Latest Odisha News

BREAKING NEWS

Browsing Category

ସହର

City

ଡକାୟତି ଯୋଜନା ଚାଲିଥିବାବେଳେ କାବୁ କଲା ପୋଲିସ, ୫ ଗିରଫ

ଭୁବନେଶ୍ବର: ଡକାୟତି ଯୋଜନା ଚାଲିଥିବାବେଳେ ଏହାକୁ ପଣ୍ଡ କଲା ପୋଲିସ । ଘଟଣାରେ ପାଞ୍ଚ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ମଞ୍ଚେଶ୍ଵର ଥାନା ପୋଲିସ । ଗିରଫ ଅଭିଯୁକ୍ତ ମାନଙ୍କ ଭିତରୁ ୪ ଜଣ ହେଲେ ଅମରନାଥ ସଫେରା(୨୪), ଗୋବିନ୍ଦା ସଫେରା(୨୧), ଦେବେନ୍ଦ୍ର ସଫେରା(୨୦), ଗୋପାଳ…

ଶ୍ରୀମନ୍ଦିରରେ ପାଣ୍ଡିଆନ ଓ କାମିଆ ଜାନିଙ୍କ ପ୍ରବେଶ ପ୍ରସଙ୍ଗ, ଉଭୟଙ୍କ ଗିରଫଦାରୀ ଦାବି କଲା ବିଜେପି

ଭୁବନେଶ୍ୱର: 5-T ଅଧ୍ୟକ୍ଷ ଭିକେ ପାଣ୍ଡିଆନ ଓ ସୋସିଆଲ ମିଡ଼ିଆ ଇନଫ୍ଲୁଏନ୍ସର କାମିଆ ଜାନିଙ୍କ ଶ୍ରୀମନ୍ଦିର ଭିତରେ ପ୍ରବେଶ କୁ ନେଇ ଏବେ ବିବାଦ ବଢିବାରେ ଲାଗିଛି । ଯାହାକୁ ନେଇ ଉଭୟଙ୍କୁ ତୁରନ୍ତ ଗିରଫ କରାଯାଉ ବୋଲି ଦାବି କରିଛି ରାଜ୍ୟ ବିଜେପି । ଗୋମାଂସ ଭକ୍ଷଣ କରିଥିବା କାମିଆ…

ଡିସକାଉଣ୍ଟରେ ଗାଡି ଦେବା ନାଁରେ ୪୦କୋଟି ଠକେଇ : ଦମ୍ପତ୍ତି ଅଟକ

ଭୁବନେଶ୍ବର : ଡିସକାଉଣ୍ଟରେ ଗାଡି ଦେବା ନାଁରେ ୪୦ କୋଟି ଠକେଇ । ଗଞ୍ଜାମ ଆସିକାର ଦମ୍ପତ୍ତିଙ୍କୁ ଅଟକ ରଖିଛି କମିଶନରେଟ୍ ପୋଲିସ । ନୟାପଲ୍ଲୀ ଥାନାରେ ଅକ୍ଷୟ ଗୌଡ ଓ ତାଙ୍କ ପତ୍ନୀଙ୍କୁ  ପଚରାଉଚରା କରାଯାଉଛି । ଭୁବନେଶ୍ବରରେ ସମ୍ପୃକ୍ତ ଦମ୍ପତ୍ତିଙ୍କ ନାଁରେ ୬ରୁ ଉର୍ଦ୍ଧ୍ବ ମାମଲା…

୪ ଡିଗ୍ରୀରେ ଥରୁଛି ଜି.ଉଦୟଗିରି : ୧୦ଡିଗ୍ରୀ ତଳେ ୧୬ ସହର

ଭୁବନେଶ୍ବର : ରାଜ୍ୟରେ ଜାରି ରହିଛି ଅସହ୍ୟ ଶୀତ  । ପ୍ରବଳ ଶୀତ ପ୍ରକୋପରୁ ରକ୍ଷା ପାଇବା ପାଇଁ କିଏ ସକାଳୁ ବ୍ୟାୟାମ କରୁଛି ତ କିଏ ନିଆଁ ପୁଇଁ ହେଉଛି  । ଚା ଖଟିରେ ମଧ୍ୟ ପ୍ରବଳ ଭିଡ ଦେଖିବାକୁ ମିଳୁଛି ।  ଆଜି ୧୦ ଡିଗ୍ରୀ ତଳେ ରହିଛି ୧୬ ସହର  । ୪ ଡିଗ୍ରୀ ସହ ଜି.ଉଦୟଗିରି ସବୁଠୁ…

ଭିଜିଲାନ୍ସ ଜାଲରେ ଭୁବନେଶ୍ୱର ମୁଖ୍ୟ ଯୋଗାଣ ଅଧିକାରୀ, ଘରୁ ମିଳିଲା ପୁଳା ପୁଳା ସୁନା ଗହଣା

ଭୁବନେଶ୍ଵର: ଭିଜିଲାନ୍ସ ଜାଲରେ ଭୁବନେଶ୍ୱରର ମୁଖ୍ୟ ଯୋଗାଣ ବିଭାଗ ଅଧିକାରୀ । ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ମୁଖ୍ୟ ଯୋଗାଣ ଅଧିକାରୀ ପ୍ରଶାନ୍ତ କୁମାର ଗନ୍ତାୟତଙ୍କ ଭୁବନେଶ୍ୱର ଓ ଗଞ୍ଜାମ ବାସଭବନ ସମେତ ୮ଟି ସ୍ଥାନରେ ଭିଜିଲାନ୍ସ ରେଡ୍‌ କରୁଛି। ଚଢ଼ାଉ ବେଳେ କିଛି ଗୁରୁତ୍ୱପୂର୍ଣ୍ଣ…

