Latest Odisha News

BREAKING NEWS

Browsing Category

ସହର

City

ଓଡିଶାରୁ ରାମଲଲାଙ୍କ ପାଇଁ ଅଯୋଧ୍ୟା ଗଲା ଅହିଂସା ସିଲ୍କ ଖଣ୍ଡୁଆ ପାଟ

ଭୁବନେଶ୍ୱର: ଉଠୁଛି ପଡୁଛି ଅଯୋଧ୍ୟା ନଗରୀ । ଆଉ ମାତ୍ର କିଛି ଦିନର ଅପେକ୍ଷା । ଭବ୍ୟ ରାମମନ୍ଦିରରେ ବିରାଜିବେ ପ୍ରଭୁ ରାମଲାଲା । ସାରା ବିଶ୍ଵ ଦେଖିବା ପ୍ରଭୁ ଶ୍ରୀ ରାମଙ୍କ ଆଗମନର ଉତ୍ସବ । ସେଥିପାଇଁ ଦେଶର ସବୁ କୋଣ ଅନୁକୋଣରେ ଏବେ ଉତ୍ସବର ମାହୋଲ । ପ୍ରଭୁ ରାମଙ୍କ ଭକ୍ତିରେ ଦେଶବାସୀ ।…

ଫେକ୍‌ ଆକାଉଣ୍ଟ ମାମଲା: ର‍୍ୟାକେଟ୍‌ର ଅନ୍ୟତମ ସଦସ୍ୟ ସୌରଭ ମାଇତି ଗିରଫ

ଭୁବନେଶ୍ବର: ଫେକ୍‌ ଆକାଉଣ୍ଟ ମାମଲାରେ ଆଉ ଜଣେ ଗିରଫ । ପଶ୍ଚିମବଙ୍ଗ ମେଦିନାପୁରରୁ (୩୦) କୁ ଗିରଫ କଲା ଏସ୍‌ଟିଏଫ୍ । ଗିରଫ ପରେ ସୌରଭକୁ ୪ ଦିନିଆ ଟ୍ରାଞ୍ଜିଟ୍ ରିମାଣ୍ଡରେ ଭୁବନେଶ୍ବର ଅଣାଯାଉଛି । ଗରିବ ଓ ଅପାଠୁଆ ଲୋକଙ୍କ ଠାରୁ ଡକ୍ୟୁମେଣ୍ଟ ଆଣି ତାଙ୍କ ନାଁ ରେ ଆକାଉଣ୍ଟ ଖୋଲି ବେଆଇନ…

ରାଜଧାନୀରୁ ବିପୁଳ ପରିମାଣର କଫ୍ ସିରଫ ଜବତ, ୨ ଗିରଫ

ଭୁବନେଶ୍ବର: ବିପୁଳ ପରିମାଣର କଫ ସିରପ ଜବତ କଲା ନୟାପଲ୍ଲୀ ପୋଲିସ । ୧୬୮୦ ଟି ବୋତଲ ଜବତ କରିବା ସହ ଘଟଣାରେ ୨ ଜଣଙ୍କୁ ଗିରଫ କରିଛି ପୋଲିସ । ଗିରଫ ଦୁଇ ଅଭିଯୁକ୍ତ ହେଲେ ମହିମା ନଗର ଗାଢକଣ ର ଜଗନ୍ନାଥ ଜେନା ଓରଫ ଜଗନ (୪୭) ଓ ସାଲିଆ ସାହି ବସ୍ତିର ଅନିଲ କୁମାର ନାୟକ ଓରଫ ଅଞ୍ଛୁ (୨୫) ।…

ମିଳିଲାନି ମହାପ୍ରୟାଣ ଗାଡି, ମୃତଦେହକୁ ଏକ କିଲୋମିଟର ବୋହି ନେଲେ ପରିବାର ଲୋକେ

ସୁନ୍ଦରଗଡ଼: ପୁଣି ମୃତଦେହକୁ ଅସମ୍ମାନ । ଗୋଟିଏ କିଲୋମିଟର ଯାଏଁ ମୃତଦେହକୁ ଟେକି ଟେକି ନେଲେ ସମ୍ପର୍କୀୟ । ପୁଣି ଏଭଳି ଅଭାବନୀୟ ଘଟଣା ଘଟିଛି ସୁନ୍ଦରଗଡ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରେ । ମୃତକ ହେଲେ ସୁନ୍ଦରଗଡ ସଦର ବ୍ଲକ ଟିମାଡିହି ଗାଁର ସୁରେଶ ଚନ୍ଦ୍ର ପଟେଲ । ଖବର ମୁତାବକ,…

କତାରରେ ଫସିଛନ୍ତି ୪ ଓଡିଆ, ଉଦ୍ଧାର ପାଇଁ ବୈଜୟନ୍ତ ପଣ୍ଡାଙ୍କ ଚିଠି

ଭୁବନେଶ୍ବର: ବରିଷ୍ଠ ବିଜେପି ନେତା ତଥା ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା କତାରରେ ଫସିଥିବା ୪ ଓଡିଆ ଯୁବକଙ୍କୁ ଉଦ୍ଧାର କରି ଭାରତ ଫେରାଇ ଆଣିବା ପାଇଁ ଭାରତୀୟ ରାଷ୍ଟ୍ରଦୂତଙ୍କୁ ହସ୍ତକ୍ଷେପ କରିବାକୁ ଏକ ଚିଠି ଲେଖି ନିବେଦନ କରିଛନ୍ତି । ସୂଚନାଯୋଗ୍ୟ ଯେ, କେନ୍ଦ୍ରାପଡା ଜିଲ୍ଲାର…

