Latest Odisha News
Browsing Category

ସହର

City

ରାଜ୍ୟସଭା ନିର୍ବାଚନ; ଆଜି ନାମାଙ୍କନ ଭରିବେ ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆ

ଭୁବନେଶ୍ବର: ଆଜି ନାମାଙ୍କନ ଭରିବେ ବିଜେଡିର ଦୁଇ ରାଜ୍ୟସଭା ପ୍ରାର୍ଥୀ ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆ । ପ୍ରଥମେ ଉଭୟ ନବୀନ ନିବାସ ଯାଇ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିବେ। ପରେ ସେମାନେ ବିଧାନସଭା ଯାଇ ନାମାଙ୍କନ ଦାଖଲ କରିବେ ।…

ଓଡ଼ିଶା ସରକାର ଆନ୍ଧ୍ର ପାଖରେ କୋଟିଆକୁ ସମର୍ପି ଦେଇଛନ୍ତି: କଂଗ୍ରେସ

ଭୁବନେଶ୍ୱର: କୋଟିଆରେ ଆନ୍ଧ୍ରର ବେଆଇନ କାର୍ଯ୍ୟକୁ ପ୍ରତିବାଦ କରିବାରେ ନବୀନ ସରକାର ବିଫଳ ହୋଇଛନ୍ତି । କୋରାପୁଟ ଜିଲ୍ଳାର କୋଟିଆ ପଂଚାୟତରେ ଆନ୍ଧ୍ର ସରକାର ଯେଭଳି ଭାବରେ କାର୍ଯ୍ୟକ୍ରମ କରୁଛନ୍ତି ଏବଂ ଓଡ଼ିଶାର ସରକାରଙ୍କ ପକ୍ଷରୁ ଯେପରି ନୀରବତା ଅବଲମ୍ବନ କରାଯାଉଛି ଏଥିରୁ ଅନୁମେୟ ଓଡ଼ିଶା…

ଆଉ ୫ଟି ଜିଲ୍ଲାରେ ଗଡିଲା ଲକ୍ଷ୍ମୀ ବସ୍, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଉ ୫ଟି ଜିଲ୍ଲାରେ ଗଡିଲା ଲକ୍ଷ୍ମୀ ବସ୍ । ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ବଲାଙ୍ଗିର, ବରଗଡ, ଭଦ୍ରକ, ମୟୁରଭଞ୍ଜ ଓ ସୁନ୍ଦରଗଡ ଜିଲ୍ଲାରେ  ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମୋ…

ରାଜ୍ୟରେ ପ୍ରକାଶ ପାଇବ ସରକାରୀ ହସ୍ପିଟାଲ ରାଙ୍କିଙ୍ଗ୍: ସ୍ବାସ୍ଥ୍ୟ ସେବାରେ ଉତ୍କର୍ଷ ପାଇଁ ମିଳିବ ମୁଖ୍ୟମନ୍ତ୍ରୀ…

ଭୁବନେଶ୍ଵର: ରାଜ୍ୟରେ ପ୍ରଥମ ଥର ପାଇଁ ପ୍ରକାଶ ପାଇବ ସରକାରୀ ହସ୍ପିଟାଲ ରାଙ୍କିଙ୍ଗ୍ । ଆସନ୍ତାକାଲି ଏହି ରାଙ୍କିଙ୍ଗ୍ ପ୍ରକାଶ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟର ମେଡିକାଲ କଲେଜ, ଜିଲ୍ଳା ମୁଖ୍ୟ ଚିକିତ୍ସାଳୟ, ଉପ ଜିଲ୍ଲା ଚିକିତ୍ସାଳୟ, ଗୋଷ୍ଠୀ ସ୍ବାସ୍ଥ୍ୟ…

ସାମ୍ବାଦିକ ଜ୍ୟୋତିରଞ୍ଜନ ମହାପାତ୍ରଙ୍କୁ ଆକ୍ରମଣ ଘଟଣାରେ ୨ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର: ସାମ୍ବାଦିକ ଜ୍ୟୋତିରଞ୍ଜନ ମହାପାତ୍ରଙ୍କୁ ଆକ୍ରମଣ ଘଟଣା । ୨ ଅଭିଯୁକ୍ତଙ୍କୁ ଗିରଫ କଲା ମଞ୍ଚେଶ୍ୱର ଥାନା ପୋଲିସ । ଧୀରକୁଟ ବସ୍ତି ନିକଟରେ ସାମ୍ବାଦିକଙ୍କୁ ଆକ୍ରମଣ କରିଥିଲେ ୪ ଦୁର୍ବୃତ୍ତ । ଆଉ ଦୁଇ ଜଣଙ୍କୁ ଧରିବାକୁ ଜାରି ରହିଛି ତଦନ୍ତ ପ୍ରକ୍ରିୟା । ଖବର ମୁତାବକ,…

ଲୋକାର୍ପିତ ହେବ ଯାଜପୁରର ରୁପାନ୍ତରୀତ ସ୍କୁଲ, ସେପଟେ ଆଉ ୫ ଜିଲ୍ଲା ପାଇଁ ‘ଲକ୍ଷ୍ମୀ’ ବସ୍ ର ଶୁଭାରମ୍ଭ କରିବେ…