ରାଉରକେଲାରେ ଡାଇରିଆ ସଂକ୍ରମଣକୁ ନିୟନ୍ତ୍ରଣ କରିବା ପାଇଁ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କୁ ଅନୁରୋଧ କଲେ କେନ୍ଦ୍ରମନ୍ତ୍ରୀ…

ଭୁବନେଶ୍ଵର; ରାଉରକେଲାରେ ଚିନ୍ତା ବଢାଇଲାଣି ହଇଜା । ରାଉରକେଲା ସମେତ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଡାଇରିଆ ସଂକ୍ରମଣ ନେଇ ଗଭୀର ଚିନ୍ତାପ୍ରକଟ କରିବା ସହ ସଂକ୍ରମଣକୁ ନିୟନ୍ତ୍ରଣ କରିବା ସହ ରୋକିବା ପାଇଁ ଏହି ସବୁ ଅଞ୍ଚଳକୁ ଅବିଳମ୍ବେ କେନ୍ଦ୍ରୀୟ ସହାୟତା ଯୋଗାଇ ଦେବା ପାଇଁ କେନ୍ଦ୍ର…

ଧାର୍ମିକ ପ୍ରକଳ୍ପ ପାଇଁ ୧୫.୨୦କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:  ସ୍ଥାନୀୟ ମଠ, ମନ୍ଦିର ଓ ସଂଖ୍ୟାଲଘୁ ପୂଜାସ୍ଥଳୀର ହେବ ରୂପାନ୍ତର । ୫୦୭ଟି ଧାର୍ମିକ ଓ ଗୋଷ୍ଠୀ ପ୍ରକଳ୍ପ ପାଇଁ ୧୫.୨୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  । ଏହି ଅର୍ଥରେ ଭୁବନେଶ୍ୱର ଉତ୍ତର, ଏକାମ୍ର ଭୁବନେଶ୍ୱର ଏବଂ ଭୁବନେଶ୍ୱର ମଧ୍ୟ ନିର୍ବାଚନ…

୫ ଡିଗ୍ରୀ କୁ ଖସିଲା ପାରଦ, ଜାଡରେ ଥରହର ରାଜ୍ୟବାସୀ

ଭୁବନେଶ୍ବର: ସାରା ରାଜ୍ୟରେ ଜାରି ରହିଛି ଅସହ୍ୟ ଜାଡ । ୫ ଡିଗ୍ରୀ କୁ ଖସିଛି ପାରଦ । ଶୀତରେ ଥରହର ସମଗ୍ର ରାଜ୍ୟବାସୀ । ଗତକାଲି ରାତିରେ ରାଜ୍ୟର ୧୩ ଟି ସହରର ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ସେଲସିୟସ ତଳେ ରେକର୍ଡ କରାଯାଇଥିବାବେଳେ, ଜି. ଉଦୟଗିରି ସବୁଠୁ ଥଣ୍ଡା ସହର ପାଲଟିଛି ।…

୧୪୧ ସାଂସଦଙ୍କ ନିଲମ୍ବନ ପ୍ରତିବାଦ: ରାଷ୍ଟ୍ରପତିଙ୍କ ଉଦ୍ଦ୍ୟେରେ ରାଜ୍ୟପାଳଙ୍କୁ ସ୍ମାରକ ପତ୍ର ଦେଲେ ଇଣ୍ଡିଆ ମେଣ୍ଟ…

ଭୁବନେଶ୍ୱର: ୧୪୧ ସାଂସଦଙ୍କ ନିଲମ୍ବନକୁ ପ୍ରତିବାଦ କରି ରାଷ୍ଟ୍ରପତିଙ୍କ ଉଦ୍ଦ୍ୟେଶ ରେ ରାଜ୍ୟପାଳଙ୍କୁ ସ୍ମାରକ ପତ୍ର ଦେଲେ ଇଣ୍ଡିଆ ମେଣ୍ଟ ଓଡ଼ିଶା ଶାଖାର ନେତୃବୃନ୍ଦ । ଆଜି ପ୍ରଦେଶ କଂଗ୍ରେସ ସଭାପତି ଶରତ ପଟ୍ଟନାୟକଙ୍କ ନେତୃତ୍ୱରେ ଇଣ୍ଡିଆ ମେଣ୍ଟର ଓଡ଼ିଶା ଶାଖାର କଂଗ୍ରେସ ସମେତ ୧୨ଟି…

୨୦୨୪ ଫେବ୍ରୁଆରୀରେ ହେବ ‘ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ’

ଭୁବନେଶ୍ବର: ଆସନ୍ତା ଫେବ୍ରୁଆରୀ ରେ ଭୁବନେଶ୍ବର ଠାରେ ୩ ଦିନ ବ୍ୟାପୀ ଆୟୋଜନ ହେବ ପ୍ରଥମ ବିଶ୍ୱ ଓଡିଆ ଭାଷା ସମ୍ମିଳନୀ । ଏଥିପାଇଁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ ଐତିହ୍ୟ କ୍ୟାବିନେଟ୍ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ଏହି ନିଷ୍ପତ୍ତି ସମ୍ପର୍କରେ…