Latest Odisha News

BREAKING NEWS

Browsing Category

ସହର

City

‘ଉତ୍କଳ ବିଶ୍ବବିଦ୍ୟାଳୟ କ୍ୟାମ୍ପସରେ ବେଆଇନ ଭାବେ ରହୁଥିଲେ କାଲି ବିଦା ହେବେ’

ଭୁବନେଶ୍ବର: ଉତ୍କଳ ବିଶ୍ବବିଦ୍ୟାଳୟ କ୍ୟାମ୍ପସରେ ବେଆଇନ ଭାବେ ରହୁଥିଲେ କାଲି ବିଦା ହେବେ ବୋଲି ସୂଚନା ଦେଲେ ଏସିପି ଜୋନ୍‌-୫ ବିଶ୍ବରଞ୍ଜନ ସେନାପତି । ଯେଉଁମାନେ ବେଆଇନ ଭାବେ କ୍ବାର୍ଟର୍ସ ମାଡ଼ି ବସିଛନ୍ତି, କାଲି ବିଦା ହେବେ । ଆଜି ସରୁଛି ନୋଟିସ୍‌ର ଡେଡ୍‌ଲାଇନ, କାଲି ପୋଲିସ ଉଚ୍ଛେଦ…

୭୭୫ ବରିଷ୍ଠ ତୀର୍ଥଯାତ୍ରୀଙ୍କୁ ନେଇ ଅଯୋଧ୍ୟା ଓ ବାରାଣସୀ ଅଭିମୁଖେ ଗଲା ସ୍ଵତନ୍ତ୍ର ଟ୍ରେନ

ଭୁବନେଶ୍ବର: ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାରେ ଆଜି ଭୁବନେଶ୍ବର ରେଳ ଷ୍ଟେସନରୁ ବରିଷ୍ଠ ତୀର୍ଥଯାତ୍ରୀଙ୍କୁ ନେଇ ଅଯୋଧ୍ୟା ଓ ବାରାଣସୀ ଅଭିମୁଖେ ବାହାରିଲା ସ୍ଵତନ୍ତ୍ର ଟ୍ରେନ । ପ୍ଲାଟ୍‌ଫର୍ମ ନଂ-୧ ଠାରେ ସ୍ୱତନ୍ତ୍ର ଟ୍ରେନ୍‌କୁ ଦୁଇ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଓ…

ବିଏମସି ବୈଠକରେ ହଟ୍ଟଗୋଳ; ସାଙ୍ଘାତିକ ଅଭିଯୋଗ ଆଣି ଧାରଣାରେ ବସିଲେ କର୍ପୋରେଟର

ଭୁବନେଶ୍ବର: ଭୁବନେଶ୍ୱର ମହାନଗର ନିଗମ (ବିଏମସି) ଅଫିସ ସମ୍ମୁଖରେ କର୍ପୋରେଟରଙ୍କ ଧାରଣା । କର୍ପୋରେଶନ ବୈଠକ ଚାଲିଥିବା ବେଳେ ବିଏମସି ଅଫିସ ସମ୍ମୁଖରେ ଧାରଣାରେ ବସିଲେ ୩୭ ନଂ ୱାର୍ଡ କର୍ପୋରେଟର ବନ୍ଦିତା ପାଲ । ଗତ ୩ ବର୍ଷ ହେବ କୌଣସି କାମ ହେଉ ନଥିବା ଅଭିଯୋଗରେ ଧାରଣା ବସିଥିବା ସୂଚନା…

ନବୀନ ନିବାସରେ ବାଲେଶ୍ଵର ବିଜେଡି କଳି….

ଭୁବନେଶ୍ବର: ନବୀନ ନିବାସରେ ପହଞ୍ଚିଲା ବାଲେଶ୍ଵର ବିଜେଡି କଳି । ପୂର୍ବତନ ସାଂସଦ ରବୀନ୍ଦ୍ର ଜେନାଙ୍କୁ ଜିଲ୍ଲା ସଭାପତି କରିବାକୁ ଦାବି ହୋଇଛି । ଏନେଇ ଆଜି ବ୍ଲକ୍ ଅଧ୍ୟକ୍ଷ, ଜିଲ୍ଲା ପରିଷଦ ସଭାପତି ଓ ପୌରାଧ୍ୟକ୍ଷ ନବୀନ ନିବାସ ଆସି ବିଜେଡି ମୁଖିଆ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି ।…

ସାର କଳାବଜାରୀ ବିରୁଦ୍ଧରେ ସରକାରଙ୍କ କଡ଼ା ଆଭିମୁଖ୍ୟ

ଭୁବନେଶ୍ୱର: ଝାରସୁଗୁଡା କିର୍ମିରାରେ ୟୁରିଆ ସାର କଳାବଜାରୀ ଅଭିଯୋଗ ପରେ, ବିଭାଗୀୟ ଟିମ୍‌ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ରାତ୍ରିକାଳୀନ ଚଢ଼ାଉରେ ଏହି ବେଆଇନ କାରବାରକୁ ଠାବ କରାଯାଇ ସାର ଜବତ କରାଯାଇଛି ଏବଂ ଏଫଆଇଆର୍ ମଧ୍ୟ ଦାଏର୍ ହୋଇଛି । ସ୍ଥାନୀୟ କୃଷକମାନେ ଅଭିଯୋଗ…