ଓଲ୍ଡଟାଉନ୍ ରୁ ସୂନାଚେନ୍ ଲୁଟ୍ ଘଟଣାରେ ଦୁଇ ଅଭିଯୁକ୍ତ ଗିରଫ

ଭୁବନେଶ୍ବର: ସୂନାଚେନ୍ ଲୁଟ୍ ଘଟଣାରେ ଦୁଇ ଅଭିଯୁକ୍ତ ଗିରଫ । ଗିରଫ ଅଭିଯୁକ୍ତ ହେଲେ ପୁନିଆ ନାୟକ (୨୩) ଓ ନରହରୀ ନାୟକ ଓରଫ ପିଣ୍ଟୁ (୨୪) । ଉଭୟ ଅଭିଯୁକ୍ତ ଗଞ୍ଜାମ ର ବୋଲି ଜଣାପଡିଥିବାବେଳେ ଉଭୟ ଭୁବନେଶ୍ବର ପୁନାମା ଗେଟ ନିକଟସ୍ଥ କେଳାବସ୍ତିରେ ରହୁଛନ୍ତି । ଏକ ଗ୍ରୋସରୀ ଦୋକାନରେ ପସି…

ଶ୍ରୀରାମ ମନ୍ଦିର ପ୍ରାଣପ୍ରତିଷ୍ଠା: ଜାନୁଆରୀ ୨୨ରେ ଓଡିଶାରେ ଛୁଟି ଘୋଷଣା ସହ ମଦ ଦୋକାନ ବନ୍ଦ ପାଇଁ ବିଜେପିର ଦାବି

ଭୁବନେଶ୍ବର: ଜାନୁଆରୀ ୨୨ରେ ଅଯୋଧ୍ୟାରେ ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ ରହିଛି । ଏଥିପାଁଇ ଓଡିଶାରେ ଛୁଟି ଘୋଷଣା କରିବାକୁ ବିଜେପି ଦାବି କରିଛି । ଏହାସହ ସେ ଦିନ ରାଜ୍ୟରେ ସମସ୍ତ ମଦ ଦୋକାନ ବନ୍ଦ କରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦିଅନ୍ତୁ ବୋଲି କହିଛି ବିଜେପି । ୫ ଶହ…

ଆସନ୍ତା ୧୮ରୁ ଦୁଇଦିନିଆ ପ୍ରତିରକ୍ଷା ପେନସନ୍ ଅଭିଯୋଗ ସମାଧାନ ଶିବିର

ଭୁବନେଶ୍ବର: ଆସନ୍ତା ଜାନୁଆରୀ ୧୮ ଏବଂ ୧୯ ତାରିଖରେ ଭୁବନେଶ୍ଵର ନୟାପଲ୍ଲୀ ବିସ୍ୟୁତ ମାର୍ଗ ସ୍ଥିତ ୧୨୦ ବାଟାଲିୟନ କ୍ଷେତ୍ର, ଟିଏ ବାଟାଲିୟନ ଠାରେ ପ୍ରତିରକ୍ଷା ଲେଖା ପ୍ରଧାନ ନିୟନ୍ତ୍ରକ, ନୂଆଦିଲ୍ଲୀ ପକ୍ଷରୁ ଦୁଇ ଦିନିଆ ପ୍ରତିରକ୍ଷା  ପେନସନ ଅଭିଯୋଗ ସମାଧାନ ଶିବିର ଆୟୋଜନ କରାଯିବ ।…

BSKY ନବୀନ କାର୍ଡ; ଜାନୁଆରୀ ୨୬ ତାରିଖକୁ ବୃଦ୍ଧି ପାଇଲା ଅନଲାଇନ୍ ପଞ୍ଜୀକରଣ ତାରିଖ

ଭୁବନେଶ୍ଵର: ବଢିଲା BSKY ନବୀନ କାର୍ଡ ଆବେଦନ ଅବଧି  । ଗ୍ରାମାଞ୍ଚଳବାସୀଙ୍କୁ ଉନ୍ନତ ସ୍ୱାସ୍ଥ୍ୟସେବା ପ୍ରଦାନ ପାଇଁ ସରକାର ସଂକଳ୍ପବଦ୍ଧ I ଏଥିଲାଗି ‘ବିଏସକେୱାଇ ନବୀନ କାର୍ଡ’ ପଞ୍ଜିକରଣ ଅବଧି ଜାନୁୟାରୀ ୨୬ ତାରିଖ ପର୍ଯ୍ୟନ୍ତ ବଢ଼ାଇଛନ୍ତି  I ଏବେ ସୁଦ୍ଧା ୩୦ ଜିଲ୍ଲାରୁ ଆସିଛି ୭୦…

ବ୍ୟବସାୟୀ ବିଶ୍ୱଜିତ ନାୟକ ହତ୍ୟା ଘଟଣାର ପର୍ଦ୍ଦାଫାସ, କେୟାର ଟେକର ଗିରଫ

ଭୁବନେଶ୍ବର: ବାଲିଅନ୍ତା ଥାନା ସାଗୁଆ ଗାଁର ବ୍ୟବସାୟୀ ବିଶ୍ୱଜିତ ନାୟକ ହତ୍ୟା ଘଟଣା ର ପର୍ଦ୍ଦାଫାଶ ହୋଇଛି । ଅଭିଯୁକ୍ତ ଜଣକ ହେଲେ ମୃତକ ବିଶ୍ୱଜିତ ନାୟକଙ୍କ କେୟାରଟେକର ସୁଙ୍କି ରଣା । ଘଟଣାରେ ସୁଙ୍କି ରଣା ଙ୍କୁ ଗିରଫ କରିଛି କମିଶନରେଟ୍ ପୋଲିସ । ଅଭିଯୁକ୍ତ କେୟାରଟେକର ସୁଙ୍କି ରଣା…