା ଭବନ ଠାରେ ଅନୁଷ୍ଠିତ ସ୍ୱାସ୍ଥ୍ୟ ବିଭାଗର ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରେ ଯୋଗ ଦେଇ ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ଡ ମୁକେଶ ମହାଲିଙ୍ଗ ରାଜ୍ୟର ସମସ୍ତ ସରକାରୀ ହସ୍ପିଟାଲର…

ମୁଖ କ୍ୟାନସରରେ ୧୦ ବର୍ଷରେ ୩ ହଜାର ମୃତ

ରାଜ୍ୟରେ ମୁଖ କ୍ୟାନସର ଏବେ ମୁଣ୍ଡବିନ୍ଧାର କାରଣ ପାଲଟିଛି । ରାଜ୍ୟରେ ମୁଖ କ୍ୟାନସର ନେଲାଣି ୩ ହଜାରରୁ ଅଧିକ ଜୀବନ । ବିଧାନସଭାରେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଉତ୍ତର ରଖିଛନ୍ତି । ୧୦ ବର୍ଷରେ ମୁଖ କ୍ୟାନସରରେ ୩ ହଜାର ୧୫୭ ଜଣଙ୍କ ଜୀବନ ଯାଇଛି ବୋଲି ମନ୍ତ୍ରୀ କହିଛନ୍ତି ।…

ମାର୍ଚ୍ଚ ୨୦୨୬ ସୁଦ୍ଧା ଓଡିଶା ହେବ ମାଓ ମୁକ୍ତ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ୧୫ ମାଓବାଦୀ ଥିବା ଗୃହରେ ମୁଖ୍ୟମନ୍ତ୍ରୀ ଉତ୍ତର ରଖିଛନ୍ତି । କନ୍ଧମାଳ- କଳାହାଣ୍ଡି- ରାୟଗଡା ସୀମାନ୍ତ ଅଞ୍ଚଳରେ ଅଛନ୍ତି ୧୫ ମାଓବାଦୀ । ରାଜ୍ୟରେ ଅନ୍ୟ କୌଣସି ସ୍ଥାନରେ ମାଓବାଦୀ ନାହାନ୍ତି କହିଛନ୍ତି ମୁଖ୍ୟମନ୍ତ୍ରୀ । ୨୦୨୬ ମାର୍ଚ୍ଚ ୧୫ ସୁଦ୍ଧା ୯୬ ମାଓବାଦୀ /…

‘ନିଲମ୍ବିତ ୬ ବିଧାୟକଙ୍କ ସଭ୍ୟପଦ ରଦ୍ଦ ପାଇଁ ସୁପ୍ରିମକୋର୍ଟ ପର୍ଯ୍ୟନ୍ତ ଯିବ ବିଜେଡି’

ଭୁବନେଶ୍ବର: ଗତ ୧୬ ତାରିଖରେ ରାଜ୍ୟର ୪ଟି ରାଜ୍ୟସଭା ଆସନ ପାଇଁ ଭୋଟ୍ ଗ୍ରହଣ ସମୟରେ ବିଜେଡିର ୬ ଜଣ ବିଧାୟକ କ୍ରସ୍ ଭୋଟିଂ କରିଥିଲେ । ଯାହାକୁ ନେଇ ସେମାନଙ୍କ ବିରୁଦ୍ଧରେ କଡା ଆକ୍ସନ ନେଇଛି ଦଳ । ସମସ୍ତ ୬ ଜଣଙ୍କୁ ଦଳରୁ ନିଲମ୍ବିତ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି…

ଆଗାମୀ ଦିନରେ ରାଜ୍ୟରେ ନିଲାମ କରାଯିବ ୩୪ଟି ଖଣି…

ଭୁବନେଶ୍ବର: ଓଡ଼ିଶାର ୩୪ଟି ଖଣି ନିଲାମ ହେବ । ରାଜ୍ୟ ସରକାର ରାଜ୍ୟରେ ଥିବା ୨୫ଟି ଓ କେନ୍ଦ୍ର ସରକାର ୯ଟି ଖଣି ନିଲାମ କରିବେ । ଖଣି ଓ ଖଣିଜ (ବିକାଶ ଓ ନିୟାମକ) ନିୟମ ୨୦୧୫ ଅନୁସାରେ ୫୦ ବର୍ଷିଆ ଲିଜ ଅବଧି ସହ ଏହି ଖଣିଗୁଡ଼ିକୁ ନିଲାମ କରାଯିବ । ଏହି ଖଣିଗୁଡ଼ିକ ମାଲାକାନଗିରି,…

ଭୁବନେଶ୍ୱରରେ ଦୂର ହେବ ଟ୍ରାଫିକ ସମସ୍ୟା, ତିଆରି ହେବ ୩୭ଟି ନୂଆ ରାସ୍ତା…

ଭୁବନେଶ୍ୱର: ଭୁବନେଶ୍ୱର ସହରର ବଢୁଥିବା ଭିଡ଼ ଏବଂ ଟ୍ରାଫିକ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ରାଜ୍ୟ ସରକାର ଏକ ବଡ଼ ଯୋଜନା ପ୍ରସ୍ତୁତ କରିଛନ୍ତି । ଆସନ୍ତା ୫୦ ବର୍ଷର ଆବଶ୍ୟକତାକୁ ଦୃଷ୍ଟିରେ ରଖି ୩୭ଟି ନୂଆ ରାସ୍ତା ପ୍ରକଳ୍ପକୁ ଅନୁମୋଦନ ମିଳିଛି । ଏଥିମଧ୍ୟରେ ନୂଆ ରିଙ୍ଗ୍ ରୋଡ୍ ଏବଂ…

ବିଶ୍ବ ଜଳ ଦିବସ: ଖସୁଛି ରାଜଧାନୀର ଭୂତଳ ଜଳସ୍ତର

ଭୁବନେଶ୍ୱର: ଖରାଦିନ ଆସିଲେ ରାଜ୍ୟର ସମସ୍ତ ଜିଲ୍ଲାରେ ପାଣିର ଉକ୍ରଟ ସମସ୍ୟା ଦେଖିବାକୁ ମିଳେ । ହେଲେ ଆଜି ବିଶ୍ୱ ଜଳ ଦିବସରେ ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ଯାହାକୁ ଶୁଣିଲେ ଆପଣମାନେ ମୁଣ୍ଡରେ ହାତ ଦେବେ । ଆମେ ଯେଉଁ ଘଟଣା କଥା କହୁଛୁ ତାହା ଆଶ୍ଚର୍ଯ୍ୟ ଲାଗିଲେବି ଘଟଣାଟି ସତ ।…