ସେପ୍ଟେମ୍ବର ୧୭ରେ ରାଜ୍ୟର ସମସ୍ତ ଜିଲ୍ଲାରେ ୨୩ ଲକ୍ଷ ଚାରା ରୋପଣ ଲକ୍ଷ୍ୟ

ଭୁବନେଶ୍ୱର: ମା' ପାଇଁ ବୃକ୍ଷଟିଏ (ଏକ ପେଡ଼୍ ମାଆ କେ ନାମ) ପ୍ରୟାସର ଅଂଶସ୍ୱରୂପ ଓଡ଼ିଶା ସରକାରଙ୍କ ପକ୍ଷରୁ ଆସନ୍ତା ୧୭ ତାରିଖରେ ୭୫ ଲକ୍ଷ ବୃକ୍ଷରୋପଣ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି । ଏହି ମହତ ପ୍ରୟାସରେ ସହଭାଗୀ ହୋଇ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ସମସ୍ତ କାର୍ଯ୍ୟାଳୟ ତଥା…

‘ସାରା ଦେଶରେ ଓଡ଼ିଶାକୁ ମହିଳା ସୁରକ୍ଷିତ ରାଜ୍ୟର ଉଦାହରଣ ରୂପେ ପରିଗଣିତ କରିବାକୁ ପୋଲିସ…

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟ ପୋଲିସ ଅପରାଧ ନିରାକରଣ ବିଭାଗ ଆନୁକୂଲ୍ୟରେ ମହିଳା ଓ ଶିଶୁ ସୁରକ୍ଷା ନିମନ୍ତେ ଏକ ଦିନିକିଆ କର୍ମଶାଳା ଭୁବନେଶ୍ୱର ସ୍ଥିତ ପୋଲିସ ଭବନ ଠାରେ ଆୟୋଜିତ ହୋଇଯାଇଛି । ଏହି କର୍ମଶାଳାରେ ରାଜ୍ୟ ଆରକ୍ଷୀ ମହା ନିର୍ଦ୍ଦେଶକ ଯୋଗେଶ ବାହାଦୂର…

‘ସୋସିଆଲ ମିଡିଆ ଭାଙ୍ଗୁଛି ପରିବାର, ମୋବାଇଲ ଠାରୁ କିଛି ସମୟ ବିରତି ନିଅନ୍ତୁ ମହିଳା’

ଭୁବନେଶ୍ଵର: ଆଜି ଲୋକସେବା ଭବନ କନଭେନସନ ହଲରେ ଯୌତୁକ ଏବଂ ଘରୋଇ ହିଂସାରୁ ମହିଳାଙ୍କୁ ସୁରକ୍ଷା ଦେବା ନେଇ ଏକ କର୍ମଶାଳା ଆୟୋଜିତ ହୋଇଯାଇଛି । ଘରୋଇ ହିଂସାରୁ ମହିଳା ମାନଙ୍କୁ ସୁରକ୍ଷା ଅଧିନିୟମ-୨୦୦୫ ଏବଂ ଯୌତୁକ ନିଷେଧ ଅଧିନିୟମ-୧୯୬୧ ବିଷୟରେ ରାଜ୍ୟସ୍ତରୀୟ ପ୍ରଶିକ୍ଷଣ ଶିବିରରେ ଉଦବେଗ…

Subhadra Yojana: ବାଦ ପଡ଼ିଥିବା ହିତାଧିକାରୀଙ୍କୁ ଯୋଡ଼ିବା ନେଇ କାଲି ବୈଠକରେ ହେବ ନିଷ୍ପତ୍ତି

ଭୁବନେଶ୍ଵର: ସୁଭଦ୍ରାକୁ ନେଇ ବଡ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଏହି ଯୋଜନାରୁ ବାଦ ପଡିଥିବା ହିତାଧିକାରୀ ସାମିଲ ହେବେ । ଆସନ୍ତାକାଲି ସୁଭଦ୍ରା ସମୀକ୍ଷା ବୈଠକ ଅନୁଷ୍ଠିତ ହେବ ବାଦ ପଡ଼ିଥିବା ହିତାଧିକାରୀଙ୍କୁ ସାମିଲ ହେବା ନେଇ ବୈଠକରେ ଆଲୋଚନା ହେବ । ଉପ…

ନଦୀ କିମ୍ବା ଜଳାଶୟରେ ପାଇପ୍ ଲାଇନ୍ ବିଛାଇବା ଉପରେ କଟକଣା ଜାରି କଲା ଜଳ ସମ୍ପଦ ବିଭାଗ

ଭୁବନେଶ୍ବର: ନଦୀ କିମ୍ବା ଜଳାଶୟରେ ପାଇପ୍ ଲାଇନ୍ ବିଛାଇବା ଉପରେ କଟକଣା ଲଗାଇଲେ ସରକାର । ଏବେ ଆଉ ନଦୀ କିମ୍ବା ଜଳାଶୟ ବା ଜଳଭଣ୍ଡାର ଭିତରେ ମନ ଇଛା ପାଇପ ଲାଇନ ବିଛାଇ ପାରିବେନି କୌଣସି ସଂସ୍ଥା । ଏନେଇ ଆଜି ନୂଆ ମାର୍ଗଦର୍ଶିକା ସହ କଡ଼ା ନିର୍ଦ୍ଦେଶନାମା ଜାରି କଲା ଜଳ ସମ୍ପଦ ବିଭାଗ ।…