ଭୁବନେଶ୍ଵର: ରାଜ୍ୟରେ ପରିବହନ କ୍ଷେତ୍ର ହେବ ଆହୁରି ସହଜ । ଗାଁରୁ ଯୋଡିହେବ ସବୁ ସହର । ଲକ୍ଷ୍ମୀ ଯୋଜନାରେ ଆଜି ଆଉ ୫ଜିଲ୍ଲାକୁ ଗଡିବ ବସ୍‌ । ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେପଟେ ଯାଜପୁର ଜିଲ୍ଲାରେ ସମୃଦ୍ଧ ଶିକ୍ଷାର ଆରମ୍ଭ ହେବ ନୂତନ ଅଧ୍ଯାୟ। ଲୋକାର୍ପିତ ହେବ…

ସିଏପିଏଫ୍ ରେ କନେଷ୍ଟବଳ ନିଯୁକ୍ତି ପାଇଁ ପରୀକ୍ଷା ହିନ୍ଦୀ ଓ ଇଂରାଜୀ ବ୍ୟତୀତ ୧୩ଟି ଆଞ୍ଚଳିକ ଭାଷାରେ ଅନୁଷ୍ଠିତ ହେବ

ଭୁବନେଶ୍ବର: ପ୍ରଥମଥର ପାଇଁ କେନ୍ଦ୍ରୀୟ ସଶସ୍ତ୍ର ପୁଲିସ ବାହିନୀ (ସିଏପିଏଫ)ରେ କନେଷ୍ଟବଳ (ଜିଡି) ନିଯୁକ୍ତି ପାଇଁ ପରୀକ୍ଷା ହିନ୍ଦୀ ଓ ଇଂରାଜୀ ବ୍ୟତୀତ ୧୩ ଟି ଆଞ୍ଚଳିକ ଭାଷାରେ ଅନୁଷ୍ଠିତ ହେବ । ଫେବ୍ରୁଆରୀ ୨୦ ରୁ ମାର୍ଚ୍ଚ ୭, ୨୦୨୪ ପର୍ଯ୍ୟନ୍ତ ଦେଶର ୧୨୮ ଟି ସହରରେ ପ୍ରାୟ ୪୮ ଲକ୍ଷ…

କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ଖୁସି ଖବର, ବଢିଲା ବୋନସ୍

ସମ୍ବଲପୁର: କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ଖୁସି ଖବର । ବଢିଲା କେନ୍ଦୁପତ୍ର ତୋଳାଳିଙ୍କ ବୋନସ୍ । ୨୫ ପ୍ରତିଶତରୁ ୫୦ ପ୍ରତିଶତକୁ ବୋନସ୍ ବୃଦ୍ଧି କଲେ ରାଜ୍ୟ ସରକାର । ଉପକୃତ ହେବେ ୮ ଲକ୍ଷ ୫୦ ହଜାର ତୋଳାଳି । ଏଥିପାଇଁ ୯୮ କୋଟି ଟଙ୍କା ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ । ସମ୍ବଲପୁର…

ବିଶିଷ୍ଟ ସାହିତ୍ୟିକ ସାତକଡ଼ି ହୋତାଙ୍କ ପରଲୋକ

ଭୁବନେଶ୍ୱର:  ବିଶିଷ୍ଟ ସାହିତ୍ୟିକ ସାତକଡି ହୋତାଙ୍କ ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୯୫ ବର୍ଷ ହୋଇଥିଲା । ଗତ ଦୁଇ ଦିନ ତଳେ ସେ ଅସୁସ୍ଥ ଅନୁଭବ କରିଥିଲେ । ଖାଇବା ଛାଡ଼ି ଦେଇଥିଲେ । ଆଜି ସକାଳେ ସେ ନିଃଶ୍ୱାସ ନେବାରେ କଷ୍ଟ ଅନୁଭବ କରିଥିଲେ । ଦିନ ୧୨ଟା ୨୫ ମିନିଟରେ ତାଙ୍କର…

ଆସନ୍ତା ୧୬ରେ ଦେଶବ୍ୟାପୀ ହରତାଳ  

ଭୁବନେଶ୍ୱର: ଫେବ୍ରୁଆରୀ ୧୬ରେ ଦେଶବ୍ୟାପୀ ହରତାଳ, ଗ୍ରାମୀଣ ଭାରତ ବନ୍ଦ ଓ ଶିଳ୍ପ ଧର୍ମଘଟ ଡାକରା ଦିଆଯାଇଛି । କେନ୍ଦ୍ର ସରକାରଙ୍କ ଜନ ବିରୋଧୀ ଶ୍ରମିକ ଓ କୃଷକ ମାରଣ ନୀତିକୁ ବିରୋଧ କରି ସଂଯୁକ୍ତ କିଷାନ ମୋର୍ଚ୍ଚା, ଟ୍ରେଡ ୟୁନିଅନ ମିଳିତ ମଞ୍ଚ ଓ ସ୍ଵାଧୀନ ଫେଡେରେସନ ସମୂହ ପକ୍ଷରୁ ଏହି…